Home

ଡବଲିନ୍‌ରେ ବର୍ଷା, ଟସ୍‌ରେ ବିଳମ୍ବ

ଡବଲିନ,୨୩।୮: ବର୍ଷା ଯୋଗୁ ପ୍ରଭାବିତ ହୋଇପାରେ ଭାରତ-ଆୟର୍ଲାଣ୍ଡ ୩ୟ ଟି୨୦। ପୂର୍ବରୁ ପ୍ରଥମ ଟି୨୦ ମଧ୍ୟ ପ୍ରଭାବିତ ହୋଇଥିଲା। ପରେ ଡିଏଲ୍‌ଏସ୍‌ ନିୟମାନୁଯାୟୀ ଭାରତ ବିଜେତା ହୋଇଥିଲା। ତେବେ ବୁଧବାର ମଧ୍ୟ ବର୍ଷା ହେଉଥିବାରୁ ନିର୍ଦ୍ଧାରିତ ସମୟରେ ଟସ୍‌ ପଡ଼ିପାରି ନାହିଁ।…

ସିଏସ୍‌ପି ପ୍ଲସ୍‌ରେ ଅଗ୍ରାଧିକାର ଭାବେ ନିଯୁକ୍ତି ଦାବି

କୋକସରା,୨୩ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ୧୦ବର୍ଷ ହେଲା ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ପକ୍ଷରୁ ଗ୍ରାହକ ସେବା କେନ୍ଦ୍ରଗୁଡ଼ିକ ଖୋଲାଯାଇ ଲୋକଙ୍କୁ ବିଭିନ୍ନ ସେବା ଯୋଗାଇ ଦିଆଯାଉଛି। ବ୍ୟାଙ୍କ ମିତ୍ର ଭାବେ କାମ କରୁଥିବା ଏଜେଣ୍ଟମାନେ ସରକାରଙ୍କ ବିଭିନ୍ନ ଯୋଜନା ଯଥା କାଳିଆ,…

ଭାରତୀୟ ଖେଳାଳି ଦେଖିଲେ ଚନ୍ଦ୍ରୟାନ-୩ ଲ୍ୟାଣ୍ଡିଂ, ଭିଡିଓ ଶେୟାର କଲା ବିସିସିଆଇ

ଡବଲିନ,୨୩।୮: ଭାରତ-ଆୟର୍ଲାଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ତୃତୀୟ ମୁକାବିଲା ବୁଧବାର ଖେଳାଯିବ। ଜସପ୍ରିତ ବୁମ୍‌ରାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ସିରିଜରେ କ୍ଲିନ୍‌ ସୁଇପ୍‌ ଆଶା ରଖିଛି। ଏହି ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳି ଚନ୍ଦ୍ରୟାନ-୩ ମିଶନକୁ ଦେଖିଛନ୍ତି।…

ଉପରକୁ ଉଠିଲେ ଶୁଭମନ ଗିଲ

ନୂଆଦିଲ୍ଲୀ,୨୩।୮: ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗରେ ଭାରତ ଓପନର୍‌ ଶୁଭମନ ଗିଲ ଗୋଟିଏ ସ୍ଥାନ ଉପରକୁ ଉଠିଛନ୍ତି। ବ୍ୟାଟ୍ସମ୍ୟାନ ମାନ୍ୟତାରେ ଗିଲ ଚତୁର୍ଥ ସ୍ଥାନରେ ରହିଛନ୍ତି। ଗିଲଙ୍କ ବ୍ୟତୀତ ବିରାଟ କୋହଲି ନବମ ସ୍ଥାନରେ ଅଛନ୍ତି। ବୋଲରଙ୍କ ମଧ୍ୟରେ ମହମ୍ମଦ ସିରାଜ ଗୋଟିଏ…

ଚନ୍ଦ୍ରୟାନ-୩ ମିଶନରୁ ଭାରତକୁ କ’ଣ ଲାଭ ମିଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚନ୍ଦ୍ରୟାନ-୩ ମିଶନ ଆଜି ସଫଳତା ହାସଲ କରିଛି। ତେବେ ଏହି ମିଶନରୁ ଭାରତ କ’ଣ ଲାଭବାନ ହେବ ସେ ସମ୍ପର୍କରେ ଜାଣନ୍ତୁ… ଏହା ଦ୍ୱାରା ବୈଜ୍ଞାନିକମାନେ ଚନ୍ଦ୍ରର ବାୟୁମଣ୍ଡଳ ବିଷୟରେ ସୂଚନା ପାଇବେ। ଆଉ ମଧ୍ୟ ଏକ ପ୍ରଶ୍ନ ମନରେ…

ଆମେ ଚନ୍ଦ୍ର ଉପରେ ପାଦ ରଖିଛୁ: ଇସ୍ରୋ ମୁଖ୍ୟ

ଶ୍ରୀହରିକୋଟା,୨୩।୮: ବୁଧବାର ଭାରତ ଇତିହାସ ସୃଷ୍ଟି କରିଛି। ଚନ୍ଦ୍ରୟାନ-୩ ଚନ୍ଦ୍ର ପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିଛି। ଏହା ଉପରେ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ମୁଖ୍ୟ ଏସ ସୋମନାଥ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଯେ, ଆମେ ଚନ୍ଦ୍ରରେ…

ଭାରତର ଐତିହାସିକ ମିଶନକୁ ସଫଳ କରିବାରେ ନାସା, ଇସାର ଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ,୨୩ା୮: ଭାରତର ଚନ୍ଦ୍ରୟାନ-୩ ବୁଧବାର ସନ୍ଧ୍ୟାରେ ସଫଳତାର ସହ ଚନ୍ଦ୍ରପୃଷ୍ଠରେ ଅବତରଣ କରିଛି। ଇସ୍ରୋ ଦ୍ୱାରା ଚନ୍ଦ୍ରରେ ସଫଳ ଅବତରଣ ସହିତ ଭାରତ ଇତିହାସ ରଚିଛି। ଚନ୍ଦ୍ରରେ ସଫଳତାର ସହ ଅବତରଣ କରିବାରେ ଭାରତ ବିଶ୍ୱର ଚତୁର୍ଥ ଦେଶ ହୋଇପାରିଛି। କିନ୍ତୁ…

ରୁଷିଆ, ଆମେରିକା ଏବଂ ଚାଇନାକୁ ପଛରେ ପକାଇଲା ଭାରତ

ନୂଆଦିଲ୍ଲୀ,୨୩।୮: ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଆଜି ଗର୍ବର ଦିନ। ଭାରତର ବହୁ ପ୍ରତୀକ୍ଷିତ ଚନ୍ଦ୍ର ମିଶନ ‘ଚନ୍ଦ୍ରୟାନ-୩’ ଚନ୍ଦ୍ରର ଦକ୍ଷିଣ ମେରୁରେ ସଫଳତାର ସହ ‘ସଫ୍ଟ ଲ୍ୟାଣ୍ଡିଂ’ କରିଛି। ଏହି ଅପୂର୍ବ ସଫଳତା ସହିତ ଭାରତ ଇତିହାସ ସୃଷ୍ଟି କରିଛି। ଦକ୍ଷିଣ…

ବ୍ରିକ୍ସ ବିସ୍ତାରକୁ ଭାରତ ସମ୍ପୂର୍ଣ୍ଣ ରୂପେ କରୁଛି ସମର୍ଥନ: ମୋଦି

ଜୋହାନ୍ସବର୍ଗ,୨୩।୮: ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଓ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ରାଷ୍ଠ୍ର ସମୂହ ବ୍ରିକ୍ସର ପଞ୍ଚଦଶ ସମ୍ମିଳନୀର ଦ୍ୱିତୀୟ ଦିନରେ ସର୍ବଦଳୀୟ ଅଧିବେଶନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି ଯେ, ପ୍ରାୟ ଦୁଇ ଦଶନ୍ଧି…

ଏହି କ୍ଷଣ ଅବିସ୍ମରଣୀୟ: ମୋଦି

ନୂଆଦିଲ୍ଲୀ/ଜୋହାନ୍ସବର୍ଗ,୨୩ା୮: ବୁଧବାର ସନ୍ଧ୍ୟାରେ ଇତିହାସ ରଚିଛି ଭାରତ। ଇସ୍ରୋର ଚନ୍ଦ୍ରୟାନ-୩ ସୁରକ୍ଷିତ ଭାବରେ ଚନ୍ଦ୍ରର ସାଉଥ୍‌ପୋଲ ବା ଦକ୍ଷିଣ ମେରୁରେ ଲ୍ୟାଣ୍ଡିଂ କରିଛି। ଏହି ସଫଳତା ହାସଲ ପରେ ଦକ୍ଷିଣ ଆଫ୍ରିକା ଗସ୍ତରେ ଥାଇ ପ୍ରଧାନମନ୍ତ୍ରୀ ସେଠାରୁ ଇସ୍ରୋ ବୈଜ୍ଞାନିକ ଏବଂ…

ଇତିହାସ ରଚିଲା ଭାରତ: ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କଲା ଚନ୍ଦ୍ରୟାନ-୩

ଶ୍ରୀହରିକୋଟା,୨୩।୮: ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରି ଚନ୍ଦ୍ରୟାନ-୩ ଇତିହାସ ରଚିଛି। ବୁଧବାର ନିର୍ଦ୍ଧାରିତ ସମୟ ଅନୁଯାୟୀ ଭାରତୀୟ ସମୟ ସନ୍ଧ୍ୟା ୬.୦୪ରେ ଚନ୍ଦ୍ରୟାନ -୩ର ଲ୍ୟାଣ୍ଡର ମଡ୍ୟୁଲ (ଏଲ୍‌ଏମ୍‌) ଚନ୍ଦ୍ର ପୃଷ୍ଠରେ ଅବତରଣ କରିଛି। ଚନ୍ଦ୍ରର…

ଭାରତକୁ ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୨୩।୮: ଚନ୍ଦ୍ରୟାନ-୩ ଆଉ କିଛି ସମୟ ପରେ ଚନ୍ଦ୍ର ପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିବ। ଏହି ସମୟ ମଧ୍ୟରେ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)କୁ ସାରା ବିଶ୍ୱରେ ପ୍ରଶଂସା କରାଯାଉଛି। କାରଣ ଚନ୍ଦ୍ରୟାନ-୩ର ବଜେଟ ଅନ୍ୟ ଦେଶର ମିଶନଠାରୁ କମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri