Home

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ସେ ଶେଷନିଶ୍ୱାସ ତ୍ୟାଗ କରିଥିବା ଜଣାପଡିଛି। ନିଜ ପରିବାର…

ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ କୌଣସି ଥଇଥାନ ବ୍ୟବସ୍ଥା କରାଯାଉ ନ ଥିବା ଯୋଗୁ ଏଥିରେ ପ୍ରଭାବିତ ଲୋକଙ୍କ…

ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା ସମସ୍ୟା ଅସମାହିତ ହୋଇ ରହିଛି। ଜିଲାର ଅନେକ ଚାଷୀଙ୍କ କ୍ଷେତ୍ରରେ ଟୋକନ ପ୍ରମୁଖ…

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ କିନ୍ତୁ ଗୋଟିଏ ଦନ୍ତା ଫେରି ତାଣ୍ଡବ ରଚିଥିବା ଜଣାପଡିଛି l ଆଜି ସକାଳେ…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ ବୈଠକରେ ୮୦ ଜଣ ଦଳୀୟ ବିଧାୟକଙ୍କ ମଧ୍ୟରୁ ମାତ୍ର ୨୦ ଜଣ ଯୋଗ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ ଆମେରିକାରୁ ଆସି ଶନିବାର ସକାଳ ୮ଟାରେ ଦିଲ୍ଲୀରେ ପହଞ୍ଚିବା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ମିଲରମାନଙ୍କ ଦୀର୍ଘଦିନର ଦାବିକୁ ବିଚାରକୁ ନେଇ ରାଜ୍ୟ ସରକାର ଚାଉଳ ମିଲିଂ ଖର୍ଚ୍ଚକୁ…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ ଠକାମିର ଶିକାର ହେବାର ଆଶଙ୍କା ମଧ୍ୟ ସେତିକି ଅଧିକ। ସାଧାରଣତଃ କୌଣସି ପ୍ରୋଡକ୍ଟ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ ‘ଅଏଲ ଇଣ୍ଡିଆ ଲିମିଟେଡ’ (OIL) କୁ ଆଣ୍ଡାମାନ ସମୁଦ୍ରର ଗଭୀର ଜଳଭାଗରେ ପ୍ରାକୃତିକ…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ। ଦିନବେଳେ ତାପମାତ୍ରା ଅଧିକ ଥିବା ବେଳେ ଅନ୍ୟପଟେ ନିର୍ଦ୍ଧାରିତ ସମୟରୁ ଅଧିକ ସମୟ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଫିରହାଦ ହାକିମ ଶୁକ୍ରବାର କୋଲକାତାର ମେୟର…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ ଟାଟା ପାଓ୍ବାର ଅଫିସ ଘେରାଉ କରିଥିଲେ। ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?