Home

ଏହି ୩ ବଡ଼ ଗୁଣ ଥିବା ସ୍ତ୍ରୀ ମିଳିଗଲେ ଘର ହୋଇଯାଏ ସ୍ବର୍ଗ, ଚାଣକ୍ୟ କୁହନ୍ତି…

ପ୍ରାଚୀନ ଭାରତର ଆଚାର୍ଯ୍ୟ ଚାଣକ୍ୟ କେବଳ ଜଣେ କୂଟନୀତିଜ୍ଞ ନ ଥିଲେ, ବରଂ ମାନବ ସମାଜ ଓ ସଂସାରର ନିୟମ ସମ୍ପର୍କରେ ଗଭୀର ଜ୍ଞାନ ରଖୁଥିଲେ। ତାଙ୍କ ମତରେ ଜଣେ ଭଲ ଏବଂ ଆଦର୍ଶ ସ୍ତ୍ରୀ ଗୋଟିଏ ଗୃହକୁ ସ୍ବର୍ଗରେ ପରିଣତ…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ବିଡିଓ ପୂର୍ଣ୍ଣଚନ୍ଦ୍ର ଭୋଇ, ତହସିଲଦାର ଝରଣା ପ୍ରଧାନ, ବିପିଏମ୍‌ ଗୀତାଞ୍ଜଳୀ ରାଉତରାୟ, ଥାନା…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା ରିଚାର୍ଜ ସୁବିଧା ରହିଛି । ଏହି ଅବଧି ମଧ୍ୟରେ ଗ୍ରାହକମାନେ ପ୍ରତି ମାସରେ…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ ଦଳ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାତେଇଛି।…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ ଘଟିଥିବା ହୋହଲ୍ଲା, ଯାତ୍ରୀଙ୍କ ଚିତ୍କାର ଏବଂ ଆକ୍ରମଣକାରୀଙ୍କୁ କାବୁ କରିବା ପାଇଁ ଚାଲିଥିବା…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗତ ପ୍ରାୟ ଦେଢ଼ ମାସ ପୂର୍ବେ କୃଷ୍ଣସାର ମୃଗ…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର ଲଭଲିନା ବୋରଗୋହେନ। ଫାଇନାଲରେ ସେ ଚାଇନାର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୧୩ ତାରିଖ ବେଳକୁ ଏହା…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଧୂଆଁଧାର ଇନିଂସ୍‌ରେ ଶେଷରେ ବ୍ରେକ ଲାଗିଛି। ଶ୍ରୀଲଙ୍କା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌ ଦୋକାନ । ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କଲେ ଅଗ୍ନିଶମ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧୦: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର ଦର ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି । ଫଳରେ ଗ୍ରାହକଙ୍କ…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି ଅଷ୍ଟ୍ରେଲିଆ ଟେଷ୍ଟ ଦଳକୁ ଫେରିଛନ୍ତି ବାମହାତୀ ବ୍ୟାଟର ନିକ ମ୍ୟାଡିନସନ। ତାଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?