ଋଣ ପରିଶୋଧ କରି ନ ପାରି ହାରିଦେଲେ ଜୀବନ
ମାଧପୁର,୧୭ା୮(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଉପଖଣ୍ଡ କିଆକଟା ଥାନା ଅଧୀନ ମୁଣ୍ଡପଡ଼ା ଛକ ନିକଟ ବିନୋଦପୁର ଜଙ୍ଗଲର ଗୋଟିଏ ମହୁଲ ଗଛରେ ବେକରେ ରଶି ଦେଇ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି। ପ୍ରାଥମିକ ସୂଚନାରେ, ବ୍ୟକ୍ତିଙ୍କ ଘର…
ମଧ୍ୟପ୍ରଦେଶ-ଛତିଶଗଡ ବିଧାନସଭା ନିର୍ବାଚନ: ପ୍ରାର୍ଥୀ ଘୋଷଣା କଲା ଭାଜପା
ନୂଆଦିଲ୍ଲୀ,୧୭।୮: ମଧ୍ୟପ୍ରଦେଶ-ଛତିଶଗଡ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି ଭାଜପା। ଭାଜପା ମଧ୍ୟପ୍ରଦେଶ ପାଇଁ ୩୯ ଜଣ ଏବଂ ଛତିଶଗଡ ପାଇଁ ୨୧ ଜଣ ପ୍ରାର୍ଥୀ ଘୋଷଣା କରିଛି। ଚଳିତ ବର୍ଷ ଉଭୟ ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ।…
ଏନ୍ଏମ୍ଏମ୍ଏଲର ନାଁ ପରିବର୍ତ୍ତନକୁ ନେଇ ଅନାବଶ୍ୟକ ପ୍ରସଙ୍ଗ କରୁଛି କଂଗ୍ରେସ
ନୂଆଦିଲ୍ଲୀ,୧୭।୮: ଦିଲ୍ଲୀର ନେହେରୁ ମେମୋରିଆଲ ମ୍ୟୁଜିୟମ ଏବଂ ଲାଇବ୍ରେରୀ (ଏନ୍ଏମ୍ଏମ୍ଏଲ)ର ନାମ ପରିବର୍ତ୍ତନ ହେବା ପରେ ରାଜନୀତି ସରଗରମ ହୋଇଛି। ଏନେଇ ଭାଜପା କଂଗ୍ରେସକୁ ଟାର୍ଗେଟ କରିଛି। କଂଗ୍ରେସ ଅନାବଶ୍ୟକ ଭାବେ ଏହାକୁ ଏକ ପ୍ରସଙ୍ଗ କରୁଥିବା କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ…
ଚନ୍ଦ୍ରାୟନ ୩ର ପ୍ରୋପଲଶନ ମଡ୍ୟୁଲରୁ ଅଲଗା ହେଲା ବିକ୍ରମ ଲ୍ୟାଣ୍ଡର
ନୂଆଦିଲ୍ଲୀ,୧୭।୮: ଚନ୍ଦ୍ରାୟନ ୩ର ପ୍ରୋପଲଶନ ମଡ୍ୟୁଲର ବିକ୍ରମ ଲ୍ୟାଣ୍ଡର ଗୁରୁବାର ଅର୍ଥାତ୍ ଅଗଷ୍ଟ ୧୭ରେ ସଫଳତାପୂର୍ବକ ଅଲଗା ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) କହିଛି କି ଏବେ ଲ୍ୟାଣ୍ଡର ମଡ୍ୟୁଲ ଶୁକ୍ରବାର ଚନ୍ଦ୍ର ନିକଟରେ ଅଳ୍ପ ତଳକୁ ଥିବା କକ୍ଷ…
ଦକ୍ଷିଣ କୋରିଆର ଦାବି, ମହାକାଶରୁ ଶତ୍ରୁ ଉପରେ ନଜର ରଖିବ ନର୍ଥ କୋରିଆ
ସିଓଲ,୧୭।୮: ଉତ୍ତର କୋରିଆ ଏକ ଗୁଇନ୍ଦା ସାଟେଲାଇଟ ଲଞ୍ଚ କରିବାକୁ ଯାଉଛି। ଦକ୍ଷିଣ କୋରିଆର ଜଣେ ସାଂସଦ ଦେଶର ଗୁଇନ୍ଦା ଏଜେନ୍ସି ସୂତ୍ରକୁ ଆଧାର କରି ଏହି ସୂଚନା ଦେଇଛନ୍ତି କି ଉତ୍ତର କୋରିଆ ଅଗଷ୍ଟ ଶେଷ ସପ୍ତାହରେ ଅଥବା ସେପ୍ଟେମ୍ବର…
କ୍ୟାଶ ଭ୍ୟାନ୍ରେ ଟଙ୍କା ଲୋଡ୍ ବେଳେ ଅଘଟଣ: ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ଗୁଳି ଫୁଟି ୩ ଆହତ
ସୁନ୍ଦରଗଡ଼/ରାଜଗାଙ୍ଗପୁର,୧୭/୮(ଜୟନାରାୟଣ ମେଣ୍ଡୁଳି/ଅଶୋକ ପାଣି): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବସ୍ଷ୍ଟାଣ୍ଡ ଡେଲି ମାର୍କେଟଠାରେ ଥିବା ଆଇସିଆଇସିଆଇ ବ୍ୟାଙ୍କ ସମ୍ମୁଖରେ ଗୁରୁବାର କ୍ୟାଶ ଭ୍ୟାନ୍ରେ ଟଙ୍କା ଲୋଡ୍ କରୁଥିବା ବେଳେ ଘଟିଛି ଅଘଟଣ। ସୁରକ୍ଷାକର୍ମୀଙ୍କ ଅସାବଧାନତା ଯୋଗୁ ବନ୍ଧୁକରୁ ଗୁଳି ଫୁଟି ୩ଜଣ ଆହତ…
ପୁଅକୁ ଟାଙ୍ଗିଆରେ ହାଣି ହତ୍ୟା କଲେ ବାପା
ଟେନ୍ସା,୧୭ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କମଣ୍ଡ ଗ୍ରାମ ନାଏକ ସାହିରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ବୁଧବାର ରାତିରେ ବାପା ଗୋପୀନାଥ ନାଏକ ଓ ପୁଅ ସୁଶାନ୍ତ ନାଏକ (୩୨)ଙ୍କ ମଧ୍ୟରେ କୌଣସି କାରଣକୁ ନେଇ…
ମହିଳାଙ୍କୁ କବରରେ ଜୀବନ୍ତ ପୋତିଥଲେ ଲୋକ, ୧୧ଦିନ ପରେ ଘଟିଲା ଏପରି ଘଟଣା…
ବ୍ରାଜିଲ୍,୧୭।୮: ଜୀବନ୍ତ ମହିଳାଙ୍କୁ କବର ଦେଇଦେଲେ ଲୋକେ। ଅନେକ ଦିନ ଧରି ସେ କଫିନ ଭିତରେ ଜୀବିତ ଅବସ୍ଥାରେ ଥିଲେ। କଫିନରେ ଥିବା ଭିତରେ ମହିଳା ଜଣକ ବାହାରକୁ ବାହାରିବା ପାଇଁ ଯଥାସମ୍ଭବ ଚେଷ୍ଟା କରିଥିଲେ। ପରେ, ତାଙ୍କର କ୍ରନ୍ଦନ ଶୁଣି…
କାମକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ରାସ୍ତାକଡ଼ରୁ ମିଳିଲା ମୃତଦେହ
କୋରାପୁଟ,୧୭ା୮(ଅମିତାଭ ବେହେରା): କୋରାପୁଟ-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥ ରୁଣ୍ଡିଆମ୍ବ ନିକଟରେ ଗୁରୁବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ଖବର ପାଇ କୋରାପୁଟ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା। ଏହା ଏକ…
ଓଡ଼ିଆ ଭାଷାକୁ ଲୋକଙ୍କଠାରୁ ଦୂରେଇ ରଖିବା ପାଇଁ ଆନ୍ଧ୍ରର ଆଉ ଏକ ନୂଆ ଚାଲ୍
ପଟ୍ଟାଙ୍ଗି,୧୭ା୮(ଶରତ ଧଳ): ପଡ଼ୋଶୀ ଆନ୍ଧ୍ର ରାଜ୍ୟ ବିଭିନ୍ନ ସମୟରେ ଓଡ଼ିଶାର ସୀମାନ୍ତ ଗ୍ରାମଗୁଡ଼ିକରେ ଅନୁପ୍ରବେଶ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରି ବିବାଦ ବଢାଇ ଚାଲିଥିବା ବେଳେ ବର୍ତ୍ତମାନ ଏବେ ଆଉ ଏକ ନୂଆ ବିବାଦ ଆରମ୍ଭ କରିଛି। ସୀମାନ୍ତ ଗ୍ରାମବାସୀ…
ବକ୍ସ ଅଫିସରେ ସୁନାମି: ଖୁବ୍ଶୀଘ୍ର ୩୦୦ କୋଟି ଛୁଇଁବ…
ବମ୍ବେ: ବ୍ୟବସାୟରେ ରେକର୍ଡ କରୁଛି ‘ଗଦର ୨’। ଦର୍ଶକଙ୍କ ଭଲପାଇବା ମିଳୁଥିବାରୁ ଫିଲ୍ମଟି ରିଲିଜ ଦିନଠାରୁ ଭଲ କଲେକ୍ସନ କରୁଛି। ମାତ୍ର ୬ ଦିନରେ ଏହା ୨୫୦ କୋଟି କ୍ଲବରେ ସାମିଲ ହୋଇଥିଲା। ଏବେ ସପ୍ତମ ଦିନର ବ୍ୟବସାୟ ବିବରଣୀ ସାମ୍ନାକୁ…
ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀଙ୍କ ପାଇଁ ମୋତେ କଂଗ୍ରେସର ଅଧ୍ୟକ୍ଷ ପଦ ମିଳିଛି: ଖାର୍ଗେ
ନୂଆଦିଲ୍ଲୀ,୧୭।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ନିଜକୁ ଦଳର ମୁଖ୍ୟ ହେବା ନେଇ ଏକ ବଡ଼ ଖୁଲାସା କରିଛନ୍ତି। ମହିଳା କଂଗ୍ରେସର କାର୍ଯ୍ୟକ୍ରମରେ ଖାର୍ଗେ କହିଛନ୍ତି ଯେ, ମୁଁ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ପାଇଁ ଅଧ୍ୟକ୍ଷ ପଦ ପାଇଛି।…
Archives


