Home

ଇସ୍ରୋ

ଇଣ୍ଡିଆନ୍‌ ସ୍ପେସ୍‌ ରିସର୍ଚ୍ଚ ଅର୍ଗାନାଇଜେଶନ୍‌ (ଇସ୍ରୋ) ବା ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ଗୋଟିଏ ପରେ ଗୋଟିଏ ସଫଳ ପରୀକ୍ଷଣ ଦ୍ୱାରା ସମଗ୍ର ବିଶ୍ୱରେ ଭାରତର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଜାଣିବା ଏହା ସମ୍ପର୍କରେ କିଛି ତଥ୍ୟ… -୧୯୬୨…

ଉପରାଷ୍ଟ୍ରପତି ନୂତନ ସଂସଦ ଭବନରେ ଜାତୀୟ ପତାକା ଉତ୍ତୋଳନ କଲେ…

ନୂଆଦିଲ୍ଲୀ,୧୭।୯ : ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ରବିବାର ନୂତନ ସଂସଦ ଗୃହରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ସଂସଦର ସ୍ବତନ୍ତ୍ର ଅଧିବେଶନ ସୋମବାର ଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ସଂସଦୀୟ ପ୍ରକ୍ରିୟା ପୁରୁଣାରୁ ନୂତନ…

ଏଗ୍ରିକଲ୍ଚର ଫିଲ୍ଡରେ ଜବ୍‌

କୃଷି ବା ଏଗ୍ରିକଲ୍ଚର ଫିଲ୍ଡରେ କ୍ୟାରିୟର ଗଢ଼ିବାକୁ ଅଧିକାଂଶ ଯୁବପିଢ଼ି ଆଗ୍ରହୀ ହେଉଥିବାର ଦେଖିବାକୁ ମିଳୁଛି। କାରଣ ଏହି କ୍ଷେତ୍ରରେ ଟେକ୍ନୋଲୋଜିର ବହୁଳ ବ୍ୟବହାର ଦ୍ୱାରା ଭଲ ରୋଜଗାର ମଧ୍ୟ କରାଯାଇପାରୁଛି। ତେଣୁ ଏ ଦିଗରେ ଆଗ୍ରହୀ ଯୁବପିଢ଼ିଙ୍କ ପାଇଁ କ’ଣ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନରେ ଅଭିନନ୍ଦନ ଜଣାଇଲେ ରାହୁଲ…

ନୂଆଦିଲ୍ଲୀ,୧୭।୯ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରବିବାର ୭୩ ବର୍ଷ ବୟସ ହୋଇଛି। ସେ ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟର ଭଡନଗର ସହରରେ ଜନ୍ମଗ୍ରହଣ କରିଥିଲେ। ରାହୁଲ ସୋସିଆଲ…

ସାଇଲେଣ୍ଟ କିଲର

ବର୍ତ୍ତମାନ ପ୍ରାୟ ସମସ୍ତଙ୍କୁ ବିଶେଷକରି ଯୁବପିଢ଼ିଙ୍କୁ ଘାରିଛି ମୋବାଇଲ୍‌ ଫୋନ ନିଶା। ଦିନରୁ ରାତି, ପ୍ରତି ସମୟରେ ପାଖରେ ରହୁଛି ଫୋନ। ତେବେ ଏହି ଆଡିକ୍ସନ ଅଜାଣତରେ ଧୀରେ ଧୀରେ ସେମାନଙ୍କଠାରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜୁଛି। ତେଣୁ ବିଜ୍ଞାନର…

ଜେଲେନସ୍କିଙ୍କ କ୍ରିମିୟା ସ୍ଥିତ ଆପାର୍ଟମେଣ୍ଟ ବିକିବ ରୁଷିଆ, ତାଲିକାରେ ୧୦୦ ଅଚଳ ସମ୍ପତ୍ତି…

ମସ୍କୋ/କିଭ,୧୭।୯ : ରୁଷିଆ ଏହାର ଅଧିକୃତ କ୍ରିମିୟା ଦ୍ୱୀପପୁଞ୍ଜରେ ୟୁକ୍ରେନ ନାଗରିକଙ୍କ ସମ୍ପତ୍ତି ବିକ୍ରୟ କରିବ। ଏଗୁଡ଼ିକ ହେଉଛି ଅସ୍ଥାବର ସମ୍ପତ୍ତି, ଯାହାର ମାଲିକମାନେ ୟୁକ୍ରେନରେ ବାସ କରନ୍ତି ଏବଂ ନିବେଶ ଉଦ୍ଦେଶ୍ୟରେ ୨୦୧୪ପୂର୍ବରୁ ଏହି ସମ୍ପତ୍ତି କ୍ରୟ କରିଥିଲେ। ଏଥିସହ…

ପାକିସ୍ତାନ ରାଜନେତାଙ୍କ ଉପରେ ସଙ୍କଟ ଘନେଇଲା: ଏସସିଙ୍କ ନିଷ୍ପତ୍ତି ପରେ ୨ ହଜାର ଦୁର୍ନୀତି ମାମଲାର ବିଚାର ହେବ…

ଇସଲାମାବାଦ,୧୭।୯ : ପାକିସ୍ତାନ ରାଜନେତାଙ୍କ ଉପରେ ସଙ୍କଟ ଘନେଇବାରେ ଲାଗିଛି। ଜାତୀୟ ଆକାଉଣ୍ଟେବିଲିଟି ବ୍ୟୁରୋ (ନାବ) ଆଇନ ସଂଶୋଧନ ମାମଲାରେ ପାକିସ୍ତାନର ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ରାଜନେତାଙ୍କ ବିରୋଧରେ ପ୍ରାୟ ୨ ହଜାର ଦୁର୍ନୀତି ମାମଲା ପୁନଃ ଖୋଲାଯାଇପାରେ। ଜିଓ ନ୍ୟୁଜ…

ପୁରସ୍କୃତ ହେଲେ ୪ ଓଡ଼ିଆ

ଭୁବନେଶ୍ୱର,୧୭।୯(ଶର୍ମିଷ୍ଠା ପାଣିଗ୍ରାହୀ)କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଶନିବାର ଦେଶର ମୋଟ ୮୪ଜଣ ବର୍ଷୀୟାନ କଳାକାରଙ୍କୁ ‘ସଙ୍ଗୀତ ନାଟକ ଏକାଡେମୀ ଅମ୍ରିତ ପୁରସ୍କାର ୨୦୨୨’ ପ୍ରଦାନ କରାଯାଇଛି। ଓଡ଼ିଶାରୁ ୪ କଳାକାରଙ୍କୁ ଏହି ମର୍ଯ୍ୟାଦାଜନକ ଜାତୀୟ ପୁରସ୍କାର ମିଳିଛି। ସେମାନେ ହେଲେ…

ରୁଷିଆ ଉପରେ ୟୁକ୍ରେନର ପାଲଟା ଆକ୍ରମଣ, ଡୋନେଟସ୍କ ଅଞ୍ଚଳରେ ଗୁଳି ବିନିମୟ, ୫ସାଧାରଣ ନାଗରିକଙ୍କ ମୃତ୍ୟୁ…

କିଭ୍‌/ମସ୍କୋ,୧୭।୯ : ଗତ ଏକ ବର୍ଷ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଅନେକ ଉତଥାନ-ପତନ ଘଟିଛି। ଦୁଇ ଦେଶ ମଧ୍ୟରେ ଶାନ୍ତି ଆଲୋଚନା ହେବାର ହେବାର ସମ୍ଭାବନା ଦେଖାଯାଉ ନାହିଁ। ସଦ୍ୟତମ ମାମଲାରେ ରୁଷିଆର ଡୋନେଟସ୍କ ଅଞ୍ଚଳରେ…

କଟକର ସ୍ବତନ୍ତ୍ର ପରିଚୟ ସିଏନ୍‌ବିଟି

କଟକ,୧୭ା୯(ସୁପ୍ରିୟା ପ୍ରିୟଦର୍ଶିନୀ)ଖାନ୍‌ନଗରଠାରେ କଟକ ନେତାଜୀ ବସ୍‌ ଟର୍ମିନାଲ(ସିଏନ୍‌ବିଟି) ଶନିବାର ଲୋକାର୍ପିତ ହୋଇଛି। ଏଥିରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗଦେଇ କହିଥିଲେ, କଟକ ସହର ପାଇଁ ଏହା ଏକ ଐତିହାସିକ ମୁହୂର୍ତ୍ତ। ଯାନବାହନ ବୃଦ୍ଧିକୁ ଦୃଷ୍ଟିରେ ରଖି କଟକରେ ଏକ ବୃହତ…

ଲଘୁଚାଷଜନିତ ବର୍ଷା, ବନ୍ୟାରେ ଜନଜୀବନ ଅସ୍ତବ୍ୟସ୍ତ

ଖୁଣ୍ଟୁଣୀ,୧୭ା୯(ସଚ୍ଚିଦାନନ୍ଦ ପଣ୍ଡା)ଲଘୁଚାପ ଜନିତ ବର୍ଷାରେ ମହାନଦୀରେ ବନ୍ୟା ଆସିବାରୁ କଟକ ଜିଲାର ଅନେକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ଗାଁଗୁଡ଼ିକ ଜଳମଗ୍ନ ହୋଇଯିବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି। ପାଣି ଜମି ରହିଥିବାରୁ କ୍ଷେତରେ ଫସଲ ନଷ୍ଟ ହେବାର ଆଶଙ୍କା ସୃଷ୍ଟି ହୋଇଛି।…

ନାରାବାଜିରେ କମ୍ପୁଛି ଗାନ୍ଧୀମାର୍ଗ

ଭୁବନେଶ୍ୱର,୧୭।୯(ଅନୁରାଧା ମହାରଣା)ଅଧିକାର, ନ୍ୟାୟ ଓ ବିଭିନ୍ନ ଦାବିକୁ ନେଇ ବହୁ ସଂଗଠନ ପକ୍ଷରୁ ବିଧାନସଭା ସମ୍ମୁଖ ଗାନ୍ଧୀମାର୍ଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶନିବାର ଅଲ୍‌ ଇଣ୍ଡିଆ ଷ୍ଟୁଡେଣ୍ଟସ୍‌ ଫେଡେରେଶନ ପକ୍ଷରୁ ଛାତ୍ର ସଂସଦ ନିର୍ବାଚନ ଦାବିରେ ବିଶାଳ ସମାବେଶ କରାଯାଇଥିବାବେଳେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?