କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ
ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ ନାହିଁ । ଗତ ଗୋଟିଏ ଦଶନ୍ଧି ହେଲା ହଳଦୀ ଦର କିଲୋ ପିଛା…
ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…
ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା ସମଲ୍ ଥାନା ୧୪୯ ଜାତୀୟ ରାଜପଥ ବୁରୁକୁନା ଛକ ନିକଟରେ ଘଟିଛି ଏହି…
ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି
ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି। ସିକିମର ନାମଚି ଜିଲାରେ ନିର୍ମାଣ ହେଉଥିବା ସୁଡଙ୍ଗ ବାହାରେ ଭୂସ୍ଖଳନ ଘଟି ୨୭…
ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ ପରେ ପଞ୍ଜିକୃତ ଏକ ଅପରାଧିକ ମାମଲା ସମ୍ପର୍କରେ ଏହି ନିର୍ଦ୍ଦେଶ ଦିଆଯାଇଛି, ଯେଉଁଥିରେ…
ଇସ୍ରୋ ସଙ୍କଟ
ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍ ଏରୋସ୍ପେସ୍ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ ମହାକାଶ କେନ୍ଦ୍ରରୁ ‘ବିକ୍ରମ୍ ୧’ ରକେଟ୍ ମହାକାଶକୁ ପ୍ରେରଣ କରି ଇତିହାସ ରଚିଛି।…
ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ, ସବୁ ଜିଲାପାଳଙ୍କୁ ରାଜସ୍ବ ସଚିବଙ୍କ ଚିଠି
ଭୁବନେଶ୍ୱର,୨୧।୭(ସୁନିତ୍ ମିଶ୍ର): ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳ ଗୁଡ଼ିକ ନାମର ସଂଶୋଧିତ ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ…
ପଶ୍ଚିମବଙ୍ଗ ସରକାରୀ କାର୍ଯ୍ୟରେ ବଙ୍ଗଳା ଭାଷା ବାଧ୍ୟତାମୂଳକ ହେବ
କୋଲକାତା, ୨୧ା୭: ପଶ୍ଚିମବଙ୍ଗ ସରକାର ଆସନ୍ତା ସେପ୍ଟେମ୍ବର ୧ରୁ ସମସ୍ତ ପ୍ରଶାସନିକ କାର୍ଯ୍ୟରେ ବଙ୍ଗଳା ଭାଷାକୁ ବାଧ୍ୟତାମୂଳକ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଏକ ଚିଠିକୁ ଆଧାର କରି ସରକାର ଏହି ନୂଆ ନୀତି ଘୋଷଣା…
ଆସାମରେ ବନ୍ୟା ବିଭୀଷିକା
ଗୁଆହାଟୀ,୨୧ା୭: ଉପର ଆସାମରେ ବନ୍ୟା ସ୍ଥିତି ଉତ୍କଟ ହୋଇଛି। ୭ ଜିଲାରେ ୫୭,୦୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବାବେଳେ ଚା’ ବଗିଚାଗୁଡ଼ିକ ପାଣିରେ ବୁଡ଼ିଯାଇଛି। ଲଗାଣ ବର୍ଷା ଜାରି ରହିଥିବାବେଳେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ ସେନା ଯବାନଙ୍କ ସମେତ ହେଲିକପ୍ଟରକୁ…
ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ମାଗିଲେ ଏସବୁ ରିପୋର୍ଟ
ନୂଆଦିଲ୍ଲୀ,୨୧ା୭: ଅନଶନରତ ଆକ୍ଟିଭିଷ୍ଟ ସୋନମ୍ ଓ୍ବାଙ୍ଗ୍ଚୁକ୍ଙ୍କୁ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ପାଇଁ ତାଙ୍କ ସ୍ତ୍ରୀ ଗୀତାଞ୍ଜଳି ଆଙ୍ଗ୍ମୋ କରିଥିବା ଆବେଦନ ଉପର ଦିଲ୍ଲୀ ହାଇକୋର୍ଟ ସୋମବାର ସଫଦରଜଙ୍ଗ ହସ୍ପିଟାଲକୁ ଓ୍ବାଙ୍ଗ୍ଚୁକ୍ଙ୍କ ସମସ୍ତ ପାଥୋଲୋଜିକାଲ ରିପୋର୍ଟ ଏବଂ ସ୍ବାସ୍ଥ୍ୟାବସ୍ଥା ରିପୋର୍ଟ ମାଗିଛନ୍ତି। ମୁଖ୍ୟ…
ମସ୍କୋ ଉପରେ ୪୦୦ ଡ୍ରୋନ୍ ମାଡ଼ କଲା ୟୁକ୍ରେନ୍
ମସ୍କୋ, ୨୧।୭: ରୁଷ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ୟୁକ୍ରେନ ସେନା ରୁଷ୍ର ରାଜଧାନୀ ମସ୍କୋକୁ ଲକ୍ଷ୍ୟ କରି ୪୦୦ରୁ ଅଧିକ ଦୂରଗାମୀ ଡ୍ରୋନ୍ ମାଡ଼ କରି ସାରା ବିଶ୍ୱକୁ ସ୍ତବ୍ଧ କରିଦେଇଛି…
ବାହୁଡ଼ା ଯାତ୍ରା ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏହି ଜିଲାକୁ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୨୧।୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଅପରପକ୍ଷେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଥିବା ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟରୁ ଏକ ଟ୍ରଫ୍ ଦକ୍ଷିଣ ଓଡ଼ିଶା, ଦକ୍ଷିଣ ଛତିଶଗଡ଼, ତେଲଙ୍ଗାନା, ମଧ୍ୟ ମହାରଷ୍ଟ୍ର,…
ରାଜ୍ୟରେ ପିଭିଟିଜିଙ୍କ ସ୍ବାସ୍ଥ୍ୟାବସ୍ଥା ଚିନ୍ତାଜନକ, ୮୧ପ୍ରତିଶତ ମହିଳା ବ୍ୟବହାର କରୁନାହାନ୍ତି…
ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ଓଡ଼ିଶାର ବିଶେଷ ଭାବେ ଅନୁନ୍ନତ ଜନଜାତି ଗୋଷ୍ଠୀ(ପିଭିଟିଜି)ଙ୍କ ମଧ୍ୟରେ କୁପୋଷଣ, ରକ୍ତହୀନତା, ମାତୃ ସ୍ବାସ୍ଥ୍ୟ ଓ ମୌଳିକ ସ୍ବାସ୍ଥ୍ୟସେବାର ଅଭାବ ଚିନ୍ତାର ବିଷୟ ପାଲଟିଛି। ଉତ୍କଳ ବିଶ୍ୱବିଦ୍ୟାଳୟର ଜନଜାତି ଏବଂ ପ୍ରାନ୍ତିକ ସମ୍ପ୍ରଦାୟ ଅଧ୍ୟୟନ ଉତ୍କର୍ଷ କେନ୍ଦ୍ର ପକ୍ଷରୁ…

