Home

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ ମ୍ୟାଚ୍‌ରେ ଯେଉଁ ଟିମ୍ ବିଜୟୀ ହେବ, ସେହି ଦଳ ସ୍ୱର୍ଣ୍ଣ ପଦକ ହାସଲ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା ଟେଟେଙ୍କ ଭାରତୀୟ ଦଳ ୪୪ ବର୍ଷର ଦୀର୍ଘ ଅପେକ୍ଷା ପରେ ସ୍ୱର୍ଣ୍ଣ ପଦକ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ (ଗ୍ରାଉଣ୍ଡ A) ରେ ହେବାକୁ ଥିବା ଏହି ମ୍ୟାଚରେ ଭାରତୀୟ ଦଳ ସିରିଜକୁ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏହି ବିଜୟ ସହିତ ଭାରତୀୟ ମହିଳା ହକି…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଦୁର୍ଗମ କାଟିଙ୍ଗିଆ ପଞ୍ଚାୟତ ତିଆରିଗାଁ…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା ହେବାକୁ ଯାଉଛି ଯାହା ପାଇଁ ସମଗ୍ର ବିଶ୍ୱ ଉତ୍ସାହର ସହ ଅପେକ୍ଷା କରି…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ ନିମନ୍ତ୍ରଣ କରାଯାଇଛି। ପ୍ରିନ୍ସ ଅଫ ୱେଲ୍ସ ୱିଲିୟମ ଏବଂ ପ୍ରିନ୍ସେସ ଅଫ ୱେଲ୍ସ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ବାର୍ଷିକ ତର୍କ ପ୍ରତିଯୋଗିତା-୨୦୨୬ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି…

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କିନ୍ତୁ ଫାଇନାଲ ମ୍ୟାଚ ପୂର୍ବରୁ ବର୍ଷା ଚିନ୍ତା ବଢ଼ାଇ ଦେଇଛି।…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଖଲ୍ଲିକୋଟ ଅଞ୍ଚଳର କେ. ଗୋବିନ୍ଦ ପାତ୍ର।…

ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସମୟରେ…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ ମିଳିଛି। ପ୍ରଥମ ମ୍ୟାଚରେ ଶତକ ହାସଲ କରିଥିବା ଗିଲ ଦ୍ୱିତୀୟ ମ୍ୟାଚରେ ଦ୍ୱିଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?