Home

ନୂଆ ସମ୍ବିଧାନ ଲୋଡ଼ା

ନୂଆଦିଲ୍ଲୀ,୧୯ା୮, (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆର୍ଥିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ୍‌) ଅଧ୍ୟକ୍ଷ ଡକ୍ଟର ବିବେକ ଦେବରାୟ ଭାରତ ପାଇଁ ଏକ ନୂଆ ସମ୍ବିଧାନ ପ୍ରଣୟନ ଦାବିକରି ବିବାଦରେ ଫସିଛନ୍ତି। କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ଏହାକୁ ନେଇ…

କୋବ୍ରା କମାଣ୍ଡୋଙ୍କ ଆତ୍ମହତ୍ୟା

ବିଜାପୁର,୧୯।୮: ଛତିଶଗଡ଼ର ବିଜାପୁରରେ ମାଓବାଦୀ ଦମନ ଲାଗି ମୁତୟନ ଥିବା ସିଆର୍‌ପିଏଫ୍‌ (କୋବ୍ରା) କମାଣ୍ଡୋ ବାଟାଲିୟନର ଜଣେ ଇନ୍ସପେକ୍ଟର ଶୁକ୍ରବାର ପୂର୍ବାହ୍ନରେ ନିଜ ସର୍ଭିସ ରାଇଫଲରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି। କୋବ୍ରା ୨୧୦ ବାଟାଲିୟନର ଇନ୍ସପେକ୍ଟର ଶଫି ଅଖତର ତାଙ୍କ…

ଡାଭୋଲକର, ପାନ୍‌ସାରେ, ଲଙ୍କେଶ, କାଲବୁର୍ଗୀ ହତ୍ୟା ମଧ୍ୟରେ ସମ୍ପୃକ୍ତି ଅଛି କି

ନୂଆଦିଲ୍ଲୀ,୧୯ା୮(ପି.ଟି.): ହେତୁବାଦୀ ନରେନ୍ଦ୍ର ଡାଭୋଲକର, ସିପିଆଇ ନେତା ଗୋବିନ୍ଦ ପାନ୍‌ସାରେ, ସାମାଜିକ କର୍ମୀ ତଥା ସାମ୍ବାଦିକ ଗୌରୀ ଲଙ୍କେଶ ଏବଂ ବିଦ୍ୱାନ ଏମ୍‌.ଏମ୍‌. କାଲବୁର୍ଗୀ ହତ୍ୟାକାଣ୍ଡ ପଛରେ କୌଣସି ସମାନ ସୂତ୍ର ରହିଛି କି ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ରୀୟ ତଦନ୍ତ…

୧୨% ରାଜ୍ୟ ସଭା ସଦସ୍ୟ ବିଲିଅନେୟାର

ନୂଆଦିଲ୍ଲୀ,୧୯ା୮: ରାଜ୍ୟ ସଭା ସଦସ୍ୟଙ୍କ ମଧ୍ୟରୁ ୧୨ ପ୍ରତିଶତ ବିଲିଅନେୟାର (ସମ୍ପତ୍ତି ପରିମାଣ ୧୦୦ କୋଟି ଟଙ୍କାରୁ ଅଧିକ)। ଆନ୍ଧ୍ରପ୍ରଦେଶ ଏବଂ ତେଲଙ୍ଗାନାରେ ବିଲିଅନେୟାର ଏମ୍‌ପିଙ୍କ ହାର ଅଧିକ ବୋଲି ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌) ରିପୋର୍ଟରୁ ଜଣାପଡ଼ିଛି। ରାଜ୍ୟ…

୧୦୦ ବର୍ଷ ମଧ୍ୟରେ ଅଗଷ୍ଟରେ ସର୍ବନିମ୍ନ ବୃଷ୍ଟିପାତ ହୋଇଥିବା ଅନୁମାନ

ନୂଆଦିଲ୍ଲୀ,୧୯।୮: ଗତ ୧୦୦ ବର୍ଷ ମଧ୍ୟରେ ସର୍ବନିମ୍ନ ବୃଷ୍ଟିପାତ ଅଗଷ୍ଟ ୨୦୨୩ରେ ଦେଖିବାକୁ ମିଳିପାରେ। ଏଲ ନିନୋର ପ୍ରଭାବ ଯୋଗୁ ଦେଶର ଅନେକ ରାଜ୍ୟରେ ମୌସୁମୀ ବର୍ଷାରେ ବହୁତ ଅଭାବ ଦେଖାଦେଇଛି। ରଏଟର୍ସ ଏହାର ରିପୋର୍ଟରେ ଦୁଇ ପାଣିପାଗ ବିଭାଗର ଅଧିକାରୀଙ୍କ…

ସୋସିଆଲ ମିଡିଆରେ କାମ ମାଗୁଛନ୍ତି କରିନା-ଆଲିଆ

ମୁମ୍ବାଇ: ବି ଟାଉନରେ କରିନା କପୁର ଓ ଆଲିଆ ଭଟ୍ଟଙ୍କ ଫ୍ରେଣ୍ଡସିପ୍‌କୁ ନେଇ ଖୁବ୍‌ ଚର୍ଚ୍ଚା ହୁଏ। ଦୁହେଁ ଏକାଠି ସମୟ ବିତାଇବାକୁ ବହୁତ ଭଲ ପାଆନ୍ତି। ନିକଟରେ ଦୁହେଁ ଏକାଠି ନିଜର କିଛି ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି।…

ଋଷରୁ କମ୍‌ ଦରରେ ଗହମ କିଣିବ ଭାରତ

ନୂଆଦିଲ୍ଲୀ,୧୮।୮: ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ଏବଂ ଚଳିତ ବର୍ଷ ଶେଷରେ ହେବାକୁ ଥିବା ଅନେକ ରାଜ୍ୟର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଦରଦାମ ନିୟନ୍ତ୍ରଣ ପାଇଁ ଋଷରୁ କମ ଦରରେ ଖାଦ୍ୟ ଶସ୍ୟ କିଣିବାକୁ କେନ୍ଦ୍ର ସରକାର…

ଜନଧନ ଆକାଉଣ୍ଟରେ ବ୍ୟାଙ୍କରେ ଖୋଲା ଯାଇଛି ୫୦କୋଟି ଖାତା, ଜମା ରହିଛି ୨ଲକ୍ଷ କୋଟିରୁ ଅଧିକ ଟଙ୍କା

ନୂଆଦିଲ୍ଲୀ,୧୮।୮: ଦେଶରେ ୫୦କୋଟି ଜନଧନ ଅକାଉଣ୍ଟ ଖୋଲା ଯାଇଛି। ୨୦୨୩, ଅଗଷ୍ଟ ୯ ସୁଦ୍ଧା ଏହା ୫୦ କୋଟି ଅତିକ୍ରମ କରିଛି। ଏନେଇ କେନ୍ଦ୍ର ସରକାର ଶୁକ୍ରବାର ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ରିପୋର୍ଟ ଅନୁଯାୟୀ ଏହି ଜନଧନ ଆକାଉଣ୍ଟରେ ୫୬ଶତକଡା…

୭୫ ରାଜ୍ୟସଭା ସଦସ୍ୟଙ୍କ ନାମରେ ରହିଛି ହତ୍ୟା ଓ ବଳତ୍କାର ମାମଲା: ଏଡିଆର ରିପୋର୍ଟ

ନୂଆଦିଲ୍ଲୀ,୧୮।୮: ଦେଶରେ ରାଜ୍ୟସଭା ଏମପିଙ୍କ ମଧ୍ୟରୁ ପ୍ରାୟ ୧୨ ପ୍ରତିଶତ କୋଟିପତି ଅଟନ୍ତି। ଏହି ଲିଷ୍ଟରେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନା ଏମପିଙ୍କ ନାମ ସର୍ବାଧିକ ରହିଛି। ଆସୋସିଏସନ ଫର ଡେମୋକ୍ରାଟିକ ରିଫର୍ମସ (ଏଡିଆର) ଏବଂ ନ୍ୟାସନାଲ ଇଲେକ୍ସନ ୱାଚ (ଏନଇଡବ୍ଲୁ) ୨୩୩…

ଏପ୍ରିଲ ପହିଲାରୁ ବନ୍ୟା, ବଜ୍ରପାତ, ଭୂସ୍ଖଳନରେ ମଲେଣି ୨୦୩୮ଜଣ, କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଜାରି କଲା ତଥ୍ୟ

ନୂଆଦିଲ୍ଲୀ,୧୮।୮: ଚଳିତ ବର୍ଷ ମୌସୁମୀ ସମୟରେ ବନ୍ୟା, ବଜ୍ରପାତ ଏବଂ ଭୂସ୍ଖଳନ ଯୋଗୁଁ ଦେଶରେ ୨୦୩୮ ଲୋକ ପ୍ରାଣ ହରାଇଛନ୍ତି। ବିହାରରେ ସର୍ବାଧିକ ୫୧୮ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ହିମାଚଳ ପ୍ରଦେଶ ୩୩୦ଜଣଙ୍କର ମୃତ୍ୟୁ ହୋଇଛି। ଚଳିତ ବର୍ଷ ଏପ୍ରିଲ ୧ରୁ ଅଗଷ୍ଟ…

ଟସ୍‌ ଜିତି ଭାରତର ବୋଲିଂ ନିଷ୍ପତ୍ତି, ରିଙ୍କୁ-କ୍ରିଷ୍ଣା କଲେ ଡେବ୍ୟୁ

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମୁକାବିଲା ଶୁକ୍ରବାର ଖେଳାଯାଉଛି। ଏଥିରେ ଭାରତୀୟ ଅଧିନାୟକ ଜସପ୍ରିତ ବୁମ୍‌ରା ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଦଳ ପକ୍ଷରୁ ରିଙ୍କୁ ସିଂହ ଏବଂ…

ପାକିସ୍ତାନରେ ଗୀର୍ଜାଘର ଆକ୍ରମଣକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ କକର

ଇସଲାମବାଦ,୧୮।୮: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ସଂଖ୍ୟାଲଘୁ ଖ୍ରୀଷ୍ଟିଆନଙ୍କ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି ପାକିସ୍ତାନର କାମଚଳା ପ୍ରଧାନମନ୍ତ୍ରୀ ଅନୱର-ଉଲ-ହକ କକର। ସେ କହିଛନ୍ତି, ତାଙ୍କ ମଧ୍ୟବର୍ତ୍ତୀ ସରକାର ସମାଜରେ ଅନ୍ଧାରି ଶକ୍ତିକୁ ସମର୍ଥନ କରିବ ନାହିଁ। ପଞ୍ଜାବ ହେଉଛି ଦେଶର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri