Home

‘ଇଣ୍ଡିଆଜ୍‌ ଗେମ୍‌’ ପ୍ରାମାଣିକ ଚଳଚ୍ଚିତ୍ର ଉଦ୍‌ଘାଟିତ

ଭୁବନେଶ୍ୱର, ୧୭।୮(ତପନ ସ୍ବାଇଁ)ସ୍ବାଧୀନତା ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାମାଣିକ ଚଳଚ୍ଚିତ୍ର ‘ଇଣ୍ଡିଆଜ୍‌ ଗେମ୍‌-ଏ ଷ୍ଟୋରି ଅଫ୍‌ ଏ ଟିମ୍‌ ଦ୍ୟାଟ୍‌ ୟୁନାଇଟେଡ ଦି ନେଶନ’କୁ ଉଦ୍‌ଘାଟନ କରିଛନ୍ତି। ୧୯୨୮ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ସ୍ବର୍ଣ୍ଣ ପଦକ…

ଚନ୍ଦ୍ରଶେଖରପୁର ୟୁଥ୍‌ ବିଜୟୀ

ଭୁବନେଶ୍ୱର, ୧୭।୮ (ତପନ ସ୍ବାଇଁ): ଭୁବନେଶ୍ୱର ଆଥ୍‌ଲେଟିକ ଆସୋସିଏଶନ ଆନୁକୂଲ୍ୟରେ ୟୁନିଟ-୧ସ୍ଥିତ ଫୁଟବଲ ଏକାଡେମୀ ପଡ଼ିଆରେ ଚାଲିଥିବା ଗତିକୃଷ୍ଣ ମେମୋରିଆଲ ‘ବି’ ଡିଭିଜନ ଫୁଟବଲ ଲିଗ୍‌ର ବୁଧବାର ଅନୁଷ୍ଠିତ ମ୍ୟାଚରେ ଚନ୍ଦ୍ରଶେଖରପୁର ୟୁଥ୍‌ ଆସୋସିଏଶନ ବିଜୟୀ ହୋଇଛି। ଜୟ ପଟ୍ଟନାୟକଙ୍କ ଗୋଲ…

୧୫ବର୍ଷ ଧରି କଣ୍ଠିଆ ସେତୁ ନିର୍ମାଣ ସରୁନି

କେନ୍ଦ୍ରାପଡ଼ା, ୧୭ା୮(ଜଗନ୍ନାଥ ଧଳ)ଚଳିତ ବ୍ରାହ୍ମଣୀ ନଦୀ ବନ୍ୟାରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗଁା ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଏଠାରେ ଥିବା କଣ୍ଠିଆ ସେତୁ ନିର୍ମାଣ ଦୀର୍ଘ ୧୫ ବର୍ଷ ତଳେ ଆରମ୍ଭ ହୋଇଥିଲା। ତାହା ଅଦ୍ୟାବଧି ଶେଷ ହୋଇନି।…

‘ଇଣ୍ଡିଆଜ୍‌ ଗେମ୍‌’ ପ୍ରାମାଣିକ ଚଳଚ୍ଚିତ୍ର ଉଦ୍‌ଘାଟିତ

ଭୁବନେଶ୍ୱର, ୧୭।୮(ତପନ ସ୍ବାଇଁ): ସ୍ବାଧୀନତା ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାମାଣିକ ଚଳଚ୍ଚିତ୍ର ‘ଇଣ୍ଡିଆଜ୍‌ ଗେମ୍‌-ଏ ଷ୍ଟୋରି ଅଫ୍‌ ଏ ଟିମ୍‌ ଦ୍ୟାଟ୍‌ ୟୁନାଇଟେଡ ଦି ନେଶନ’କୁ ଉଦ୍‌ଘାଟନ କରିଛନ୍ତି। ୧୯୨୮ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ସ୍ବର୍ଣ୍ଣ…

ଶଯ୍ୟାଶାୟୀ ବୃଦ୍ଧାଙ୍କ ତଣ୍ଟିକାଟି ହତ୍ୟା

ଭୁବନେଶ୍ୱର,୧୭।୮(ସତ୍ୟଜିତ୍‌ ରାଉତ)ଭରତପୁର ଥାନା ଅନ୍ତର୍ଗତ ଖଣ୍ଡଗିରି ବାରି ବସ୍ତିରେ ମଙ୍ଗଳବାର ସ୍ବାଧୀନତା ଦିବସରେ ଏକ ହତ୍ୟାକାଣ୍ଡ ଘଟିଛି। ଶଯ୍ୟାଶାୟୀ ଥିବା ଜଣେ ବୃଦ୍ଧାଙ୍କୁ ଗଳାକାଟି ଅତି ନିର୍ମମ ଭାବେ କେହି ହତ୍ୟା କରିଛନ୍ତି। ମୃତା ବୃଦ୍ଧା ହେଲେ ଏଠାରେ ରହୁଥିବା ଗଞ୍ଜାମ…

ନେମାରଙ୍କ ୮୩୧ କୋଟିର ଚୁକ୍ତି

ରିୟାଧ,୧୭ା୮(ପି.ଟି.): ସାଉଦି ଫୁଟବଲ ଲିଗ୍‌ ସହିତ ଯୋଡି ହୋଇଛନ୍ତ ବ୍ରାଜିଲର ତାରକା ଷ୍ଟ୍ରାଇକର ନେମାର। ବିଗତ ୬ ସିଜନ ଧରି ପ୍ୟାରିସ୍‌ ସେଣ୍ଟ ଜର୍ମେନ୍‌(ପିଏସ୍‌ଜି) ପାଇଁ ଖେଳିବା ପରେ ନେମାର ଅଲ ହିଲାଲ ସହିତ ଚୁକ୍ତି କରିଛନ୍ତି। ବାର୍ଷିକ ୧୦୦ ମିଲିୟନ୍‌…

ଓଡ଼ିଶା ରୋଲର ସ୍କେଟିଂ ଦଳର ୩ ରେକର୍ଡ

ଭୁବନେଶ୍ୱର, ୧୭।୮ (ତପନ ସ୍ବାଇଁ): ସ୍ବାଧୀନତା ଦିବସ ଅବସରରେ ମଙ୍ଗଳବାର ଓଡ଼ିଶା ରୋଲର ସ୍କେଟିଂ ଦଳ ଆଉ ଏକ ମାଇଲଖୁଣ୍ଟ ସ୍ପର୍ଶ କରିଛି। ଓଡ଼ିଶା ସ୍କେଟିଂ ଏକାଡେମୀର ୧୦୨ ସଦସ୍ୟ ବିଶିଷ୍ଟ ଦଳ କଳିଙ୍ଗ ଷ୍ଟାଡିୟମରେ କ୍ରମାଗତ ୫ ଘଣ୍ଟା ରୋଲର…

ପ୍ରଥମ ଦିନରେ ୩ ଜାତୀୟ ରେକର୍ଡ

ଭୁବନେଶ୍ୱର, ୧୭।୮ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମର ନବନିର୍ମିତ ଇନ୍‌ଡୋର ଆକ୍ୱାଟିକ୍‌ ସେଣ୍ଟରରେ ବୁଧବାର ୩୯ତମ ସବ୍‌ଜୁନିୟର ଓ ୪୯ତମ ଜୁନିୟର ଜାତୀୟ ଆକ୍ୱାଟିକ୍‌ ଚାମ୍ପିୟନଶିପ୍‌ ଆରମ୍ଭ ହୋଇଛି। ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ସଚିବ ଆର. ଭିନିଲ କ୍ରିଷ୍ଣା…

ଯାଜପୁରରେ ସେନ୍‌କୋ ଆଉଟ୍‌ଲେଟ୍‌

ଭୁବନେଶ୍ୱର ୧୭।୮: ସେନ୍‌କୋ ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡ୍‌ସର ଯାଜପୁର ଶୋ’ରୁମ୍‌କୁ ନିକଟରେ ନବୀକରଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ଯାଜପୁରର କେନ୍ଦ୍ର ସ୍ଥଳ ଦଳା ଛକରେ ଥିବା ଏହି ଅତ୍ୟାଧୁନିକ ଶୋ’ରୁମ୍‌କୁ ପୁନଃ ଉଦ୍‌ଘାଟନ କରାଯାଇଛି। ଏହି ଅବସରରେ ଓଡ଼ିଆ ଅଭିନେତ୍ରୀ ତମନ୍ନା…

ରାଷ୍ଟ୍ର ଗଠନରେ ଯୁବବର୍ଗଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୧୭।୮: ଦିଭିସା ହର୍ବାଲ୍ସ ପ୍ରାଇଭେଟ ଲିମିଟେଡ ପକ୍ଷରୁ ଅନ୍ତର୍ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ବିଶେଷକରି କମ୍ପାନୀର ଲୋକପ୍ରିୟ ବ୍ରାଣ୍ଡ୍‌ ରୂପ ମନ୍ତ୍ରା ପରିବାର ପକ୍ଷରୁ ଅନ୍ତର୍ଜାତୀୟ ଯୁବ ଦିବସ କମ୍ପାନୀର ଚଣ୍ଡିଗଡସ୍ଥିତ ମୁଖ୍ୟାଳୟ ପରିସରରେ ପାଳନ କରାଯାଇଥିଲା। ଏପରିକି ରୂପ…

ଫେବୃୟାରୀ ୧୪ରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୧୭।୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର ଏକାଡେମିକ କ୍ୟାଲେଣ୍ଡର ପ୍ରକାଶ ପାଇଛି। ସିଏଚ୍‌ଏସ୍‌ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ଦ୍ୱିତୀୟ ବର୍ଷ ବା ଦ୍ବାଦଶ ଶ୍ରେଣୀ ବାର୍ଷିକ ଥିଓରୀ ପରୀକ୍ଷା ଆସନ୍ତା ଫେବୃୟାରୀ…

ବିଓଆଇର ଗ୍ରାହକ ସଂଯୋଗୀକରଣ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୧୭।୮: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଆୟୋଜିତ ଏକ ଗ୍ରାହକ ସଂଯୋଗୀକରଣ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଓଆଇର ମୁମ୍ବାଇସ୍ଥିତ ମୁଖ୍ୟ କାର୍ଯ୍ୟାଳୟର ମୁଖ୍ୟ ମହାପ୍ରବନ୍ଧକ ସୁଧୀରଞ୍ଜନ ପାଢ଼ୀ ସମ୍ମାନିତ ଅତିଥି ଭାବେ ଯୋଗଦେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri