ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ
ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ ବନ୍ଦ ହେଇ ପଡ଼ିରହିଛି। ଫଳରେ ଅନୁସୂଚିତ ଜାତି ଓ ଜନଜାତିବହୁଳ ଗାନ୍ଧିନଗର ପଡ଼ା…
ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି
ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ ତାଙ୍କ ବର୍ତ୍ତମାନର ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର କରିଥିଲେ। ଏହି ‘ଅନ୍ଧ’…
ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….
ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା ଅନୁଯାୟୀ ହୋଇନାହିଁ । ଆୟରଙ୍କ ନେତୃତ୍ୱରେ, ଟିମ୍ ଇଣ୍ଡିଆ ସାତଟି ଟି-୨୦ ମ୍ୟାଚ୍…
ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…
ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି ପ୍ରାୟ ୧୨ଟା ୩୦ରେ ପରଲୋକ ଘଟିଛି। ବୁଧବାର ପୂର୍ବାହ୍ନରେ ଗ୍ରାମ ଶ୍ମଶାନରେ ତାଙ୍କ…
ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା
ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ ମୁହଁ ଖୋଲିଛନ୍ତି । ସେ ଯୁବପିଢ଼ି ଏବଂ ଛାତ୍ରମାନଙ୍କ ସହ ଜଡିତ ପ୍ରସଙ୍ଗକୁ…
ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍ କଟକଣା…
ପୁରୀ,୨୩ା୭(ଅଜିତ୍ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା ଦର୍ଶନ ବନ୍ଦ ପରେ ବାହୁଡ଼ା ଯାତ୍ରା ପ୍ରସ୍ତୁତି ଆରମ୍ଭ ଆରମ୍ଭ ହେବ। ତେବେ…
ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ
ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା ଲାଗିଛି। ଥୁଥୁକୁଡିର ଏକ କୋର୍ଟ ବିଧାୟକଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଥୁଥୁକୁଡିର…
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା
ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ ବୃଦ୍ଧି ପାଇ ୨୬୨% ରେ ପହଞ୍ଚିଛି। ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ…
ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍
ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି। ଚାରିଆଡେ ଗଦା ଗଦା ଅଳିଆ ସାଙ୍ଗକୁ ପାନ ଛେପ ପରିବେଶକୁ ଅଧିକ ଦୂଷିତ…
୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍
ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର କାହାଣୀ ସାରା ଭାରତରୁ ସାମ୍ନାକୁ ଆସୁଛି। ଏହାର ସଦ୍ୟତମ ଉଦାହରଣ ତେଲଙ୍ଗାନାରୁ ଆସିଛି।…
୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ
ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର ଧୀର ଗତି ପାଇଁ ଜଣାଶୁଣା। ଏହା ପ୍ରତି ଅଢ଼େଇ ବର୍ଷରେ ରାଶି ପରିବର୍ତ୍ତନ…
ପେପର୍ ଲିକ୍ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!
ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର ଲିକ୍ର ସମସ୍ତ ମାମଲାରେ ଦୋଷୀମାନଙ୍କୁ ଯଥାଶୀଘ୍ର କଠୋର ଦଣ୍ଡ ଦେବା ଏବଂ ମାମଲାଗୁଡ଼ିକର…

