Home

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା କିଛି ପୁରୁଣା ଗାଡ଼ିର ଇନ୍ଧନ ଦକ୍ଷତା (ମାଇଲେଜ୍) ରେ ସାମାନ୍ୟ ହ୍ରାସ ଆସିପାରେ।…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ ଧରିବାରେ ସଫଳତା ମିଳିଛି। ପ୍ରକାଶ ଯେ, ଥାନାଠାରୁ ମାତ୍ର ଗୋଟିଏ କିମି ଦୂରତା…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା କରିଥିଲା। ଏହି ପଦଯାତ୍ରା କୁର୍ଜି ହସ୍ପିଟାଲରୁ କଂଗ୍ରେସ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯିବାର କାର୍ଯ୍ୟକ୍ରମ…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ ମୁଦ୍ଦା ଉପରେ ବିସ୍ତୃତ ଆଲୋଚନା କରିବା ପାଇଁ କେନ୍ଦ୍ର ସରକାର ରାଜି ହୋଇଛନ୍ତି।…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ ଘଟଣାସ୍ଥଳରୁ ଖସି ପଳାଇଛି ଏବଂ ଆତଙ୍କବାଦୀଙ୍କୁ ଠାବ କରିବା ପାଇଁ ଏକ ସର୍ଚ୍ଚ…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ କରିଛନ୍ତି। ସୁଶୀଳା ଦେବୀ ମୂଳତଃ ରେୱାଡି ଜିଲାର କିନ୍ତୁ ମହେନ୍ଦ୍ରଗଡ଼ ଜିଲ୍ଲାର ବାସିନ୍ଦା।…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି ଭର୍ତ୍ତୃହରି ମହତାବ। ଦିଲ୍ଲୀରେ ଦଳୀୟ ଏମ୍‌ପିଙ୍କ ଉପସ୍ଥିତିରେ କଡ଼ା ଭାଷାରେ ନିନ୍ଦା କରିଛନ୍ତି।…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ ସୂତ୍ର ଅନୁଯାୟୀ, କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ସୋନମ ୱାଙ୍ଗଚୁକଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ ପାଠାଗାର ଆଜବେଷ୍ଟସ୍‌ ଛାତତଳେ ରହିଥିବା ସିଲିଂ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି ଉପରେ ଖସିପଡ଼ିଥିଲା। ସେଠାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର। ଏହି ସଫଳତାକୁ ନେଇ ସେ ବେଶ୍‌ ଖୁସି ଅଛନ୍ତି। ଏବେ କାର୍ତ୍ତିକ ବାବା…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଶରଦ ପାୱାରଙ୍କ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା ଦୁଇଟି ପୃଥକ୍‌ ଘଟଣାରେ ଦୁଇ ଶିଶୁଙ୍କ ଜୀବନ ଯାଇଥିବାରୁ ପରିଚାଳନା ଓ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?