Home

ଦୁଇ ମହିଳା ମାଓବାଦୀ ନିହତ

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଦାନ୍ତେଓ୍ବାଡା ଜିଲା ଅରନପୁର ଥାନା ଅଞ୍ଚଳରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଦୁଇ ମହିଳା ମାଓବାଦୀ ନିହତ ହୋଇଛନ୍ତି। ସୂଚନାନୁଯାୟୀ, ଦର୍ଭା ଡିଭିଜନର ମାଓବାଦୀମାନେ ଜଙ୍ଗଲରେ ଉପସ୍ଥିତ ଥିବା ସୂଚନା…

୨୦୨୯ ପରେ ମହିଳା ସଂରକ୍ଷଣ ବିଲ କାର୍ଯ୍ୟକାରୀ ହେବ: ସ୍ପଷ୍ଟ କଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ୨୦୨୯ ପରେ ମହିଳା ସଂରକ୍ଷଣ ବିଲ କାର୍ଯ୍ୟକାରୀ ହେବ ବୋଲି ବୁଧବାର ଲୋକସଭାରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ଯେ ଏହା ଏକ ଯୁଗ ପରିବର୍ତ୍ତନକାରୀ ବିଲ। ମୋ ଦଳ ତଥା ମୋର…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ଅଭିମୁଖ୍ୟ ସ୍ପଷ୍ଟ କଲା ଏଏପି

ନୂଆଦିଲ୍ଲୀ,୨୦।୯: ନୂତନ ସଂସଦ ଗୃହରେ ମହିଳା ସଂରକ୍ଷଣ ବିଲ ସମ୍ପର୍କରେ ଆଲୋଚନା ଚାଲିଛି। ପ୍ରଥମ ଦିନରେ କେନ୍ଦ୍ର ସରକାର ସ୍ବତନ୍ତ୍ର ଅଧିବେଶନରେ ଲୋକସଭା ଗୃହରେ ମହିଳା ସଂରକ୍ଷଣ ବିଲ ଆଗତ କରିଥିଲେ। ମହିଳା ସଂରକ୍ଷଣ ବିଲ୍‌କୁ ନାରୀ ଶକ୍ତି ବନ୍ଦନ ଅଧିନିୟମ-୨୦୨୩…

ପ୍ରମିଳା ମଲ୍ଲିକ ବିଜେଡିର ବାଚସ୍ପତି ପ୍ରାର୍ଥୀ

ଭୁବନେଶ୍ୱର,୨୦ା୯: ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ବିଜେଡିର ବାଚସ୍ପତି ପ୍ରାର୍ଥୀ ହେବେ ବୋଲି ବୁଧବାର ଦଳ ପକ୍ଷରୁ ଘୋଷଣା କରାଯାଇଛି। ପ୍ରମିଳା ଆସନ୍ତାକାଲି ପ୍ରାର୍ଥତ୍ପତ୍ର ଦାଖଲ କରିବେ। ୨୨ ତାରିଖ (ଶୁକ୍ରବାର) ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।…

ଭଙ୍ଗାଯାଉନି ଅଧିଗ୍ରହଣ ହୋଇଥିବା ଘର, ବଢୁଛି ଅସନ୍ତୋଷ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଲିଆଗୋଡ଼ା ନିକଟରେ ଜାତୀୟ ରାଜପଥ-୨୦ କଡ଼ରେ ଜାତୀୟ ରାଜପଥ ପ୍ରାଧିକରଣ ଜମି ଜବରଦଖଲ ହୋଇଥିବା ଅଭିଯୋଗ ହୋଇଛି। ଉକ୍ତ ସ୍ଥାନରେ ଏକ ଦୁଇ ମହଲା ଘର ଥାଇ ବ୍ୟବସାୟୀ କାର୍ଯ୍ୟରେ ଲାଗିଛି।…

ଏଥର ମୋଦିଙ୍କ ପ୍ରଭାବ ପଡ଼ିବ ନାହିଁ: ସଚିନ ପାଇଲଟ

ଜୟପୁର,୨୦।୯: ରାଜସ୍ଥାନ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏଥିପାଇଁ ସମସ୍ତ ଦଳ ଜିତିବାକୁ ଉଦ୍ୟମ କରୁଛନ୍ତି। ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ କଂଗ୍ରେସ ଦଳର ପ୍ରସ୍ତୁତି ବିଷୟରେ ବୁଧବାର ସୂଚନା ଦେଇଛନ୍ତି। ପାଇଲଟ କହିଛନ୍ତି, ରାଜସ୍ଥାନ କଂଗ୍ରେସରେ ବିବାଦ ପରିସ୍ଥିତିକୁ…

୨୧ରେ ଲୁହାପଥର ପରିବହନ ବନ୍ଦ କରିବେ କ୍ଷତିଗ୍ରସ୍ତ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଗୋହାଲଡିହି ରେଲଓ୍ବେ ସାଇଡିଂ କଲ୍ୟାଣ ପରିଷଦ ପକ୍ଷରୁ ଆସନ୍ତାକାଲି ସାଇଡିଂକୁ ଲୁହାପଥର ପରିବହନ କାର୍ଯ୍ୟ ବନ୍ଦ କରି ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା ଦେବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଏନେଇ ପରିଷଦ ପକ୍ଷରୁ ଏକ…

ବିଶ୍ୱକପ୍‌ ପାଇଁ ନୂଆ ଜର୍ସି ଲଞ୍ଚ୍‌

ନୂଆଦିଲ୍ଲୀ,୨୦।୯: ବିଶ୍ୱକପ ପାଇଁ ଭାରତୀୟ କ୍ରିକେଟ ଦଳ ପାଇଁ ନୂଆ ଜର୍ସି ଲଞ୍ଚ କରାଯାଇଛି। ଟିମ ଇଣ୍ଡିଆର ଅଫିସିଆଲ କିଟ ପ୍ରାୟୋଜକ ଆଦିଦାସ ବୁଧବାର ଏକ ଭିଡିଓ ଶେୟାର କରିଛି। ଏଥିରେ ଅଧିନାୟକ ରୋହିତ ଶର୍ମା, ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି,…

ମୋରଡ଼ାରେ ବନ୍ଦପାଳନର ଆଂଶିକ ପ୍ରଭାବ

ମୋରଡ଼ା,୨୦ା୯(ସ୍ମାରକ ମାଜୀ): କୁଡୁମୀ ସମାଜର ଉନ୍ନତି ତଥା କୁଡୁମୀ ସମାଜକୁ ଆଦିବାସୀ ମାନ୍ୟତା ଦାବି ଏବଂ କୁଡୁମାଲି ଭାଷାକୁ ସାମ୍ବିଧାନିକ ଭାଷା ମାନ୍ୟତା ଦାବି ନେଇ ବୁଧବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବାରଘଣ୍ଟିଆ ମୟୂରଭଞ୍ଜ ବନ୍ଦ କୁଡୁମୀ ଏକତା…

ବିଜେଡି ଛାଡ଼ିଲେ ବ୍ଲକ ଅଧ୍ୟକ୍ଷ

ରାଇରଙ୍ଗପୁର,୨୦ା୯: ରାଇରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଟାଣୁଆ ଆଦିବାସୀ ନେତା ତଥା ତିରିଂ ବ୍ଲକ୍‌ ଅଧ୍ୟକ୍ଷ ପରମେଶ୍ୱର ସାମାଡ଼୍‌ ବୁଧବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ରକୁ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନିକଟକୁ ପଠାଇଛନ୍ତି। ଶ୍ରୀ…

ଜିନ୍‌ପିଙ୍ଗ୍‌ଙ୍କ ନିମନ୍ତ୍ରଣ ରକ୍ଷା କଲେ ପୁଟିନ, ଅକ୍ଟୋବରରେ ଗସ୍ତ କରିବେ ଚାଇନା

ମସ୍କୋ,୨୦ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବୁଧବାର କହିଛନ୍ତି, ସେ ଚାଇନା ରାଷ୍ଟ୍ରପତି ଶି’ ଜିନ୍‌ପିଙ୍ଗ୍‌ଙ୍କ ନିମନ୍ତ୍ରଣକୁ ଗ୍ରହଣ କରିଛନ୍ତି। ଏହି ନିମନ୍ତ୍ରଣ ପାଇ ସେ ଅକ୍ଟୋବରରେ ଚାଇନା ଗସ୍ତ ପାଇଁ ରାଜି ଅଛନ୍ତି ବୋଲି କହିଛନ୍ତି। ପୁଟିନ ଏକ ବୈଠକରେ…

ଗଣେଶ ମୂର୍ତ୍ତି ବସର୍ଜନ କରିବାକୁ ଯାଇ ନଦୀସ୍ରୋତରେ ଭାସିଗଲେ ଯୁୁବକ

ରାୟଗଡ଼ା,୨୦ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଉପକଣ୍ଠ ଧୁମାଗୁଡ଼ା ଗାଁ ନିକଟ ନାଗାବଳୀ ନଦୀରେ ବୁଧବାର ଏକ ଅଘଟଣ ଘଟିଛି। ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ହେଲେ ମାଙ୍କଡଝୋଲା ବସ୍ତିର ଶ୍ରୀନିବାସ ଅଶୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?