Home

ହବିବନଗର ବେଆଇନ କରତକଳ ଉପରେ ଚଢ଼ାଉ, ୩ ଲକ୍ଷରୁ ଉର୍ଦ୍ଧ୍ବ କାଠ…

ଧାମନଗର,୨୦।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଏନଏସି ଅଧିନ ହବିବନଗର ଠାରେ ଦୀର୍ଘ ଦିନ ଧରି ଚାଲି ଆସୁଥିବା ବେଆଇନ କରତକଳ ଉପରେ ସୋମବାର ଧାମନଗର ବନ ବିଭାଗ ଚଢ଼ାଉ କରି କାଠ ଓ ଯନ୍ତ୍ରାଂଶ ଜବତ କରିଛି । ଭଦ୍ରକ ଜିଲା ଧାମନଗର…

ଏହି ଯୁବତୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଭ୍ଲାଦିମିର ପୁଟିନ: ବିଶ୍ୱରେ ପଡ଼ିଗଲା ଚହଳ

ମସ୍କୋ,୨୦।୪:ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରୁଷିଆରେ ତାଙ୍କ ବିରୋଧୀ ଏବଂ ସମାଲୋଚକମାନଙ୍କୁ ଆଗକୁ ବଢିବାକୁ ହେବାକୁ ଦିଅନ୍ତି ନାହିଁ। ପୁଟିନଙ୍କ ବିରୋଧରେ କହୁଥିବା ରାଜନେତା ଏବଂ ସାଧାରଣ ନାଗରିକମାନଙ୍କୁ ହତ୍ୟା କରାଯାଏ କିମ୍ବା ଅଦୃଶ୍ୟ କରିଦିଆଯାଏ। ତାଲିକାରେ ଆଲେକ୍ସି ନାଭାଲନି, ବୋରିସ ନେମତ୍ସୋଭ…

ହର୍ମୁଜରେ ଜାହାଜ ଉପରେ ଗୁଳିମାଡ଼ ଘଟଣା, ଆଡଭାଇଜରୀ ଜାରି କଲା ଭାରତ

ନୂଆଦିଲ୍ଲୀ,୨୦।୪: ୧୮ ଏପ୍ରିଲରେ ହର୍ମୁଜ୍ ପ୍ରଣାଳୀରେ ଦୁଇଟି ଭାରତୀୟ ଜାହାଜ ଉପରେ ଗୁଳିଚାଳନା ଘଟଣା ପରେ, ଭାରତୀୟ ନୌସେନା ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି । ଭାରତୀୟ ନୌସେନା ପାରସ୍ୟ ଉପସାଗରରେ କାର୍ଯ୍ୟରତ ଭାରତୀୟ ପତାକାଧାରୀ ଜାହାଜମାନଙ୍କ ପାଇଁ ଏକ ନୂତନ…

ବଡ଼ ଧରଣର ଭୂକମ୍ପ ଝଟକା; ଘରୁ ବାହାରି ଆସିଲେ ଲୋକେ, ସୁନାମି ଚେତାବନୀ ଜାରି

ଟୋକିଓ,୨୦।୪: ଜାପାନରେ ପୁଣି ଥରେ ଏକ ଭୟଙ୍କର ଭୂମିକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ରିପୋର୍ଟ ଅନୁଯାୟୀ, ଉତ୍ତର ଜାପାନର ଉପକୂଳରେ ଏହି ଭୂମିକମ୍ପ ଘଟିଛି । ଏହାକୁ ସାମ୍ପ୍ରତିକ ସମୟରେ ଏହି…

ଗଞ୍ଜାମର ପ୍ରସିଦ୍ଧ ଚନ୍ଦନ ଯାତ୍ରା: ଉଠୁଛି ପଡୁଛି ସହର, ୨୧ ଦିନ ଧରି…

ଗଞ୍ଜାମ,୨୦ା୪(ବିଦ୍ୟାଧର ସାହୁ): ଦୀର୍ଘ ୨୧ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର। ସୋମବାର ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି ଗଞ୍ଜାମ ପ୍ରସିଦ୍ଧ ଚନ୍ଦନ ଯାତ୍ରା। ଏଥିପାଇଁ ଚଳ ଚଞ୍ଚଳ ହୋଇଉଠିଛି ସାହି ଓ ସହ।…

ଗୋଟିଏ ପଟେ ଯୁଦ୍ଧକୁ ନେଇ ଆମେରିକା ଶାନ୍ତି ଆଲୋଚନା କରୁଥିବା ବେଳେ, ଅନ୍ୟପଟେ ଗୋଟିଏ ଟେବୁଲରେ ବସିବାକୁ ପ୍ରସ୍ତୁତ ଭାରତ-ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ମଧ୍ୟରେ, ଭାରତ ଏବଂ ଆମେରିକା ସୋମବାର (ଏପ୍ରିଲ ୨୦) ୱାଶିଂଟନରେ ଏକ ନୂତନ ପର୍ଯ୍ୟାୟ ବାଣିଜ୍ୟ ଆଲୋଚନା ଆରମ୍ଭ କରିବାକୁ ଯାଉଛନ୍ତି। ଏପ୍ରିଲ ୨୦ ରୁ ୨୨ ପର୍ଯ୍ୟନ୍ତ ସ୍ଥିର ହୋଇଥିବା ଏହି ତିନି ଦିନିଆ…

