କଣ୍ଢେଇ ଫେରାଇବାକୁ ବିମାନରେ ଆସିଲେ ୬ହଜାର ମାଇଲ
ୱାଶିଂଟନ: ଜଣେ ୯ ବର୍ଷୀୟା ଝିଅର ଖୁସି ପାଇଁ ପାଇଲଟ୍ ଜଣକ ଯାହା କରିଛନ୍ତି, ସେଥିଲାଗି ସେ ଚର୍ଚ୍ଚାକୁ ଆସିଛନ୍ତି। ବିମାନ ଯାତ୍ରା ସମୟରେ ଅନେକେ ତାଙ୍କର କିଛି ଜିନିଷ ଭୁଲି ଯାଇଥିବା ନଜରକୁ ଆସିଛି। ତେବେ ନିକଟରେ ଏକ ଛୋଟପିଲା…
ବଜାରରେ ହୋଣ୍ଡାର ନ୍ୟୁ ହର୍ନେଟ
ନୂଆଦିଲ୍ଲୀ,୨୯।୮ : ହୋଣ୍ଡା ମୋଟରସାଇକେଲ୍ ଆଣ୍ଡ୍ ସ୍କୁଟର ଇଣ୍ଡିଆ (ଏଚ୍ଏମ୍ଏସ୍ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ହର୍ନେଟ୍-୨.୦କୁ ବଜାର ପ୍ରବେଶ ସହ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏ ସମ୍ପର୍କରେ ଏଚ୍ଏମ୍ଏସ୍ଆଇର ପରିଚାଳନା ନିର୍ଦ୍ଦେଶକ, ସଭାପତି ଏବଂ ସିଇଓ…
ସହମତିରେ ବିବାହକୁ ସର୍ବସାଧାରଣ ଘୋଷଣା କରିବାର କୌଣସି ଆବଶ୍ୟକତା ନାହିଁ:ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୯।୮: ସହମତିରେ ବିବାହକୁ ସର୍ବସାଧାରଣ ଘୋଷଣା କରିବାର କୌଣସି ଆବଶ୍ୟକତା ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ପକ୍ଷରୁ କୁହାଯାଇଛି ଯେ, ଜଣେ ଯୋଡି ପରସ୍ପରକୁ ଫୁଲମାଳ ପିନ୍ଧାଇ କିମ୍ବା ମୁଦି ଲଗାଇବାର ଏକ ସରଳ ସମାରୋହ ମାଧ୍ୟମରେ ଓକିଲମାନଙ୍କ…
ଡ୍ରିମ୍ ଗାର୍ଲ ୨ ସହ ଆଇମନ୍ତ୍ରାର ବୁଝାମଣା
ନୂଆଦିଲ୍ଲୀ,୨୯।୮: ଦେଶର ପ୍ରମୁଖ ଘରୋଇ ଆୟୁର୍ବେଦିକ ସଂସ୍ଥା ଦିଭିସା ହର୍ବାଲ୍ସ ପ୍ରାଇଭେଟ ଲିମିଟେଡର ଅଗ୍ରଣୀ ବ୍ରାଣ୍ଡ୍ ଆଇମନ୍ତ୍ରା ବଲିଉଡ ଚଳଚ୍ଚିତ୍ର ଡ୍ରିମ୍ ଗାର୍ଲ ୨ ସହ ଦ୍ୱିପାକ୍ଷିକ ବୁଝାମଣା କରିଛି। ଉକ୍ତ ବୁଝାମଣା ଅନୁଯାୟୀ ଆଇମନ୍ତ୍ରା ଡ୍ରିମ୍ ଗାର୍ଲ ୨ ପ୍ରଚାର…
ଗଣେଶ ପୂଜାରେ ଜିଓ ଏୟାର ଫାଇବର
ନୂଆଦିଲ୍ଲୀ,୨୯।୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ (ଆରଆଇଏଲ୍)ର ୪୬ ତମ ସାଧାରଣ ପରିଷଦ ବୈଠକ (ଏଜିଏମ) ସୋମବାର ମୁମ୍ବାଇଠାରେ ଆୟୋଜିତ ହୋଇଯାଇଛି। ଉକ୍ତ ବୈଠକରେ ଆରଆଇଏଲର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଅନେକ ନୂଆ ଯୋଜନା ସମ୍ପର୍କରେ ଘୋଷଣା କରିଛନ୍ତି। ବିଶେଷ କରି କମ୍ପାନୀ…
ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସକୁ ଜିଓର ଗୁରୁତ୍ୱ-ମୁକେଶ
ନୂଆଦିଲ୍ଲୀ,୨୯।୮: ଗତ କିଛି ବର୍ଷ ହେବ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ)କୁ ନେଇ ସାରା ଦେଶରେ ବ୍ୟାପକ ଚର୍ଚ୍ଚା ହେଉଥିବାବେଳେ ଉକ୍ତ ଏଆଇକୁ ସମସ୍ତଙ୍କ ପାଖରେ ଓ ସବୁ ସ୍ଥାନରେ ପହଞ୍ଚାଇବାକୁ ଜିଓ ପ୍ରୟାସ ଆରମ୍ଭ କରିଛି ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ…
୩୭୦ ଉଚ୍ଛେଦ ବିରୋଧରେ ବୟାନ: ଅଧ୍ୟାପକ ନିଲମ୍ବିତ
ନୂଆଦିଲ୍ଲୀ,୨୯ା୮: ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ବିରୋଧ କରି ସୁପ୍ରିମକୋର୍ଟରେ ଯୁକ୍ତି ରଖିଥିବା ଜଣେ ଅଧ୍ୟାପକଙ୍କୁ କେନ୍ଦ୍ରଶାସିତ ଅଞ୍ଚଳ ପ୍ରଶାସନ ନିଲମ୍ବନ କରିଥିବାରୁ ଏହା ଉପରେ ସର୍ବୋଚ୍ଚ ଅଦାଲତ ପ୍ରଶ୍ନ ଉଠାଇଛନ୍ତି। ଘଟଣାର ଅନୁଧ୍ୟାନ କରିବା ଲାଗି ଶୀର୍ଷ ଅଦାଲତ…
ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ପରାମର୍ଶଦାତା, ଓଏସ୍ଡିଙ୍କୁ ଇଡି ଜେରା
ରାୟପୁର,୨୯ା୮: ବେଆଇନ ବେଟିଂ ଓ ଗାମ୍ବ୍ଲିଂ ଆପ୍ ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ରାଜନୈତିକ ପରାମର୍ଶଦାତା ବିନୋଦ ବର୍ମା ଏବଂ ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି (ଓଏସ୍ଡି)…
ଟ୍ରକ୍କୁ ଧକ୍କା ଦେଲା ବସ୍: ୯ ତୀର୍ଥଯାତ୍ରୀ ମୃତ
ବାଗଦାଦ୍,୨୯।୮: ଇରାକର ଦକ୍ଷିଣ ସହର ନାସିରିଆରେ ଏକ ଟ୍ରକ ସହିତ ଏକ ବସ ଧକ୍କା ହେବା ଫଳରେ ୯ ଜଣ ଇରାନ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଭୟଙ୍କର ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇଥିଲେ। ଇରାନରେ ରହୁଥିବା ଏହି ସମସ୍ତ…
ହିନ୍ଦୁ ସଂଗଠନର ଶୋଭାଯାତ୍ରା ପାଇଁ ନୁହରେ କଡ଼ା ସୁରକ୍ଷା
ନୁହ(ହରିୟାଣା),୨୯ା୮: ହରିୟାଣାର ନୁହଠାରେ ସର୍ବଜାତୀୟ ହିନ୍ଦୁ ମହାପଞ୍ଚାୟତ ପକ୍ଷରୁ ‘ଶୋଭାଯାତ୍ରା’ଲାଗି ଆହ୍ବାନ ଦିଆଯାଇଥିବାବେଳେ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଉକ୍ତ ଅଞ୍ଚଳ ସୁରକ୍ଷା ବଳ ଛାଉଣୀରେ ପରିଣତ ହୋଇଥିବାବେଳେ ଚାରିଆଡ଼ ଖାଁଖାଁ ଲାଗୁଛି। ନୁହରେ ଦଙ୍ଗାନିରୋଧୀ ଯାନ…
ଜି୨୦ ସମ୍ମିଳନୀରେ ରୁଷିଆ ବହିର୍ବ୍ୟାପାର ମନ୍ତ୍ରୀ ଯୋଗଦେବେ
ନୂଆଦିଲ୍ଲୀ,୨୯ା୮: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍ ପୁଟିନ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍ କରି ଦିଲ୍ଲୀରେ ଆସନ୍ତା ସପ୍ତାହରେ ହେବାକୁ ଥିବା ଜି୨୦ ସମ୍ମିଳନୀରେ ଯୋଗଦେବାକୁ ଅସମର୍ଥ ବୋଲି ଜଣାଇଛନ୍ତି। ପୁଟିନ୍ ତାଙ୍କ ସ୍ଥାନରେ ବହିର୍ବ୍ୟାପାର ମନ୍ତ୍ରୀ ସର୍ଗେଇ ଲାଭରୋଭଙ୍କୁ ଜି୨୦ ସମିଟ୍କୁ…
ଯାନ, ଔଷଧ, ପର୍ଯ୍ୟଟନ କ୍ଷେତ୍ର ନୂଆ ନିଯୁକ୍ତି ସୃଷ୍ଟି କରିବ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୯ା୮: ଭାରତର ଅର୍ଥନୀତି ଦ୍ରୁତ ଅଭିବୃଦ୍ଧି ପଥରେ ଅଗ୍ରସର ହେଉଛି। ଏହା ଯୁବବର୍ଗଙ୍କ ଲାଗି ନିଯୁକ୍ତିର ବଡ଼ ସୁଯୋଗ ସୃଷ୍ଟି କରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରୋଜଗାର ମେଳାରେ ଉଦ୍ବୋଧନ ଦେଇ କହିଛନ୍ତି। ଏହି ଅବସରରେ ସେ ୫୧…
Archives


