ମୋଦିଙ୍କ ଭାଷଣକୁ ଆଫ୍ରିକୀୟ-ଆମେରିକୀୟ ଅଭିନେତ୍ରୀଙ୍କ ସମର୍ଥନ
ନୂଆଦିଲ୍ଲୀ,୧୧।୮: ମଣିପୁର ପ୍ରସଙ୍ଗରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜବାବ ରଖିଛନ୍ତି। ପ୍ରଧାନମନ୍ତ୍ରୀ ଗୃହରେ ୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବିବୃତି ରଖିଥିଲେ। ଦ୍ୱିତୀୟାର୍ଦ୍ଧରେ ସେ ମଣିପୁର ସ୍ଥିତି ଉପରେ କହିଥିଲେ, ଶାନ୍ତି ଫେରାଇ ଆଣିବା ପାଇଁ ଉଭୟ…
ଜଳୁଛି ହାଓ୍ବାଇ ଜଙ୍ଗଲ: ମୃତ୍ୟୁସଂଖ୍ୟା ୫୩କୁ ବୃଦ୍ଧି
ଓ୍ବାଶିଂଟନ,୧୧ା୮: ଆମେରିକାର ପ୍ରଶାନ୍ତ ମହାସାଗରରେ ଅବସ୍ଥିତ ହାଓ୍ବାଇ ଦ୍ୱୀପପୁଞ୍ଜର ଅବସ୍ଥା ଅତ୍ୟନ୍ତ ଖରାପ ହୋଇପଡ଼ିଛି। କାରଣ ଏଠାରେ ଜଙ୍ଗଲ ଜଳୁଛି। ଏହି ଅଗ୍ନିକାଣ୍ଡରେ ଶୁକ୍ରବାର ସୁଦ୍ଧା ଅତି କମ୍ରେ ୫୩ ଜଣଙ୍କର ମୃତ୍ୟୁ ଘଟିସାରିଲାଣି। ମାଉଇ କାଉଣ୍ଟି ଅନୁଯାୟୀ, ରିଲିଫ ଓ…
ଗୋହିରିବାଦୁ ଆଶ୍ରମ ବିଦ୍ୟାଳୟରେ ଅବ୍ୟବସ୍ଥା
ନୂଆଗାଁ,୧୧।୮(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୋହିରିବାଦୁ ଆଶ୍ରମ ବିଦ୍ୟାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି । ଉକ୍ତ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀମାନେ ଶ୍ରେଣୀ ଗୃହରେ ରହୁଥିବା ବେଳେ ମଧ୍ୟାହ୍ନ ଭୋଜନରେ ଛାତ୍ରୀଛାତ୍ରମାନଙ୍କୁ ନିମ୍ନମାନର ଖାଦ୍ୟ ଦିଆ୍ଯାଉଥିବା ଅଭିଯୋଗ…
ଆଦର୍ଶ ବିଦ୍ୟାଳୟର ସ୍ଥାନ ଚୟନ ନେଇ ବିବାଦ
ନୟାଗଡ଼,୧୧ା୮(ଲୋକନାଥ ମିଶ୍ର): ନୂଆଗାଁ ବ୍ଳକର ଆଦର୍ଶ ବିଦ୍ୟାଳୟର ସ୍ଥାନ ଚୟନ ନେଇ ନୂଆଗାଁ ଓ ମହିପୁର ବାସିନ୍ଦାଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ମହିପୁର ଅଞ୍ଚଳ ବାସିନ୍ଦା ହରିଡାବନ୍ଧ ମୌଜାରେ ବିଦ୍ୟାଳୟ ସ୍ଥାପନ କରିବାକୁ ଅଡି ବସିଥିବାବେଳେ ନୂଆଗାଁ ବାସିନ୍ଦା ସମର୍ଥନ କରୁ…
୪୭ ବର୍ଷ ପରେ ରୁଷିଆ ଲଞ୍ଚ୍ କଲା ଲୁନା-୨୫
ମସ୍କୋ,୧୧।୮: ଭାରତ ପରେ ରୁଷିଆ ମଧ୍ୟ ଚନ୍ଦ୍ର ମିଶନ ଲୁନା-୨୫ ଲଞ୍ଚ କରିଛି। ୪୭ ବର୍ଷ ପରେ ରୁଷିଆ ଏହାର ଯାନ ପଠାଇଛି। ମସ୍କୋଠାରୁ ପ୍ରାୟ ୫୫୦୦ କିଲୋମିଟର ପୂର୍ବରେ ଅବସ୍ଥିତ ମୁର ଓବ୍ଲାଷ୍ଟର ଭୋଷ୍ଟୋନି କସମୋଡ୍ରୋମରୁ ଲୁନା ୨୫ ଲଞ୍ଚ…
ଶିକ୍ଷାନୁଷ୍ଠାନରେ ଛାତ୍ରୀ ନିର୍ଯାତନା ବଢୁଛି
ନୟାଗଡ଼,୧୧ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ସରକାରୀ ଓ ବେସରକାରୀ ଅନୁଷ୍ଠାନ ଛାତ୍ରୀଙ୍କ ପାଇଁ ନିରାପଦ ନୁହେଁ। ସ୍କୁଲ, କଲେଜ ଓ ଟିଉଶନ ପରି ଅନୁଷ୍ଠାନରେ ବଳାତ୍କାର, ଅସଦାଚରଣ ପରି ଘଟଣା ବଢ଼ି ଚାଲିଛି। ଗତ ୫ମାସ ମଧ୍ୟରେ ୨ ଶିକ୍ଷକ, ଜଣେ…
ଥରିଲା ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜ
ପୋର୍ଟ ବ୍ଲେୟାର, ୧୧।୮: ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜରେ ଶୁକ୍ରବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ, ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜରେ ୪.୩ ତୀବ୍ରତାର ଭୂକମ୍ପ ଘଟିଛି। ଏହାପୂର୍ବରୁ ଜୁଲାଇ ୨୮ରେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ୫.୮…
ତୁର୍କୀରେ ବଡ଼ଧରଣର ଭୂକମ୍ପ
ଆଙ୍କରା,୧୧।୮: ତୁର୍କୀର ଦକ୍ଷିଣ ଅଞ୍ଚଳରେ ଏକ ବଡ଼ଧରଣର ଭୂକମ୍ପ ଘଟିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୩ ରହିଛି। ଭୂକମ୍ପ ଯୋଗୁ ଅନେକ ଅଟ୍ଟାଳିକା ନଷ୍ଟ ହୋଇଯାଇଥିଲା ଏବଂ ୨୩ ଜଣ ଆହତ ହୋଇଥିଲେ। ଖବର ଅନୁଯାୟୀ, ଏହି ଭୂକମ୍ପର କେନ୍ଦ୍ରସ୍ଥଳ…
ବାଇପାସ୍ ରାସ୍ତା କାମ: ପୋତିହେଉଛି କେନାଲ
କେନ୍ଦ୍ରାପଡ଼ା,୧୧ା୮(ଜଗନ୍ନାଥ ଧଳ): ବାଇପାସ୍ ରାସ୍ତା ତିଆରି କାମ ଯୋଗୁ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ କେନାଲ ପୋତି ହେବାରେ ଲାଗିଛି। ଶତାଧିକ ଏକର ଚାଷଜମିକୁ ପାଣି ଯିବାରେ ବ୍ୟାଘାତ ସୃଷ୍ଟି ହେଉଛି। ନୂତନ ବାଇପାସ୍ ରାସ୍ତା ତିଆରି ନଁାରେ ପଙ୍କ ମାଟି ବ୍ୟବହାର…
୧୨୯ ଦିନରେ ୫୦.୧୬ ମିଲିୟନ ମେଟ୍ରିକ ଟନ୍ ପଣ୍ୟ କାରବାର
ପାରାଦୀପ,୧୧।୮(ଶରତ ରାଉତ): ପାରାଦୀପ ବନ୍ଦର ଚଳିତ ଆର୍ଥିକବର୍ଷର ମାତ୍ର ୧୨୯ ଦିନ ମଧ୍ୟରେ ରେକର୍ଡ ୫୦.୧୬ ମିଲିୟନ ମେଟ୍ରିକ ଟନ୍ ପଣ୍ୟ କାରବାର କରିଛି। ଏହା ପୂର୍ବ ବର୍ଷ ତୁଳନାରେ ୬୫% ଅଭିବୃଦ୍ଧି ବୋଲି ବନ୍ଦର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।…
ଦାଉ ସାଧିଲାଣି ସାର ଦର
କେନ୍ଦ୍ରାପଡ଼ା,୧୧ା୮(ଜଗନ୍ନାଥ ଧଳ): ଲଗାଣ ବର୍ଷା ପରେ କେନ୍ଦ୍ରାପଡ଼ା ଜିଲାରେ ମଧ୍ୟମ ଧରଣର ବନ୍ୟା ହୋଇଥିଲା। ଜିଲାର ୭ ନଦୀ ଓ ୨୭ ଶାଖା ନାଳରେ ବନ୍ୟା ଆସି ୧୧୮ ରାଜସ୍ବ ଗ୍ରାମରେ ଚାଷ ନଷ୍ଟ କରିଛି। ଜଳ ନିଷ୍କାସନ ସମସ୍ୟା ତୁଟି…
ଶିଳ୍ପାନୁଷ୍ଠାନର ପାଣି ପାଇପ ପାଇଁ ଗଛ କଟା
କଳିଙ୍ଗନଗର,୧୧ା୮(ଶୁଭାଶିଷ ରାଉତ): କିଛି ମାସ ତଳେ ପାନୀୟ ଜଳ ପ୍ରକଳ୍ପ ପାଇଁ ପଙ୍କପାଳସ୍ଥିତ ଇଡ୍କୋ ପମ୍ପ ହାଉସ ନିକଟରେ ଅନେକ ଗଛ କଟାଯାଇଥିଲା। ବନ ବିଭାଗ ଅନୁମତି ମିଳିବା ପୂର୍ବରୁ ତରବରିଆ ଭାବେ ଗଛଗୁଡ଼ିକ କାଟି ଦିଆଯାଇଥିଲା। ଏହାପରେ ଯଖପୁରା ଥାନା…
Archives


