ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ: ପାଣିପାଗ ବିଭାଗର ବଡ଼ ଅପ୍ଡେଟ୍
ଭୁବନେଶ୍ୱର, ୧୨।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏଁ ସ୍ପଷ୍ଟ ହୋଇ ନ ଥିବାବେଳେ ସାମୁଦ୍ରିକ ଓ ବାୟୁମଣ୍ଡଳୀୟ ପରିସ୍ଥିତି ଅଧିକ…
ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼
ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର ପ୍ରଚାର ହେବା ପରେ ନବଜାତ ଛୁଆଟିକୁ ଦେଖିବା ପାଇଁ ଆଖପାଖ ଗାଁରୁ ଲୋକଙ୍କ…
ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର
ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ ଛାତ୍ରୀମାନେ ଶୌଚ ପାଇଁ ୫୦ ମିଟର ଦୂରରେ ଥିବା ନାଳକୁ ଯିବାକୁ ବାଧ୍ୟ…
ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…
ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ସ୍ଥାନରେ ବ୍ରଜମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ…
ଜଙ୍ଗଲକୁ କାଠ ପାଇଁ ଯାଉଥିଲେ କବିତା, ନଦୀ ପାର୍ ହେବା ସମୟରେ ଘଟିଲା…
ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା -ଉଦୟଗିରି ଥାନା ଅନ୍ତର୍ଗତ କଳାପଙ୍କା ଗାଁରେ l ଗାଁର କିଛି ମହିଳା ଗାଁ…
ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ
ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ…
ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ
ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ ଯୋଗାଣ ଦୀର୍ଘ ୧୭ ଦିନ ଧରି ବନ୍ଦ ରହିଥିବାରୁ ପାଣି ଟୋପାଏ ପାଇଁ…
ଇନ୍ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…
ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୨୨୬/୨୬ ବିଏନଏସ ର ଧାରା –…
୧୫୦ ବର୍ଷ ଟେଷ୍ଟ କ୍ରିକେଟ୍ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍
ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ ଷ୍ଟାଡିୟମ୍ରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍ରେ ଏଭଳି ଏକ ଅଦ୍ଭୁତ ସଂଯୋଗ ଦେଖିବାକୁ ମିଳିଛି।…
ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…
ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି ପ୍ରଶଂସା। ଲଣ୍ଡନରେ ନିଜ ସୌନ୍ଦର୍ଯ୍ୟ ପ୍ରସାଧନ ବ୍ରାଣ୍ଡର କାର୍ଯ୍ୟକ୍ରମ ଅବସରରେ କ୍ୟାଟ୍ରିନା ଏକ…
ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍ ଜଗତରେ ଖେଳିଗଲା…
ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା ତାଲିକାରେ ସେ ସୂର୍ଯ୍ୟକୁମାର ଯାଦବଙ୍କ ସମକକ୍ଷ ହୋଇଛନ୍ତି। ୨୦୨୬ରେ ଏଯାଏ ଅଭିଷେକ ୬୮ଟି…
ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା
ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ ପହଞ୍ଚିଛନ୍ତି ଗାଁର ମହିଳା ପୁରୁଷ। ଗାଁରେ ଏସ୍ଏସଜି ମହିଳାମାନେ ମଦମୁକ୍ତ ଅଭିଯାନ ଆରମ୍ଭ…

