Home

ସମ୍ବଲପୁର ବସ୍ତ୍ରାଳୟର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୫।୯:ସମ୍ବଲପୁର ବସ୍ତ୍ରାଳୟର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ (ମେଗା ଶୋ’ରୁମ୍‌) ଗୁରୁବାର ଝାରସୁଗୁଡ଼ାର ସରବାହାଲଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହସ୍ତତନ୍ତ ଏବଂ ବୟନଶିଳ୍ପ ବିଭାଗ ମନ୍ତ୍ରୀ ରୀତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ବଲପୁରୀ…

ଭାଙ୍ଗିଲା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ଫୁଲବାଣୀ,୧୫ା୯(ରାକେଶ କୁମାର ରାଉତ)/ଫିରିଙ୍ଗିଆ,(ବିକ୍ରମ ଦିଗାଲ): କନ୍ଧମାଳ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଥିବା ବେଳେ ଫିରିଙ୍ଗିଆ ବ୍ଲକରେ ବର୍ଷାର ପ୍ରଭାବ ଅଧିକ ପରିଲକ୍ଷିତ ହୋଇଛି। ବର୍ଷାରେ ଲୋକଙ୍କ ସ୍ଥିତି ବେହାଲ ହୋଇଛି। କିଛି ସ୍ଥାନରେ ପୋଲ ଭାଙ୍ଗିବା ସହ…

ପ୍ରଧାନ ଶିକ୍ଷକ, ୨ କର୍ମଚାରୀଙ୍କ ଦରମା ବନ୍ଦ

କେନ୍ଦୁଝର,୧୫ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର (ପିଏଆଇଟିଡିଏ) ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ତପନ କୁମାର ନାୟକ ଗୁରୁବାର ଅଚାନକ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ପରିଚାଳିତ ୨ ଆଶ୍ରମ ସ୍କୁଲ ପରିଦର୍ଶନ କରିଛନ୍ତି। କାର୍ଯ୍ୟରେ ଅବହେଳା…

ତଥ୍ୟପ୍ରମାଣ ସମାନ ଥିଲେ ଜଣଙ୍କୁ ଦୋଷୀ, ଅନ୍ୟଙ୍କୁ ଦୋଷମୁକ୍ତ କରାଯାଇପାରିବନି

ନୂଆଦିଲ୍ଲୀ,୧୫ା୯(ପି.ଟି.):ଏକ ଆପରାଧିକ ମାମଲାରେ ଅଭିଯୁକ୍ତମାନଙ୍କ ଭୂମିକା ନେଇ ସମାନ ତଥ୍ୟ ପ୍ରମାଣ ଥିଲେ, କୋର୍ଟ ଜଣକୁ ଦୋଷୀସାବ୍ୟସ୍ତ କରି ଅନ୍ୟ ଜଣକୁ ଦୋଷମୁକ୍ତ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଦେଇଛନ୍ତି। ଏକ ଡକାୟତି ଓ ହତ୍ୟା ମାମଲାରେ ଜଷ୍ଟିସ ଅଭୟ…

ଏଲିଏନ୍‌ଙ୍କ ପ୍ରମାଣ ନାହିଁ

ଓ୍ବାଶିଂଟନ,୧୫।୯:ଅଜଣା ଉଡ଼ନ୍ତା ବସ୍ତୁ(ଏଲିଏନ୍‌) ସମ୍ପର୍କିତ ଅଧ୍ୟୟନ ପାଇଁ ନୂଆ ବୈଜ୍ଞାନିକ କୌଶଳର ଆବଶ୍ୟକତା ରହିଛି। ଅତ୍ୟାଧୁନିକ ସାଟେଲାଇଟ୍‌ ବ୍ୟବହାର କରି ୟୁଏଫ୍‌ଓ ସମ୍ପର୍କରେ ଅଧିକ ଗବେଷଣା କରାଯିବା ଜରୁରୀ ବୋଲି ଗୁରୁବାର ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସା ସ୍ପଷ୍ଟ କରିଛି।…

ପାଇପ୍‌ ବିଛାଇବା ନାଁରେ କଂକ୍ରିଟ ରାସ୍ତା ନଷ୍ଟ

ଖଇରା,୧୫ା୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ପଥୁରିଆ ଅଞ୍ଚଳରେ ମେଗା ପାନୀୟଜଳ ପ୍ରକଳ୍ପ କାର୍ଯ୍ୟ ଚାଲୁଥିବା ବେଳେ ପାଇପ୍‌ ବିଛା କାମ ପାଇଁ କଂକ୍ରିଟ ରାସ୍ତା ନଷ୍ଟ କରାଯାଉଥିବା ଏବଂ ମାସ ମାସ ଧରି ମରାମତି କରାଯାଉ…

୧୪ ଟିଭି ଉପସ୍ଥାପକଙ୍କୁ ‘ଇଣ୍ଡିଆ’ର ବର୍ଜନ

ନୂଆଦିଲ୍ଲୀ,୧୫ା୯:ବିରୋଧୀ ବ୍ଲକ୍‌ ଇଣ୍ଡିଆ ପକ୍ଷରୁ ଗୁରୁବାର ରିପବ୍ଲିକ୍‌ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ, ଭାରତ୨୪ ଭାଇସ୍‌ ପ୍ରେସିଡେଣ୍ଟ ଲୁବିକା ଲିଆକତ୍‌, ଇଣ୍ଡିଆ ଟୁଡେ-ଆଜତକ୍‌ର ସୁଧୀର ଚୌଧରୀ ଏବଂ ଟାଇମ୍ସ ନାଓର ନବିକା କୁମାରଙ୍କ ସମେତ ୧୪ ଟିଭି ଉପସ୍ଥାପକଙ୍କୁ ବର୍ଜନ…

କାର୍ଯ୍ୟ ଦିବସ ନଷ୍ଟକଲେ ଭରଣା କରିବ

ଭୁବନେଶ୍ୱର,୧୫ା୯(ଅନିଲ ଦାସ):ରାଜ୍ୟର ବିଭିନ୍ନ ଜିଲାରେ ପ୍ରାଥମିକ ସ୍କୁଲ ଶିକ୍ଷୟିତ୍ରୀ ଓ ଶିକ୍ଷକମାନେ ୩ ଦଫା ଦାବି ନେଇ ସେପ୍ଟେମ୍ବର ୮ରୁ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି। ଏଥିଯୋଗୁ ରାଜ୍ୟରେ ପ୍ରାଥମିକ ଶିକ୍ଷା ଗଭୀର ଭାବେ ପ୍ରଭାବିତ ହୋଇଛି।…

୧୪୬ ଅଙ୍ଗନୱାଡି କେନ୍ଦ୍ରରେ ନାହିଁ ନିଜସ୍ବ ଗୃହ

ଧାମନଗର,୧୫।୯(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ବ୍ଲକରେ ୧୪୬ଟି ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ଘର ନ ଥିବାରୁ ପିଲାମାନେ କେଉଁଠି ବାରଣ୍ଡାରେ ତ ଆଉ କେଉଁଠି ଅଙ୍ଗନୱାଡି କର୍ମୀଙ୍କ ଘରେ ପାଠ ପଢ଼ୁଛନ୍ତି। ସେହିପରି ଆଉ କେଉଁଠି…

ଓଡ଼ିଶାର ଏମ୍‌ପି, ବିଧାୟକଙ୍କ ନାମରେ ୩୨୩ ମାମଲା ବିଚାରାଧୀନ

ନୂଆଦିଲ୍ଲୀ,୧୫ା୯:ଏମ୍‌ପି ଏବଂ ବିଧାୟକମାନଙ୍କ ବିରୋଧରେ ମାମଲା ୫ ବର୍ଷରୁ ଊର୍ଦ୍ଧ୍ୱ ବିଚାରାଧୀନ ରହିବାରେ ଦେଶର ଶୀର୍ଷ ୩ ରାଜ୍ୟ ମଧ୍ୟରେ ଓଡ଼ିଶା ରହିଛି। ଏହି ରାଜ୍ୟରେ ଆଇନ ପ୍ରଣେତାମାନଙ୍କ ବିରୋଧରେ ୩୨୩ ମାମଲା ୫ ବର୍ଷରୁ ଅଧିକ ସମୟ ହେଲା ବିଚାର…

ଆମେରିକାର ୨ କୂଟନୀତିଜ୍ଞଙ୍କୁ ବହିଷ୍କାର କଲା ରୁଷିଆ, ୭ ଦିନ ଭିତରେ ଦେଶ ଛାଡିବାକୁ ଦେଲା ନିର୍ଦ୍ଦେଶ

ମସ୍କୋ,୧୫।୯: ରୁଷିଆର ବୈଦେଶିକ ମନ୍ତ୍ରଣାଳୟ ଗୁରୁବାର ଆମେରିକାର ଦୁଇ କୂଟନୀତିଜ୍ଞଙ୍କୁ ସାତ ଦିନ ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଛି। ଏହି କୂଟନୀତିଜ୍ଞମାନେ ବେଆଇନ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ରୁଷିଆର ବୈଦେଶିକ ମନ୍ତ୍ରଣାଳୟ କହିଛି, ରୁଷିଆରେ ଆମେରିକାର ଦୂତାବାସର…

ଆଜି କ୍ୟାବିନେଟ୍‌, ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୧୫ା୯(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଶୁକ୍ରବାର ସନ୍ଧ୍ୟା ୬ଟାରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହାପରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ମନ୍ତ୍ରୀ ପରିଷଦ ବୈଠକରେ ୨୦୨୩-୨୪ ଆର୍ଥିକବର୍ଷ ପାଇଁ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?