Home

ପୁତୁରାକୁ ଛୁରି ଭୁସି ହତ୍ୟା, ମଉସା ଗିରଫ

ପୁରୀ,୧୦।୮(ଅଜିତ ମହାନ୍ତି)ପାରିପାରିକ କଳହକୁ ନେଇ ପୁରୀରେ ଏକ ହତ୍ୟାକାଣ୍ଡ ଘଟିଛି। ମଉସା ଛୁରିରେ ଆକ୍ରମଣ କରିବାରୁ ପୁତୁରାଙ୍କ ମୃତ୍ୟୁ ଘଟିଥିବା ବେଳେ ଶ୍ୱଶୁର ଘର ଲୋକ ଗୁରୁତର ଆହତ ହୋଇଛନ୍ତି। କୁମ୍ଭାରପଡା ଥାନା ଅନ୍ତର୍ଗତ ପୁରୀ ଉପରମାଳି ସାହି ତାତାମ୍ବରୀ ଆଖଡା…

ଶେୟାର ବଜାର କାରବାରରେ ଉତ୍ସାହ

ଭୁବନେଶ୍ୱର,୧୦।୮: ଦିନକ ପରେ ପୁଣି ଥରେ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୩ୟ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାର…

ଏପିଏସ୍‌ଇଜେଡ୍‌ର ପ୍ରଥମ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧୦।୮: ଆଦାନୀ ପୋର୍ଟସ ଆଣ୍ଡ ସ୍ପେଶିଆଲ ଇକୋନୋମିକ୍‌ ଜୋନ୍‌ (ଏପିଏସ୍‌ଇଜେଡ୍‌) ଲିମିଟେଡ୍‌ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଏପିଏସ୍‌ଇଜେଡ୍‌ ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ସମ୍ପର୍କରେ ବିସ୍ତୃତ ଘୋଷଣା କରାଯାଇଛି। ବିଶେଷକରି ଉଚ୍ଚ…

ମନଇଚ୍ଛା ଧରି ପାରିବେନି ସାପ

ଭୁବନେଶ୍ୱର,୧୦।୮(ଅନିଲ ଦାସ)ରାଜ୍ୟରେ ସାପ କାମୁଡ଼ାରେ ପ୍ରତିବର୍ଷ ଅନେକ ଲୋକଙ୍କ ଜୀବନ ଯାଉଛି। ସାପଗୁଡ଼ିକ ଜନବସତିକୁ ପଶି ଆସୁଥିବାରୁ ଭୟଙ୍କର ପରିସ୍ଥିତି ସୃଷ୍ଟି ହେଉଛି। ଗତ କିଛିଦିନ ହେବ ରାଜ୍ୟରେ ସାପ ଆତଙ୍କ ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ସାପ ଧରିବା ଓ…

ସଂସଦରେ ଡେଟା ସୁରକ୍ଷା ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୧୦ା୮: ଲୋକ ସଭାରେ ସୋମବାର ଗୃହୀତ ହୋଇଥିବା ଡେଟା ପ୍ରୋଟେକ୍ସନ ବିଲ୍‌, ୨୦୨୩ ବୁଧବାର ରାଜ୍ୟ ସଭାରେ ପାରିତ ହୋଇଛି। ରାଷ୍ଟ୍ରପତିଙ୍କ ମୋହର ବାଜିବା ପରେ ଏହା ଆଇନରେ ପରିଣତ ହେବ। ସୁପ୍ରିମକୋର୍ଟ ପ୍ରିଭେସି ଅଧିକାରକୁ ମୌଳିକ ଅଧିକାର ବୋଲି ସ୍ପଷ୍ଟ…

ଡିଗ୍ରୀ କଲେଜ ଭିତ୍ତିଭୂମିର ମୂଲ୍ୟାୟନ ହେବ

ଭୁବନେଶ୍ୱର, ୧୦।୮(ଅସମାପିକା ସାହୁ)ରାଜ୍ୟରେ ଥିବା ସରକାରୀ ଡିଗ୍ରୀ ମହାବିଦ୍ୟାଳୟ ଏବଂ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନଗୁଡ଼ିକରେ ଉପଲବ୍ଧ ଭିତ୍ତିଭୂମିର ମୂଲ୍ୟାୟନ କରାଯିବ। ଶିକ୍ଷାର ଗୁଣାତ୍ମକ ମାନ ଏବଂ କ୍ୟାମ୍ପସରେ ସୁବିଧା ବଜାୟ ରଖିବା ତଥା ବୃଦ୍ଧି କରିବା ଉପରେ ଗୁରୁତ୍ୱ ଦେଇ ଉଚ୍ଚଶିକ୍ଷା…

୭୮% ଗ୍ରାମାଞ୍ଚଳ ଭାରତୀୟ ଚାହାନ୍ତି ‘ଝିଅ ଗ୍ରାଜୁଏଟ ହେଉ’

ନୂଆଦିଲ୍ଲୀ,୧୦।୮: ଭାରତର ଗ୍ରାମାଞ୍ଚଳରେ ରହୁଥିବା ୭୮ ପ୍ରତିଶତ ଅଭିଭାବକ ଚାହାନ୍ତି ଯେ, ସେମାନଙ୍କ ଝିଅ ଅତିକମରେ ସ୍ନାତକ ପର୍ଯ୍ୟନ୍ତ ପଢ଼ୁ। ଏହା ଏକ ସର୍ଭେରୁ ଜଣାପଡିଛି। ୨୦ଟି ରାଜ୍ୟର ୬୨୨୯ ଗ୍ରାମୀଣ ପରିବାରକୁ ନେଇ ଏହି ସର୍ଭେ କରାଯାଇଥିଲା। ଏହାର ରିପୋର୍ଟକୁ…

ଏଏସ୍‌ଆଇ ସର୍ଭେକୁ ନେଇ ଗଣମାଧ୍ୟମ ଉପରେ କଟକଣା ଲଗାଯାଉ

ବାରାଣସୀ, ୧୦।୮: ଜ୍ଞାନବାପି ମସ୍‌ଜିଦକୁ ନେଇ ବିବାଦ ଅଧିକ ଜଟିଳ ହେବାରେ ଲାଗିଛି। ପ୍ରତ୍ନତତ୍ତ୍ୱ ବିଭାଗ ଗତ ୬ ଦିନ ହେଲା ଏହାର ଉପରେ ସର୍ଭେ ଜାରି ରଖିଛି। ପ୍ରତିଦିନ ଗଣମାଧ୍ୟମରେ ଏହି ସମ୍ପର୍କିତ ଖବର ପ୍ରସାରଣ ହୋଇ ଆସୁଛି। ଏହାକୁ…

ମୃତ୍ୟୁ ପରେ ବି ଚିକିତ୍ସା ଜାରି

ନୂଆଦିଲ୍ଲୀ,୧୦ା୮: ଦେଶର ଅଭାବୀ ଲୋକଙ୍କ ଚିକିତ୍ସା ପାଇଁ କେନ୍ଦ୍ର ସରକାର ଆରମ୍ଭ କରିଥିବା ଆୟୁଷ୍ମାନ ଭାରତ ଯୋଜନାରେ ବଡ଼ ଧରଣର ଅନିୟମିତତା ହୋଇଥିବା ସାମ୍ନାକୁ ଆସିଛି। ‘ମୃତ’ ଦର୍ଶାଯାଇଥିବା ରୋଗୀଙ୍କ ଚିକିତ୍ସା ଜାରି ରଖିବା ଏବଂ ଗୋଟିଏ ମୋବାଇଲ ନମ୍ବରରେ ଅନେକ…

ଗାଡ଼ି ଧକ୍କାରେ କଲରାପତରିଆ ବାଘର ମୃତ୍ୟୁ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଜାତୀୟ ରାଜପଥରେ ମଙ୍ଗଳବାର ରାତି ପ୍ରାୟ ୧ଟା ବେଳେ ଏକ ଗାଡ଼ି ଧକ୍କାରେ ଗୋଟିଏ ମାଈ କଲରାପତରିଆ ବାଘର ମୃତ୍ୟୁ ହୋଇଛି। ବାଘଟିର ବୟସ ପ୍ରାୟ ୨ବର୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ଅନୁମାନ କରାଯାଉଛି।…

ଏଏସ୍‌ଓ ଚୟନ ପ୍ରକ୍ରିୟାରେ ହାଇକୋର୍ଟଙ୍କ ରୋକ

କଟକ,୧୦ା୮ (କାର୍ତ୍ତିକ ସାହୁ)ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀର ଚୟନ ପ୍ରକ୍ରିୟା ଆଗାମୀ ୬ ସପ୍ତାହ ମଧ୍ୟରେ ଶେଷ କରିବାକୁ ଜଣକିଆ ଖଣ୍ଡପୀଠଙ୍କ ନିର୍ଦ୍ଦେଶ ଉପରେ ରୋକ ଲାଗିଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ…

ମନଇଚ୍ଛା ସମ୍ପତ୍ତି ବିକିପାରିବେ ନାହିଁ ସମବାୟ ସମିତି

ଭୁବନେଶ୍ୱର,୧୦ା୮(ଅନିଲ ଦାସ)ସମବାୟ ସମିତିଗୁଡ଼ିକ ପୂର୍ବଭଳି ମନଇଚ୍ଛା ନିଜର ସ୍ଥାବର ସମ୍ପତ୍ତିକୁ ବିକ୍ରି କରିପାରିବେ ନାହିଁ କିମ୍ବା କାହାରିକୁ ଦେଇପାରିବେ ନାହିଁ। ରାଜ୍ୟ ସରକାର ଏହା ଉପରେ କଟକଣା ଲଗାଇବା ସହିତ ସମବାୟ ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ଆଇନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri