Home

ଆଜିଠୁ ପଶ୍ଚିମଦ୍ୱାର ଦେଇ ଯିବେ ପୁରୀବାସୀ

ପୁରୀ,୨୪।୭(ଅଜିତ ମହାନ୍ତି): ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ନେଇ ବିଭିନ୍ନ ମହଲରେ ତିବ୍ର ପତିକ୍ରିୟା ଦେଖିବାକୁ ମିଳିଥିଲା। ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର ଦେବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦସ୍ତଖତ ଅଭିଯାନ ଆରମ୍ଭ କରିଥିଲେ। ବିଭିନ୍ନ ରାଜନୈତିକ…

ଭାରତରୁ ଚାଉଳ ରପ୍ତାନି ବନ୍ଦ ନେଇ ଅସୁବିଧାରେ ଆମେରିକା…

ନୂଆଦିଲ୍ଲୀ,୨୪।୭ : ନିକଟରେ ଚାଉଳ ରପ୍ତାନି ସମ୍ପର୍କରେ ଭାରତ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏହା ଅନ୍ତର୍ଗତ କେନ୍ଦ୍ର ସରକାର ବାସୁମତି ଚାଉଳ ବ୍ୟତୀତ ସମସ୍ତ ପ୍ରକାର ଅରୁଆ ଚାଉଳ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଆଗାମୀ ପାର୍ବଣ ଋତୁରେ…

ଗାତ ଖୋଳି ଛାଡ଼ିଦେଲେ

କାମାକ୍ଷାନଗର,୨୪।୭: (ସୁଧୀର ପରିଡ଼ା): ଡ୍ରେନ୍‌ ପାଇଁ ଖୋଳାଯାଇଛି ଗାତ। ହେଲେ କାମ ହେଉନାହିଁ। ଗାତ ଖୋଳି ଅଧାପନ୍ତରିଆ ଭାବେ ଛାଡ଼ି ଦେଇଛନ୍ତି ଠିକାଦାର। ଫଳରେ ଗର୍ତ୍ତରେ କେତେବେଳେ ଗୋରୁ ତ ଆଉ କେବେ ମଣିଷ ପଡ଼ି ଖଣ୍ଡିଆଖାବରା ହେଉଛନ୍ତି। ପୂର୍ତ୍ତ ବିଭାଗର…

ବିଜେଡିକୁ ଘୋଡ଼ାବେପାର ଭୟ

ଅନୁଗୋଳ, ୨୪।୭(ଅମିତ୍‌ ସାମଲ: ଅନୁଗୋଳ ଜିଲା ପ୍ଲାନିଂ କମିଟି ସଦସ୍ୟ ନିର୍ବାଚନ ମଙ୍ଗଳବାର ଅନୁଷ୍ଠିତ ହେବ। ମୋଟ ୨ଟି ପଦବୀ ଲାଗି ମତଦାନ ହେବ। କମିଟିରେ ଗୋଟିଏ ପଦବୀ ପୁରୁଷ ବର୍ଗଙ୍କ ଲାଗି ରହିଥିବାବେଳେ ଅନ୍ୟଟି ମହିଳାଙ୍କ ଲାଗି ସଂରକ୍ଷିତ ରହିଛି।…

ଦ୍ୱିତୀୟ ଭାରତୀୟ ଭାବେ ଏମିତି କାରନାମା କଲେ ଅଶ୍ୱିନ

ତ୍ରିନିଦାଦ,୨୪।୭: ପୋର୍ଟ ଅଫ ସ୍ପେନ୍‌ରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟରେ ରବି ଅଶ୍ୱିନ ତାଙ୍କ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଉଇକେଟ ନେଇଥିବା ଦ୍ୱିତୀୟ ଭାରତୀୟ ବୋଲର ହୋଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ତାଙ୍କ ନାମ ବର୍ତ୍ତମାନ…

ସାଇବର ଠକଙ୍କ ଜାଲରେ ସାଧାରଣ ଲୋକ

ବ୍ରହ୍ମପୁର,୨୪ା୭(ସୁବାସ ଚନ୍ଦ୍ର ପାଢ଼ୀ): ସାଇବର ଠକ ନିଜର ମାୟା ଜାଲରେ ସାଧାରଣ ଲୋକଙ୍କୁ ଫସାଇ ଠକି ଚାଲିଛନ୍ତି। ନୂଆ ନୂଆ ତରିକାରେ ପ୍ରଥମେ ଲୋକଙ୍କ ବିଶ୍ୱାସ ହାସଲ କରି ପରେ ଲୁଟୁଛନ୍ତି। ଗଞ୍ଜାମ ଜିଲା ତଥା ବ୍ରହ୍ମପୁର ସହରରେ ଏଭଳି ଏକାଧିକ…

ଗଞ୍ଜେଇ ଚାଷ ପଛରେ ସରକାରୀ ପ୍ରୋତ୍ସାହନ

ଫୁଲବାଣୀ,୨୪ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଗଞ୍ଜେଇ ଚାଷ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବାରମ୍ବାର ଚେଷ୍ଟା କରାଯାଉଥିବା କୁହାଯାଉଛି। ପ୍ରତି ବର୍ଷ ବ୍ୟାପକ ପରିମାଣରେ ଗଞ୍ଜେଇ ଗଛ କଟା ଯାଉଛି। ହେଲେ ଏହି ଜମି କାହାର ମାଲିକାନାରେ ଅଛି…

ବିବାହ ନେଇ ରେଖାଙ୍କ ଉତ୍ତର ସୋସିଆଲ ମିଡ଼ିଆରେ ଭାଇରାଲ…

ମୁମ୍ବାଇ : ବଲିଉଡର ଚିର ସବୁଜ ଅଭିନେତ୍ରୀ ରେଖା ତାଙ୍କ ସମୟର ସବୁଠାରୁ ସୁନ୍ଦର ଏବଂ ଦକ୍ଷ ଅଭିନେତ୍ରୀ ଭାବରେ ପରିଗଣିତ। ଆଜି ବି ଲୋକମାନେ ତାଙ୍କ ସୌନ୍ଦର୍ଯ୍ୟ, ଅଭିନୟ ଏବଂ ନୃତ୍ୟର ଉଦାହରଣ ଦିଅନ୍ତି। ଅଭିନେତ୍ରୀ ତାଙ୍କ ରେଶମ ଏବଂ…

ଜ୍ଞାନବ୍ୟାପୀ ମାମଲାରେ ହାଇକୋର୍ଟରେ କଭିଏଟ ଦାଖଲ, ରାଖି ସିଂ କରିଛନ୍ତି ଅପିଲ

ବାରାଣସୀ,୨୪।୭: ଜ୍ଞାନବ୍ୟାପୀ ମସଜିଦ ପରିସରରେ ପ୍ରତ୍ନତାତ୍ତ୍ୱିକ ସର୍ଭେ ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ(ଏଏସଆଇ)ର ଟିମ ପହଞ୍ଚି ସାରିଛନ୍ତି। ବାରାଣସୀରେ ସର୍ଭେ ଆରମ୍ଭ ହେଉ ହେଉ ବାରାଣସୀ କୋର୍ଟର ଜିଲା ଜଜ ୨୧ ଜୁଲାଇର ନିର୍ଦ୍ଦେଶକୁ ନେଇ ଆହ୍ଲାବାଦ ହାଇକୋର୍ଟରେ କଭିଏଟ ଦାଖଲ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସରଞ୍ଜାମ ଅଭାବ

କେନ୍ଦୁଝର,୨୪ା୭(ନରେଶ ପଟ୍ଟନାୟକ):  କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ସୁବିଧା ନ ଥିବାରୁ ରୋଗୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ଗରୀବ ରୋଗୀମାନେ ବାହାରେ ଚିକିତ୍ସିତ ହୋଇ ଖର୍ଚ୍ଚାନ୍ତ ହେଉଛନ୍ତି। ଏହାର ଫାଇଦା ଘରୋଇ ନର୍ସିଂହୋମ,…

ବିଜୟଠାରୁ ମାତ୍ର ୮ ଉଇକେଟ୍‌ ଦୂରରେ ଭାରତ

ତ୍ରିନିଦାଦ,୨୪।୭: ପୋର୍ଟ ଅଫ ସ୍ପେନରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଚତୁର୍ଥ ଦିନରେ ଟିମ ଇଣ୍ଡିଆ ୱେଷ୍ଟଇଣ୍ଡିଜକୁ ଜିତିବା ପାଇଁ ୩୬୫ ରନ ଟାର୍ଗେଟ୍‌ ଦେଇଥିଲା। ଏହା ପରେ ଦିନର ଖେଳ ଶେଷ…

ପାଠ ପାଇଁ ବାଜିରେ ଛାତ୍ରୀଛାତ୍ରଙ୍କ ଜୀବନ

କେନ୍ଦୁଝର,୨୪ା୭(ଦୀପକ ମିଶ୍ର) : କେନ୍ଦୁଝର ଜିଲା ତେଲକୋଇ ବ୍ଲକ୍‌ର ତାଳପଦା ଅଞ୍ଚଳରେ ଛାତ୍ରୀଛାତ୍ର ପାଠ ପାଇଁ ଜୀବନକୁ ବାଜିରେ ଲଗାଉଛନ୍ତି। ପ୍ରତ୍ୟହ ସମାକୋଇ ନଦୀ ପାର ହୋଇ ତାଳପଦା ସ୍କୁଲକୁ ଯାଉଛନ୍ତି। ଅଭିଭାବକ ସ୍କୁଲ ଯିବା ଓ ଛୁଟି ସମୟରେ ଅପେକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri