Home

ବଡ଼ ଘୋଷଣା କଲେ ଟ୍ରମ୍ପ: ହୋଇଯିବେ ମାଲାମାଲ

ଓ୍ବାଶିଂଟନ୍‌,୧୦।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ ନୀତି ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଖୁବ ଶୀଘ୍ର ପ୍ରତ୍ୟେକ ଆମେରିକୀୟ ନାଗରିକ (ଧନୀ ବ୍ୟକ୍ତି ବ୍ୟତୀତ) ୨,୦୦୦ ଡଲାର ପେମେଣ୍ଟ ପାଇବେ। ଏହି…

ବିହାର ଭୋଟ: ମହିଳା ନେବେ ନିର୍ଣ୍ଣାୟକ ଭୂମିକା

ପାଟନା/ନୂଆଦିଲ୍ଲୀ,୧୦ା୧୧(ପି.ଟି./ଏଜେନ୍ସି):ବିହାର ବିଧାନସଭାର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ ହୋଇଯାଇଛି। ହାତରେ ମାତ୍ର ୨ ଦିନ ଥିବାରୁ ସବୁ ଦଳ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ କୌଣସି ସୁଯୋଗ ହାତଛଡ଼ା କରୁନାହାନ୍ତି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିଶେଷକରି ମହିଳା ଭୋଟରଙ୍କୁ…

ହୋମ୍‌ଗାର୍ଡଙ୍କୁ ଆକ୍ରମଣ କରି ବାଇକ୍‌ ଜାଳିଦେଲେ ଆଉ ଜଣେ ବାଇକ୍‌ ଚାଳକ

ଭଞ୍ଜନଗର,୧୦ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନାରେ କାର୍ଯ୍ୟରତ ଥିବା ହୋମ୍‌ଗାର୍ଡ ଗଜେନ୍ଦ୍ର ନାୟକଙ୍କୁ ରବିବାର ତାଙ୍କ ଗ୍ରାମର ଜିତୁ ନାୟକ ଆକ୍ରମଣ କରିଥିଲେ। ଏହାପରେ ଗଜେନ୍ଦ୍ରଙ୍କ ବାଇକ୍‌କୁ ଜିତୁ ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ଏନେଇ ଏକ ମାମଲା…

ଆମେରିକାରେ ଓଡ଼ିଆ ପୋଷ୍ୟକନ୍ୟାଙ୍କୁ ନିର୍ଯାତନା: ଓଡ଼ିଶା ଫେରାଇ ଆଣିବାକୁ ଆକୁଳ ନିବେଦନ

ଭୁବନେଶ୍ୱର,୧୦ା୧୧(ସତ୍ୟଜିତ ରାଉତ):ଛୋଟବେଳେ ଟ୍ରେନ୍‌ରେ ମା’ ଓ ବାପାଙ୍କଠାରୁ ଅଲଗା ହୋଇଯାଇଥିଲେ। ଭୁବନେଶ୍ୱରର ଏକ ଅନାଥ ଆଶ୍ରମରେ ରହୁଥିବାବେଳେ ଆମେରିକାର ଜଣେ ମହିଳା ତାଙ୍କୁ ପୋଷ୍ୟକନ୍ୟା ଭାବେ ଗ୍ରହଣ କରି ସାଙ୍ଗରେ ନେଇଯାଇଥିଲେ। ଆମେରିକୀୟ ମା’, ବାପାଙ୍କୁ ପାଇ ନୂଆ ଜୀବନ ଜିଇବାକୁ…

ବଢୁଛି ଶୀତ, ୧୫ ଡିଗ୍ରୀ ତଳେ ୮ ସହର

ଭୁବନେଶ୍ୱର,୧୦ା୧୧(ବନ୍ଦନା ସେଠୀ):ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୮ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିଲା। ଦାରିଙ୍ଗବାଡିଠାରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ଛୁଇଁଥିବାବେଳେ ଝାରସୁଗୁଡା ୧୧.୭ ଡିଗ୍ରୀ,…

ଦିନକ ପରେ ୧୨୨ ଆସନରେ ଭୋଟ: ବିହାର ପ୍ରଚାର ଶେଷ

ପାଟନା/ନୂଆଦିଲ୍ଲୀ,୧୦ା୧୧:ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ରବିବାର ସନ୍ଧ୍ୟା ୬ଟାରେ ଥମିଯାଇଛି। ନଭେମ୍ବର ୬ରେ ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ନିର୍ବାଚନବେଳେ ୧୨୧ ଆସନରେ ରେକର୍ଡ ୬୫.୦୮% ମତଦାନ ହୋଇଥିଲା, ଯାହାକି ରାଜ୍ୟର ନିର୍ବାଚନୀ ଇତିହାସରେ ସର୍ବାଧିକ। ଏଭଳି ସ୍ଥିତିରେ ପୋଲିସ…

କୃଷି ବିକାଶରେ ଶ୍ରୀଅନ୍ନ

ଓଡ଼ିଶାର କୃଷି ଐତିହ୍ୟରେ ଶ୍ରୀଅନ୍ନ ବା ମାଣ୍ଡିଆର ସ୍ଥାନ ସ୍ବତନ୍ତ୍ର। ରାଜ୍ୟରେ ମାଣ୍ଡିଆ ଗାଁର ପରିକଳ୍ପନା କରିବା ଆମ ପର ପିଢ଼ି ପାଇଁ ବାଟ ଉନ୍ମୁକ୍ତ କରିବାର ଏକ ସୁଯୋଗ। ଆମ କୁଶଳୀ ଚାଷୀମାନେ ଏହି ମହତ ଉଦ୍ଦେଶ୍ୟରେ ପ୍ରମୁଖ ଭାଗୀଦାରି…

ରାଜ୍ୟ ବାହାରେ ଅସୁରକ୍ଷିତ ଓଡ଼ିଆ ଯୁବତୀ: ମାସକରେ ୩ଜଣ ବଳାତ୍କାର ସହ ହତ୍ୟାର ଶିକାର

ଭୁବନେଶ୍ୱର,୧୦ା୧୧(ତ୍ରିନାଥ ମହାନ୍ତି):ରାୟଗଡ଼ା ଜିଲାର ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଗତ ୫ତାରିଖରେ ଉତ୍ତରାଖଣ୍ଡ ଲାଲ୍‌ପୁରରେ ଗଣବଳାତ୍କାର ପରେ ହତ୍ୟା କରାଯାଇଛି। ଯୁବତୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ବାଇକ୍‌ରେ ନେଇ ଦେହରେ ପଥର ବାନ୍ଧି ନଦୀକୁ ଫିଙ୍ଗି ଦେଇଥିଲେ ଅଭିଯୁକ୍ତ। ୬ମାସ…

ଏଇ ଭାରତରେ

କର୍ନାଟକର ସିର୍‌ଶି ଗାଁକୁ ଗଲେ ସେଠାରେ ରୋବୋ ଶିକ୍ଷକ ଦେଖିବାକୁ ପାଇବେ, ଯାହା ମଣିଷଙ୍କ ଭଳି ପଢ଼ାଇପାରୁଛି। ସ୍ମାର୍ଟ ଶିକ୍ଷାକୁ କର୍ନାଟକ ଗ୍ରାମାଞ୍ଚଳ ପିଲାଙ୍କ ପାଖରେ ପହଞ୍ଚାଇବା ଅକ୍ଷୟ ମାଶେଲକର ଏଡି ରୋବୋ ନିର୍ମାଣ କରିଛନ୍ତି। ଅକ୍ଷୟଙ୍କ ବୟସ ୩୦। କୋଭିଡ୍‌…

ମୁଁ ଗାନ୍ଧୀ ଦେଶର ମଣିଷ

ପ୍ରଯୋଜକ, ନିର୍ଦ୍ଦେଶକ ରିଚାର୍ଡ ଆଟେନବରୋଙ୍କ ବହୁ ପରୀକ୍ଷିତ ୧୯୮୨ର ଚଳଚ୍ଚିତ୍ର ‘ଗାନ୍ଧୀ’ ପାଇଁ ଲୟତାଳ ଅନୁପଯୁକ୍ତ କାରଣରୁ ଜାତୀୟ ଅଭିନୟ ବିଦ୍ୟାଳୟ ଶିକ୍ଷାପ୍ରାପ୍ତ ଅଭିନେତା ନାସିରୁଦ୍ଦିନ ଶାହ ବାଦ୍‌ ପଡ଼ିବା ତାଙ୍କୁ ଆଶ୍ଚର୍ଯ୍ୟକଲା। ପରେ ୨୦୦୦ ମସିହା କମଳ ହାସନଙ୍କ ‘ହେ…

ସରିଲା ପ୍ରଚାର, ଏବେ ଗାଁ ନେତା ଭରସା

ନୂଆପଡ଼ା,୧୦ା୧୧(ସୁନିତ୍‌ ମିଶ୍ର):ନୂଆପଡ଼ା ଉପନିର୍ବାଚନ ଲାଗି ଚାଲିଥିବା ପ୍ରଚାର ରବିବାର ସନ୍ଧ୍ୟା ୬ଟାରେ ଶେଷ ହୋଇଛି। ମଙ୍ଗଳବାର ସକାଳେ ମତଦାନ ଆରମ୍ଭ ହେବାକୁ ଥିବାରୁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଲଗାଯାଇଥିବା କଟକଣା ମୁତାବକ ସବୁ ଦଳ ସେମାନଙ୍କ ପ୍ରଚାର ବନ୍ଦ କରିଛନ୍ତି।…

‘ପାକିସ୍ତାନ କେବେ ଶାନ୍ତି ଚାହୁଁନାହିଁ’, ବଡ଼ କଥା କହିଦେଲେ ମୋହନ ଭାଗବତ

ନୂଆଦିଲ୍ଲୀ,୯।୧୧: ଭାରତ-ପାକିସ୍ତାନ ସମ୍ପର୍କରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆରଏସଏସ ମୁଖ୍ୟ ମୋହନ ଭାଗବତ ପାକିସ୍ତାନର ମନୋଭାବ ସମ୍ପର୍କରେ ଏକ କଡ଼ା ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି ଯେ ଭାରତ ସର୍ବଦା ଶାନ୍ତି ଆରମ୍ଭ କରେ, କିନ୍ତୁ ପାକିସ୍ତାନ ବାରମ୍ବାର ପରିବେଶକୁ ବିକୃତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri