Home

ନୟାଗଡ଼ ବଜାରର ରୂପରେଖ ବଦଳିପାରୁନି

ନୟାଗଡ, ୭।୯ (ଲୋକନାଥ ମିଶ୍ର)ନୟାଗଡ଼ ମ୍ୟୁନିସିପାଲିଟି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ୍ତ ଶାସନ ଦିବସ ପାଳନ କରାଯାଇ କୁହାଯାଇଥିଲା ନୟାଗଡ଼ ସହରରେ ବିକାଶ ଚାଲିଛି। କୋଟି କୋଟି ଟଙ୍କାର କାମ ଶେଷ ହୋଇଛି। ପୁଣି କୋଟି କୋଟି ଟଙ୍କାର କାମ ହେଉଛି…

ଓଡ଼ିଶାର କଳା, ସଂସ୍କୃତି ସହ କାରିଗରଙ୍କ ପରିଚୟ ବୃଦ୍ଧି ପାଇଛି

ଭୁବନେଶ୍ୱର,୭।୯(ଶର୍ମିଷ୍ଠା ପାଣିଗ୍ରାହୀ)ସ୍ବାଧୀନତା ଦିବସ ଅବସରରେ ଟାଇମ୍ସ ସ୍କୋୟାର୍‌ରେ ପ୍ରଦର୍ଶିତ ହୋଇଥିଲା ଓଡ଼ିଶାର କଳା, ସଂସ୍କୃତି ଓ ଭାସ୍କର୍ଯ୍ୟର ପ୍ରତୀକ ‘କୋଣାର୍କ ଚକ୍ର’ର ପଥର ନିର୍ମିତ ପ୍ରତିକୃତି। ସେଫ୍‌ ବିକାଶ ଖାନ୍ନାଙ୍କ ଚେଷ୍ଟାରେ ଓଡ଼ିଶାର ଟିମ୍‌ ଏହାକୁ ସେଠାରେ ପ୍ରଦର୍ଶନ କରିଥିଲେ। ତେବେ…

ପ୍ରଥମଥର ସେମିରେ ଶେଲ୍‌ଟନ

ନ୍ୟୁୟର୍କ, ୭।୯(ଏପି): ଆମେରିକାର ବେନ୍‌ ଶେଲ୍‌ଟନ ପ୍ରଥମଥର ପାଇଁ ୟୁଏସ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। କୌଣସି ଗ୍ରାଣ୍ଡସ୍ଲାମରେ ମଧ୍ୟ ଏହା ତାଙ୍କର ପ୍ରଥମ ସେମିଫାଇନାଲ ପ୍ରବେଶ। ୨୦ ବର୍ଷୀୟ ବେନ୍‌ କ୍ୱାର୍ଟର ଫାଇନାଲରେ ୧୪ଟି…

ଆର୍‌ଜେସିରେ ଯୋଗଦେଲା ସେନ୍‌କୋ

ଭୁବନେଶ୍ୱର,୭ା୯: ପୂର୍ବ ଭାରତର ସର୍ବବୃହତ୍‌ ଗହଣା ରିଟେଲର ସେନ୍‌କୋ ଗୋଲ୍ଡ ଲିମିଟେଡ୍‌ ରେସ୍‌ପନ୍‌ସିବଲ୍‌ ଜୁଏଲେରି କାଉନ୍‌ସିଲ୍‌ (ଆର୍‌ଜେସି)ର ଏକ ସଦସ୍ୟ ଭାବେ ଯୋଗଦେଇ ଦୂରଦୃଷ୍ଟିସମ୍ପନ୍ନ ଦୀର୍ଘସ୍ଥାୟୀ ଯାତ୍ରା ଆଡ଼କୁ ଏକ ପଦକ୍ଷେପ ଗ୍ରହଣ କରିଛି। ଆର୍‌ଜେସି ୨୦୦୫ରେ ସ୍ଥାପନ କରାଯାଇଥିବା ବେଳେ…

କୃଷ୍ଣ ଆରାଧନାରେ ବିଭୋର ରାଜଧାନୀବାସୀ

ଭୁବନେଶ୍ୱର,୭।୯(ଅନୁରାଧା ମହାରଣା)ଚଳିତବର୍ଷ କେତେକ ସ୍ଥାନରେ ଗୁରୁବାର ଜନ୍ମାଷ୍ଟମୀ ପର୍ବ ପାଳନ କରାଯାଉଥିବାବେଳେ ଅଧିକାଂଶ ରାଜଧାନୀବାସୀ ବୁଧବାର ଏହି ପର୍ବ ପାଳନ କରିଛନ୍ତି। ତେଣୁ ରାଜଧାନୀର ବିଭିନ୍ନ ମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆୟୋଜନ କରାଯିବା ସହ ଶ୍ରଦ୍ଧାଳୁ କୃଷ୍ଣ ଆରାଧନାରେ ବିଭୋର ହୋଇପଡ଼ିଛନ୍ତି।…

୫୦୦୦ ବିଦ୍ୟାର୍ଥଙ୍କୁ ରିଲାଏନ୍ସ ଫାଉଣ୍ଡେଶନ ଶିକ୍ଷାବୃତ୍ତି

ଭୁବନେଶ୍ୱର, ୭।୯: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମେଧାବୀ ଛାତ୍ରୀଛାତ୍ରମାନଙ୍କୁ ରିଲାଏନ୍ସ ଫାଉଣ୍ଡେଶନ ଶିକ୍ଷାବୃତ୍ତି ପ୍ରଦାନ କରାଯିବ ବୋଲି ଫାଉଣ୍ଡେଶନ ପକ୍ଷରୁ କୁହାଯାଇଛି। ବିଶେଷକରି ୨୦୨୩-୨୪ ଶିକ୍ଷାବର୍ଷରେ ପ୍ରାୟ ୫୦୦୦ ଛାତ୍ରୀଛାତ୍ରଙ୍କୁ ଉପରୋକ୍ତ ଶିକ୍ଷାବୃତ୍ତି ପ୍ରଦାନ କରାଯିବ। ଆଶାୟୀ…

ଜଳିଗଲା ବିଏମ୍‌ସି ସଫେଇ ଗାଡ଼ି

ଭୁବନେଶ୍ୱର,୭।୯ (ସତ୍ୟଜିତ୍‌ ରାଉତ)ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ରାସ୍ତା ସଫେଇ ଗାଡ଼ି ରବିବାର ରାତି ପ୍ରାୟ ୧୧ଟା ୧୫ ବେଳେ ନିଆଁ ଲାଗି ଜଳିଯାଇଛି। ନୟାପଲ୍ଲୀସ୍ଥିତ କସ୍ତୁରବା ଶିକ୍ଷା ଆଶ୍ରମ ସାମ୍ନା ରାସ୍ତାରେ ଏହି ଅଘଟଣ ଘଟିଛି। ଏହି ଅଗ୍ନିକାଣ୍ଡରେ ଡ୍ରାଇଭର…

ଆଜିଠାରୁ ‘ହୋମ୍‌ ଶପିଂ ସ୍ପ୍ରି’ ଉତ୍ସବ

ଭୁବନେଶ୍ୱର,୭।୯: ଦେଶର ପ୍ରମୁଖ ଇ କର୍ମସ ପ୍ଲାଟଫର୍ମ ଆମାଜନ୍‌.ଇନର ବହୁ ପ୍ରତୀକ୍ଷିତ ‘ହୋମ୍‌ ଶପିଂ ସ୍ପ୍ରି’ର ଶୁଭାରମ୍ଭ ଗୁରୁବାର ଠାରୁ ହେଉଛି। ଏହି ପରିପ୍ରେକ୍ଷୀରେ ଅନେକ ପ୍ରସିଦ୍ଧ ଓ ଲୋକପ୍ରିୟ ବ୍ରାଣ୍ଡ ଉପରେ ଆକର୍ଷଣୀୟ ଡିଲ୍‌ ଓ ଅଫର ପ୍ରଦାନ କରାଯାଉଛି।…

ଲାଭି’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୭ା୯: ଦେଶର ଅଗ୍ରଣୀ ଫ୍ୟାଶନ ବ୍ରାଣ୍ଡ୍‌ ଲାଭି’ର ପ୍ରଥମ ତଥା ନୂତନ ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଭୁବନେଶ୍ୱରର କଳ୍ପନା ଛକସ୍ଥିତ ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ରେ ବୁଧବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ଏଠାରେ ସମସ୍ତ ପ୍ରକାର ଫ୍ୟାଶନ୍‌ ଆସେସୋରିଜ୍‌ ଉପଲବ୍ଧ।…

ଆଜି ନନ୍ଦ ଉତ୍ସବ

ପୁରୀ, ୭ା୯(ଅଜିତ ମହାନ୍ତି)ପବିତ୍ର ଜନ୍ମାଷ୍ଟମୀ ଅବସରରେ ବୁଧବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି। ଏଥିଲାଗି ବିଶେଷ ନୀତି ଅନୁଷ୍ଠିତ ହୋଇଥିଲା। ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟାଧୂପ ବେଶରେ ମହାପ୍ରଭୁ ୬ମୂର୍ତ୍ତି ଅଳଙ୍କାର ଲାଗିହୋଇଥିଲେ। ସନ୍ଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା। ଶୁଦ୍ଧସୁଆର…

ଆଇଏଫ୍‌ଏମ୍‌ ସହ ବିଜିୟୁର ବୁଝାମଣା

ଭୁବନେଶ୍ୱର,୭।୯: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ) ଭୁବନେଶ୍ୱର ଏବଂ ତାଞ୍ଜାନିଆସ୍ଥିତ ଡାର୍‌-ଏସ୍‌-ସଲାମର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫାଇନାନ୍ସ ମ୍ୟାନେଜମେଣ୍ଟ (ଆଇଏଫ୍‌ଏମ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ସହ ଚୁକ୍ତିପତ୍ର ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଜିୟୁର…

ନୂଆ ପୁରୁଣା ଗୀତରେ ଦୁଲୁକିବ ମେଲୋଡି ମଞ୍ଚ

କଟକ,୭ା୯(ସୁପ୍ରିୟା ପ୍ରିୟଦର୍ଶିନୀ)ଗଣେଶ ପୂଜାରୁ ଆରମ୍ଭ ହୋଇଯିବ ପାର୍ବଣ ଋତୁ। ନୂଆ ପୁରୁଣା ଗୀତ ସହ ବାଦ୍ୟଯନ୍ତ୍ରର ଧୂମଧଡ଼ାକ ଶୁଣିବାକୁ ମିଳିବ। ଏଥିପାଇଁ ଗାୟିକା ଗାୟକମାନଙ୍କର ଚାହିଦା ଏବେ କାହିଁରେ କେତେ। ଆଉ କିଛି ଦିନ ପରେ ଗଣେଶ ପୂଜା ଥିବାରୁ ଜୋରସୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?