ଶିଳ୍ପ ବିକାଶରେ ବାଧକ ଅସାମାଜିକ ଗୋଷ୍ଠୀ
କଳିଙ୍ଗନଗର,୨୭।୭(ଶୁଭାଶିଷ ରାଉତ) :କଳିଙ୍ଗନଗର ଶିଳ୍ପାଞ୍ଚଳରେ କେତେକ ଅସାମାଜିକ ବ୍ୟକ୍ତି ଓ ଗୋଷ୍ଠୀ ମୋଟା ଅଙ୍କର ଚାନ୍ଦା ଆଦାୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ସଙ୍ଗଠନ ଗଠନ କରି କାରଖାନା ବିରୋଧରେ ମିଥ୍ୟା ପ୍ରଦୂଷଣ ଜନିତ ଅଭିଯୋଗ କରୁଛନ୍ତି। ଏଭଳି ଅଯଥା ହସ୍ତକ୍ଷେପ ଶିଳ୍ପ…
ଚାଇନା ମନ୍ତ୍ରୀ ଗଲେ କୁଆଡେ, ସରକାର କ୍ୱିନ୍ ଗେଙ୍ଗଙ୍କ ସବୁ ଡେଟା ହଟାଇଲେ…
ଓ୍ବାଶିଂଟନ,୨୭।୭ : ଗତ ଏକ ମାସ ହେବ ନିଖୋଜ ଥିବା ଚାଇନାର ବୈଦେଶିକ ମନ୍ତ୍ରୀ କ୍ୱିନ ଗେଙ୍ଗଙ୍କୁ ଏହି ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ପୂର୍ବତନ ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କୁ ପୁଣିଥରେ ବୈଦେଶିକ ମନ୍ତ୍ରୀ କରାଯାଇଛି। ଗେଙ୍ଗ ମାତ୍ର…
କଣ୍ଟିଲୋ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା
ଖଣ୍ଡପଡ଼ା,୨୭।୭ (ଅଜୟ କୁମାର ମହାରଣା)ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଅଧୀନ ୭ ପଞ୍ଚାୟତର ଜନସାଧାରଣ କଣ୍ଟିଲୋ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରନ୍ତି ା ଏଠାରେ ୨ଜଣ ଡ଼ାକ୍ତର ଅଛନ୍ତି ା ହେଲେ ଆବଶ୍ୟକ ଷ୍ଟାଫ ନର୍ସ ଅଭାବରୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି…
ଏମ୍ଜିଏନ୍ଆରଇଜିଏସ୍ ଅନୁଦାନ ଖର୍ଚ୍ଚରେ ରହୁନି ସ୍ବଚ୍ଛତା
ନୟାଗଡ଼,୨୭।୭ (ଲୋକନାଥ ମିଶ୍ର)ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମଜିଏନ୍ଆରଇଜିଏସ୍)ରେ ନୟାଗଡ଼ ଜିଲାରେ ଅନେକ କୋଟି ଟଙ୍କା ଖର୍ଚ୍ଚ ହେଉଛି। ତେବେ ଏଥିରେ ସ୍ବଛତା ନାହିଁ ବୋଲି ଅଭିଯୋଗ ହୋଇ ଆସୁଛି। ଏନେଇ ଅଭିଯୋଗ କଲେ ସୁଫଳ ମିଳୁନି।…
କରଡି ଲାଗି ପଦା ହେଉଛି ବାଉଁଶ ଜଙ୍ଗଲ
ବାଲିମେଳା,୨୭ା୭(ଶିବଦତ୍ତ ସାହୁ): ଦିନକୁ ଦିନ ବାଉଁଶ ଗଜା(କରଡି)ର ଚାହିଦା ସ୍ଥାନୀୟ ଅଞ୍ଚଳରେ ବଢୁଛି। ଲୋକେ ଏଥିରେ ବିଭିନ୍ନ ପ୍ରକାର ବ୍ୟଞ୍ଜନ ପ୍ରସ୍ତୁତ କରି ଖାଉଥିବା ବେଳେ ଆଦିବାସୀମାନେ ଜଙ୍ଗଲରୁ ଏହାକୁ ସଂଗ୍ରହ କରି ବଜାରରେ ବିକ୍ରି କରି ବେସ ଦି ପଇସା…
ପାଣି ନାହିଁ: କ୍ଷେତ ଚରାଭୂଇଁରେ ପରିଣତ
ରାଜନଗର,୨୭।୭(ଭାସ୍କର ରାଉତରାୟ)ଶ୍ରାବଣରେ ଯେଉଁ ଚାଷଜମିରେ ଧାନଗଛ ଲହରି ମାରିବା କଥା, ସେହି ଜମି ଏବେ ବେଣା ଓ ଘାସବୁଦାମାନ ଶୋଭା ପାଉଛି। ଶ୍ରାବଣ ମାସରେ ଚାଷଜମି ଏବେ ଗୋଚର ଭୂଇଁରେ ପରିଣତ ହେବାକୁ ଯାଉଛି। ଶୁଖିଲା ପଡିଥିବା କ୍ଷେତରେ ଗୋରୁମାନେ ଚରୁଛନ୍ତି।…
ଫର୍ମ ସୁଧାରିବା ଲକ୍ଷ୍ୟରେ ସୂର୍ଯ୍ୟକୁମାର
ବ୍ରିଜ୍ଟାଉନ୍, ୨୭ା୭(ପି.ଟି.): ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷରେ ଭାରତ ଏହାର ଦିନିକିଆ ସିରିଜ୍ ଗୁରୁବାରଠାରୁ ଖେଳିବ। ଟେଷ୍ଟ ସିରିଜ୍ରେ ବିଜୟ ପରେ ଏହି ସିରିଜରେ ମଧ୍ୟ ଭାରତ ଚମତ୍କାର ପ୍ରଦର୍ଶନ କରିବା ନେଇ ଆଶା ରହିଛି। ତେବେ ଏହି ସିରିଜ୍ରେ ଭାରତୀୟ ମଧ୍ୟକ୍ରମ ବ୍ୟାଟର…
ବିସିସିଆଇ ଲେଭଲ-୨ ଅମ୍ପାୟରିଂ ପରୀକ୍ଷାରେ ଧିରଜ ଉତ୍ତୀର୍ଣ୍ଣ
ଭୁବନେଶ୍ୱର, ୨୭।୭ (ତପନ ସ୍ବାଇଁ): ରାଜ୍ୟର ପୂର୍ବତନ ରଣଜୀ ଟ୍ରଫି ଖେଳାଳି ଧୀରଜ ସିଂ ସଫଳତାର ସହ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଲେଭଲ-୨ ଅମ୍ପାୟରିଂ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ମୋଟ ୧୫୦ରୁ ସେ ୧୨୧ ନମ୍ବର ରଖିଥିଲେ। ପୂରା…
ତେଜାସ ବିଶ୍ୱର ସର୍ବକନିଷ୍ଠ ଫିଡେ ରେଟେଡ୍ ଖେଳାଳି
ଭୁବନେଶ୍ୱର, ୨୭।୭: ଉତ୍ତରାଖଣ୍ଡର ତେଜାସ ତିଓ୍ବାରୀ ବିଶ୍ୱର ସର୍ବକନିଷ୍ଠ ଫିଡେ ରେଟେଡ ଚେସ୍ ଖେଳାଳି ହୋଇଛନ୍ତି। ଅନ୍ତର୍ଜାତୀୟ ଚେସ୍ ଫେଡେରେଶନ(ଫିଡେ) ପକ୍ଷରୁ ଟୁଇଟ କରି ଏହା ସ୍ପଷ୍ଟ କରାଯାଇଛି। ୫ ବର୍ଷୀୟ ତେଜାସଙ୍କର ବର୍ତ୍ତମାନ ଫିଡେ ଷ୍ଟାଣ୍ଡାର୍ଡ ରେଟିଂ ହେଉଛି ୧୧୪୯।…
ସନ୍ତୋଷ ଟ୍ରଫି: ଗ୍ରୁପ୍ ‘ଡି’ରେ ଓଡ଼ିଶା
ନୂଆଦିଲ୍ଲୀ, ୨୭।୭ (ପି.ଟି.): ଘରୋଇ ଫୁଟବଲର ମର୍ଯ୍ୟାଦାଜନକ ପ୍ରତିଯୋଗିତା ସନ୍ତୋଷ ଟ୍ରଫିର ୭୭ତମ ସଂସ୍କରଣ ପାଇଁ ଗ୍ରୁପିଂ ବୁଧବାର ଅନୁଷ୍ଠିତ ହୋଇଯାଇଛି। ତଦନୁସାରେ ଓଡ଼ିଶା ଗ୍ରୁପ୍ ‘ଡି’ରେ ଦିଲ୍ଲୀ, ଲଦାଖ, ପଞ୍ଜାବ, ହରିୟାଣା ଓ ୩୨ଥର ଚାମ୍ପିୟନ ବେଙ୍ଗଲ ସହିତ ସ୍ଥାନ…
ଭାରତୀୟ ଦଳରେ ଓଡ଼ିଶାରୁ ୪
ନୂଆଦିଲ୍ଲୀ, ୨୭।୭ : ଜର୍ମାନୀର ଡୁସେଲଡର୍ଫଠାରେ ଚତୁଃରାଷ୍ଟ୍ରୀୟ ଜୁନିୟର ମହିଳା ହକି ଟୁର୍ନାମେଣ୍ଟ ଅଗଷ୍ଟ ୧୮ରୁ ୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଭାରତ, ଇଂଲଣ୍ଡ, ସ୍ପେନ୍ ଓ ଆୟୋଜକ ଜର୍ମାନୀ ଅଂଶଗ୍ରହଣ କରିବେ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ହକି…
ପ୍ରମୋଦଙ୍କୁ ଏସିଆନ ପାରା ଗେମ୍ସ ଯୋଗ୍ୟତା
ଭୁବନେଶ୍ୱର, ୨୭।୭ (ତପନ ସ୍ବାଇଁ): ଓଡ଼ିଶା କ୍ରୀଡ଼ା ପାଇଁ ଆସିଛି ଏକ ଭଲ ଖବର। ଚାଇନାର ହାଙ୍ଗଝୋଉରେ ଅକ୍ଟୋବର ୨୨ରୁ ୨୮ ପର୍ଯ୍ୟନ୍ତ ହେବାକୁଥିବା ୪ର୍ଥ ଏସିଆନ ପାରା ଗେମ୍ସ ପାଇଁ ରାଜ୍ୟର ତାରକା ପାରା ବ୍ୟାଡ୍ମିଣ୍ଟନ ଖେଳାଳି ପ୍ରମୋଦ ଭଗତ…
Archives


