Home

୭ ମାସରେ ମଲେଣି ୪୪ ହାତୀ

ଭୁବନେଶ୍ୱର, ୧୧।୮(ଅସମାପିକା ସାହୁ): ହାତୀକୁ ଐତିହ୍ୟ ପ୍ରାଣୀ ବୋଲି ଘୋଷଣା କରାଯାଇଛି। କିନ୍ତୁ ହାତୀ ଓ ମଣିଷ ଲଢ଼େଇ ଏବେ ବି କମିବାର ନାଁ ନେଉନାହିଁ। ଏହି ଲଢ଼େଇରେ କେତେବେଳେ ହାତୀର ମୃତ୍ୟୁ ହେଉଛି ତ ଆଉ କେଉଁଠି ମଣିଷର ଜୀବନ…

ଇଣ୍ଡିଆସ୍‌ ବିଗେଷ୍ଟ ଇଲେକ୍ଟ୍ରୋନିକ୍ସ ସେଲ୍‌

ଭୁବନେଶ୍ୱର,୧୨।୮ : ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ ଡିଜିଟାଲ ଇଣ୍ଡିଆ ସେଲ୍‌ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି କମ୍ପାନୀର ଲୋକପ୍ରିୟ ଅଭିଯାନ ‘ଇଣ୍ଡିଆସ ବିଗେଷ୍ଟ ଇଲେକ୍ଟ୍ରୋନିକ୍ସ ସେଲ୍‌’ ଜରିଆରେ ଉପଭୋକ୍ତମାନଙ୍କୁ ଟେକ୍ନୋଲୋଜି ସହ ସଶକ୍ତ କରିବା ପାଇଁ ରିଲାଏନ୍ସ ଡିଜିଟାଲ…

ବେଦାନ୍ତ ଆଲୁମିନିୟମର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୧୨।୮: ବେଦାନ୍ତ ଆଲୁମିନିୟମ ପକ୍ଷରୁ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ଓ ଛତିଶଗଡ଼ ୟୁନିଟ କାର୍ଯ୍ୟ ପରିସରରେ ଏକ ସ୍ବତନ୍ତ୍ର ଅଭିଯାନର ଶୁଭାରମ୍ଭ କରାଯାଇଥିଲା। ଏପରିକି ସପ୍ତାହବ୍ୟାପୀ ଆୟୋଜିତ ଉକ୍ତ ଅଭିଯାନରେ ଉଭୟ ମା…

ଭୁବନେଶ୍ୱରରେ ଯାତ୍ରାର ପ୍ରଥମ ଫ୍ରାଞ୍ଚାଇଜ୍‌ ଷ୍ଟୋର

ଭୁବନେଶ୍ୱର,୧୨।୮ : ଦେଶର ଅଗ୍ରଣୀ ଅନଲାଇନ୍‌ ଟ୍ରାଭେଲ୍‌ କମ୍ପାନୀ ଯାତ୍ରା (ୟାତ୍ରା) ର ପ୍ରଥମ ଅଫଲାଇନ୍‌ ଫ୍ରାଞ୍ଚାଇଜ୍‌ ଷ୍ଟୋର ଓଡିଶା ବଜାରରେ ଉଦଘାଟିତ ହୋଇଯାଇଛି। ବିଶେଷ କରି ଭୁବନେଶ୍ୱରର ଜୟଦେବଠାରେ ଯାତ୍ରାର ପ୍ରଥମ ଫ୍ରାଞ୍ଚାଇଜ୍‌ ଷ୍ଟୋର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ହୋଇଯାଇଛି।…

ଏଏମ୍‌ଏନ୍‌ଏସ ଇଣ୍ଡିଆ ପକ୍ଷରୁ ରିଲିଫ୍‌ ସାମଗ୍ରୀ ପ୍ରଦାନ

ଭୁବନେଶ୍ୱର,୧୨।୮: ଆର୍ସଲରମିତଲ ନିପ୍ପନ୍‌ ଷ୍ଟିଲ୍‌ (ଏଏମ୍‌ଏନ୍‌ଏସ) ଇଣ୍ଡିଆ ବନ୍ୟା ପ୍ରପିଡିତ ଗ୍ରାମାଞ୍ଚଳଗୁଡିକରେ ରିଲିଫ ବିତରଣ ପାଇଁ ଆବଶ୍ୟକୀୟ ରିଲିଫ ସାମଗ୍ରୀ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ୍‌ ପ୍ରଶାସନକୁ ପ୍ରଦାନ କରାଯାଇଛି। ଏପରିକି କୁଜଙ୍ଗ ବ୍ଲକରେ ବନ୍ୟା ଯୋଗୁଁ ଜନଜୀବନ,ପଶୁସମ୍ପଦ ଓ ସମ୍ପତିରେ…

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୧୨।୭: କ୍ରମାଗତ ୨ଦିନ ଲାଗି ଭାରତୀୟ ଶେୟାର ବଜାରର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ଶୁକ୍ରବାର…

୬.୫୩ ଲକ୍ଷ କୋଟିର ପ୍ରତ୍ୟକ୍ଷ ଟିକସ ସଂଗ୍ରହ

ନୂଆଦିଲ୍ଲୀ,୧୨।୭ (ଅଭୟ ଦାଶ): କ୍ରମାଗତ ଭାବେ ଦେଶର ଟିକସ ସଂଗ୍ରହ ବୃଦ୍ଧି ପାଉଛି। ବିଶେଷ କରି ଚଳିତ ଆର୍ଥିକ ବର୍ଷରେ ଟିକସରୁ ସରକାରଙ୍କ ଆୟ କ୍ରମାଗତ ଭାବେ ବୃଦ୍ଧି ପାଇଛି। ଶୁକ୍ରବାର ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍‌ସେସ୍‌ (ସିବିଡିଟି) ପକ୍ଷରୁ…

ହୁ ହୁ ଜଳୁଛି ହାଓ୍ବାଇ ଦ୍ୱୀପ

କାହୁଲୁଇ/ନ୍ୟୁୟର୍କ,୧୨ା୮: ଆମେରିକାର ପ୍ରଶାନ୍ତ ମହାସାଗର ମଧ୍ୟସ୍ଥିତ ହାଓ୍ବାଇ ରାଜ୍ୟର ମଉଇ ଦ୍ୱୀପରେ ହୁ ହୁ ହୋଇ ଜଳୁଛି ଜଙ୍ଗଲ। ମଙ୍ଗଳବାର ଲାଗିଥିବା ଏହି ବନାଗ୍ନିରେ ଅଦ୍ୟାବଧି ଅନୂ୍ୟନ ୫୫ ଜଣଙ୍କ ପ୍ରାଣହାନି ଘଟିଥିବାବେଳେ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଜୀବଜନ୍ତୁ, ବୃକ୍ଷଲତା…

ଅନିର୍ଦ୍ଦିଷ୍ଟ କାଳ ପାଇଁ ସଂସଦ ମୁଲତବୀ

ନୂଆଦିଲ୍ଲୀ,୧୨ା୮: ମଣିପୁରର ଜାତିଆଣ ହିଂସାକୁ ନେଇ ପାର୍ଲାମେଣ୍ଟରେ ହଟ୍ଟଗୋଳଜନିତ ଅଚଳାବସ୍ଥା ଏବଂ ଭାଜପା ସରକାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକ ଆଣିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଜୋର୍‌ଦାର ବିତର୍କ ପରେ ଶୁକ୍ରବାର ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାକୁ ଅନିର୍ଦ୍ଦିଷ୍ଟ କାଳ…

ଯୌନହିଂସା ରୋକିବାକୁ ରାଜ୍ୟ ବାଧ୍ୟ

ନୂଆଦିଲ୍ଲୀ,୧୨ା୮: ମଣିପୁର ହିଂସା ବେଳେ ମହିଳାମାନଙ୍କ ପ୍ରତି ଯେଭଳି ଅତ୍ୟାଚାର କରାଯାଇଛି, ତାହାକୁ ନେଇ ସୁପ୍ରିମକୋର୍ଟ ବ୍ୟଥିତ ହୋଇଛନ୍ତି। ଅନ୍ୟ ସମ୍ପ୍ରଦାୟକୁ ପଦାନତ କରିବାର ବାର୍ତ୍ତା ଦେବା ପାଇଁ ଉତ୍ତ୍ୟକ୍ତ ଲୋକେ ଯୌନ ହିଂସାକୁ ବ୍ୟବହାର କରିଥିଲେ। ଏହାକୁ ବନ୍ଦ କରିବାକୁ…

ଜିଏସ୍‌ଟି ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୧୨ା୮: ମୌସୁମୀ ଅଧିବେଶନର ଶେଷ ଦିନରେ ଜିଏସ୍‌ଟି ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହୋଇଛି। ଅନ୍‌ଲାଇନ ଗେମିଂ, କାସିନୋ ଏବଂ ହର୍ସ ରେସ୍‌ କ୍ଲବ୍‌ରେ ବେଟିଂର ପୂର୍ଣ୍ଣ ଫେସ୍‌ ଭାଲ୍ୟୁ ଉପରେ ୨୮ ପ୍ରତିଶତ ଜିଏସ୍‌ଟି ଲଗାଇବା ପାଇଁ କେନ୍ଦ୍ରୀୟ ଓ…

ଆଜି ଓ୍ବାୟନାଡ ଯିବେ ରାହୁଲ

ନୂଆଦିଲ୍ଲୀ,୧୨।୮: କଂଗ୍ରେସ ନେତା ରାହୁଲ ଗାନ୍ଧି ଶନିବାର ଦୁଇ ଦିନିଆ ଓ୍ବାୟନାଡ ଗସ୍ତରେ ଯିବେ। ନିକଟରେ ଲୋକ ସଭାର ସଦସ୍ୟତା ଫେରିପାଇବା ପରେ ଏହା କଂଗ୍ରେସ ନେତାଙ୍କ ପ୍ରଥମ ଓ୍ବାୟନାଡ ଗସ୍ତ। ରାହୁଲ ଗାନ୍ଧୀଙ୍କ ଗସ୍ତକୁ ନେଇ କଂଗ୍ରେସର କେରଳ ୟୁନିଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri