ଜନ୍ମଦିନରେ ପ୍ରେସମିଟ କରି ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, VB G RAM G ବିଲ୍…
ଭୁବନେଶ୍ୱର,୬।୧: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ୍ମଦିନ । ତେବେ ବିଜେପି ପାର୍ଟି ଅଫିସ୍ରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବପୂର୍ଣ୍ଣ ପ୍ରେସମିଟ୍ କରିଛନ୍ତି । ନିକଟରେ ଏହି ବିଲ୍ ଆଇନରେ ପରିଣତ ହୋଇଥିବା ବେଳେ VB G RAM G ବିଲ୍ର ଉପକାରିତା ନେଇ…
ବାଲେଶ୍ବର ପରେ ଟ୍ବିନ ସିଟିରେ ଲାଗିଲା କଟକଣା, ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ…
ଭୁବନେଶ୍ୱର,୬।୧: ବର୍ତ୍ତମାନ ରାଜ୍ୟର ଅନେକ ସ୍ଥାନରେ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଉଥିବା ବେଳେ ଏହା ଏକ ପ୍ରକାର ଚିନ୍ତାର କାରଣ ସାଜିଛି । କାଲି ବାଲେଶ୍ବର ପାଇଁ କଟକଣା ଜାରି କରାଯାଇଥିବା ବେଳେ ଆଜି ଟ୍ୱିନ୍ ସିଟିରେ ଲାଗିଲା କଟକଣା ।…
ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନକୁ ସେବା ଦିବସ ଭାବେ ପାଳିତ, ସ୍ଵେଚ୍ଛାକୃତ ରକ୍ତଦାନ କଲେ ଦଳୀୟ ନେତା ଓ କର୍ମୀ
କେନ୍ଦୁଝର,୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ ଉପଲକ୍ଷେ ଆଜି କେନ୍ଦୁଝର ଜିଲା ଭାଜପା କାର୍ଯ୍ୟାଳୟରେ ଏକ ମେଗା ରକ୍ତଦାନ ଶିବିର ଆରମ୍ଭ ହୋଇଛି । ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନ୍ଫରେନ୍ସିଂ ଜରିଆରେ…
ପୁଣି ବିଗିଡ଼ିଲା ସୋନିଆ ଗାନ୍ଧିଙ୍କ ସ୍ୱାସ୍ଥ୍ୟାବସ୍ଥା, ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୬।୧: ସୋମବାର ସନ୍ଧ୍ୟାରେ ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧିଙ୍କୁ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହସ୍ପିଟାଲ ସୂତ୍ର ଅନୁଯାୟୀ ସୋନିଆ ଗାନ୍ଧିଙ୍କ ସ୍ୱାସ୍ଥ୍ୟାବସ୍ଥା ବର୍ତ୍ତମାନ ଭଲ ଅଛି ଏବଂ ସେ ଜଣେ ଛାତି ବିଶେଷଜ୍ଞଙ୍କ ତତ୍ତ୍ୱାବଧାନରେ ରହିଛନ୍ତି…
ପୁରୀ ଶ୍ରୀମନ୍ଦିର ଭିତରକୁ ବାହାର ଘିଅ ପ୍ରବେଶ ଘଟଣା, ୭ ଦିନ ଭିତରେ ଉତ୍ତର ରଖିବାକୁ ନୋଟିସ୍
ପୁରୀ,୬।୧(ଅଜିତ କୁମାର ମହାନ୍ତି) ଶ୍ରୀମନ୍ଦିର ପରିସରକୁ ଅଧିକୃତ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ବାହାର ଲୋକଙ୍କ ଦ୍ୱାରା ନିଆଯାଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ଏହାକୁ ଜବତ କରାଯାଇଛି । ଏନେଇ ସୁଆର ମହାସୁଆର ନିଯୋଗକୁ ସୂଚିତ…
ମୁସ୍ତାଫିଜୁର ରହମାନଙ୍କୁ ହଟାଇ ନାହିଁ BCCI! ତେବେ କାହା ଇସାରାରେ IPLରୁ ବିଦା ଦେଲେ ବାଂଲାଦେଶୀ ଖେଳାଳି? ଜାଣନ୍ତୁ…
ନୂଆଦିଲ୍ଲୀ,୬।୧: ବାଂଲାଦେଶୀ ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ IPL ରୁ ବାହାର କରିବାର ନିଷ୍ପତ୍ତି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଦ୍ୱାରା ନିଆଯାଇ ନଥିଲା। ରିପୋର୍ଟ ଅନୁଯାୟୀ BCCI ଏବଂ IPL ଗଭର୍ଣ୍ଣିଂ କାଉନସିଲ ସଦସ୍ୟମାନଙ୍କ ସହିତ ମଧ୍ୟ ଆଲୋଚନା କରାଯାଇ…
ଅଷ୍ଟମ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ, ଜାଣନ୍ତୁ କେବେ ଖୋଲିବ
ପ୍ରୟାଗରାଜ,୬।୧: ପ୍ରୟାଗରାଜରେ ବଢୁଥିବା ଥଣ୍ଡା, ଶୀତ ଲହରୀ ଏବଂ ଘନ କୁହୁଡ଼ିକୁ ଦୃଷ୍ଟିରେ ରଖି, ଜିଲାର ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକ ଜାନୁଆରୀ ୧୫ ପର୍ଯ୍ୟନ୍ତ ବନ୍ଦ ରହିବ। ଜିଲା ସ୍କୁଲ ପରିଦର୍ଶକ (DIOS) ପି.ଏନ. ସିଂହ ସୋମବାର ଏହି ମର୍ମରେ…
ଘରେ ଶୋଇଥିବା ଅବସ୍ଥାରେ ଲାଗିଗଲା ନିଆଁ, ଗୋଟିଏ ପରିବାରର ୩ଜଣ ଜୀବନ୍ତ ଦଗ୍ଧ
ନୂଆଦିଲ୍ଲୀ୬।୧: ଦିଲ୍ଲୀର ଆଦର୍ଶ ନଗର ଅଞ୍ଚଳରେ ଥିବା ଦିଲ୍ଲୀ ମେଟ୍ରୋ ଷ୍ଟାଫ୍ କ୍ୱାର୍ଟର୍ସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ସ୍ୱାମୀ, ସ୍ତ୍ରୀ ଏବଂ ଏକ ନିର୍ଦ୍ଦୋଷ ଶିଶୁର ଦୁଃଖଦ ମୃତ୍ୟୁ ହୋଇଛି । ତିନି ଜଣଙ୍କ ମୃତଦେହ…
କ୍ୟାଣ୍ଡିଠୁ ବି ଶସ୍ତା ପେଟ୍ରୋଲ! ମାତ୍ର ୧ ଟଙ୍କାରେ ମିଳିବ ୧ ଲିଟର
ନୂଆଦିଲ୍ଲୀ,୬ା୧: ବର୍ତ୍ତମାନ ଅନ୍ତର୍ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଲଚଲ ଦେଖାଦେଇଛି । ଭେନେଜୁଏଲାର ରାଷ୍ଟ୍ରପତି ନିକୋଲସ ମାଦୁରୋଙ୍କୁ ଆମେରିକୀୟ ସାମରିକ ଅଭିଯାନର ଅଂଶ ଭାବରେ ଅଟକ ରଖାଯାଇଛି। ଏହି ଖବର ବିଶ୍ୱବ୍ୟାପୀ ଦୃଷ୍ଟି ଆକର୍ଷଣ କରିଛି, କିନ୍ତୁ ଭେନେଜୁଏଲାର କେବଳ…
ନ୍ୟୁଜିଲ୍ୟାଣ୍ଡ ସହ ହେବାକୁ ଥିବା ଓ୍ବାନ ଡେ’ ସିରିଜ ପୂର୍ବରୁ ଆସିଲା ବଡ଼ ଖବର
ନୂଆଦିଲ୍ଲୀ,୬।୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନିର୍ଦ୍ଦେଶ ପରେ, ବିରାଟ କୋହଲି ବିଜୟ ହଜାରେ ଟ୍ରଫି 2025-26 ର ପ୍ରଥମ ଦୁଇଟି ମ୍ୟାଚରେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ। ଦିଲ୍ଲୀ ପାଇଁ ଖେଳି ବିରାଟ ପ୍ରଥମ ମ୍ୟାଚରେ ଶତକ…
ICCର ଜବାବ ପରେ ହିଁ ପରବର୍ତ୍ତି ପଦକ୍ଷେପ ନେବ ବାଂଲାଦେଶ, T20 World Cup 2026 ଉପରେ ଏବେବି ସସପେନ୍ସ
ନୂଆଦିଲ୍ଲୀ,୬।୧: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ୭, ୨୦୨୬ ରେ ଆରମ୍ଭ ହେବାକୁ ଯାଉଛି, କିନ୍ତୁ ଏହି ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ ଭାରତ ଏବଂ ବାଂଲାଦେଶ ମଧ୍ୟରେ କ୍ରିକେଟ ଉତ୍ତେଜନା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ବାଂଲାଦେଶ କ୍ରିକେଟ ବୋର୍ଡ…
ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ଗଣବଳାତ୍କାର, କପା ବାଡ଼ରେ କାମ କରିବା ବେଳେ ୩ ଜଣ…
ରାୟଗଡ଼ା/ଗୁଡ଼ାରୀ,୬/୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ଗୁଡ଼ାରୀ ଥାନା ଅନ୍ତର୍ଗତ ନାଇରା ଗାଁରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ସୋମବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଜଣେ ୨୫ ବର୍ଷୀୟା ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ୩ ଜଣ ମିଶି ବଳାତ୍କାର ଭଳି…
Archives


