Home

ରୁଷିଆ ଉପରେ ୟୁକ୍ରେନର ଡ୍ରୋନ୍‌ ଆକ୍ରମଣ…

ମସ୍କୋ,୯।୮ : ରୁଷିଆ-ୟୁକ୍ରେନ ଯୁଦ୍ଧ ଏକ ବର୍ଷରୁ ଅଧିକ ସମୟ ଧରି ଚାଲିଛି। ଉଭୟ ଦେଶ କ୍ରମାଗତ ଭାବରେ ପରସ୍ପର ବିରୁଦ୍ଧରେ ଡ୍ରୋନ ଯୁଦ୍ଧ ଜାରି ରଖିଛନ୍ତି। ଏହି ସମୟରେ ରୁଷିଆ ଦାବି କରିଛି ମସ୍କୋ ଅଭିମୁଖେ ଆସୁଥିବା ଦୁଇଟି ଯୁଦ୍ଧ…

ଆଜିଠାରୁ ‘ମେରି ମାଟି-ମେରା ଦେଶ’ ଅଭିଯାନ ଆରମ୍ଭ, ସାରା ଦେଶର ପଞ୍ଚାୟତ ମାଟିରେ ନିର୍ମାଣ ହେବ ଅମୃତ ବାଟିକା

ନୂଆଦିଲ୍ଲୀ,୯।୮: ‘ଆଜାଦୀ କା ଅମୃତ ମହୋତ୍ସବ’ ଅଧୀନରେ ଆଜିଠାରୁ ‘ମେରି ମାଟି-ମେରା ଦେଶ’ ଅଭିଯାନ ଆରମ୍ଭ ହେବ। ୩୦ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ପଞ୍ଚାୟତ ଏବଂ ବ୍ଲକ ସ୍ତରରେ କାର୍ଯ୍ୟକ୍ରମ ଆୟୋଜିତ ହେବ। ଦିଲ୍ଲୀର କର୍ତ୍ତବ୍ୟ ପଥରେ ଏହାର ସମାପ୍ତି ହେବ। ସାରା…

ନୁହରେ ଆଜି ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ଚଣ୍ଡିଗଡ,୯।୮: ହରିୟାଣାର ନୁହରେ ହିଂସା ପରେ ପରିସ୍ଥିତି ଏ ପର୍ଯ୍ୟନ୍ତ ସ୍ବାଭାବିକ ଅବସ୍ଥାକୁ ଆସିନାହିଁ। ଯେଉଁ କାରଣରୁ ଇଣ୍ଟରନେଟ୍‌ ସେବା ଉପରେ ଜାରି ଥିବା ପ୍ରତିବନ୍ଧକକୁ ଆହୁରି ବୃଦ୍ଧି କରାଯାଇଛି। ବର୍ତ୍ତମାନ ଅଗଷ୍ଟ ୧୧ପର୍ଯ୍ୟନ୍ତ ନୁହ ଜିଲାରେ ଇଣ୍ଟରନେଟ୍‌ ଏବଂ ଏସଏମଏସ…

ଇମ୍ରାନ୍‌ଙ୍କୁ ୫ ବର୍ଷ ପାଇଁ ଆଯୋଗ୍ୟ ଘୋଷଣା କଲା ପାକିସ୍ତାନ ନିର୍ବାଚନ ଆୟୋଗ

ଇସଲାମାବାଦ,୯।୮: ପାକିସ୍ତାନର ନିର୍ବାଚନ ଆୟୋଗ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ତାଙ୍କୁ ୫ ବର୍ଷ ପାଇଁ ଅଯୋଗ୍ୟ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ପାକିସ୍ତାନର ନିର୍ବାଚନ ଆୟୋଗ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଅଦାଲତର ୫…

ଆନ୍ତଃ ସେବା ସଙ୍ଗଠନ ବିଲ୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ,୯ା୮(ପି.ଟି.): ଆନ୍ତଃ ସେବା ସଂଗଠନ ବିଲ୍‌ ମଙ୍ଗଳବାର ପାର୍ଲାମେଣ୍ଟର ମଞ୍ଜୁରୀ ଲାଭ କରିଛି। ଆନ୍ତଃ ସେବା ସଂଗଠନଗୁଡ଼ିକର କମାଣ୍ଡର-ଇନ୍‌-ଚିଫ୍‌ ଏବଂ ଅଫିସର-ଇନ୍‌-କମାଣ୍ଡଙ୍କୁ ଉକ୍ତ ପ୍ରତିଷ୍ଠାନ ଅଧୀନରେ ଅନ୍ୟ ସୁରକ୍ଷା ବଳରେ କାର୍ଯ୍ୟରତ କର୍ମଚାରୀଙ୍କ ଉପରେ ଶୃଙ୍ଖଳାଗତ ଓ ପ୍ରଶାସନିକ କ୍ଷମତା ଦେବା…

ପିରାମିଡ ନିର୍ମାଣ: ଏଲିଅନ ଆଣିଥିଲେ ୨୩ ଲକ୍ଷ ବୃହତ ପଥର !…

କାହିରା,୮।୮ : ଦୁନିଆର ସବୁଠାରୁ ରହସ୍ୟମୟ ନିର୍ମାଣ ହେଉଛି ମିଶରର ପିରାମିଡ। ଏହା କିପରି ତିଆରି ହେଲା ସେ ସମ୍ବନ୍ଧରେ ସମୟ ସମୟରେ ଅନେକ ତଥ୍ୟ ଉପସ୍ଥାପନ କରାଯାଇଥାଏ। ବୈଜ୍ଞାନିକମାନେ ଅନୁମାନ କରୁଛନ୍ତି ସେମାନେ ବୋଧହୁଏ ପିରାମିଡ ନିର୍ମାଣ ସହିତ ଜଡିତ…

ବିଶ୍ୱକପ ପାଇଁ ସମ୍ଭାବ୍ୟ ୧୯ ଜଣିଆ ଟିମ୍‌ ଇଣ୍ଡିଆ ନେଇ ପ୍ରସ୍ତୁତି ଆରମ୍ଭ, ୪ ଖେଳାଳି ବାହାର ହେବା ଆଶଙ୍କା…

କୋଲକାତା,୮।୮ : ବିଶ୍ୱକପ ପାଇଁ ଭାରତର ସମ୍ଭାବ୍ୟ ୧୯ ସଦସ୍ୟ ବିଶିଷ୍ଟ ଦଳ ପ୍ରାୟ ପ୍ରସ୍ତୁତ। ଏହି ୧୯ ଜଣଙ୍କ ମଧ୍ୟରୁ ୧୫ ଜଣିଆ ଟିମ୍‌ ଇଣ୍ଡିଆକୁ ବିସିସିଆଇ ଚୟନକର୍ତ୍ତାମାନେ ଆଇସିସି ଟୁର୍ନାମେଣ୍ଟରେ ସୁଯୋଗ ଦେବେ। ୱେଷ୍ଟଇଣ୍ଡିଜ ଗସ୍ତରେ ସୂର୍ଯ୍ୟକୁମାର ଯାଦବ…

‘ଦ ଇମୋର୍ଟଲ ଅଶ୍ୱତଥାମା’ରେ ଅଭିନୟ କରିବାକୁ ମନା କଲେ ଆଲୁ ଅର୍ଜୁନ…

ମୁମ୍ବାଇ : ତେଲୁଗୁ ସୁପରଷ୍ଟାର ଆଲୁ ଅର୍ଜୁନ ତାଙ୍କର ଆଗାମୀ ପ୍ରକଳ୍ପ ପାଇଁ ଲାଇମ ଲାଇଟରେ ଅଛନ୍ତି। ତାଙ୍କର ଦୀର୍ଘ କ୍ୟାରିଅରରେ ସେ ଅନେକ ଶ୍ରେଷ୍ଠ ଟଲିଉଡ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି ଯାହା ବକ୍ସ ଅଫିସରେ କୋଟି କୋଟି ଆୟ କରିଛି।…

ଚକିତ କରିବ ଦିଲୀପଙ୍କ ପାଉଣା

ବମ୍ବେ: ନିକଟରେ ଟେଲିକାଷ୍ଟର ପନ୍ଦର ବର୍ଷ ପୂରଣ କରିଛି ‘ତାରକ ମେହଟ୍ଟା କା ଉଲଟା ଚଷମା’। ଏତେ ଦିନ ପରେ ମଧ୍ୟ ଏହା ଦର୍ଶକଙ୍କ ଭରପୂର ମନୋରଞ୍ଜନ କରୁଛି। ଶୋ’ରେ ଜେଠାଲାଲଙ୍କ ଚରିତ୍ର ବେଶ ଲୋକପ୍ରିୟ। ଏହି ଚରିତ୍ରରେ ନଜର ଆସୁଛନ୍ତି…

ଅନଲାଇନ ଗେମିଂରେ ୨୮ ପ୍ରତିଶତ ଜିଏସଟିର ପ୍ରଭାବ: ଏମପିଏଲ ୩୫୦ କର୍ମଚାରୀଙ୍କୁ କରିବ ଛଟେଇ…

ନୂଆଦିଲ୍ଲୀ,୮।୮ : ଅନଲାଇଇନ ଗେମିଂରେ ୨୮ ପ୍ରତିଶତ ଜିଏସଟି ଲାଗୁ ହେବା ନିଷ୍ପତ୍ତିିର ପ୍ରଭାବ ଅନୁଭୁତ ହୋଇଛି। ଅନଲାଇନ୍‌ ଗେମିଂ କମ୍ପାନୀ ଏମପିଏଲ(ମୋବାଇଲ ପ୍ରିମିୟର ଲିଗ) ଏହାର ୩୫୦ କର୍ମଚାରୀଙ୍କୁ ଛଟେଇ କରିବାକୁ ଯାଉଛି। ଅନଲାଇନ ଗେମିଂରେ ଜିଏସଟି ହାରରେ ବୃଦ୍ଧି…

ସେପ୍ଟେମ୍ବର ୫ରେ ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କରିବ ବିସିସିଆଇ, ଏସବୁ ଖେଳାଳିଙ୍କୁ ମିଳିପାରେ ସୁଯୋଗ

ନୂଆଦିଲ୍ଲୀ,୮।୮: ଚଳିତ ବର୍ଷ ଭାରତରେ ହେବାକୁ ଯାଉଛି ଦିନିକିଆ ବିଶ୍ୱକପ୍‌ ୨୦୨୩। ଅକ୍ଟୋବର ୫ରୁ ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଥିବା ବେଳେ ନଭେମ୍ବର ୧୯ରେ ଫାଇନାଲ ଖେଳାଯିବ। ତେବେ ଏହାର ଠିକ୍‌ ପୂର୍ବରୁ ଭାରତୀୟ ଟିମ୍‌ ଦିନିକିଆ ଫର୍ମାଟରେ ଏସିଆ କପ୍‌…

୩ୟ ଟି୨୦: ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଓ୍ବେଷ୍ଟଇଣ୍ଡିଜ, ଯଶସ୍ଵୀ କଲେ ଡେବ୍ୟୁ

ଗୁଏନା,୮। ୮: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ଟି୨୦ ମୁକାବିଲାର ୩ୟ ମ୍ୟାଚ ମଙ୍ଗଳବାର ଖେଳା ଯାଉଛି। ମ୍ୟାଚ ରେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ରୋଭମାନ ପାଭେଲ୍ ପ୍ରଥମେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଓ୍ବେଷ୍ଟଇଣ୍ଡିଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri