Home

ଅଲଜେରିଆ ଜଙ୍ଗଲରେ ଭୟଙ୍କର ନିଆଁ, ୧୦ ସେନା ସମେତ ୨୫ ମୃତ, ୪୯ ଆହତ

ଅଲଜିୟର୍ସ,୨୫।୭: ଅଲଜିରିଆ ଜଙ୍ଗଲରେ ନିଆଁ ଲାଗିବା କାରଣରୁ ୨୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୧୦ ସେନା ଯବାନ ରହିଥିବା କୁହାଯାଉଛି। ଏମାନେ ସମସ୍ତେ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଥିଲେ। ସୋମବାର ସରକାର ଏହି ସୂଚନା…

ସ୍ତ୍ରୀଙ୍କୁ ପ୍ରଶଂସାରେ ପୋତି ପକାଇଲେ ବିକି

ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ ଦର୍ଶକଙ୍କୁ ଅନେକ ହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ବିଦେଶରୁ ଆସି ବଲିଉଡ୍‌ରେ ପାଦ ରଖି ସଫଳ ହେବ କମ ବଡ଼ କଥା ନୁହେଁ। ଏଥିପାଇଁ କ୍ୟାଟ୍‌ କଠିନ ପରିଶ୍ରମ କରିଛନ୍ତି। ତାଙ୍କ ପରିଶ୍ରମକୁ ସଲାମ କରିଛନ୍ତି…

ମଣିପୁର ପ୍ରସଙ୍ଗ, ସଞ୍ଜୟ ସିଂଙ୍କ ନିଲମ୍ବନକୁ ନେଇ ଇଣ୍ଡିଆ ଏକଜୁଟ, ସାରା ରାତି ସ୍ଥାନେ ସ୍ଥାନେ ଧାରଣାରେ ବସିଲେ ବିରୋଧୀ ଏମପି

ନୂଆଦିଲ୍ଲୀ,୨୫।୭: ମଣିପୁରରେ ଜାରି ରହିଥିବା ହିଂସାକୁ ନେଇ ଚର୍ଚ୍ଚା ପ୍ରସଙ୍ଗରେ ପାର୍ଲାମେଣ୍ଟ ବାହାରେ ଓ ଭିତରେ ସରକାର ତଥା ବିରୋଧୀଙ୍କ ମଧ୍ୟରେ ତୁତୁମେମେ ଲାଗି ରହିଛି। ଏହାକୁ ନେଇ ସଭାପତି ଲଗାତାର ତୃତୀୟ ଦିନରେ ବି ଗୃହର କାର୍ଯ୍ୟକୁ ସ୍ଥଗିତ ରଖିଥିଲେ।…

୭ ହଜାର ନୂଆ ମେଡିକାଲ ଅଫିସର ନିଯୁକ୍ତ ହେବେ

ଭୁବନେଶ୍ୱର,୨୫।୭(ଅଭିଜିତ ଦାସ): ରାଜ୍ୟରେ ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ଆଉ ୭ ହଜାର କ୍ଲାସ-୧ ମେଡିକାଲ ଅଫିସର ପଦବୀ ସୃଷ୍ଟି କରିଛନ୍ତି। ସେଥିରେ ଅଣସଂରକ୍ଷିତ ବର୍ଗଙ୍କ ପାଇଁ ୨,୫୦୦ ପଦବୀ ରହିଥିବାବେଳେ ସାମାଜିକ-ଶିକ୍ଷାଗତ ପଛୁଆ ବର୍ଗଙ୍କ…

ଉତ୍ତର କୋରିଆ ଲଞ୍ଚ କଲା ସନ୍ଦିଗ୍ଧ ବାଲେଷ୍ଟିକ ମିଶାଇଲ, ଜାପାନ ପିଏମଓର ଦାବି

ଟୋକିଓ,୨୫।୭: ଜାପାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ସୋମବାର ଏକ ଟୁଇଟ କରି କହିଛି ଯେ ଉତ୍ତର କୋରିଆ ଏକ ସନ୍ଦିଗ୍ଧ ବାଲେଷ୍ଟିକ ମିଶାଇଲ ଲଞ୍ଚ କରିଛି। ଏହାକୁ ନେଇ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଅଧିକାରୀମାନଙ୍କୁ ପର୍ଯ୍ୟାପ୍ତ ସୂଚନା ସଂଗ୍ରହ କରିବାକୁ,…

ପୁରୀବାସୀଙ୍କ ପାଇଁ ଖୋଲିଲା ପଶ୍ଚିମଦ୍ୱାର

ପୁରୀ ଅଫିସ,୨୫ା୭(ଅଜିତ ମହାନ୍ତି):ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ବିଭିନ୍ନ ସଂଗଠନଠାରୁ ଆରମ୍ଭ କରି ରାଜନେତା, ପରିଚାଳନା କମିଟି ସଦସ୍ୟ, ସେବାୟତଙ୍କ ପକ୍ଷରୁ ଦାବି କରାଯିବା ପରେ ଶେଷରେ ମୁଣ୍ଡ ନୁଆଁଇଛି ପ୍ରଶାସନ। ପ୍ରାଥମିକତା ଦୃଷ୍ଟିରୁ ପୁରୀବାସୀଙ୍କ ପାଇଁ ଶ୍ରୀମନ୍ଦିର…

ଚାଇନା ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକ୍‌ଆଉଟ୍‌ ସର୍କୁଲାର୍‌

ଭୁବନେଶ୍ୱର,୨୫।୭(ସତ୍ୟଜିତ୍‌ ରାଉତ):ଦେଶର ବଡ଼ ବଡ଼ ଶିଳ୍ପପତି, ଖେଳାଳି, ଅଭିନେତାଙ୍କ ସମେତ ବିଶିଷ୍ଟ ବ୍ୟକ୍ତିଙ୍କ ଫଟୋ ବ୍ୟବହାର କରି ଅନ୍‌ଲାଇନ୍‌ ପୋଞ୍ଜି ସ୍କାମ୍‌ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଖୋଳତାଡ଼ ଜାରି ରଖିଛି। ଏହି ମାମଲାରେ ମାଷ୍ଟରମାଇଣ୍ଡ କୁହାଯାଉଥିବା ଚାଇନା…

୪୫୫ ବର୍ଷ ହେବ ଜଳୁଛି ଧୁନି

ପୁରୀ,୨୫ା୭(ଅଜିତ ମହାନ୍ତି):ବ୍ରହ୍ମଗିରି ସାତପଡା ରାସ୍ତା ଦେଇ ଯିବାବେଳେ ବାଟରେ ମାଣିକପାଟଣା ପଡ଼େ। ଏହି ମାଣିକପାଟଣା ରାସ୍ତାରେ ରହିଛି ବ୍ରହ୍ମପଡ଼ା ମଠ। ଉକ୍ତ ମଠରେ ଆଜକୁ ଦୀର୍ଘ ୪୫୫ ବର୍ଷ ହେବ ଏକ ଧୁନି ଜଳୁଥିବା ଗ୍ରାମବାସୀ କହିଛନ୍ତି। ମଠ ପରିସରରେ ୪…

ସରକାରୀ ନିଯୁକ୍ତିରେ ‘ମନି ଫର୍‌ ଜବ୍‌’ ର଼୍ୟାକେଟ୍‌: ଭାଜପା

ଭୁବନେଶ୍ବର, ୨୫ା୭(ସୁନିତ୍‌ ମିଶ୍ର):ଓଡ଼ିଶା ଷ୍ଟାଫ୍‌ ସିଲେକଶନ ଦ୍ୱାରା ହୋଇଥିବା ଜେଇଇ ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ପରୀକ୍ଷା ଆଗରୁ ପ୍ରଘଟ ହୋଇଥିବା କଥା ପ୍ରମାଣିତ କରୁଛି ଯେ, ଓଡ଼ିଶାରେ ସରକାରୀ ନିଯୁକ୍ତିରେ ‘ମନି ଫର୍‌ ଜବ୍‌’ ର଼୍ୟାକେଟ୍‌ କାମ କରୁଛି ା…

ବିଜେଡିରେ ପଶ୍ଚିମ ଓଡ଼ିଶାର ଭାଜପା ନେତା

ଭୁବନେଶ୍ୱର,୨୫ା୭(ଅନିଲ ଦାସ):ପଶ୍ଚିମ ଓଡ଼ିଶାର ବରିଷ୍ଠ ଭାଜପା ନେତା ଓ ଶ୍ରମିକ ସଂଗଠକ ଜଗଦୀଶ ବିଶ୍ୱାଳ ସୋମବାର ଶଙ୍ଖଭବନଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭା ସଦସ୍ୟ ତଥା ବିଜେଡିର ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ…

ଚଳିତ ସପ୍ତାହରେ କ୍ୟାବିନେଟରେ ଅଦଳ ବଦଳ କରିପାରନ୍ତି କାନାଡା ପ୍ରଧାନମନ୍ତ୍ରୀ ଟ୍ରୁଡୋ

ଓଟାଓ୍ବା,୨୫।୭: କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଚଳିତ ସପ୍ତାହରେ ତାଙ୍କ ମନ୍ତ୍ରିମଣ୍ଡଳରେ ଅଦଳବଦଳ କରିବାର ଯୋଜନା କରିପାରନ୍ତି। ଦୁଇଟି ସରକାରୀ ସୂତ୍ରରୁ ଏହି ସୂଚନା ମିଳିଛି। କ୍ୟାବିନେଟ ଅଦଳବଦଳରେ ସମ୍ଭବତଃ ସେହି ମନ୍ତ୍ରୀମାନଙ୍କୁ ହଟାଇଦିଆଯାଇପାରେ ଯେଉଁମାନେ ଆଗାମୀ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବାକୁ…

ଭାଜପା ହୀନ ରାଜନୀତି କରୁଛି: ବିଜେଡିି

ଭୁବନେଶ୍ୱର,୨୫ା୭ (ଅନିଲ ଦାସ):ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ସନ୍‌ କମିଶନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଏକ ଆନ୍ତଃରାଜ୍ୟ ଦଲାଲ ରାକେଟ୍‌ ଧରାପଡ଼ିବା ପରେ ଓଡ଼ିଶା ଭାଜପା ଏହାକୁ ନେଇ ହୀନ ରାଜନୀତି ଆରମ୍ଭ କରିଦେଇଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri