Home

ଗମ୍ଭୀରଙ୍କୁ କଡ଼ା ଜବାବ ଦେଲେ ଆଫ୍ରିଦି

ନୂଆଦିଲ୍ଲୀ,୭।୯: ଏସିଆ କପ ୨୦୨୩ ପାଲେକେଲ୍‌ ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ଖେଳାଯାଇଥିଲା। ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ ପରିବେଶ ଦେଖିବାକୁ ମିଳିଥିଲା। ବର୍ଷା ଯୋଗୁ ଏହି ମ୍ୟାଚ ବାତିଲ ହୋଇଥିଲା। ଏହି ମ୍ୟାଚରେ ଖେଳାଳିଙ୍କ…

ସନାତନ ବିବାଦ ନିଆଁରେ ଘିଅ ଢାଲିଲେ ଏ.ରାଜା, କହିଲେ ସନାତନ ଧର୍ମ ଏଚଆଇଭି ଅବା ଲେପର୍ସି ଭଳି…

ଚେନ୍ନାଇ,୭।୯ : ସନାତନ ଧର୍ମକୁ ନେଇ ତାମିଲନାଡୁ ସିଏମ ଏମକେ ଷ୍ଟାଲିନଙ୍କ ପୁଅ ଉଦୟାନିଧିଙ୍କ ବିବୃତ୍ତି ଉପରେ ବିବାଦ ବନ୍ଦ ହେବାର ନା ଧରୁନି। ଏହି ସମୟରେ ତାଙ୍କ ଦଳ ଡିଏମକେର ଅନ୍ୟ ଜଣେ ନେତା ଏ. ରାଜା ମଧ୍ୟ ସନାତନ…

ଭାରତ ଆସିବା ପୂର୍ବରୁ ବାଇଡେନ କହିଲେ ଏମିତି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭ା୯: ଭାରତ ୯ ଏବଂ ୧୦ ସେପ୍ଟେମ୍ବରରେ ଦିଲ୍ଲୀରେ ଜି-୨୦ ସମ୍ମିଳନୀ ଆୟୋଜନ କରିବାକୁ ଯାଉଛି। ଯେଉଁଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ସରିଯାଇଛି। ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ପର୍ଯ୍ୟାପ୍ତ ବ୍ୟବସ୍ଥା କରାଯାଇଛି। ଜି -୨୦ ସମ୍ମିଳନୀରେ ଭାରତ ଏହାର ପରିଦର୍ଶକ…

ବିବାହିତା ମହିଳାଙ୍କୁ ବ୍ଲାକ୍‌ମେଲିଂ କରି କରୁଥିଲେ ବଳାତ୍କାର; ଯୁବକଙ୍କୁ ବାନ୍ଧିଲା ପାଟଣା ପୋଲିସ

ପାଟଣା,୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗ ରେ ପାଟଣା ପୋଲିସ ବୁଧବାର ୩୫ ବର୍ଷୀୟ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକଜଣଙ୍କ ହେଉଛନ୍ତି…

ବିଏମ୍‌ଡବ୍ଲ୍ୟୁରେ ଘାସ ବହୁଛନ୍ତି ଚାଷୀ, ଭିଡିଓ ଦେଖିଲେ…

ଆମ ଦେଶ ଏକ କୃଷିପ୍ରଧାନ ଦେଶ। କେଉଁ ପ୍ରାଚୀନ କାଳରୁ ଆମ ଦେଶରେ ଚାଷୀମାନେ ଚାଷ କରିଆସୁଛନ୍ତି। ଏହା ସତ୍ତ୍ୱେ ଦେଶରେ କୃଷକ ଏବଂ ପଶୁପାଳକଙ୍କ ଅବସ୍ଥା ଭଲ ନୁହେଁ। ଏପରି ପରିସ୍ଥିତିରେ ଯଦି ଆପଣଙ୍କୁ ବିଏମ୍‌ଡବ୍ଲ୍ୟୁ ଭଳି ବିଳାସପୂର୍ଣ୍ଣ କାର୍‌ରେ…

ଆମେରିକା ବୈଦେଶିକ ମନ୍ତ୍ରୀଙ୍କ କିଭ୍‌ ଗସ୍ତବେଳେ ଗୁଳିମାଡ କଲା ଋଷିଆ, ୧୭ମୃତ

କିଭ୍‌,୭।୯: ପୂର୍ବ ୟୁକ୍ରେନର ଏକ ସହରର ବଜାରରେ ଋଷିଆ ଗୁଳିମାଡ କରିଛି। ସାନି ଗୁଳିମାଡରେ ୧୭ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ଅନେକ ଲୋକ ଆହତ ହୋଇଛନ୍ତି। ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ଋଷିଆ ବିରୋଧରେ ୟୁକ୍ରେନ ଯବାନଙ୍କୁ ସମର୍ଥନ କରିବାକୁ…

ମୋତେ ଜଣେ କ୍ରିକେଟର ହେବାର ନ ଥିଲା:ଗମ୍ଭୀର

ନୂଆଦିଲ୍ଲୀ,୭।୮: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ଅନ୍ତର୍ଜାତୀୟ କ୍ରିକେଟ୍‌ କ୍ୟାରିୟରରେ ଭାରତର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ରହିଆସିଛନ୍ତି। ସେ ଅନେକ ଥର ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଛନ୍ତି। ୨୦୦୭ ଟି-୨୦ ବିଶ୍ୱକପ ଏବଂ ୨୦୧୧ ଦିନିକିଆ ବିଶ୍ୱକପ ଫାଇନାଲରେ…

ବାଲୁଗାଁ ଅବକାରୀ ଏଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନୟାଗଡ଼,୭।୯ (ଲୋକନାଥ ମିଶ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲା ବାଲୁଗାଁ ଅବକାରୀ ଏଏସ୍‌ଆଇଙ୍କ ନୟାଗଡ଼ ପୁରୁଣା ସହର ଶଗଡିଆ ସାହିସ୍ଥ ବାସଭବନ, ବାଲୁଗାଁ ଭଡ଼ା ଘର ସମେତ କାର୍ଯ୍ୟାଳୟରେ ଗୁରୁବାର ଚଢ଼ାଉ…

ଶାଶୁ ଶ୍ୱଶୁରଙ୍କୁ ନେଇ ଗର୍ବ କରେ: ଋଷି ସୁନକ

ଇଂଲଣ୍ଡ,୭।୯: ଭାରତୀୟ ଭାବେ ନିଜକୁ ଗର୍ବିତ ଅନୁଭବ କରେ ବୋଲି କହିଛନ୍ତି ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନକ। ସେ କହିଛନ୍ତ, ଯେତେବେଳେ ସେ ତାଙ୍କ ଶାଶୁ ଶ୍ୱଶୁରଙ୍କୁ ଭେଟନ୍ତି କିମ୍ବା ତାଙ୍କ ସହ ଡିନର କରନ୍ତି ସେମାନେ କେବେ ରାଜନୀତି କିମ୍ବା…

ସନାତନ ବିରୋଧି ମନ୍ତବ୍ୟକୁ ଆମେ ସମର୍ଥନ କରୁନୁ, ଇଣ୍ଡିଆ ମେଣ୍ଟର ସ୍ବାର୍ଥ ପାଇଁ ଏଭଳି ମନ୍ତବ୍ୟରୁ ଦୂରେଇ ରହବା ଜରୁରୀ…

ମୁମ୍ବାଇ,୭।୯ : ତାମିଲନାଡୁର ସିଏମ ଏମ.କେ ଷ୍ଟାଲିନଙ୍କ ସନାତନ ଧର୍ମକୁ ସମାପ୍ତ କରିବା ବିବୃତ୍ତି ଉପରେ ବିବାଦ ଜାରି ରହିଛି। ବର୍ତ୍ତମାନ ଉଦୟ ବାଲା ସାହେବ ଠାକରେ ଏବଂ ଇଣ୍ଡିଆ ଆଲାଇନ୍ସର ଶିବସେନା ପକ୍ଷରୁ ମଧ୍ୟ ଏହାକୁ ସମାଲୋଚନା କରାଯାଇଛି। ଶିବସେନା…

୯୦ କୋଟି ଲୋକଙ୍କ ଭାବନାକୁ ଆଘାତ ଦେଇପାରିବେ ନାହିଁ ଉଦୟନିଧି: ସଞ୍ଜୟ ରାଉତ

ନୂଆଦିଲ୍ଲୀ,୭।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ଉଦୟନିଧି ସନାତନ ଧର୍ମକୁ ରଦ୍ଦ କରିବାର ବିବୃତ୍ତି ଉପରେ ବିବାଦ ଥମିବାର ନାଁ ନେଉନାହିଁ। ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ସଦସ୍ୟ ତଥା ଶିବସେନା(ୟୁବିଟି)ମଧ୍ୟ ଏହାକୁ ସମାଲୋଚନା କରିଛି। ଉଦୟନିଧି ଏହି ଦେଶରେ ରହୁଥିବା…

ବିବାଦ ଉଗ୍ରରୂପ ନେବା ପରେ ସନାତନ ନେଇ ମତ ରଖିଲେ ଉଦୟାନିଧି: ମୋ ମନ୍ତବ୍ୟର ଭୁଲ ଅର୍ଥ ବାହାର କରାଯାଇଛି…

ଚେନ୍ନାଇ,୭।୯ : ତାମିଲନାଡୁର କ୍ରୀଡା ମନ୍ତ୍ରୀ ଉଦୟାନିଧି ଷ୍ଟାଲିନ ସନାତନ ଧର୍ମ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ଉଗ୍ରରୂପ ନେବା ପରେ ଦେ ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି, ସେ କହିଛନ୍ତି ମୋର ବିବୃତ୍ତିକୁ ଭୁଲ ବ୍ୟାଖ୍ୟା କରାଯାଇଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?