Home

ହାର୍‌ ନ ମାନିବାଯାଏ ସଫଳ

୯ମ ଶ୍ରେଣୀରେ ପଢ଼ୁଥିବା ସମୟରେ ଏକ ଆଲବମ୍‌ ମାଧ୍ୟମରେ ଓଲିଉଡରେ ପାଦ ଥାପିଥିଲେ ଅଭିନେତ୍ରୀ ଦେବଯାନୀ ଦେଘୁରିଆ। ବେଙ୍ଗଲୀ ହୋଇ ମଧ୍ୟ ଓଡ଼ିଆ ପାଇଁ ଏକ ଅଲଗା ଆକର୍ଷଣ ତାଙ୍କୁ ଟାଣି ଆଣିଥିଲା ଓଲିଉଡ୍‌କୁ। ଓଡ଼ିଆ ଚଳଚ୍ଚିତ୍ର ରସିକ ନାଗର, ରଙ୍ଗିଲା…

ଆସୁଛି ଆଉ ଏକ ଲଘୁଚାପ, ବଢ଼ିବ ବର୍ଷା

ଭୁବନେଶ୍ୱର,୨୪ା୭(ଅନୁରାଧା ମହାରଣା): ସାରା ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଖରା, ଗୁଳୁଗୁଳି ଭିତରେ ତୁହାକୁ ତୁହା ବର୍ଷୁଛି। ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତାରେ ବାୟୁମଣ୍ଡଳରେ…

ମୋ ଘର ପ୍ରତି ଲୋକେ ବିମୁଖ

ରସୁଲପୁର,୨୪ା୭(ରଞ୍ଜିତ ରାଉତ): ରାଜ୍ୟ ସରକାରଙ୍କ ମୋ ଘର ଯୋଜନା ପ୍ରତି ଲୋକେ ବିମୁଖ ହେଉଛନ୍ତି। ଜମି ସମସ୍ୟା ଓ ବ୍ୟାଙ୍କ ସହ ହିତାଧିକାରୀଙ୍କ ଚୁକ୍ତିନାମା ଭଳି କେତେକ ବ୍ୟବସ୍ଥା ଯୋଜନା ପ୍ରତି ଅନାଗ୍ରହ ସୃଷ୍ଟି କରୁଛି। ସେହିପରି ଘରବାରି ଜମି ସମସ୍ୟା…

ଡେରାବିଶ ମାଟିକୁ ଗର୍ବିତ କଲେ ସ୍ମୃତିରେଖା

ଡେରାବିଶ, ୨୪ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ବ୍ଲକ ଓ କେନ୍ଦ୍ରାପଡ଼ା ଜିଲାକୁ ପୁଣିଥରେ ସଂସ୍କୃତି ଓ ଯୋଗ ପ୍ରତିଯୋଗିତାରେ ବ୍ଲକ ଅଧୀନସ୍ଥ ରଘୁଦେଇପୁର ପଞ୍ଚାୟତ ବେଲାରପୁର ଗଁାର ଦଶମ ଶ୍ରେଣୀର ଛାତ୍ରୀ ସ୍ମୃତିରେଖା ପାଣି(୧୫) ଗୌରବ ଆଣିଛନ୍ତି। ସ୍ଥାନୀୟ ଭଗବତୀ ସରକାରୀ…

ଟୁଇଟରର ନୂଆ ଲୋଗୋ : ନୀଳ ପକ୍ଷୀ ବଦଳରେ ଇଂରାଜୀ ଅକ୍ଷର ‘ଏକ୍ସ’ …

ଓ୍ବାଶିଂଟନ,୨୪।୭ : ନୀଳ ପକ୍ଷୀ ବଦଳରେ ଇଂରାଜୀ ‘ଏକ୍ସ’ ଟୁଇଟରର ନୂଆ ଲୋଗୋ ହେବ ବୋଲି ଏଲୋନ ମସ୍କ ସୂଚନା ଦେଇଛନ୍ତି। ଗତ ବର୍ଷ ଟୁଇଟରର ଦାୟିତ୍ୱ ଗ୍ରହଣ କରିବା ପରେ ଏଲନ ମସ୍କ କମ୍ପାନୀରେ ଅନେକ ପରିବର୍ତ୍ତନ କରିଛନ୍ତି। ବର୍ତ୍ତମାନ…

ପାଣି ଅଭାବ, ଚାଷ କାର୍ଯ୍ୟ ବାଧାପ୍ରାପ୍ତ

କାଏମା,୨୩ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ବଡ଼କାଏମା ପଞ୍ଚାୟତରେ ପାଣି ଅଭାବ ଯୋଗୁ ଚାଷକାର୍ଯ୍ୟା ବାଧାପ୍ରାପ୍ତ ହୋଇଛି। ବ୍ଲକ ଅଞ୍ଚଳରେ ଅନେକ ଚାଷ ଜମି ପଡ଼ିଆ ପଡ଼ିଥିବା ଚିତ୍ର ସାମ୍ନାକୁ ଆସିଛି। ଅଞ୍ଚଳରେ ଲଗାଣ ବର୍ଷା କୌଣସି ଦିନ ହୋଇନାହିଁ। ଲଘୁଚାପଜନିତ ବର୍ଷାରେ…

ରିପୋର୍ଟରେ ସମ୍ପୂର୍ଣ୍ଣ, ମିଳୁନି ପାଣି

ଯାଜପୁର/ଯାଜପୁର ସଦର(ହର୍ଷବର୍ଦ୍ଧନ ବେହେରା/ସମର ବିଜୟ ଶରଣ) : ରିପୋର୍ଟ କହୁଛି ୨ ରୁ ୫ ବର୍ଷ ହେଲା ମେଗା ଉଠା ଜଳସେଚନ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇ ସାରିଛି। ଏନେଇ ରାଜ୍ୟ ସରକାରଙ୍କୁ ସବିଶେଷ ରିପୋର୍ଟ ମଧ୍ୟ ଦିଆସରିଛି। ହେଲେ ଚାଷୀ କହୁଛନ୍ତି…

ନିୟନ୍ତ୍ରଣ ବାହାରେ ପୁଷ୍ଟିହୀନତା

ଯାଜପୁର,୨୪ା୭(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ନଗଡ଼ାରେ ପୁଷ୍ଟିହୀନତାର ଶିକାର ହୋଇ ଶିଶୁମୃତ୍ୟୁ ଘଟଣାର ୭ ବର୍ଷ ପରେ ବି ପ୍ରଶାସନର ଚେତା ପଶିନି। ହାଇକୋର୍ଟରେ ଜନସ୍ବାର୍ଥ ମାମଲା (ନଂ.୧୨୯୬୬/୨୦୨୩)ର ଶୁଣାଣି ଉପରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ପକ୍ଷରୁ ୮ା୬ା୨୦୨୩ରେ…

ଲୋକଙ୍କ ଦୁଃଖ ପାଲଟିଛି ଅଶୃଙ୍ଖଳା ସ୍ଲୁଇସ୍‌ ଗେଟ୍‌

କେନ୍ଦ୍ରାପଡ଼ା, ୨୪ା୭ (ଜଗନ୍ନାଥ ଧଳ): ଜଳ ନିଷ୍କାସନ ପାଇଁ ସ୍ଲୁଇସ୍‌ ଗେଟ୍‌ ଉପରକୁ ଟେକିଲେ ପାଣିକୁ ଦଳ ରୋକୁଛି। ଜଳସେଚନ ପାଇଁ ଗେଟ୍‌ ତଳକୁ କଲେ କବାଟର ଉପର ଭାଗ ଅଞ୍ଚଳରେ ଜଳକୁ ରୋକି ହେଉନି। କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ ବିଭାଗ…

ଓଡେସା ସହରରେ ରୁଷିଆ ଆକ୍ରମଣକୁ ନିନ୍ଦା କଲା ୟୁନେସ୍କୋ…

କିଭ୍‌,୨୪।୭ : ୟୁକ୍ରେନର ବନ୍ଦର ସହର ଓଡେସା ଉପରେ ରୁଷିଆ ଶକ୍ତିଶାଳୀ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏହି ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୨ ଜଣ ଆହତ ହୋଇଛନ୍ତି। ବନ୍ଦର ସହର ଓଡେସାରେ ବିଶ୍ୱ ଐତିହ୍ୟ କେନ୍ଦ୍ରର ସ୍ଥାନ ଉପରେ ରୁଷିଆର…

ସାପ କାମୁଡ଼ା ମୃତ୍ୟୁରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୨୪।୭(ଅଭିଜିତ ଦାସ): ଓଡ଼ିଶାରେ ସାପ କାମୁଡ଼ା ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ବର୍ଷାଦିନ ଆସିଲେ ସାପକୁ ନେଇ ବିଶେଷକରି ଗ୍ରାମାଞ୍ଚଳରେ ଭୟ ବଢ଼ୁଛି। ଉନ୍ନତ ଚିକିତ୍ସା ବ୍ୟବସ୍ଥା ନ ଥିବାରୁ ସାପ କାମୁଡ଼ା ରୋଗୀଙ୍କ ଜୀବନ ବିପଦ ମୁହଁକୁ ଠେଲି ହୋଇଯାଉଥିବା ଅଭିଯୋଗ ହେଉଛି।…

ଏମର୍ଜିଂ ପୁରସ୍କାର ଯୋଜନା

ଭୁବନେଶ୍ୱର, ୨୪।୭(ତପନ ସ୍ବାଇଁ): ଓଡ଼ିଶା ସରକାରଙ୍କ କ୍ରୀଡ଼ା ବିଭାଗର ଅବସରପ୍ରାପ୍ତ ପ୍ରଶାସନିକ ଓ ବୈଷୟିକ ଅଧିକାରୀ ସଂଘର ବାର୍ଷିକ ବୈଠକ ରବିବାର ପୁରୀସ୍ଥିତ ୟୁଥ୍‌ ହଷ୍ଟେଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ପରାମର୍ଶଦାତା ବୋର୍ଡ ଗଠନ କରାଯାଇଛି। ଏଥିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri