Home

ବିଶ୍ୱରଞ୍ଜନ ଷଡ଼ଙ୍ଗୀ ଟେକ୍ନିକାଲ ଅଫିସିଆଲ

ଭୁବନେଶ୍ୱର, ୨୪।୮ (ତପନ ସ୍ବାଇଁ): ଓମାନର ସାଲାହଠାରେ ମହିଳା ଓ ପୁରୁଷ ଏସିଆନ ହକି ୫ଏସ୍‌ ବିଶ୍ୱକପ କ୍ୱାଲିଫାୟର ଚଳିତ ମାସ ୨୫ରୁ ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶାର ବିଶ୍ୱରଞ୍ଜନ ଷଡ଼ଙ୍ଗୀଙ୍କୁ ଟେକ୍ନିକାଲ ଅଫିସିଆଲ ଭାବେ ଦାୟିତ୍ୱ…

ସିଏଡବ୍ଲ୍ୟୁଏଣ୍ଡ୍‌ସିଡବ୍ଲ୍ୟୁ ଏଡିଜିପିଙ୍କୁ ମହିଳା କମିଶନଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୨୪।୮(ସତ୍ୟଜିତ୍‌ ରାଉତ)ମହିଳା ହୋମ୍‌ଗାର୍ଡ ସୈରିଦ୍ରୀ ସାହୁଙ୍କୁ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ ରାଏଙ୍କ ସ୍ତ୍ରୀ ନିର୍ଯାତନା ଦେବା ଅଭିଯୋଗ ଘଟଣା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ମାମଲାରେ ବ୍ରିଜେଶ୍‌ଙ୍କୁ ମଙ୍ଗଳବାର ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଥିଲେ ମଧ୍ୟ ତାଙ୍କ ବିରୋଧରେ…

ମୁଖ୍ୟ କୋଚ୍‌ଙ୍କ ଭିଡିଓ ଭାଇରାଲ

ମାଡ୍ରିଡ୍‌,୨୪ା୮(ପି.ଟି.): ଫିଫା ମହିଳା ବିଶ୍ୱକପ୍‌ରେ ପ୍ରଥମ ଥର ଚାମ୍ପିୟନ ଆଖ୍ୟା ଅର୍ଜନ କରିଥିବା ସ୍ପେନ୍‌ ଫୁଟବଲ ଦଳର ପିଛା ଛାଡୁନି ବିବାଦ। ଷ୍ଟ୍ରାଇକର ଜେନ୍ନି ହର୍ମୋସୋ ଓ ଫୁଟବଲ ମହାସଂଘ ସଭାପତି ଲୁଇସ୍‌ ରୁବେଲଙ୍କ ଚୁମ୍ବନକୁ ନେଇ ବିବାଦ ଥମି ନ…

ଇଣ୍ଡିପେଣ୍ଡେଣ୍ଟ କ୍ଲବ ଚାମ୍ପିୟନ

ଭୁବନେଶ୍ୱର, ୨୪।୮ (ତପନ ସ୍ବାଇଁ): କଟକର ବାରବାଟୀ ଷ୍ଟାଡିୟମରେ ଫାଓ ଲିଗ୍‌ ସିଲଭର ଗ୍ରୁପ୍‌ର ଫାଇନାଲ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଇଣ୍ଡିପେଣ୍ଡେଣ୍ଟ କ୍ଲବ ୪-୦ ଗୋଲରେ ସନ୍‌ସାଇନ୍‌ କ୍ଲବକୁ ହରାଇ ଚାମ୍ପିୟନ ହୋଇଛି। ବିଜୟୀ ଦଳ ପକ୍ଷରୁ ପ୍ରକାଶ ନାଏକ…

ପ୍ରି କ୍ୱାର୍ଟରରେ ଗାୟତ୍ରୀ-ତ୍ରିସା

କୋପେନ୍‌ହାଗେନ୍‌, ୨୪ା୮(ପି.ଟି.): କୋପେନହାଗେନରେ ଅନୁଷ୍ଠିତ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ଭାରତୀୟ ଖେଳାଳିଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମହିଳା ଡବଲ୍ସର ପ୍ରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଭାରତୀୟ ଯୋଡି ଗାୟତ୍ରୀ ଗୋପୀଚାନ୍ଦ ଓ ତ୍ରିସା ଜୋଲି। ପ୍ରଥମ ରାଉଣ୍ଡରେ ବାଇ…

ବିଏମ୍‌ସି ଅଫିସ ଭିତରକୁ ମଶା ଧୂଆଁ ଛାଡିଲା ଭାଜପା

ଭୁବନେଶ୍ୱର, ୨୪।୮ (ବନ୍ଦନା ସେଠୀ)ରାଜଧାନୀରେ ଡେଙ୍ଗୁ ସ୍ଥିତିକୁ ନେଇ ବିଏମ୍‌ସିକୁ ପୁଣି ଥରେ ଟାର୍ଗେଟ କରିଛି ଭାଜପା। ଏନେଇ ବୁଧବାର ବିଏମ୍‌ସି କାର୍ଯ୍ୟାଳୟ ଘେରିବା ସହ ମେୟର ଓ କମିଶନରଙ୍କ ବିରୋଧରେ ଗର୍ଜିଥିଲା। ସେହିପରି ବିଏମ୍‌ସି କାର୍ଯ୍ୟାଳୟ ଭିତରକୁ ମଶା ଧୂଆଁ…

ବୁଦ୍ଧିମାନ କିନ୍ତୁ ନିଜର ଗର୍ବି ସ୍ବଭାବ ଯୋଗୁ ନିଜର କ୍ଷତି କରିଥାନ୍ତି ଏହି ୩ ରାଶିର ବ୍ୟକ୍ତି

ଜ୍ୟୋତିଷଶାସ୍ତ୍ରରେ ରାଶି ଅନୁଯାୟୀ ଗୁଣ, ଦୋଷ ଏବଂ ସ୍ବଭାବ ଆଦି ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। କିଛି ଲୋକ ବହୁତ ବୁଦ୍ଧିମାନ ହୋଇଥିଲେ ହେଁ ଅହଂଙ୍କାର ପାଇଁ ସବୁକିଛି ବରବାଦ କରିଦେଇଥାନ୍ତି। ଆସନ୍ତୁ ଜାଣିବା: ମିଥୁନ: ଏହି ରାଶିର ଜାତକଧାରୀ ବହୁତ ବୁଦ୍ଧିମାନ,…

ବିଓବି ପକ୍ଷରୁ ଭିଡିଓ ରି-କେୱାଇସିର ଶୁଭାରମ୍ଭ

ଭୁବନେଶ୍ୱର,୨୪।୮: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଭିଡିଓ ରି-କେୱାଇସି’ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଉକ୍ତ ସୁବିଧା ଉଭୟ ଇଂରାଜୀ ଓ ହିନ୍ଦୀ ଭାଷାରେ ଉପଲବ୍ଧ। ଏପରିକି ଗ୍ରାହକମାନେ ଡିଜିଟାଲ ସେବା ମାଧ୍ୟମରେ…

ବିଏମ୍‌ସି ବୈଠକରେ ଡେଙ୍ଗୁକୁ ନେଇ ହୋହଲ୍ଲା

ଭୁବନେଶ୍ୱର, ୨୪।୮ (ବନ୍ଦନା ସେଠୀ)ରାଜଧାନୀରେ ଡେଙ୍ଗୁ ମୁକାବିଲାରେ ବିଏମ୍‌ସି ସଫଳ ହେଉ ନ ଥିବାରୁ ଏହାକୁ ନେଇ ସାଧାରଣଜନତାଙ୍କଠାରୁ ଆରମ୍ଭ କରି ବିରୋଧୀ ଦଳ ଓ ଖୋଦ୍‌ କର୍ପୋରେଟରମାନେ ମଧ୍ୟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହାକୁ ନେଇ ବୁଧବାର ବିଏମ୍‌ସି କର୍ପୋରେଶନ…

ନରାକାସ୍‌ର ୫୪ତମ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୨୪।୮: ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ବ୍ୟାଙ୍କ) ଭୁବନେଶ୍ୱରର ୫୪ତମ ଅର୍ଦ୍ଧବାର୍ଷିକ ବୈଠକ ମଙ୍ଗଳବାର ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)ର ଭୁବନେଶ୍ୱର ମୁଖ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନରାକାସ୍‌ (ବ୍ୟାଙ୍କ) ଭୁବନେଶ୍ୱରର ଅଧ୍ୟକ୍ଷ ତଥା ଏସ୍‌ବିଆଇ ମୁଖ୍ୟ…

ସୋଆରୁ ଜିଓର ଟ୍ରୁ-୫ଜି କ୍ୟାମ୍ପସ୍‌ ଅଭିଯାନ

ଭୁବନେଶ୍ୱର, ୨୪।୮: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ଟ୍ରୁ-୫ଜି କ୍ୟାମ୍ପସ ଅଭିଯାନର ସର୍ବଭାରତୀୟ ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା କ୍ଷେତ୍ର ପକ୍ଷରୁ ବୁଧବାର ଭୁବନେଶ୍ୱରର ସୋଆ ବିଶ୍ୱବିଦ୍ୟାଳୟ ପରିସରରୁ ଉକ୍ତ ଅଭିଯାନର ଆନୁଷ୍ଠାନିକ ଶୁଭାରମ୍ଭ…

ସ୍ମାର୍ଟ ସ୍କୁଲ ଛାତରୁ ଖସିଲା ପ୍ଲାଷ୍ଟର

ଜଟଣୀ,୨୪।୮(ରବୀନ୍ଦ୍ର ମହାକୁଡ଼)ଜଟଣୀ ବ୍ଲକ କନ୍ତିଆ ପଞ୍ଚାୟତରେ ୫-ଟି ସ୍କୁଲରେ ରୂପାନ୍ତର ହୋଇଥିବା ସରକାରୀ ବିଦ୍ୟାଳୟ ଛାତରୁ ବୁଧବାର ଏକ ପ୍ଲାଷ୍ଟର ଖସିପଡ଼ିଛି। ଫଳରେ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା ମିଳିଛି। ତେବେ ସ୍ମାର୍ଟସ୍କୁଲର ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri