Home

କାଠଯୋଡି ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର: ବ୍ୟାଗ-ଚପଲ ରଖି…

କଟକ,୪।୬(ପ୍ରଭୁକଲ୍ୟାଣ ପାଲ୍‌/ଲିଙ୍ଗରାଜ ରାଉତ): କାଠଯୋଡି ନଦୀରୁ ପୁଣି ଏକ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କଟକ ତ୍ରିଶୁଳିଆ ପୋଲ ତଳେ ଭାସୁଛି ମହିଳାଙ୍କ ମୃତଦେହ। ଉଦ୍ଧାର କଲା ଅଗ୍ନିଶମ ଟିମ। ଆଜି ସକାଳୁ ଏହି ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର କରିଛି…

ଅକାମୀ ହୋଇପଡ଼ିଛି ବିଦ୍ୟୁତ ଟ୍ରାନ୍ସଫର୍ମର: ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଆର. ଉଦୟଗିରି,୪।୬(ମନୋଜ କୁମାର ପାଢୀ):ଅକାମୀ ହୋଇଛି ବିଦ୍ୟୁତ ଟ୍ରାନ୍ସଫର୍ମର। ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗଜପତି ଜିଲା ରା -ଉଦୟଗିରି ବ୍ଲକ ମହେନ୍ଦ୍ରଗଡ ପଞ୍ଚାୟତ ସନ୍ଧିସାହିରେ l ଯାହାଫଳରେ ପିଲାଙ୍କ ପଠାପଢା,…

ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି ବୋଲି ମଞ୍ଚ କଳା ବିକଶିତ ହୋଇପାରୁଛି। କିନ୍ତୁ ଏହି ଚର୍ଚ୍ଚିତ କାହାଣୀ ପଛରେ…

ମିଲର୍ସଙ୍କ ମର୍ଜିରେ ଚାଲିଛି ଧାନକିଣା: ଗର୍ଜିଲେ ଚାଷୀ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ସପ୍ତାହକ ପରେ ଏହି ପ୍ରକ୍ରିୟାକୁ ମାସେ ବିତିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇପାରି ନାହିଁ। ଟୋକନ ପାଇବା ପରେ ନିର୍ଦ୍ଧାରିତ ଦିବସରେ ଚାଷୀମାନେ…

ମମି ଶରୀରରେ ବଢୁଛନ୍ତି ଅଣୁଜୀବ: ୫,୩୦୦ ବର୍ଷ ପରେ ବି ଜୀବିତ

ବୋଲଜାନୋ (ଇଟାଲୀ),୪ା୬:ପ୍ରାୟ ୫,୩୦୦ ବର୍ଷ ପୂର୍ବେ ଇଟାଲୀର ଆଲ୍ପସ ପର୍ବତମାଳାରେ ଜଣେ ଶିକାରୀଙ୍କୁ ତୀର ମାରି ହତ୍ୟା କରାଯାଇଥିଲା। ବର୍ଷ ବର୍ଷ ଧରି ବରଫ ତଳେ ପୋତିହୋଇ ରହିବା ପରେ ଯେତେବେଳେ ତାଙ୍କ ମମି ମିଳିଲା, ତାଙ୍କୁ ନଁା ଦିଆଗଲା ‘ଓଜି…

ହସ୍ପିଟାଲ ICUରେ ଭୟଙ୍କର ଅଗ୍ନିକାଣ୍ଡ: ୩ ରୋଗୀ ଜୀବନ୍ତ ଦଗ୍ଧ

ପାଟନା,୪।୬: ଦିଲ୍ଲୀର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡର ମାତ୍ର ଗୋଟିଏ ଦିନ ପରେ, ବିହାରର ମୁଜାଫରପୁରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିବା ରିପୋର୍ଟ ଆସିଛି। ଗୁରୁବାର ପ୍ରାୟ ଭୋର ୩:୦୦ଟା ସମୟରେ ମୁଜାଫରପୁରର ସବୁଠାରୁ ବଡ଼ ପ୍ରସାଦ ହସ୍ପିଟାଲର ICUରେ ଏକ…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି। ଧମା ଥାନା ଅନ୍ତର୍ଗତ ବଦୁଆପାଲି ଗ୍ରାମ ନିକଟସ୍ଥ ଏକ ବେସରକାରୀ ଆମ୍ବ ତୋଟା(ବଗିଚା)କୁ…

ନାବାଳିକାଙ୍କୁ ନିଶା ଦେଇ ଚଳନ୍ତା କାରରେ ଗଣବଳାତ୍କାର, ପରେ କଲେ ଏଭଳି କାଣ୍ଡ

ଆସାମ ବିଶ୍ୱନାଥ ଜିଲାର ଚାଲିଆ ଚାପୋରିରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ପାଞ୍ଚ ଜଣ ପୁରୁଷ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି । ପୀଡିତାଙ୍କ ପରିବାର ଅନୁଯାୟୀ, ଅଭିଯୁକ୍ତମାନେ ଜିୟାବୁର…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ, ଅତାବିରା ଥାନା ଅନ୍ତର୍ଗତ ଗୁର୍ଖାପାଲି ଦେହେରୀପଡ଼ାର…

୬୧ବର୍ଷ ବୟସରେ ବର ସାଜିବେ ଆମିର, ଜୁଲାଇ ୫ରେ ତୃତୀୟ ବିବାହ…

ମୁମ୍ବାଇ: ପୁଣି ଥରେ ବିବାହ କରିବେ ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’। ୬୧ ବର୍ଷ ବୟସରେ ଆମିର ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ ନିଜର ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରେଟ୍‌ଙ୍କୁ ନିଜର ପତ୍ନୀ କରିବେ। ଆସନ୍ତା ମାସ ଜୁଲାଇ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ ମୃତ୍ୟୁ ହେଉଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମାଳମାଳ ଯୋଜନା ସ୍ୱତ୍ତ୍ବେ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ ସହ ଜମିବାଡ଼ିକୁ କେନ୍ଦ୍ର କରି ଜଣେ ୭୬ ବର୍ଷୀୟ ଆଦିବାସୀ ବୃଦ୍ଧଙ୍କୁ ଜାତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?