ବସ୍ତାରେ ଗୋରୁର କଟାମୁଣ୍ଡ, ରାସ୍ତାରେ ପଡ଼ିଛି ଗୋ’ମାଂସ, କାର୍ଯ୍ୟାନୁଷ୍ଠାନ ଦାବିରେ…

ବାଲେଶ୍ୱର,୨୦ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ସଦର ବ୍ଲକ କଷାଫଳ ମେରାଇନ ଥାନା ଅନ୍ତର୍ଗତ ଦୁବୁଲାଗଡ଼ି-ରଙ୍ଗାମାଟିଆ ରାସ୍ତାରେ ଗୋ’ମାଂସ ପକାଯିବାକୁ କେନ୍ଦ୍ର କରି ସୋମବାର ଉତ୍ତେଜନା ଦେଖାଦେଇଛି। ପ୍ରତିବାଦରେ ସ୍ଥାନୀୟଲୋକେ ଓ ବଜରଙ୍ଗ ଦଳର କର୍ମୀ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଉତ୍ତ୍ୟକ୍ତ…

ନିଷ୍ଠା ହିଁ ଆଗ୍ରହକୁ ଦକ୍ଷତାରେ ପରିଣତ କରେ: ନିଗମଜ୍ୟୋତି ପାଠୀ

ନିଗମଜ୍ୟୋତି ପାଠୀ ହେଉଛନ୍ତି ଜଣେ ଦୂରଦର୍ଶୀ ଉଦ୍ୟୋଗୀ, ଯାହାଙ୍କର ପାକକଳା ପ୍ରତି ଥିବା ଗଭୀର ଭଲପାଇବା ଯୋଗୁ ମୟୂରଭଞ୍ଜର ବାରିପଦା ସହରରେ ଜନ୍ମନେଇଛି ଲୋକପ୍ରିୟ ରେଷ୍ଟୁରାଣ୍ଟ ‘ନମସ୍ତେ ବାରିପଦା’। କୋଭିଡ୍‌ ମହାମାରୀର ଅନେକ ଚ୍ୟାଲେଞ୍ଜ ମଧ୍ୟରେ ପ୍ରତିଷ୍ଠାତା ନିଗମଜ୍ୟୋତି ଏବଂ ତାଙ୍କ…

କାନାଡାକୁ ବଡ଼ ଧମକ ଦେଲେ ଟ୍ରମ୍ପ, ଚାଇନା ସହ ବାଣିଜ୍ୟ ଚୁକ୍ତି ସମାପ୍ତ ନକଲେ ୧୦୦% ଟାରିଫ…

ଓ୍ବାଶିଂଟନ,୨୦।୪: କାନାଡାକୁ କଡ଼ା ଚେତାବନୀ ଦେଲେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଯଦି କାନାଡା ଚାଇନା ସହିତ ବାଣିଜ୍ୟ ଚୁକ୍ତି ସମାପ୍ତ ନ କରେ, ତେବେ ଆମେରିକା ୧୦୦ ପ୍ରତିଶତ ଟାରିଫ ଲାଗୁ କରିବ । ସେ ସ୍ପଷ୍ଟ କରିଛନ୍ତି…

ବଜ୍ରପାତରେ ପରମହଂସନାଥ ମନ୍ଦିର ଦଧିନଉତିରୁ ଖସିପଡ଼ିଲା ପଥର

କଟକ ସଦର,୨୦ା୪(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ପରମହଂସନାଥ ମନ୍ଦିରରେ ଏକ ଅଘଟଣ ଘଟିଯାଇଛି। ରବିବାର ରାତିରେ ମନ୍ଦିର ଚୂଡ଼ାରେ ବଜ୍ରପାତ ହୋଇଥିଲା। ଯାହାଫଳରେ ଦଧିନଉତିରୁ ଗୋଟିଏ ପଥର ତଳେ ପଡ଼ିଯାଇ ଭାଙ୍ଗିଯାଇଥିଲା। ସୋମବାର ସକାଳେ ସେବାୟତମାନେ ମନ୍ଦିରକୁ…

ପରାଜୟ ପରେ ରିଷଭ ପନ୍ତଙ୍କ ବଡ଼ ବୟାନ: ‘ଜିତିବା ପାଇଁ, ପଞ୍ଜାବ କିଙ୍ଗସ…’

ନୂଆଦିଲ୍ଲୀ,୨୦।୪: ରବିବାର IPL 2026ର ୨୯ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପଞ୍ଜାବ କିଙ୍ଗ୍ସ (PBKS) ବିପକ୍ଷରେ ୫୪ରନରେ ପରାଜୟ ବରଣ କରିଛି। LSG ଅଧିନାୟକ ରିଷଭ ପନ୍ତ କହିଛନ୍ତି ଯେ ପରାଜୟର ଗୋଟିଏ କାରଣ ଚିହ୍ନଟ କରିବା ବହୁତ…

୫ ହଜାର ଶସ୍ତା ହେଲା ରୂପା; ସୁନା ବି କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୦ା୪: ଅକ୍ଷୟ ତୃତୀୟାରେ ସୋମବାର ବଜାର ଖୋଲିବା ସହିତ, ସୁନା ଏବଂ ରୂପାର ମୂଲ୍ୟରେ ଏକ ତୀବ୍ର ହ୍ରାସ ପରିଲକ୍ଷିତ ହୋଇଥିଲା। ରୂପା ୫,୪୦୦ ରୁ ଅଧିକ ଶସ୍ତା ହୋଇଥିବା ବେଳେ, ସୁନା ମୂଲ୍ୟ ମଧ୍ୟ ପ୍ରାୟ ୧,୭୦୦ ହ୍ରାସ ପାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri