ଦିବ୍ୟାଙ୍ଗ ଗୋପାଳଙ୍କୁ ମିଳିଲା ନାହିଁ ଘର
ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଜାତି ଓ ଜନଜାତିଙ୍କ ବିକାଶ ପାଇଁ ତୃଣମୂଳସ୍ତରରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଅଦ୍ୟାବଧି ଉପରୋକ୍ତ ଯୋଜନା ଦିବ୍ୟାଙ୍ଗ ଗୋପାଳଙ୍କ ପାଖରେ ପହଞ୍ଚି ପାରୁନି ବୋଲି ଅଭିଯୋଗ ହୋଇଛି।…
କିଶୋର, ଶ୍ରାବଣୀଙ୍କୁ ସ୍ବର୍ଣ୍ଣ ପଦକ
ଭୁବନେଶ୍ୱର, ୧୧।୯ (ତପନ ସ୍ବାଇଁ): ଚଣ୍ଡିଗଡ଼ର ସେକ୍ଟର-୭ ସ୍ପୋଟର୍ସ କମ୍ପ୍ଲେକ୍ସରେ ରବିବାର ଆରମ୍ଭ ହୋଇଥିବା ଇଣ୍ଡିଆନ ଗ୍ରାଁ ପ୍ରି-୫ର ପ୍ରଥମ ଦିବସରେ ଓଡ଼ିଶା ଜାଭେଲିନ ତାରକା କିଶୋର କୁମାର ଜେନା ଓ ମହିଳା ସ୍ପ୍ରିଣ୍ଟର ଶ୍ରାବଣୀ ନନ୍ଦ ସ୍ବର୍ଣ୍ଣ ପଦକ ହାସଲ…
ସେମିଫାଇନାଲରେ କିଟ୍
ଭୁବନେଶ୍ୱର, ୧୧।୯ (ତପନ ସ୍ବାଇଁ): ଭୁବନେଶ୍ୱର ଆଥ୍ଲେଟିକ ଆସୋସିଏଶନ ଆନୁକୂଲ୍ୟରେ ୟୁନିଟ-୧ସ୍ଥିତ ଫୁଟବଲ ଏକାଡେମୀ ପଡ଼ିଆରେ ଚାଲିଥିବା ଗତିକୃଷ୍ଣ ମେମୋରିଆଲ ‘ବି’ ଡିଭିଜନ ଲିଗ୍ର ରବିବାର ଅନୁଷ୍ଠିତ ମ୍ୟାଚରେ ବିଜୟୀ ହୋଇ କିଟ୍ ସେମିଫାଇନାଲରେ ପ୍ରବେଶ କରିଛି। ତୃତୀୟ କ୍ୱାର୍ଟର ଫାଇନାଲରେ…
ଗଫ୍ଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ
ନ୍ୟୁୟର୍କ,୧୧ା୯(ପି.ଟି.): ବର୍ଷର ଶେଷ ଗ୍ରାଣ୍ଡସ୍ଲାମ ୟୁଏସ୍ ଓପନ୍ ଟେନିସ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଟ୍ରଫି ହାସଲ କରିଛନ୍ତି ଆମେରିକୀୟ କୋକୋ ଗଫ୍। ଦ୍ୱିତୀୟ ଥର ଗ୍ରାଣ୍ଡସ୍ଲାମ ଫାଇନାଲରେ ପ୍ରବେଶ କରିଥିବା ଗଫ୍ ୨-୬, ୬-୩ ଓ ୬-୨ ସେଟ୍ରେ ବେଲାରୁଷର ଆରିନା…
ସ୍କୁଲ୍ସ ଓପନ ଚେସ୍: ଭିନିତ ଚାମ୍ପିୟନ
ଭୁବନେଶ୍ୱର, ୧୧।୯ (ତପନ ସ୍ବାଇଁ): ଓଡ଼ିଶା ରାଜ୍ୟ ଚେସ୍ ଆସୋସିଏଶନ ଓ ମଦର୍ସ ପବ୍ଲିକ୍ ସ୍କୁଲ, ଖଣ୍ଡଗିରି ଆନୁକୂଲ୍ୟରେ ସ୍କୁଲ୍ସ ଓପନ ଚେସ୍ ଚାମ୍ପିୟନଶିପ୍ ରବିବାର ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ବିଜେଇଏମ୍ ସ୍କୁଲ-୧ର ଭିନିତ ନାୟକ ପୂରା…
ମାଛଧରା ଜାଲରେ ପଡ଼ିଲା କୁମ୍ଭୀର
ପଟ୍ଟାମୁଣ୍ଡାଇ,୧୧ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ନିକଟସ୍ଥ ନାଇଆଡିଆ ଗାଁ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ରବିବାର ସନ୍ଧ୍ୟାରେ ଜଣେ ଧୀବର ମାଛ ଧରିବା ପାଇଁ ଜାଲ ଟାଣୁଥିବାବେଳେ ଏକ ୪ ଫୁଟ୍ ଲମ୍ବର କୁମ୍ଭୀର ପଡିଥିଲା। ବଡ ମାଛ…
ସମ୍ବଲପୁରକୁ ଦଳଗତ ଟାଇଟଲ
ସମ୍ବଲପୁର,୧୧ା୯ (ବି.ଶଙ୍କର): ଓଡ଼ିଶା ମାଷ୍ଟର୍ସ ସୁଇମର୍ସ କ୍ଲବ ଆକୂକୂଲ୍ୟରେ ୧୧ତମ ଖଟେଶ୍ୱର ପାଣ୍ଡେ ସ୍ମାରକୀ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତା-୨୦୨୩ ରବିବାର ସମ୍ବଲପୁରରେ ସମ୍ପନ୍ନ ହୋଇଯାଇଛି। ସମ୍ବଲପୁର ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ମୁଖ୍ୟ ଅତିଥି, ଜିଲାକ୍ରୀଡା ସଂଘ ଉପସଭାପତି ଦୁଲାଲ…
ସାମୂହିକ ଛୁଟିରେ ଶିକ୍ଷୟିତ୍ରୀଶିକ୍ଷକ, ଛାତ୍ରୀଛାତ୍ର ବୁଲୁଛନ୍ତି
ପଟ୍ଟାମୁଣ୍ଡାଇ,୧୧ା୯ (କଳ୍ପତରୁ ନାୟକ): ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ୫-ଟି ରୁପାନ୍ତରିକରଣରେ କୋଟି କୋଟି ଟଙ୍କା ବ୍ୟୟ କରାଯାଉଛି। ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରଶାସନିକ ଅଧିକାରୀଙ୍କ ନିଷ୍କ୍ରିୟତା ଓ ଶିକ୍ଷକତାର…
ରାଜ୍ୟସ୍ତରୀୟ ବିଦ୍ୟାଳୟ ହକି, ହ୍ୟାଣ୍ଡବଲ ଉଦ୍ଯାପିତ
ସୁନ୍ଦରଗଡ,୧୧ା୯ (ଜୟ ନାରାୟଣ ମେଣ୍ଡୁଳି): ଓଡିଶା ରାଜ୍ୟ ବିଦ୍ୟାଳୟ କ୍ରୀଡା ଆସୋସିଏଶନ ଓ ଜିଲା ବିଦ୍ୟାଳୟ କ୍ରୀଡା ଆସୋସିଏଶନର ଆନୁକୂଲ୍ୟରେ ସ୍ଥାନୀୟ ଭବାନୀପୁର ସ୍ପୋର୍ଟସ କମ୍ପ୍ଲେକ୍ସ ପଡିଆଠାରେ ଚାଲିଥିବା ୩ଦିନିଆ ରାଜ୍ୟ ସ୍ତରୀୟ ହକି ଓ ହ୍ୟାଣ୍ଡ ବଲ ଚାମ୍ପିୟନଶିପ ୨୦୨୩-୨୪…
ବଙ୍ଗୋପସାଗରରେ ଭୂକମ୍ପ
ନୂଆଦିଲ୍ଲୀ,୧୧ା୯: ଦେଶ ହେଉ କିମ୍ବା ବିଦେଶରେ ପ୍ରତିଦିନ ଭୂକମ୍ପ ହେଉଥିବାର ଖବର ଆସୁଛି। ବର୍ତ୍ତମାନ ବଙ୍ଗୋପସାଗରରେ ଭୂକମ୍ପ ହୋଇଥିବା ଜାଣିବାକୁ ମିଳିଛି। ରବିବାର ବିଳମ୍ବିତ ରାତିରେ ଏହି ଭୂକମ୍ପ ଘଟିଛି। ନ୍ୟାଶନାଲ ସେଣ୍ଟର ଫର୍ ସେସ୍ମୋଲୋଜି ଅନୁଯାୟୀ, ରାତି ୧:୨୯ରେ ଏହି…
ପ୍ରଭୁଜୀ ପିଓର ଫୁଡ୍ର ଏକ୍ସକ୍ଳୁସିଭ ଆଉଟଲେଟ
ଭୁବନେଶ୍ୱର,୧୧।୯: ହଳଦୀରାମ ଭୁଜିଆଓ୍ବାଲା ଲିମିଟେଡର ପ୍ରମୁଖ ବ୍ରାଣ୍ଡ୍ ତଥା ସହଯୋଗୀ କମ୍ପାନୀ ପ୍ରଭୁଜୀ ପିଓର ଫୁଡ୍ର ଏକ୍ସକ୍ଲୁସିଭ ଆଉଟଲେଟ ଶନିବାର ଭୁବନେଶ୍ୱରର ପଟିଆ (କିଟ୍ ଛକ)ରେ ଉଦ୍ଘାଟିତ ହୋଇଯାଇଛି। ବିଶେଷ କରି ସବୁ ବର୍ଗର ଗ୍ରାହକମାନଙ୍କୁ ବ୍ରାଣ୍ଡ୍ର ମିଠା ଓ ନମକିନ୍ର…
ଝାରସୁଗୁଡ଼ା ଖିମ୍ଜୀ ଷ୍ଟୋର୍ର ଦ୍ୱିତୀୟ ବାର୍ଷିକୀ ଉତ୍ସବ
ଭୁବନେଶ୍ୱର,୧୧।୯ ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ତଥା ଖିମ୍ଜୀ ଜୁଏଲର୍ସର ଝାରସୁଗୁଡାସ୍ଥିତ ସରବାହାଲ୍ ରୋଡ୍ ମାରଓ୍ବାଡ଼ିପଡ଼ା ଏକ୍ସକ୍ଲୁସିଭ ଷ୍ଟୋର୍ର ୨ୟ ବର୍ଷିକୀ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଖିମ୍ଜୀ ଜୁଏଲର୍ସ ପକ୍ଷରୁ ଆକର୍ଷଣୀୟ ଅଫର ସମ୍ପର୍କରେ…

