Home

ଯୋଡ଼ାରେ ଚିନ୍ତା ବଢ଼ାଇଲାଣି ଡେଙ୍ଗୁ

ଯୋଡ଼ା,୧୫ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଖଣି ଅଞ୍ଚଳରେ ଡେଙ୍ଗୁ କାୟା ବିସ୍ତାର କରିଛି। ବର୍ତ୍ତମାନ ସୁଦ୍ଧା ଶତାଧିକ ଲୋକ ଆକ୍ରାନ୍ତ ହୋଇ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏପରି କି ଡେଙ୍ଗୁରେ ଜୁରୁଡ଼ି ଅଞ୍ଚଳର ଜଣକର ମୃତ୍ୟୁ ଘଟିଛି। ସ୍ବାସ୍ଥ୍ୟ…

‘ରାଜନୀତି ମୋ ଦୁନିଆ ନୁହେଁ’

ପ୍ରସିଦ୍ଧ ହିନ୍ଦୀ ସିନେମା ଅଭିନେତା ସନ୍ନି ଦେଓଲ ୯୦ ଦଶକରେ ଗୋଟିଏ ପରେ ଗୋଟିଏ ସୁପରହିଟ ଫିଲ୍ମ ଦେଇଥିଲେ। ଗତ ମାସରେ ମୁକ୍ତିଲାଭ କରିଥିବା ସନ୍ନି ଦେଓଲଙ୍କ ଚଳଚ୍ଚିତ୍ର ଗଦର-୨ ବକ୍ସ ଅଫିସରେ ଏକ ବଡ଼ ସଫଳତା ପାଇ ୫୦୦ କୋଟିରୁ…

ବଲିଉଡ୍‌ ଷ୍ଟାର ଗୋବିନ୍ଦାଙ୍କୁ ଜେରା କରିବ ଇଓଡବ୍ଲ୍ୟୁ

ଭୁବନେଶ୍ୱର,୧୫।୯(ସୂର୍ଯ୍ୟକାନ୍ତ ବେହେରା): ଏସ୍‌ଟିଏ ଟୋକନ କ୍ରିପ୍ଟୋ ପୁଞ୍ଜି ନିବେଶ ନାଁରେ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ତଦନ୍ତ ଜାରି ରଖିଛି। ତେବେ ଏହି ମାମଲାରେ ବଲିଉଡ ଷ୍ଟାର୍‌ ଗୋବିନ୍ଦାଙ୍କୁ ସମନ…

ଇରାନୀଙ୍କ ମାୟାଜାଲରେ ଫସିଛନ୍ତି ବଡ଼ବଡ଼ିଆ

ଭୁବନେଶ୍ୱର,୧୫।୯(ସତ୍ୟଜିତ୍‌ ରାଉତ): ଡାକ୍ତରଙ୍କୁ ହନିଟ୍ରାପ୍‌ ମାୟାଜାଲରେ ଫସାଇ ଲୁଟିବା ମାମଲାରେ ତମାଣ୍ଡୋ ଥାନା ପୋଲିସ ଦ୍ୱାରା ଗିରଫ ହୋଇଥିବା ଇରାନୀ ପାତ୍ର, ତାଙ୍କ ସ୍ବାମୀ ଏବଂ ସହଯୋଗୀଙ୍କ ସମ୍ପର୍କରେ ବହୁ ଗୁମର ଖୋଲିବାରେ ଲାଗିଛି। ଅର୍ଚ୍ଚନା ନାଗଙ୍କ ଭଳି ଇରାନୀ ଜଣେ…

ଆମେରିକା ଗସ୍ତରେ ଯିବେ ୟୁକ୍ରେନ ରାଷ୍ଟ୍ରପତି

କିଭ୍‌,୧୫।୯: ଆସନ୍ତା ସପ୍ତାହରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକା ଗସ୍ତ କରିବେ। ରୁଷିଆ ସହ ଚାଲିଥିବା ଯୁଦ୍ଧ ବିଷୟରେ ସେ ଆମେରିକା ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି। ଜେଲେନସ୍କି ଗୁରୁବାର ହ୍ବାଇଟ ହାଉସରେ ଆମେରିକାର ରାଷ୍ଟ୍ରପତି ଜୋ…

ଶାନ୍ତି ହେଉଛି ଭାରତର ସମୃଦ୍ଧ ଇତିହାସର ମୂଳଦୁଆ: ରୁଚିରା କାମ୍ବୋଜ

ନ୍ୟୁୟର୍କ,୧୫।୯: ମିଳିତ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ ମହାତ୍ମା ଗାନ୍ଧୀଙ୍କୁ ଅହିଂସାର ଚାମ୍ପିଅନ ବୋଲି ବର୍ଣ୍ଣନା କରିଛନ୍ତି। ଆମେରିକାର ନ୍ୟୁୟର୍କରେ ଏକ ଶାନ୍ତି ଆଲୋଚନା କାର୍ଯ୍ୟକ୍ରମରେ ରୁଚିରା ଭାରତର ପକ୍ଷ ଉପସ୍ଥାପନ କରିଥିଲେ। ଏହି ସମୟରେ ସେ କହିଥିଲେ…

ବିଜେଡି ଟିକେଟ ଦୌଡ଼ରେ ମନ୍ମଥ ମିଶ୍ର

ଭୋଗରାଇ,୧୫ା୯(ପ୍ରଦୀପ ଦାସ): ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ମନ୍ମଥ ମିଶ୍ର ଭୋଗରାଇ ନିର୍ବାଚନମଣ୍ଡଳୀ ବିଜେଡି ଟିକେଟ ଦୌଡ଼ରେ ସାମିଲ ହୋଇଛନ୍ତି। ଏହି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ତଥା ବିଧାୟକ ଅନନ୍ତ ଦାସ ବୟସାଧିକ୍ୟ କାରଣରୁ ଆସନ୍ତା ନିର୍ବାଚନରେ ପ୍ରାର୍ଥୀ…

ଏସିଆ କପ୍‌ରେ ଆଜି ଭାରତ-ବାଂଲାଦେଶ ମ୍ୟାଚ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ

କଲମ୍ବୋ,୧୫।୯: ଏସିଆ କପ୍‌ର ଶେଷ ସୁପର-୪ ମ୍ୟାଚ୍‌ର ଭାରତ ବାଂଲାଦେଶକୁ ଭେଟିବ। କଲମ୍ବୋସ୍ଥିତ ଆର ପ୍ରେମାଦାସା ଷ୍ଟାଡିୟମରେ ଶୁକ୍ରବାରରେ ଉଭୟ ଦଳ ମୁହାଁମୁହିଁ ହେବେ। ଭାରତୀୟ ଦଳ ଏସିଆ କପରେ ବିଜୟ ଅଭିଯାନ ଜାରି ରଖିବାକୁ ଚାହୁଁଛି। ଭାରତ ଏପର୍ଯ୍ୟନ୍ତ ଗୋଟିଏ…

୨୦୨୭ ସୁଦ୍ଧା ଫାଇଲେରିଆମୁକ୍ତ ହେବ ଓଡ଼ିଶା

ଭୁବନେଶ୍ବର,୧୫ା୯(ଅଭିଜିତ ଦାସ): ରାଜ୍ୟରେ ଡେଙ୍ଗୁର ପ୍ରକୋପ ଥିବାବେଳେ ପାଖାପାଖି ୬୦ ପ୍ରତିଶତ ଲୋକ ଫାଇଲେରିଆ ରୋଗରେ ଆକ୍ରାନ୍ତ ଅଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨୦୨୭ ମସିହା ସୁଦ୍ଧା ରାଜ୍ୟରେ ଫାଇଲେରିଆ ରୋଗକୁ ନିର୍ମୂଳ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏଥିଲାଗି ଦୁଇଟି…

କୋରାପୁଟ ବିଧାୟକଙ୍କୁ ହତ୍ୟା ଧମକ

କୋରାପୁଟ,୧୫ା୯(ଅମିତାଭ ବେହେରା): କୋରାପୁଟ ବିଧାୟକ ତଥା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ରଘୁରାମ ପଡ଼ାଲଙ୍କୁ ଫେସ୍‌ବୁକରେ ଜଣେ ଯୁବକ ହତ୍ୟା ଧମକ ଦେଇଛନ୍ତି। ଏଥିରେ ଭୟଭୀତ ହୋଇ ବିଧାୟକ ପଡ଼ାଲ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ କରି…

ଗ୍ୟାସ୍‌ ଏଜେନ୍ସି ଲୁଟୁଛନ୍ତି ପରିବହନ ଖର୍ଚ୍ଚ

ନୟାଗଡ଼,୧୫।୯(ଲୋକନାଥ ମିଶ୍ର): ଘରେ ରନ୍ଧନ ଗ୍ୟାସ ସିଲିଣ୍ଡର ପହଞ୍ଚାଇବା ପାଇଁ ଗ୍ୟାସ୍‌ ଏଜେନ୍ସି ଖାଉଟିଙ୍କୁ ଲୁଟୁଥିଲେ ମଧ୍ୟ ଜିଲା ଯୋଗାଣ ବିଭାଗର କାର୍ଯ୍ୟାନୁଷ୍ଠାନ ନାହିଁ। ଏହାକୁ ନେଇ ଯୋଗାଣ ବିଭାଗ ସନ୍ଦେହ ଘେରରେ ରହିଛି। ଘରେ ଗ୍ୟାସ୍‌ ସିଲିଣ୍ଡର ପହଞ୍ଚିବା ପାଇଁ…

ଆଜିଠାରୁ ସ୍ବଚ୍ଛତା ଅଭିଯାନ ୩.୦

ନୂଆଦିଲ୍ଲୀ,୧୫।୯:ଆଜିଠାରୁ ସାରା ଦେଶରେ ତୃତୀୟ ସ୍ବଚ୍ଛତା ଅଭିଯାନର ପ୍ରଥମ ପର୍ଯ୍ୟାୟ ଆରମ୍ଭ ହେବ। ଅଭିଯାନର ପ୍ରଥମ ପର୍ଯ୍ୟାୟ ୧୫ ରୁ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ। ଏହି ପର୍ଯ୍ୟାୟରେ ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗ ଅଟକି ଯାଇଥିବା କାର୍ଯ୍ୟ ଓ ସ୍ବଚ୍ଛତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?