Home

ଏସିଆ କପ ପୂର୍ବରୁ ୟୋ-ୟୋ ଟେଷ୍ଟ ପାସ କଲେ ବିରାଟ, କଲେ ୧୭.୨ ସ୍କୋର …

କୋଲକାତା,୨୪।୮ : ବିରାଟ କୋହଲି ଅନେକ ଥର ପ୍ରମାଣ କରିଛନ୍ତି ତାଙ୍କୁ ବିଶ୍ୱର ସବୁଠାରୁ ଭଲ କ୍ରିକେଟ ଖେଳାଳିଙ୍କ ମଧ୍ୟରେ କାହିଁକି ଗଣାଯାଏ? ଭାରତୀୟ ଦଳର ଅଧିନାୟକ ଥିବାବେଳେ କୋହଲି ଫିଟନେସ ଉପରେ ସର୍ବାଧିକ ଗୁରୁତ୍ୱ ଦେଉଥିଲେ ଏବଂ ଦଳରେ ମନୋନୀତ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ ବଦଳରେ ଶାନ୍ତି ଆଲୋଚନା କଲେ କ୍ଷତି କ’ଣ: ଆୟାର…

ନୂଆଦିଲ୍ଲୀ,୨୪।୮ : ଯଦି ଆମେ ପାକିସ୍ତାନ ଉପରେ ଆକ୍ରମଣ କରିପାରିବା ତେବେ ଶାନ୍ତି ପାଇଁ କଥାବାର୍ତ୍ତା କାହିଁକି ହୋଇପାରିବ ନାହିଁ ବୋଲି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସ ନେତା ମଣି ଶଙ୍କର ଆୟାର ପ୍ରଶ୍ନ କରିଛନ୍ତି। ମଣି ଶଙ୍କର ଆୟାରଙ୍କ…

ଅଭିନେତ୍ରୀ ସୀମା ଦେଓଙ୍କ ପରଲୋକ…

ମୁମ୍ବାଇ,୨୪।୮ : ସିନେମା ଜଗତରୁ ଏକ ଦୁଃଖଦ ଖବର ଆସିଛି। ଭେଟେରାନ ଅଭିନେତ୍ରୀ ସୀମା ଦେଓଙ୍କର ଦେହାନ୍ତ ହୋଇଛି। ଏହି ଭେଟେରାନ ଅଭିନେତ୍ରୀ ଆନନ୍ଦ, କୋଶିସ ଏବଂ କୋରା କାଗାଜ ଭଳି ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ସୀମା ଦେଓ ୮୩ ବର୍ଷ…

ତେଲ କଡ଼େଇରେ ସିଡି ପକାଇ ଛାଣିଲେ ମହିଳା, ତା’ ପରେ ଯାହା କଲେ ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ବୁଧବାର ଭାରତ ଚନ୍ଦ୍ରୟାନ ମାଧ୍ୟମରେ ସମଗ୍ର ବିଶ୍ୱକୁ ଆଶ୍ଚର୍ଯ୍ୟ କରିଦେଇଛି। ଏଥିରେ କୌଣସି ସନ୍ଦେହ ନାହିଁ ଯେ, ଭାରତରେ ଅପାର ପ୍ରତିଭା ରହିଛି। ଏପରି ପ୍ରତିଭା ଦେଖିବା ପରେ ହିଁ ବିଶ୍ୱାସ କରାଯାଏ। ସେହିପରି ସୋସିଆଲ ମିଡିଆରେ ଜଣେ ମହିଳା ନିଜର…

ଅଭିନେତା ରାକେଶ ରୋଶନଙ୍କୁ ଦେଶର ପ୍ରଥମ ମହାକାଶଚାରୀ କହିଦେଲେ ମମତା ବାନାର୍ଜୀ

କୋଲକତା,୨୪।୮: ଭାରତର ତୃତୀୟ ମୁନ୍‌ ମିଶନ୍‌ ଚନ୍ଦ୍ରୟାନ-୩କୁ ମିଳିଛି ବିରଳ ସଫଳତା। ଚନ୍ଦ୍ରର ସାଉଥ୍‌ ପୋଲ୍‌ରେ ଚନ୍ଦ୍ରୟାନ-୩ ସଫ୍ଟ ଲ୍ୟାଣ୍ଡିଂ କରିବାରେ ସଫଳ ହେବା ସହ ୧୪୦ କୋଟି ଭାରତୀୟଙ୍କ ହୃଦୟରେ ଖୁସିର ଲହରି ଖେଳିଯାଇଛି। ଏହି ଖୁସିଲେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ…

ଚନ୍ଦ୍ରାୟାନର ଲ୍ୟାଣ୍ଡିଂ ପରେ ଇସ୍ରୋରେ ଖୁସିର ମାହୋଲ, ଇସ୍ରୋ ମୁଖ୍ୟ ଏସ ସୋମନାଥଙ୍କ ଡ୍ୟାନ୍ସ ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୨୪।୮: ଚନ୍ଦ୍ରରେ ପାଦ ଥାପିଛି ଚନ୍ଦ୍ରାୟାନ ୩। ଗୁରୁବାର ଲ୍ୟାଣ୍ଡର ବିକ୍ରମରୁ ବାହାରି ରୋଭର ପ୍ରଜ୍ଞା ଚନ୍ଦ୍ରପୃଷ୍ଠରେ ଓହ୍ଲାଇଛି। ଏନେଇ ଇସ୍ରୋ ପକ୍ଷରୁ ଟ୍ବିଟ୍‌ କରାଯାଇଛି। ଭାରତର ୧୪୦କୋଟି ନାଗରିକ ଏନେଇ ଖୁସି ବ୍ୟକ୍ତ କରିଛନ୍ତି। ସେହିପରି ବିଦେଶରୁ ମଧ୍ୟ ପ୍ରଶଂସାର…

ରାମ ମନ୍ଦିର ତାଲା ଖୋଲିବା ରାଜୀବ ଗାନ୍ଧୀଙ୍କ ବଡ଼ ଭୁଲ ଥିଲା: ମଣି ଶଙ୍କର ଆୟାର…

ନୂଆଦିଲ୍ଲୀ,୨୪।୮ : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଆତ୍ମଜୀବନୀ ’ମେମୋରିସ ଅଫ ଏ ମାଭେରିକ – ଦ ଫାଷ୍ଟ ଫିଫ୍ଟି ଇୟରର୍ସ (୧୯୪୧-୧୯୯୧)ରେ ଏପରି ଅନେକ କଥା ଲେଖିଛନ୍ତି, ଯାହା ବିବାଦୀୟ ହୋଇପାରେ…

ମାନବତା ପାଇଁ ଚନ୍ଦ୍ରାୟନ-୩ ଏକ ବଡ଼ ସଫଳତା: ଜାତିସଂଘ

କାଲଫର୍ନିଆ,୨୪।୮: ମିଳିତ ଜାତିସଂଘର ଶୀର୍ଷ ନେତୃତ୍ୱ ଚନ୍ଦ୍ରାୟନ-୩ର ସଫଳତା ପାଇଁ ଇସ୍ରୋ ଏବଂ ଭାରତକୁ ଅଭିନନ୍ଦନ ଜଣାଇ ଏହାକୁ ମାନବତା ପାଇଁ ଏକ ପ୍ରମୁଖ ସଫଳତା ବୋଲି କହିଛନ୍ତି। ଚନ୍ଦ୍ରଯାନ-୩ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବାର ପ୍ରଥମ ମହାକାଶ ମିଶନ…

ବ୍ୟାନର ମାରି ମନ୍ତ୍ରୀ, ପୂର୍ବତନ ଏମ୍‌ପି, ବିଜେଡି ସଭାପତିଙ୍କୁ ଧମକ ଦେଲେ ମାଓବାଦୀ

ରାୟଗଡ଼ା,୨୪ା୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଓ କନ୍ଧମାଳ ସୀମାନ୍ତରେ ମାଓବାଦୀ ବ୍ୟାନର ମାରିଛନ୍ତି। ରାୟଗଡା ଜିଲା କାଶୀପୁର ବ୍ଲକର ସୁଙ୍ଗେରୁ ପଞ୍ଚାୟତର ୨୧ ଜଣଙ୍କୁ ପୋଲିସ ଗିରଫ କରିବା ନେଇ ମାଓବାଦୀମାନେ ପ୍ରତିକ୍ରିୟା ରଖିଛନ୍ତି। ସେଥିପାଇଁ ବିଜେଡିର ତୁଙ୍ଗ ନେତା ତଥା…

ପୁଣି ପରଦାରେ ଏକାଠି ହେବେ କାର୍ତ୍ତିକ-ଭୂମି

୨୦୧୯ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ପତି ପତ୍ନୀ ଔର ୱ’ରେ ଏକାଠି ନଜର ଆସିଥିଲେ କାର୍ତ୍ତିକ ଆର୍ଯ୍ୟନ ଏବଂ ଭୁମି ପେଡନେକର। ଏହି ଫିଲ୍ମରେ ଅନନ୍ୟା ପାଣ୍ଡେ ମଧ୍ୟ ତାଙ୍କ ସହ ମୁଖ୍ୟ ଭୂମିକାରେ ନଜର ଆସିଥିଲେ। ମୁଦାସର ଅଜିଜଙ୍କ ଫିଲ୍ମ…

‘ଭାରତ ବିଶ୍ୱକୁ ଆଧ୍ୟାତ୍ମିକ ପ୍ରଗତି ପଥରେ ଆଗେଇ ନେବ’

ନାଗପୁର,୨୪।୮: ଭାରତ ବିଶ୍ୱକୁ ଆଧ୍ୟାତ୍ମିକ ପ୍ରଗତି ପଥରେ ଆଗେଇ ନେବ ବୋଲି ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନର ମୁଖ୍ୟ ମୋହନ ଭଗବତ କହିଛନ୍ତି। ଚନ୍ଦ୍ରାୟନ-୩ ର ସଫଳ ଅବତରଣରେ ସେ କହିଛନ୍ତି ଯେ, ବର୍ତ୍ତମାନ ପର୍ଯ୍ୟନ୍ତ ଚନ୍ଦ୍ରର ଦକ୍ଷିଣ ମେରୁରେ କେହି…

ନୃସିଂହନାଥ ମନ୍ଦିରରୁ ଦାନବାକ୍ସ ନେଇଗଲେ ଦୁର୍ବୃତ୍ତ

ପାଇକମାଳ,୨୪ା୮(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ନୃସିଂହନାଥ ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିରର ରହିଥିବା ଦାନବାକ୍ସ ନେଇଯାଇଛନ୍ତି। ସେଠାରେ ଥିବା ବଡ଼ ଦାନବାକ୍ସ ଭାଙ୍ଗି ସବୁ ଟଙ୍କା ନେଇ ଯାଇଛନ୍ତି। ଚାଳଧାର ପଟେ ରହିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri