Home

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତା ପ୍ରତ୍ୟାହାର

ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ସରକାରୀ କଲେଜରେ ଅଣଶିକ୍ଷକ କର୍ମଚାରୀଙ୍କ ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ କରାଯାଇଛି । ସରକାରୀ କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତାକୁ ପ୍ରତ୍ୟାହାର କରାଯାଇଥିବାବେଳେ ଏହି ଦାୟିତ୍ୱରେ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ରହିବେ। ଏଣିକି ଅଣଶିକ୍ଷକ କର୍ମଚାରୀଙ୍କୁ ନିଯୁକ୍ତିର ପୂରା କ୍ଷମତା…

ରଥଯାତ୍ରାରେ ମୃତ୍ୟୁବରଣ କରିଥିବା ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା

ଭୁବନେଶ୍ୱର,୨୦।୭:ଚଳିତ ରଥଯାତ୍ରା ଦିନ ପୁରୀଠାରେ ଅତ୍ୟଧିକ ଗହଳି କାରଣରୁ ୨ ଜଣଙ୍କ ପ୍ରାଣହାନି ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ କଟକର ଅନିଲ ଦାସ ଏବଂ ମୁମ୍ବାଇର ଅଶୋକ ସୁବାରେ ରାଇକର। ଏହି ଦୁଇ ଜଣଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ

ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ ଏହି ମୋବାଇଲ ଟାୱାର ହେବାର ଦଶନ୍ଧି ବିତିଯାଇଥିଲେ ବି ଏହାର ରକ୍ଷଣବେକ୍ଷଣ ଅଭାବରୁ…

ପ୍ରହସନ ପାଲଟିଲାଣି ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଲୋକେ ଅସନ୍ତୋଷ

କେସିଙ୍ଗା,୨୦।୭:(ତୁମେଶ୍ୱର ସାହୁ): ସାଧାରଣ ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ସରକାର ଲୋକଙ୍କ ପାଖରେ ଯୁଗ୍ମ ଅଭିଯୋଗ ଶୁଣାଣି ବ୍ୟବସ୍ଥା କରିଛନ୍ତି। ତେବେ ପ୍ରଶାସନିକସ୍ତରରେ ସ୍ଥାଣୁତା ଓ ବିଳମ୍ବ ଯୋଗୁ ଏହାର ଉଦ୍ଦେଶ୍ୟ ସଫଳ ହେଉ ନ ଥିବାରୁ ଏହା ପ୍ରହସନ…

ଘର ପିଣ୍ଡାରେ ଛିଡା ହୋଇଥିଲେ ରବିନ୍ଦ୍ର, ମାରିଲା ଘଡ଼ଘଡ଼ି; ଆଉ ତା’ପରେ…

ମୋରଡା,୨୦।୭(ସ୍ମାରକ ମାଜୀ): ବଜ୍ରପାତ ମାରିବାରୁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳର ଜଣେ ଯୁବକ ଓ଼ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି ଉକ୍ତ ବ୍ଲକ ଅଧୀନ ସାନମୁଣ୍ଢାବଣି ପଞ୍ଚାୟତ ପାରିଆକୁଲି ଗ୍ରାମର ରବୀନ୍ଦ୍ର ବେହେରା(୩୬)। ସୂଚନା…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ ଥିଲା। ଏଥିରେ ୩୯ ବର୍ଷିୟ ଲିଓନେଲ ମେସି ଏବଂ ୧୯ ବର୍ଷିୟ ଲାମିନ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର ଦାଶ (ଜଗନ୍ନାଥ), ମାମି ମହାପାତ୍ର (ସୁଭଦ୍ରା) ଓ ରୀତାଞ୍ଜଳି ଦାଶ ଲକ୍ଷ୍ମୀ ଭୂମିକାରେ…

ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ ତଳର ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତି ପୂଜା ପାଉଛନ୍ତି। ୩ ଚକାସନରେ ଉପବିଷ୍ଟ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାହିଁ ନାଁ: ଗର୍ଜିଲେ ମହିଳା

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମ ପଞ୍ଚାୟତ ଅଧିନସ୍ଥ କାଦୋପଡାର ୧୩ ମହିଳା ଜିଲାପାଳଙ୍କ ଜନଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାଁ ନ ଥିବାରୁ ସୋମବାର କେସିଙ୍ଗା ପଞ୍ଚାୟତ ସମିତିରେ ଅନୁଷ୍ଠିତ ଏହି ଶିବିରରେ ଅଭିଯୋଗ…

କାଠ କାମ ବେଳେ ମିସ୍ତ୍ରୀଙ୍କୁ ଲାଗିଲା କରେଣ୍ଟ, ଛିଟିକି….

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଆଦିକନ୍ଦପୁର ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ନାରାୟଣ ଗୈାଡଙ୍କ ଘରେ କାଠ କାମ କରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଜଣେ କାଠ ମିସ୍ତ୍ରୀଙ୍କ ମୃତ୍ୟୁ…

ଅଧିକାରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ: ବଦଳି ଆଦେଶ ନ ମାନିଲେ କାଲିଠୁ ଦରମା ବନ୍ଦ

ଭୁବନେଶ୍ୱର,୨୦।୭: ବଦଳି ଆଦେଶ ମାନୁ ନ ଥିବା ଅଧିକାରୀଙ୍କ ପାଇଁ ଅର୍ଥ ବିଭାଗର କଡ଼ା ଆଭିମୁଖ୍ୟ ଦେଖାଇଛି। ଆଜି ସୁଦ୍ଧା ନୂଆ ସ୍ଥାନରେ ଯୋଗ ନ ଦେଲେ କାଲିଠୁ ଦରମା ବନ୍ଦ ହେବ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଅର୍ଥ ବିଭାଗର ତିନି…

ଓଜନ ବଢ଼ିବାର କାରଣ କହିଲେ ବିଶେଷଜ୍ଞ, ଆବଶ୍ୟକତାଠାରୁ ଅଧିକ…

ବର୍ତ୍ତମାନ ପରିସ୍ଥିତିରେ ମେଦବହୁଳତା ସମସ୍ତଙ୍କ ଚିନ୍ତାର କାରଣ ସାଜିଛି। ସାଧାରଣତଃ ଅଧିକ ଖାଇବା ଓ କୌଣସି କାମ ନ କରିବା ଦ୍ୱାରା ଆମ ଶରୀରର ଓଜନ ବଢ଼ିଯାଏ। କିନ୍ତୁ ଏବେ ମୃଦୁ ପାନୀୟ ଯୋଗୁ ଓଜନ ବଢ଼ୁଥିବା ଏକ ସଦ୍ୟତମ ସର୍ଭେରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?