Home

ଲୋକଙ୍କ କଥା ନୁହେଁ ବରଂ ଇମେଜ କଥା ଅଧିକ ଚିନ୍ତା କରୁଛନ୍ତି ମୋଦି ଆଉ ତାଙ୍କ ଦଳ: ଓଓ୍ବାଇସି

ନୂଆଦିଲ୍ଲୀ,୨୨।୭: ମଣିପୁରରେ ମହିଳାଙ୍କ ସହ ହୋଇଥିବା ବର୍ବରତାକୁ ନେଇ ଅସଦୁଦ୍ଦିନ ଓଓ୍ବାଇସି ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ବୟାନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆରଏସଏସକୁ ଟାର୍ଗେଟ କରିଛନ୍ତି। ଏଆଇଏମଆଇଏମ ନେତା ଓ ହାଇଦ୍ରାବାଦର ଏମପି ଓଓ୍ବାଇସି ଟୁଇଟ କରି…

ଚଳିତ ବର୍ଷ ଜୁନ ପର୍ଯ୍ୟନ୍ତ ୮୭୦୨୬ ଭାରତୀୟ ଛାଡିଛନ୍ତି ନାଗରିକତା: ଏସ ଜୟଶଙ୍କର

ନୂଆଦିଲ୍ଲୀ,୨୨।୭: ବର୍ହିବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଶୁକ୍ରବାର ଲୋକ ସଭାରେ କହିଛନ୍ତି କି ଚଳିତ ବର୍ଷ ଜୁନ ସୁଦ୍ଧା ୮୭,୦୨୬ ଜଣ ଭାରତୀୟ ନିଜ ନାଗରିକତା ଛାଡିଛନ୍ତି। ଏକ ଲିଖିତ ଉତ୍ତରରେ ସେ କହିଛନ୍ତି କି ୨୦୧୧ରୁ ଏବେ ପର୍ଯ୍ୟନ୍ତ ୧୭.୫୦…

ରିଲାଏନ୍ସ ଜିଓର ପ୍ରଥମ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୧।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସଂସ୍ଥା ରିଲାଏନ୍ସ ଜିଓର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରିଲାଏନ୍ସ ଜିଓ ପକ୍ଷରୁ ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୩ ଏପ୍ରିଲରୁ…

ଜେଏସ୍‌ଏଲ୍‌ର ମାଲିକାନାରେ ଜେୟୁଏସ୍‌ଏଲ୍‌

ଭୁବନେଶ୍ୱର,୨୨।୭: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ନିକଟରେ ଆଉ ଏକ ଶିଳ୍ପ ପ୍ରତିଷ୍ଠାନକୁ ଅଧିଗ୍ରହଣ କରିଛି। ଏପରିକି ଜେଏସ୍‌ଏଲ୍‌ ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଜିନ୍ଦଲ ୟୁନାଇଟେଡ୍‌ ଷ୍ଟିଲ୍‌ ଲିମିଟେଡ୍‌ (ଜେୟୁଏସ୍‌ଏଲ୍‌)ର ଶତପ୍ରତିଶତ ଅଂଶଧନ ଅଧିଗ୍ରହଣ ସହ ମାଲାକାନା ହାସଲ…

ପୁଣି ବଢ଼ିପାରେ ଖାଇବାତେଲ ଦର

ନୂଆଦିଲ୍ଲୀ,୨୨।୭ (ଅଭୟ ଦାଶ): ଗତ କିଛିଦିନ ହେବ ଅନ୍ତର୍ଜାତୀୟ ବଜାରରେ ପାମ୍‌ ଅଏଲର ଦର ବୃଦ୍ଧି ପାଇଚାଲିଛି। ଏପରିକି ପାମ୍‌ ଅଏଲର ଦର ଗତ ୪ ମାସର ସର୍ବୋଚ୍ଚସ୍ତରରେ ପହଞ୍ଚତ୍ଛି। ବିଶେଷକରି ମାଲେସିଆରେ ପାମ୍‌ ଅଏଲର ୪୦୪୩ ରିଙ୍ଗିଟ୍‌ ପାର ହୋଇଯାଇଛି। ଅପରପକ୍ଷରେ…

ଏନ୍‌ଆଇପିଏଲ୍‌ର ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୨୨।୭: ନିକନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ (ଏନ୍‌ଆଇପିଏଲ୍‌)ର ନୂତନ ଉତ୍ପାଦ ‘ନିକନ୍‌ ଜେଡ୍‌-୮’ର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ହୋଟେଲ ଆଇଟିସି ୱେଲକମ୍‌ ପରିସରରେ ଏକ ସ୍ବତନ୍ତ୍ର ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା। ଉକ୍ତ ପ୍ରଦଶନୀରେ ନିକନ୍‌ର…

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୨୨।୭: କ୍ରମାଗତ ୬ଷ୍ଠ ଦିନର ଉଚ୍ଚ କାରବାର ପରେ ଭାରତୀୟ ଶେୟାର ବଜାରର କାରବାରରେ ଏକ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର…

ମଣିପୁର ଯୌନହିଂସା: ସଂସଦରେ ଅଚଳାବସ୍ଥା

ନୂଆଦିଲ୍ଲୀ,୨୨ା୭: ମଣିପୁର ହିଂସା ଓ ଯୌନହିଂସାକୁ ନେଇ ପାର୍ଲାମେଣ୍ଟ ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ ଅଚଳାବସ୍ଥା ଜାରି ରହିବାରୁ ଗୃହକାର୍ଯ୍ୟ ସୋମବାର ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ଶୁକ୍ରବାର ଲୋକ ସଭାରେ ଗୃହକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ କଂଗ୍ରେସ, ଡିଏମ୍‌କେ ଏବଂ ବାମପନ୍ଥୀ ସଦସ୍ୟମାନେ…

ଭାରତ-ଶ୍ରୀଲଙ୍କା ଆର୍ଥିକ ସହଭାଗିତା ବଢ଼ିବ

ନୂଆଦିଲ୍ଲୀ,୨୨ା୭: ଭାରତ ଏବଂ ଶ୍ରୀଲଙ୍କା ଆର୍ଥତ୍କ ସହଭାଗିତାରେ ଉଲ୍ଲେଖନୀୟ ବୃଦ୍ଧି ନେଇ ଦୁଇ ଦେଶ ଶୁକ୍ରବାର ମହତ୍ତ୍ୱାକାଂକ୍ଷୀ ଭିଜନ ଡକ୍ୟୁମେଣ୍ଟ ଆପଣାଇଛନ୍ତି। ଭାରତ ଗସ୍ତରେ ଆସିଥିବା ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ଓ୍ବିକ୍ରମସିଂଘେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା…

ମଣିପୁର ସରକାରକୁ ବରଖାସ୍ତ କରନ୍ତୁ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨ା୭: ମଣିପୁର ସ୍ଥିତିକୁ ନେଇ ସରକାର ଆଦୌ ଗମ୍ଭୀର ନୁହନ୍ତି। ତେଣୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟର ଭାଜପା ସରକାରକୁ ବରଖାସ୍ତ କରନ୍ତୁ ବୋଲି କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ରାଜ୍ୟ ସଭାର କଂଗ୍ରେସ ଉପନେତା ପ୍ରମୋଦ ତିଓ୍ବାରୀ ଏକ ଖବରଦାତା ସମ୍ମିଳନୀରେ…

ଆଜି ଦେଶର ୪୪ଟି ସ୍ଥାନରେ ଆୟୋଜିତ ହେବ ରୋଜଗାର ମେଳା, ୭୦ ହଜାରରୁ ଅଧିକନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପ୍ରାୟ ୭୦ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ଶୁକ୍ରବାର ଏକ ବିବୃତ୍ତିରେ କହିଛି ଯେ, ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ଯୁବକମାନଙ୍କୁ ସମ୍ବୋଧିତ…

ହରତାଳ କରିବେ ପାକିସ୍ତାନୀ ପେଟ୍ରୋଲିୟମ ଡିଲର

ଇସଲାମବାଦ,୨୧।୭: ଅର୍ଥସଙ୍କଟରେ ଯୁଝୁଥିବା ପାକିସ୍ତାନ ଉପରେ ଗୋଟିଏ ପରେ ଗୋଟିଏ ସମସ୍ୟାର ସମ୍ମୁଖୀନ ହେଉଛି। ପାକିସ୍ତାନର ପେଟ୍ରୋଲିୟମ ଡିଲରମାନେ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ନେତୃତ୍ୱାଧୀନ ସରକାରଙ୍କ ଉପରେ ଅସନ୍ତୁଷ୍ଟ ଥିବା ଜଣାପଡିଛି। ଏନେଇ ସେମାନେ ଶନିବାର ଠାରୁ ଦେଶବ୍ୟାପୀ ଧର୍ମଘଟ କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri