Home

ରସିଦ୍‌ ୩ମାସର, ଚାଉଳ ଦିଆଯାଉଛି ୨ ମାସର

ତେନ୍ତୁଳିଖୁଣ୍ଟି,୧୬।୬( ଚିଦାନନ୍ଦ ସାହୁ): ତେନ୍ତୁଳିଖୁଣ୍ଟି ବ୍ଲକର ଅନେକ ପଞ୍ଚାୟତରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ହିତାଧିକାରୀଙ୍କୁ ଠିକ୍‌ ସମୟରେ ଠିକ୍‌ ପରିମାଣରେ ମିଳୁ ନ ଥିବା ଅଭିଯୋଗ ହେଉଛି। ଯେଉଁ ମାସର ଚାଉଳ ସେହି ମାସ ପରିବର୍ତ୍ତେ କାହାର ସୁବିଧା ପାଇଁ…

୨୧ ବର୍ଷର ରାଜନୀତି, କିନ୍ତୁ ପକ୍କା ଘର ଖଣ୍ଡେ ନାହିଁ

ନବରଙ୍ଗପୁର,୧୬।୬(ସଦାଶିବ ପ୍ରହରାଜ): ଗୋଟିଏ ପରିବାର ଭିତରେ ଏପର୍ଯ୍ୟନ୍ତ ୨୧ ବର୍ଷର ରାଜନୀତି। ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନରେ ପର୍ଯ୍ୟାୟକ୍ରମେ ସ୍ବାମୀ ଓ ସ୍ତ୍ରୀ ଗୋଟିଏ ପଞ୍ଚାୟତରୁ ସରପଞ୍ଚ ହୋଇଛନ୍ତି। ରାଜନୀତିରେ ପ୍ରବେଶ ଓ ପରବର୍ତ୍ତୀ ସମୟରେ ପଦପଦବୀରେ ରହିଲେ ଅନେକ କିଛି ଉପାର୍ଜନ…

‘ଚାଇନା ନୁହେଁ ଭାରତ କରିପାରିବ ୟୁକ୍ରେନ ଯୁଦ୍ଧର ସମାଧାନ’, ଆମେରିକା ନେତା କହିଲେ ଏହାର କାରଣ

ଓ୍ବାଶିଂଟନ,୧୬।୬: ଆମେରିକାର ଜଣେ ବରିଷ୍ଠ ନେତା କହିଛନ୍ତି ଯେ ୟୁକ୍ରେନ ଯୁଦ୍ଧର ସମାଧାନ ଚାଇନା ନୁହେଁ ବରଂ ଭାରତ କରିପାରିବ। ସୂଚନାଯୋଗ୍ୟ, ଚାଇନା, ରୁଷିଆ ଓ ୟୁକ୍ରେନ ମଧ୍ୟରେ ଶାନ୍ତି ଫେରାଇ ଆଣିବାକୁ ଚେଷ୍ଟା ଚଳାଇଛି। ଭାରତୀୟ ମୂଳ ବାସିନ୍ଦା ଆମେରିକୀୟ…

ସାଢ଼େ ୪ ମାସରେ ୧୧ ପିସ୍ତଲ ଜବତ

ଢେଙ୍କାନାଳ,୧୬ା୬ (ରତନ ନାୟାର): କଥା କଥାରେ ଫୁଟୁଛି ଗୁଳି। ଅପରାଧୀମାନେ ଆପରାଧିକ କାର୍ଯ୍ୟ ଘଟାଇ ଛୁ’ ମାରୁଛନ୍ତି। ସେମାନେ କେଉଁଠାରୁ ଆସୁଛନ୍ତି, କୁଆଡ଼େ ଯାଉଛନ୍ତି ତାହାର ଟେର୍‌ କେହି ପାଇପାରୁନାହାନ୍ତି। ଗତ ସାଢ଼େ ୪ ମାସ ମଧ୍ୟରେ ଢେଙ୍କାନାଳ ଜିଲାରୁ ୧୧ଟି…

ମେସ୍ତା, ଛଣି ଚାଷ ପ୍ରତି ଆଗ୍ରହ ବଢୁଛି

ବ୍ରହ୍ମପୁର,୧୬ା୬ (ସ୍ମୃତି ରଞ୍ଜନ ମହାଲିକ): ଅଧିକ ଉପତ୍ାଦନ ପାଇଁ ଚାଷୀ ଜମିରେ ବିଭିନ୍ନ ସାର ପ୍ରୟୋଗ କରିବା ଦ୍ୱାରା ଅନେକାଂଶ ମାଟିର ଉର୍ବରତା ହ୍ରାସ ପାଉଛି। ଫଳରେ ଉପତ୍ାଦନ କମୁଛି। ଅନ୍ୟପଟେ ଠିକ ସମୟରେ ବର୍ଷା ନ ହେବା ମଧ୍ୟ ଅମଳ…

‘ଫିଲିପ ଗ୍ରୀନ ହେବେ ଭାରତରେ ଅଷ୍ଟ୍ରେଲିଆର ହାଇ କମିଶନର’, ବୈଦେଶିକ ମନ୍ତ୍ରୀ ପେନି ଓ୍ବଙ୍ଗ ଦେଲେ ସୂଚନା

କ୍ୟାନବରା,୧୬।୬: ଫିଲିପ ଗ୍ରୀନ ବର୍ତ୍ତମାନ ଭାରତରେ ଅଷ୍ଟ୍ରେଲିଆର ପରବର୍ତ୍ତୀ ହାଇ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିବେ। ଅଷ୍ଟ୍ରେଲିଆର ବୈଦେଶିକ ମନ୍ତ୍ରୀ ପେନି ୱଙ୍ଗ ଶୁକ୍ରବାର ଏହି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଫିଲିପ ଗ୍ରୀନଙ୍କୁ ଅଷ୍ଟ୍ରେଲିଆର ଭାରତର ହାଇ…

ବରକୋଳି ଗୁମା ଗ୍ରାମରେ ପାଣି ସମସ୍ୟା ଉତ୍କଟ

ଧରାକୋଟ,୧୬ା୬(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସରକାର ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ବେଶ ତତ୍ପରତା ପ୍ରକାଶ କରୁଛନ୍ତି । ପ୍ରତ୍ୟେକ ଗାଁର ପ୍ରତ୍ୟେକ ପରିବାରକୁ ଡ୍ରିଙ୍କ ଫର ଟେପ ଯୋଜନାରେ ପାଣି ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଉଛନ୍ତି। ହେଲେ ଏଠାରେ ତାହାର…

କେନ୍ଦ୍ର ମନ୍ତ୍ରୀଙ୍କ ଘରେ ନିଆଁ ଲଗାଇଲେ ଉଗ୍ରବାଦୀ, ପକାଇଲେ ପେଟ୍ରୋଲ ବୋମା

ଇମ୍ଫାଲ,୧୬।୬: ଉତ୍ତର-ପୂର୍ବ ରାଜ୍ୟ ମଣିପୁରରେ ହିଂସା ଘଟଣାରେ କେନ୍ଦ୍ର ମନ୍ତ୍ରୀଙ୍କ ଘରେ ନିଆଁ ଲଗାଇଦିଆଯାଇଛି। ମଣିପୁର ସରକାର କହିଛନ୍ତି ଯେ ଗୁରୁବାର ବିଳମ୍ବିତ ରାତିରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଆର.କେ ରଂଜନ ସିଂଙ୍କ କଙ୍ଗବା ବାସଭବନରେ ଉଗ୍ରବାଦୀମାନେ ନିଆଁ ଲଗାଇ…

ମିଜୋରାମରେ ଭୂସ୍ଖଳନ

ଆଇଜଲ,୧୬ା୬: ପ୍ରବଳ ବର୍ଷା ଯୋଗୁ ମିଜୋରାମରେ ଭୂସ୍ଖଳନ ଘଟିଛି। ଜାତୀୟ ରାଜପଥ-୬ରେ ଭୂସ୍ଖଳନ ହେବାରୁ ରାସ୍ତା ଧସିଯାଇଛି। ଉକ୍ତ ରାସ୍ତାଟି ମିଜୋରାମକୁ ଦେଶର ଅନ୍ୟ ଦେଶ ସହିତ ସଂଯୋଗ କରିଥାଏ ବୋଲି ଅଧିକାରୀମାନେ ଶୁକ୍ରବାର ଏନେଇ ସୂଚନା ଦେଇଛନ୍ତି। ଆଇଜଲର ପଶ୍ଚିମ…

ଆମେରିକା ଯିବେ ମୋଦି

ନୂଆଦିଲ୍ଲୀ,୧୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତମାସ ୨୦ରୁ ୨୫ ତାରିଖ ମଧ୍ୟରେ ଆମେରିକା ଏବଂ ଇଜିପ୍ଟ ଗସ୍ତରେ ଯିବେ। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ପାଇଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପ୍ରଥମ ଲେଡି ଡକ୍ଟର ଜିଲ ବାଇଡେନଙ୍କ…

ନୟାଗଡ଼ରେ ହାତୀ, ଲୋକେ ଆତଙ୍କିତ

ନୟାଗଡ଼,୧୬ା୬(ଲୋକନାଥ ମିଶ୍ର): ନୟାଗଡ଼ ଡିଆରଡିଏ ରାସ୍ତାର ନବୋଦୟ ସ୍କୁଲ ଅଞ୍ଚଳର ରୁଖି ସଂରକ୍ଷିତ ଜଙ୍ଗଲରେ ଗୋଟିଏ ହାତୀ ଦେଖିବାକୁ ମିଳିଛି। ହାତୀଟି ଗୁରୁବାର ରାତିରେ ନୟାଗଡ଼ ଅଞ୍ଚଳକୁ ଚାଲି ଆସିଛି। ନୟାଗଡ଼ ସହରକୁ ହାତୀ ଆସିବା ପ୍ରଥମ ଘଟଣା ବୋଲି କୁହାଯାଉଛି।…

କୁପଓ୍ବାଡା ଏନକାଉଣ୍ଟର: ୫ ଆତଙ୍କବାଦୀ ନିହତ

ଶ୍ରୀନଗର,୧୬।୬: ଉତ୍ତର କଶ୍ମୀରର ଏଲଓସିରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ମୃତ ଆତଙ୍କବାଦୀଙ୍କ ନିକଟରୁ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଏହି ଘଟଣା ପରେ ସମ୍ପୂର୍ଣ୍ଣ ଉତ୍ତର କଶ୍ମୀରରେ ଏଲଓସିରେ ସୁରକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri