Home

ଆଜି ଅନଶନ ଭାଙ୍ଗିପାରନ୍ତି ଓ୍ବାଙ୍ଗ୍‌ଚୁକ୍‌

ନୂଆଦିଲ୍ଲୀ,୨୦ା୭ (ପି.ଟି.): ରାଜନେତାମାନେ ଯଦି ସଫଦରଜଙ୍ଗ ହସ୍ପିଟାଲରେ ଆକ୍ଟିଭିଷ୍ଟ ସୋନମ୍‌ ଓ୍ବାଙ୍ଗ୍‌ଚୁକ୍‌ଙ୍କୁ ଭେଟି ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ କାଳରେ ଶିକ୍ଷା ଉତ୍ତରଦାୟିତ୍ୱ ପ୍ରସଙ୍ଗ ଉଠାଇବାର ପ୍ରତିଶ୍ରୁତି ଦିଅନ୍ତି, ତେବେ ସେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଚଳାଇଥିବା ଅନଶନ ସୋମବାର ଭାଙ୍ଗିବେ ବୋଲି…

ତରଳ ଲୁଣ, ମଣିଷ ଝାଳ: ଆସୁଛି ଅଭିନବ ‘ବ୍ୟାଟେରି’ ପ୍ରଯୁକ୍ତି

ନ୍ୟୁୟର୍କ, ୨୦ା୭: ବିଶ୍ୱରେ ଅକ୍ଷୟ ଶକ୍ତି କ୍ଷେତ୍ରରେ ସବୁଠାରୁ ବଡ଼ ଚ୍ୟାଲେଞ୍ଜ ହେଉଛି ପ୍ରାକୃତିକ ଉତ୍ସରୁ ମିଳୁଥିବା ବିଦ୍ୟୁତ୍‌କୁ ଦୀର୍ଘ ସମୟ ଧରି ସଂରକ୍ଷିତ କରି ରଖିବା। ଏହି ସମସ୍ୟାର ସମାଧାନ ପାଇଁ ବର୍ତ୍ତମାନ ବିଶ୍ୱର ବିଭିନ୍ନ ସ୍ଥାନରେ ତରଳ ଲୁଣ,…

ସ୍ପେନ୍‌ର ୧୬,୦୦୦ ହେକ୍ଟର ଜଙ୍ଗଲ ପୋଡ଼ି ପାଉଁଶ

ସ୍ପେନ, ୨୦।୭: ସ୍ପେନ୍‌ ଇତିହାସର ସବୁଠାରୁ ବଡ଼ ଅଗ୍ନିକାଣ୍ଡରେ ଏପର୍ଯ୍ୟନ୍ତ ୧୬,୦୦୦ ହେକ୍ଟର ଜଙ୍ଗଲ ଅଞ୍ଚଳ ଜଳିପୋଡ଼ି ପାଉଁଶ ହୋଇଯାଇଥିବାବେଳେ ନିଆଁ ଏବେ ମଧ୍ୟ ପ୍ରବଳ ବେଗରେ ମାଡ଼ିଚାଲିଛି। ସ୍ପେନ୍‌ର ପବ୍ଲିକ ବ୍ରଡକାଷ୍ଟର ଆରଟିଭିଇ ଅନୁଯାୟୀ ଅଗ୍ନିଶମ ବାହିନୀ ପ୍ରୟାସ ଜାରି…

ଆଜି ସିଜେପିର ‘ସଂସଦ ଚଲୋ’

ନୂଆଦିଲ୍ଲୀ,୨୦ା୭ (ପି.ଟି.): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଯନ୍ତରମନ୍ତରଠାରେ ସିଜେପି ପକ୍ଷରୁ ଧାରଣା ଜାରି ରହିଛି। ଏହି ଅବସରରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ ସୋମବାର ଯନ୍ତରମନ୍ତରରୁ ପାର୍ଲାମେଣ୍ଟ ପଦଯାତ୍ରା ବା ‘ସଂସଦ…

ଫୁଟବଲର ନୂଆ ‘କିଙ୍ଗ’ ପାଲଟିଲା ସ୍ପେନ, ଆର୍ଜେଣ୍ଟିନା ସହିତ ୬୦ ବର୍ଷର ପୁରୁଣା ସ୍କୋର ବରାବର କଲା; ଭାଙ୍ଗିଲା ଲିଓନେଲ ମେସିଙ୍କ ସ୍ବପ୍ନ

ନ୍ୟୁୟର୍କ,୨୦ା୭: ୟୁରୋ କପ୍‌ ଟାଇଟଲ ବିଜେତା ସ୍ପେନ୍‌ ୨୦୨୬ ଫିଫା ବିଶ୍ୱକପ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ମେଗା ଫାଇନାଲରେ ଏହି ଦଳ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନାକୁ ୧-୦ ଗୋଲରେ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟରେ ଖେଳ ଗୋଲଶୂନ୍ୟ ରହିବାରୁ ଅତିରିକ୍ତ…

ଆଜିଠୁ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୨୦ା୭ (ପି.ଟି.) ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବାକୁ ଯାଉଥିବାବେଳେ ଏନ୍‌ଇଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌, ଆକ୍ଟିଭିଷ୍ଟ ସୋନମ୍‌ ଓ୍ବାଙ୍ଗ୍‌ଚୁକ୍‌ଙ୍କ ଅନଶନ, ଅଯୋଧ୍ୟା ରାମମନ୍ଦିରରୁ ଦାନ ଅର୍ଥ ଚୋରି ଅଭିଯୋଗ, ପେଟ୍ରୋଲରେ ଇଥାନଲ ମିଶ୍ରଣ ଏବଂ ବିଦେଶୀ ନୀତିକୁ ନେଇ…

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼ ସହରରେ ମଶାଲ ଶୋଭାଯାତ୍ରା ହୋଇଥିବାବେଳେ ଇସ୍ତଫା ଦାବି କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…

ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଅପଶବ୍ଦ କହିବା ଅଶ୍ଳୀଳତା ନୁହେଁ

ନୂଆଦିଲ୍ଲୀ,୧୯ା୭: କାହାକୁ ଗାଳିଗୁଲଜ କରିବା ଓ ଅପଶବ୍ଦ ପ୍ରୟୋଗ ଅସଭ୍ୟ ଏବଂ ଆପତ୍ତିଜନକ ହୋଇଥିଲେ ମଧ୍ୟ ଏହା ଅଶ୍ଳୀଳତା ନୁହେଁ । ଏଭଳି ଆଜି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ । ଭାରତୀୟ ଦଣ୍ଡ ସଂହିତା (IPC)ର ଧାରା ୨୯୪ ଅନୁଯାୟୀ ଦୋଷୀ…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇ ପାଣି ଛଡା ଯାଇଛି । ଏହାଦ୍ବାରା ପୁରୁଷୋତ୍ତମପୁର ଓ ଗଞ୍ଜାମ ବ୍ଲକ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ ଅବହେଳା ପ୍ରକାଶ ପାଇଛି । କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ…

ଶ୍ରୀକ୍ଷେତ୍ରରୁ ଭଟଲି ଆସିଲା ତିନି ରଥର ଚକ; ପାଛୋଟି ଆଣିଲେ ହଜାର ହଜାର ଭକ୍ତ, ବିଧାୟକ କହିଲେ…

ବରଗଡ଼,୨୦।୭(ପ୍ରେମାନନ୍ଦ ଖମାରୀ): ପୁରୀ ଧାମରୁ ଭଟଲି ଦଧିବାମନ ଧାମକୁ ରବିବାର ତିନି ରଥର ଚକ ପହଞ୍ଚିଛି । ଶ୍ରୀକ୍ଷେତ୍ର ପୁରୀର ଏହି ତିନି ରଥର ଚକକୁ ଭବ୍ୟ ସ୍ଵାଗତ କରାଯାଇଥିଲା । ଶ୍ରୀକ୍ଷେତ୍ର ପୁରୀର ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଏବଂ ଦେବୀ…

ଭାଜପାରେ ମିଶିବା ଚର୍ଚ୍ଚା ଭିତରେ ବଡ଼ କଥା କହିଦେଲେ ବିକ୍ରମ ଆରୁଖ, ‘ବିଜେଡିରେ..’

ଭୁବନେଶ୍ବର,୧୯ା୭: ବିଜେଡିର ବରିଷ୍ଠ ନେତା ବିକ୍ରମ ଆରୁଖ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ବର୍ତ୍ତମାନ ସେ ମୁହଁ ଖୋଲି ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି । ବିଜେଡିରେ ଥିଲି, ଅଛି ଏବଂ ଆଗକୁ ମଧ୍ୟ ରହିବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?