Home

ମଣିପୁରରେ ୩ ଘର ଜାଳିଦେଲେ

ଇମ୍ଫାଲ,୨୮।୮: କିଛି ଦିନର ଅନ୍ତରାଳ ପରେ ମଣିପୁରରେ ରବିବାର ପୁଣି ହିଂସାକାଣ୍ଡ ଘଟିଛି। ନୂଆ ଲମ୍ବୁଲେନ୍‌ ଅଞ୍ଚଳରେ ଥିବା ୩ ଘରକୁ ଅଜ୍ଞାତ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଘଟଣା ପରେ ସ୍ଥାନୀୟ…

ଶିଳାନ୍ୟାସକୁ ୨୦ବର୍ଷ ବିତିଲା: ଭାଟେଣି ଭଗ୍ନ ସ୍ଲୁଇସ୍‌ କାମ ହେଉନି

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଓ ପଟ୍ଟାମୁଣ୍ଡାଇ ବ୍ଲକର ୨୩ ହଜାରରୁ ଅଧିକ ଏକର ଚାଷ ଜମି ଓ ୨୨ରୁ ଊର୍ଦ୍ଧ୍ୱ ପଞ୍ଚାୟତର ଚାଷୀଙ୍କ ପାଇଁ ଯୋର ଜଳସେଚନ ପ୍ରକଳ୍ପ ମାଧ୍ୟମରେ ମଧୁର ଜଳ ଗଚ୍ଛିତ ରଖିବା, ଉଠା…

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୫ ଗିରଫ

ଭୁବନେଶ୍ୱର,୨୮ା୮(ସତ୍ୟଜିତ୍‌ ରାଉତ): ସିବିଆଇ ଅଫିସର କହି ଘରେ ପଶିଥିଲେ। ବାପପୁଅଙ୍କୁ ବାନ୍ଧି ବନ୍ଧୁକ ମୁନରେ ଭୟ ଦେଖାଇ ସିନେମା ଷ୍ଟାଇଲ୍‌ରେ ଲୁଟିଥିଲେ ୧.୭ କୋଟି ନଗଦ ଟଙ୍କା ସମେତ ସୁନା ଅଳଙ୍କାର। ଭୁବନେଶ୍ୱର ଇନ୍‌ଫୋସିଟି ଥାନା ଅନ୍ତର୍ଗତ ନନ୍ଦନବିହାର ଅଞ୍ଚଳରେ ଘଟିଥିବା…

ବ୍ରିଟେନରେ ପଞ୍ଜାବ ,ଗୁଜରାଟର ମହିଳାମାନଙ୍କୁ ରେଡିଓଆକ୍ଟିଭ ରୁଟି ଖାଇବାକୁ ଦିଆଯାଇଥିଲା: ତଦନ୍ତ ଦାବି…

ଲଣ୍ଡନ,୨୮।୮ : ବ୍ରିଟେନର ଜଣେ ସାଂସଦ ଲୌହ ଅବଶୋଷଣ ଉପରେ ୧୯୬୯ ମସିହାରେ ହୋଇଥିବା ଡାକ୍ତରୀ ଅଧ୍ୟୟନର ତଦନ୍ତ ପାଇଁ କହିଛନ୍ତି। ଏହା ଅନ୍ତର୍ଗତ,୨୧ ଜଣ ଭାରତୀୟ ମୂଳ ମହିଳାଙ୍କୁ କେନ୍ଦ୍ରୀୟ ଇଂଲଣ୍ଡର ଏକ ସହରରେ ରେଡିଓଆକ୍ଟିଭ ଆଇସୋଟୋପ ଧାରଣ କରିଥିବା…

ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବିନା ଯୋଗ୍ୟତାରେ ନାମ ଲେଖା ପ୍ରସଙ୍ଗ: ତଥ୍ୟ, ପ୍ରମାଣ ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନରେ ଶିଥିଳତା

ଖୋର୍ଦ୍ଧା,୨୮ା୮(ପ୍ରଭାତ ପାଣିଗ୍ରାହୀ): ବଲାଙ୍ଗୀର ନକଲି ସାର୍ଟିଫିକେଟ ଘଟଣା ଏବେ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲିଟିଛି। ନିକଟରେ ଏହି ଘଟଣାରେ ୫ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ଏପରି କି ଜଣେ ନକଲି ଅଧ୍ୟାପକ ମଧ୍ୟ ଗିରଫ ହୋଇଛନ୍ତି। ହେଲେ ପୁରୀସ୍ଥିତ ଗୋପବନ୍ଧୁ…

ସ୍ତ୍ରୀଙ୍କ ଯୋଗୁ ବଢ଼ିପାରେ ସୁନକଙ୍କ ସମସ୍ୟା…

ଲଣ୍ଡନ,୨୮।୮ : ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ପ୍ରଧାନମନ୍ତ୍ରୀ ସୁନକ ଭାରତ ସହିତ ଏକ ପ୍ରସ୍ତାବିତ ମୁକ୍ତ ବାଣିଜ୍ୟ ଚୁକ୍ତି (ଏଫଟିଏ) ରେ ୫୦ କୋଟି ଡଲାରର ସ୍ତ୍ରୀ ଅକ୍ଷତା ମୁର୍ତ୍ତୀଙ୍କ ଇନଫୋସିସ ଅଂଶଧନ ଉପରେ ପ୍ରଶ୍ନର…

ସରକାରୀ ବିଦ୍ୟାଳୟରେ ଛାତ୍ରୀମାନଙ୍କୁ ଅବାୟା ପିନ୍ଧିବାକୁ କରାଯିବ ବାରଣ: ଫ୍ରାନ୍ସ ଶିକ୍ଷାମନ୍ତ୍ରୀ…

ପ୍ୟାରିସ,୨୮।୮: ଫ୍ରାନ୍ସର ଶିକ୍ଷା ମନ୍ତ୍ରୀ କହିଛନ୍ତି ସରକାରୀ ବିଦ୍ୟାଳୟଗୁଡ଼ିକ ଛାତ୍ରୀମାନଙ୍କୁ ଅବାୟା ପିନ୍ଧିବାକୁ ବାରଣ କରାଯିବ। ଦେଶ ପୂର୍ବରୁ ବିଦ୍ୟାଳୟରେ ମୁଣ୍ଡ ଆବରଣ ପିନ୍ଧିବାକୁ ବାରଣ କରାଯାଇଛି। ୨୦୧୦ରେ ଫ୍ରାନ୍ସ ସର୍ବସାଧାରଣ ସ୍ଥାନରେ ସମ୍ପୂର୍ଣ୍ଣ ମୁହଁରେ ଆବରଣ ପିନ୍ଧିବାକୁ ବାରଣ କରିଥିଲା।…

କୁଟୁରା ଇଂଲିଶ ନାମ ପରିବର୍ତ୍ତନରୁ ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୨୮।୮(ଅସମାପିକା ସାହୁ): ଭାରତୀୟ ବନ୍ୟପ୍ରାଣୀ ସଂରକ୍ଷଣ ଆଇନ-୧୯୭୨ରେ କୁଟୁରାକୁ ଇଂଲିଶରେ ବାର୍କିଂ ଡିଅର କୁହାଯାଉଥିଲା। ଏପ୍ରିଲ ୨୦୨୩ରେ ବନ୍ୟପ୍ରାଣୀ ସଂଶୋଧିତ ଆଇନରେ ଏହାର ନାମ ପରିବର୍ତ୍ତନ କରାଯାଇ ମୁଣ୍ଟଜାକ୍‌ ଡିଅର କରାଯାଇଛି। ତେବେ ଏହାକୁ ୩ଟି ପ୍ରଜାତିରେ ବିଭକ୍ତ କରାଯାଇଥିବାରୁ…

ଖାଦ୍ୟରେ ଅଳ୍ପ ଲୁଣ ହୃଦ୍‌ରୋଗ ଆଶଙ୍କା ୨୦% କମାଏ

ଲଣ୍ଡନ,୨୮।୮: ଖାଦ୍ୟରେ ଲୁଣର ମାତ୍ରା କମ୍‌ କରିବା ବା କମ୍‌ ଲୁଣଯୁକ୍ତ ଖାଦ୍ୟ ଖାଇବା ହୃଦରୋଗ ସମସ୍ୟାକୁ ୨୦% କମାଇଥାଏ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ଦି ଗାଡିୟାନ୍‌ ଆର୍ଲି ସଣ୍ଡେର ରିପୋର୍ଟ ଅନୁସାରେ ଅଧିକ ଲୁଣ ଖାଉଥିବା ଲୋକଙ୍କ ତୁଳନାରେ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍କୁଲ୍‌ ବନ୍ଦ

ଲକ୍ଷ୍ନୌ,୨୮ା୮: ଉତ୍ତରପ୍ରଦେଶ ମୁଜାଫରପୁରର ଯେଉଁ ସ୍କୁଲ୍‌ର ଶିକ୍ଷୟିତ୍ରୀ ଜଣେ ମୁସଲମାନ ଛାତ୍ରଙ୍କୁ ତାଙ୍କ ସହପାଠୀମାନଙ୍କ ଦ୍ୱାରା ମାଡ଼ ମରାଇଥିଲେ, ତାହାକୁ ତଦନ୍ତ ଶେଷ ହେବା ପର୍ଯ୍ୟନ୍ତ ବନ୍ଦ ରଖିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଛି। ଶିକ୍ଷା ବିଭାଗ ଏନେଇ ସ୍କୁଲ୍‌ ପରିଚାଳନା କମିଟିକୁ…

ଚନ୍ଦ୍ରର ତାପମାତ୍ରା ପ୍ରୋଫାଇଲ ପଠାଇଲା ଲ୍ୟାଣ୍ଡର

ବେଙ୍ଗାଲୁରୁ,୨୮ା୮: ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ବିକ୍ରମରେ ଥିବା ସର୍ଫେସ୍‌ ଥମୋଫିଜିକାଲ ଏକ୍ସପେରିମେଣ୍ଟ ପ୍ଲେଲୋଡ୍‌ (ଚାଷ୍ଟେ) ଚନ୍ଦ୍ର ଦକ୍ଷିଣ ମେରୁ ଚତୁଃପାର୍ଶ୍ୱରେ ଥିବା ଉପର ମୃତ୍ତିକାର ତାପମାତ୍ରା ପ୍ରୋଫାଇଲ ପଠାଇଛି। ଚନ୍ଦ୍ରପୃଷ୍ଠର ତାପମାତ୍ରା ସମ୍ପର୍କରେ ଜାଣିବାରେ ଏହା ସହାୟକ ହେବ ବୋଲି ଇସ୍ରୋ ପକ୍ଷରୁ…

ସ୍ବର୍ଣ୍ଣ ଜିତିଲେ ନୀରଜ ଚୋପ୍ରା

ବୁଦାପେଷ୍ଟ,୨୮ା୮: ହଙ୍ଗେରୀର ବୁଦାପେଷ୍ଟରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ରବିବାର ଉଦ୍‌ଯାପିତ ହୋଇଛି। ୮ ଦିନ ଧରି ଚାଲିଥିବା ଏହି ଇଭେଣ୍ଟରେ ଏକାଧିକ ରେକର୍ଡ ଭାଙ୍ଗିଥିବା ବେଳେ ପ୍ରଥମ ଭାରତୀୟ ଭାବେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି ନୀରଜ ଚୋପ୍ରା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri