କର୍ମଚାରୀ ଅଭାବରୁ କାର୍ଯ୍ୟରେ ବାଧା
ଭବାନୀପାଟଣା,୧୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ପୂର୍ତ୍ତ ବିଭାଗରେ ଅନେକ ପଦବୀ ଖାଲି ପଡିଥିବାରୁ ଏବେ କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି। ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ୩ଟି ଏସ୍ଡିଓ ପଦବି ଖାଲିପଡିଛି। ସେଗୁଡିକ ହେଲା ଏମ୍. ରାମପୁର ସବଡିଭିଜନ,…
୧୩ ଚେକ୍ଡ୍ୟାମ୍ ଅଚଳ
କେସିଙ୍ଗା,୧୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ କ୍ଷୁଦ୍ର ଜଳସେଚନ ଅନୁ ବିଭାଜନ ତଥା ଓଡ଼ିଶା ସରକାର ଜଳସମ୍ପଦ ବିଭାଗ ଦ୍ୱାରା ୨୦୧୭-୧୮ରେ ମୁଖ୍ୟମନ୍ତ୍ରୀ ଆଡିବନ୍ଧ ତିଆରି ଯୋଜନାରେ ଚେକଡ୍ୟାମ ନିର୍ମାଣ କାର୍ଯ୍ୟ ହୋଇଥିଲା। ବ୍ଲକର ସେକ୍ସନ- ୧ରେ ୪୯ଟି ଚେକଡ୍ୟାମ…
ବିଳମ୍ବ ହେଉଛି ବ୍ରିଜ୍ ନିର୍ମାଣ କାମ
କୁତ୍ରା,୧୧ା୮(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଲକ୍ଷ୍ମୀପୋଷରୁ ସମଲାଇମୁଣ୍ଡା ଗ୍ରାମ ପର୍ଯ୍ୟନ୍ତ ନିର୍ମାଣ ହୋଇଛି ବିଜୁ ସଡକ ଯୋଜନା ଅନ୍ତର୍ଗତ ରାସ୍ତା। ଏହି ରାସ୍ତାର କାଣ୍ଟିଝରିଆ ନାଳ ଉପରେ ଏକ ୬୦ ମିଟର ଲମ୍ବର ବ୍ରିଜ ନିର୍ମାଣଧୀନ ଅଛି। ବ୍ରିଜ…
ଆବାସ ଯୋଜନାରୁ ବଞ୍ଚିତ ପ୍ରକୃତ ହିତାଧିକାରୀ
ବଡ଼ଗାଁ,୧୧ା୮( ଅଶୋକ ଷଡ଼ଙ୍ଗୀ): ଭଙ୍ଗା ଘରେ ରହୁଥିବା କିମ୍ବା ବାସହୀନ ପରିବାରଙ୍କୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଆବାସ ଯୋଜନାରେ ପକ୍କାଘର ଦେବା ବ୍ୟବସ୍ଥା କରିଛନ୍ତି। ହେଲେ ପ୍ରକୃତ ହିତାଧିକାରୀ କିଏ ତାହା ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟିରେ ପଡୁନାହିଁ। ସରକାରୀ…
‘ଆସାମ ରାଇଫଲ୍ସକୁ ହଟା ନ ଯାଉ’, ମୋଦିଙ୍କୁ ପତ୍ର ଲେଖିଲେ କୁକି ବିଧାୟକ, ମୋତେଇ ସମ୍ପ୍ରଦାୟ କରୁଛି ବିରୋଧ
ଇମ୍ଫାଲ,୧୧।୮: ମଣିପୁରରେ ଦୀର୍ଘ ୩ ମାସରୁ ଅଧିକ ସମୟ ଧରି ଚାଲିଥିବା ଜାତିଗତ ହିଂସା ମଧ୍ୟରେ ଦେଶର ସର୍ବ ପୁରାତନ ଅର୍ଦ୍ଧସାମରିକ ବାହିନୀ ଆସାମ ରାଇଫଲ୍ସକୁ ନେଇ ବିବାଦ ଆରମ୍ଭ ହୋଇଛି। ବିରୋଧୀ ଏପରି ଯେ ରାଜ୍ୟର ଦୁଇ ପ୍ରମୁଖ ସମ୍ପ୍ରଦାୟ…
ଜିରା ନଦୀ ପୋଲରେ ଗର୍ତ୍ତ, ବଢୁଛି ଦୁର୍ଘଟଣା
ଭେଡ଼େନ,୧୧ା୮(ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ବ୍ଲକ ଅର୍ନ୍ତଗତ ତଥା ଗୋଡ଼ଭଗା-ସୋନପୁର ୫୪ ନମ୍ବର ରାଜ୍ୟ ରାଜପଥର ଗଣ୍ଡତୁରୁମ ଜୀରା ନଦୀ ପୋଲ ଛାତରେ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଆବଶ୍ୟକ ମରାମତି ଅଭାବରୁ ସେହି ଗର୍ତ୍ତଗୁଡ଼ିକ ଗଭୀର ହୋଇଛାତର ସେନ୍ଟ୍ରିଂ…
ଓଏଚ୍ପିସି କଲୋନିରେ ବିପର୍ଯ୍ୟସ୍ତ ପରିମଳ
ବାଲିମେଳା,୧୧ା୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳାରେ ଥିବା ଓଏଚ୍ପିସି ସରକାରୀ କ୍ୱାର୍ଟର୍ସ ଜଳବିଦ୍ୟୁତ୍ କେନ୍ଦ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ନିମନ୍ତେ ଯୋଗାଇ ଦିଆଯାଉଛି। ଏହି କ୍ୱାର୍ଟର୍ସ ପରିସର ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ଅଞ୍ଚଳବାସୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଡ୍ରେନ୍ଗୁଡିକରେ ଅଳିଆ ଆବର୍ଜନା…
ଜୀବନରେଖାରେ ବିପନ୍ନ ଜୀବନ
କାମାକ୍ଷାନଗର, ୧୧।୮(ଅମ୍ଜାଦ ଖାନ୍): ଢେଙ୍କାନାଳ ଜିଲା କାମାକ୍ଷାନଗର ସହର ଦେଇ ଜାତୀୟ ରାଜପଥ ୫୩କୁ ସଂଯୋଗ କରୁଥିବା ଆଳତୁମା-ମାଳପୁରା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଶେଷ ହେଉନାହିଁ। ପୌରାଞ୍ଚଳର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ହନୁମାନ ବଜାରଠାରୁ ଜିରିଡ଼ାମାଳି ପର୍ଯ୍ୟନ୍ତ ଏହି ବ୍ୟସ୍ତବହୁଳ ସଡ଼କ…
ମୁନ ମିଶନ: ଚନ୍ଦ୍ରାୟନ-୩ ପରେ ରୁଷିଆର ଲୁନା-୨୫ ଲଞ୍ଚ, ଇସ୍ରୋ ଜଣାଇଲା ଶୁଭେଚ୍ଛା
ନୂଆଦିଲ୍ଲୀ,୧୧।୮: ଭାରତ ପରେ ଏବେ ରୁଷିଆ ଲୁନର ମିଶନ ଲୁନା-୨୫ ଲଞ୍ଚ କରିଛି। ୪୭ ବର୍ଷ ପରେ ରୁଷିଆ ଏହାକୁ ପଠାଇଛି। ଶୁକ୍ରବାର ଲଞ୍ଚ ହେବାକୁ ଥିବା ଏହି ଚନ୍ଦ୍ରାୟନ ମିଶନ ପାଇଁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ରୁଷିଆ ମହାକାଶ…
କୌଳିକ ବୃତ୍ତି ହରାଇବେ ୪୦୦ ବୁଣାକାର ପରିବାର
ଆନନ୍ଦପୁର,୧୧।୮(ସନ୍ତୋଷ ରାଉତ): କେନ୍ଦୁଝର ଜିଲାର ଏକମାତ୍ର ଗ୍ରାମ ଆନନ୍ଦପୁର ପୌର ପରିଷଦ ଫକୀରପୁରରେ ଆଜକୁ ୪ ଶହ ବର୍ଷ ଧରି ଟସର ଶିଳ୍ପ ଚାଲି ଆସୁଛି। ଗ୍ରାମରେ ୪୦୦ ବୁଣାକାର ପରିବାର ଟସର କୋଷାରୁ ସୂତା ଉପତ୍ାଦନ କରିବା, ହସ୍ତତନ୍ତରେ ବଜାରର…
‘ଯୁବପିଢ଼ି ପରିବର୍ତ୍ତନର ବାର୍ତ୍ତାବହ’
ବାଲେଶ୍ୱର, ୧୧।୮(ମାନସ ବିଶ୍ୱାଳ): ସର୍ବବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ର ଭାରତର ସିଂହଭାଗ ହେଉଛନ୍ତି ଯୁବପିଢ଼ି। ଆମ ଦେଶର ପ୍ରତ୍ୟେକ ନାଗରିକ ଯୁବାବସ୍ଥାରୁ ଗଣତନ୍ତ୍ରର ଅଧିକାର, ଦାୟିତ୍ୱ ଓ କର୍ତ୍ତବ୍ୟ ପ୍ରତି ସଚେତନ ରହିଥାନ୍ତି। ତେଣୁ ଯୁବପିଢ଼ିଙ୍କୁ ଗଣତନ୍ତ୍ରର ଅନ୍ତୁଡ଼ିଶାଳର ଆଖ୍ୟା ଦିଆଯାଇପାରେ। ଯୁବପିଢ଼ିଙ୍କ…
ପବିତ୍ରମୋହନଙ୍କ ନାମରେ ନାମିତ ହେବ ତାଳଚେର ମେଡିକାଲ କଲେଜ
ଅନୁଗୋଳ,୧୧ା୮(ଅମିତ କୁମାର ସାମଲ)/ ତାଳଚେର, (ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେରଠାରେ ଏମ୍ସିଏଲ୍ ପକ୍ଷରୁ ନିର୍ମିତ ନୂତନ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ (ମହାନଦୀ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ)ର ନାମ ପରିବର୍ତ୍ତନ ହେବ। ଏହାକୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ…
Archives


