Home

ବର୍ଷା ଆସିଲେ ଦାଣ୍ଡରେ ହୁଡ଼ା

ପରଜଙ୍ଗ, ୧୭।୭(ନିଗମାନନ୍ଦ ଦଳବେହେରା): ଆଷାଢ଼ ଆସିଲେ ଚିନ୍ତା ବଢ଼େ। ବର୍ଷାପାଣି ଯେପରି ଘରେ ନ ପଶିବ, ସେଥିଲାଗି ସଜାଗ ହୋଇଯାଆନ୍ତି ଗାଁ ଲୋକେ। ଏଥିଲାଗି ଘର ସମ୍ମୁଖ ଦାଣ୍ଡରେ ମାଟିରେ ହୁଡ଼ା ବାନ୍ଧନ୍ତି। ପଞ୍ଚାୟତ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀଙ୍କ ଅବହେଳା…

ଯୋଗ୍ୟ ହୋଇ ବି ମିଳିଲାନି ଆବାସ

ତିହିଡି,୧୭।୭(ସଞ୍ଜିତ ବଳ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀମାନଙ୍କୁ ଘର ଯୋଗାଇ ଦିଆଯିବା ସହ ନିର୍ମାଣ କାର୍ଯ୍ୟ ପାଇଁ ପ୍ରଥମ କିସ୍ତି ଟଙ୍କା ମଧ୍ୟ ମିଳିସାରିଛି। ଅଯୋଗ୍ୟମାନେ ଘର ହାତେଇ ନେଉଥିବା ବେଳେ ଯୋଗ୍ୟ ହିତାଧିକାରୀ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହେଉଛି। ପ୍ରଧାନମନ୍ତ୍ରୀ…

ଅତିଥି ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ

ମୋରଡ଼ା,୧୭ା୭(ସ୍ମାରକ ମାଜୀ): ରାଜ୍ୟ ସରକାର ୫-ଟି ଜରିଆରେ ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟର ଉନ୍ନତୀକରଣ କରୁଛନ୍ତି। ଶିକ୍ଷା ପ୍ରତି ପିଲାଙ୍କୁ ଆକର୍ଷିତ କରିବା ଓ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବାକୁ ଅନେକ କୋଟି ଟଙ୍କା ଖର୍ଚ୍ଚ ହେଉଛି। ମାତ୍ର ମୟୂରଭଞ୍ଜ ଜିଲା ଶୁଳିଆପଦା…

କସିପଦା ପଞ୍ଚାୟତ ହାଇସ୍କୁଲ ଶିକ୍ଷକ ଶୂନ

ରୂପସା, ୧୭।୭(ବାଞ୍ଛାନିଧି ଦେ): ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ଅଧୀନ କସିପଦା ପଞ୍ଚାୟତ ହାଇସ୍କୁଲ ଏବେ ଦୁର୍ଦ୍ଦିନରେ ଗତି କରୁଛି। ଚଳିତ ଶିକ୍ଷାବର୍ଷରେ ଅଷ୍ଟମରୁ ଦଶମ ଶ୍ରେଣୀରେ ୨୨୮ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ କୌଣସି ଶିକ୍ଷକ ନ ଥିବା…

ଭୁଶୁଡ଼ିଲା ନିର୍ମାଣାଧୀନ ପାର୍କର ପାଚେରି

ବାସୁଦେବପୁର, ୧୭।୭ (ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ୨୧ ନଂ. ୱାର୍ଡ ବଂଶୀପାଟଣା ଗ୍ରାମରେ ମୁଖ୍ୟମନ୍ତ୍ରୀ କର୍ମତପତ୍ର ଅଭିଯାନ ଯୋଜନାରେ ୨୦୨୨-୨୩ ଆର୍ଥିକ ବର୍ଷରେ ନିର୍ମାଣାଧୀନ ଏକ ପାର୍କର ଉତ୍ତରପାଖ ପାଚେରି ଶନିବାର ବର୍ଷାରେ ଭୁଶୁଡ଼ି ପଡ଼ିଛି।…

୧୭ ଘଣ୍ଟା ପରେ ଉଦ୍ଧାର ହେଲା କାଉଡ଼ିଆଙ୍କ ମୃତଦେହ

ଜଗତସିଂହପୁର,୧୭ା୭(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲା ଆଳିପିଙ୍ଗଳ ନିକଟ ଦେବୀ ନଦୀର ଅପରପାର୍ଶ୍ୱ କେତକେଶ୍ୱର ଘାଟରେ ତିର୍ତ୍ତୋଲ ଥାନା ବିଦ୍ୟାଧରପୁର ଗ୍ରାମର ରମେଶ ପ୍ରଧାନଙ୍କ ପୁଅ ଭୋଳା (୧୪) ରବିବାର ଅପରାହ୍ନରେ ନଦୀରେ ବୁଡି ଯାଇଥିଲେ। ସ୍ଥାନୀୟ ଜନସାଧାରଣ ଓ ଅଗ୍ନିଶମ…

ଏବେ ଅଟୋରେ ଯିବା ଆସିବା କରୁଛନ୍ତି ରାକ୍ଷୀ ସାଓ୍ବନ୍ତ, ଡ୍ରାଇଭର ଟଙ୍କା ଚୋରି କରି ଫେରାର…

ମୁମ୍ବାଇ : ମନୋରଞ୍ଜନ ଜଗତର ପ୍ରସିଦ୍ଧ ଅଭିନେତ୍ରୀ ରାକ୍ଷୀ ସାୱନ୍ତ ପ୍ରାୟତଃ ପାପରାଜିରେ ସକ୍ରିୟ ରହିଥାନ୍ତି। ସେ ସୋସିଆଲ ମିଡିଆରେ ଲୋକଙ୍କର ମନୋରଞ୍ଜନ କରିଥାନ୍ତି । ଶନିବାର ତାଙ୍କ ସହ ଏପରି କିଛି ଘଟିଥିଲା ସେ ବିବ୍ରତ ଦେଖାଯାଉଥିଲେ। ରାକ୍ଷୀ ଅଟୋରେ…

ଦୁର୍ଦ୍ଦଶା ବଢ଼ାଉଛି ବିଏମ୍‌ସି

ଭୁବନେଶ୍ୱର,୧୭।୭(ଅଭିଜିତ ଦାସ) : ପୂର୍ବରୁ କାମ ସାରିଲେନି, ଏବେ ବର୍ଷାରେ ହେଉଛି ଡ୍ରେନ୍‌ ପୁନଃ ଉଦ୍ଧାର। ମୌସୁମୀ ପୂର୍ବରୁ ସହରର ସମସ୍ତ ଡ୍ରେନ ସଫେଇ ଓ ଅନ୍ୟାନ୍ୟ କାମ ସରିବ ବୋଲି ମେୟର ସୁଲୋଚନା ଦାସ କହିଥିଲେ, ହେଲେ ଏବେ ବି…

ଜଷ୍ଟିସ୍‌ ଦୀପକ ମିଶ୍ର ପାଇବେ ‘ଉତ୍କଳ ରତ୍ନ’

କଟକ,୧୭ା୭ (କାର୍ତ୍ତିକ ସାହୁ): ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍‌ ଦୀପକ ମିଶ୍ରଙ୍କୁ ଚଳିତବର୍ଷ ପାଇଁ ଅନୁଷ୍ଠାନର ସର୍ବୋଚ୍ଚ ସମ୍ମାନ ଉତ୍କଳ ରତ୍ନ ପ୍ରଦାନ କରାଯିବ। ସେହିପରି ରାଧାମୋହନ ମହାପାତ୍ରଙ୍କୁ ଶୁକଦେବ ସାହୁ ଉପନ୍ୟାସ ସମ୍ମାନ,…

ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୧୭ା୭(ଅଜିତ ମହାନ୍ତି): ଚିତାଲାଗି ଅମାବାସ୍ୟା ଅବସରରେ ସୋମବାର ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ସହ ଦାରୁବିଗ୍ରହଙ୍କ ଚିତାଲାଗି ନୀତି ସମ୍ପନ୍ନ କରାଯିବ। ମହାପ୍ରଭୁଙ୍କ ପ୍ରଥମ ଭୋଗମଣ୍ଡପ ପରେ ଏହି ଗୁପ୍ତ ନୀତି ଆରମ୍ଭ ହେବ। ସୋମବାର ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ…

ଅଢ଼େଇ ବର୍ଷରେ ରାଜ୍ୟ ବାହାରୁ ୪୬ ଗିରଫ

ଭୁବନେଶ୍ୱର,୧୭।୭(ସତ୍ୟଜିତ୍‌ ରାଉତ): ରାଜ୍ୟରେ ଠକେଇ ମାମଲା ବଢ଼ି ଚାଲିଛି। ବିଶେଷକରି ସାଇବର ଠକମାନେ ସବୁଠୁ ଅଧିକ ସକ୍ରିୟ ହୋଇ ଉଠିଛନ୍ତି। ବିଭିନ୍ନ କୌଶଳ ଆପଣାଇ କୋଟି କୋଟି ଟଙ୍କା ଠକି ନେଉଛନ୍ତି। ଚାକିରି ଠକେଇ, ଅନ୍‌ଲାଇନ୍‌ ପୋନ୍‌ଜି ସ୍କିମ୍‌, ଚାଇନା ଡିଜିଟାଲ୍‌…

ସୁନ୍ଦରୀ ଝିଅ ଯୋଗାଇବା ନାଁରେ ଲୁଟୁଛନ୍ତି ସାଇବର ଠକ

ଭୁବନେଶ୍ୱର,୧୭।୭(ସୂର୍ଯ୍ୟକାନ୍ତ ବେହେରା): ଟଙ୍କା ଦେଲେ ସୁନ୍ଦରୀ ଯୁବତୀ ଯୋଗାଇ ଦିଆଯିବ। ସହରରେ ସବୁଠି ସେଟିଂ। ହୋଟେଲରେ ରହିବା, ଖାଇବା ଫ୍ରି। ହୋମ୍‌ ଡେଲିଭରିର ବି ସୁବିଧା ରହିଛି । ପୋଲିସର ଭୟ ନାହିଁ କି ଡରିବାରେ କାରଣ ନାହିଁ। ଦେଶୀ, ବିଦେଶୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri