ମଣିପୁର ହିଂସାରେ ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି
ଇମ୍ଫାଲ,୩୦।୫: ମଣିପୁରରେ ଶାନ୍ତି ଫେରାଇ ଆଣିବାକୁ ଯଥା ସମ୍ଭବ ଚେଷ୍ଟା କରାଯାଉଥିବା ବେଳେ ପୁଣି କେତେକ ସ୍ଥାନରେ ହିଂସା ହେଉଥିବା ଖବର ଆସୁଛି। ଏହି ହିଂସାରେ କେତେକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ କେତେଜଣ ଆହତ ବି ହୋଇଛନ୍ତି। ଏବେ ସରକାର…
ଦୁଇ ଦିନ ରିମାଣ୍ଡରେ ସାହିଲ, ଗିରଫ ହେବା ପୂର୍ବରୁ ଲଗାତାର ଦେଖୁଥିଲେ ଟିଭି
ନୂଆଦିଲ୍ଲୀ,୩୦।୫: ରାଜଧାନୀ ଦିଲ୍ଲୀରେ ୧୬ ବର୍ଷର ନାବାଳିକାଙ୍କୁ ଛୁରି ଭୂଷି ହତ୍ୟା କରିଥିବା ମାମଲରେ ଅଭିଯୁକ୍ତ ସାହିଲଙ୍କୁ ଦୁଇ ଦିନିଆ ପୋଲିସ ରିମାଣ୍ଡରେ ପଠାଇ ଦିଆଯାଇଛି। ଦିଲ୍ଲୀ ପୋଲିସ ସାହିଲଙ୍କୁ ସକାଳ ୧୦ଟାରେ କୋର୍ଟରେ ହାଜର କରାଇ ରିମାଣ୍ଡରେ ନେଇଛି। ଏବେ…
ଉତ୍ତର ସୀମାରେ ବଢୁନାହିଁ ଚାଇନା ସେନାଙ୍କ ଉପସ୍ଥିତି
ପୁଣେ,୩୦।୫: ମହାରାଷ୍ଟ୍ରର ପୁଣେରେ ମଙ୍ଗଳବାର ଏନଡିଏର ପାସିଂ ଆଉଟ ପରେଡ ସମୟରେ ସିଡିଏସ ଜେନରାଲ ଅନିଲ ଚୌହାନ ଭାରତୀୟ ସେନାଙ୍କ ଚ୍ୟାଲେଞ୍ଜଠାରୁ ମଣିପୁର ହିଂସା ପର୍ଯ୍ୟନ୍ତ ସବୁକୁ ନେଇ ନିଜର ମତ ରଖିଛନ୍ତି। ସେ କହିଛନ୍ତି କି ଚାଇନାର ପିପୁଲ୍ସ ଲିବରେଶନ…
ସିସୋଡିଆଙ୍କ ଜାମିନ ଆବେଦନ ଖାରଜ
ନୂଆଦିଲ୍ଲୀ,୩୦।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ଆମ ଆଦମୀ ପାର୍ଟି(ଏଏପି)ନେତା ମନୀଷ ସିସୋଡିଆଙ୍କ ଜାମିନ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏହି ଆବେଦନକୁ ଖାରଜ କରି କୋର୍ଟ କହିଛନ୍ତି ଯେ ମନୀଷ ସିସୋଡିଆଙ୍କ ବିରୋଧରେ ଅଭିଯୋଗ ଅତ୍ୟନ୍ତ…
ନୂଆ ସଂସଦ ଭବନର ପ୍ରଶଂସା କଲେ ଅଜିତ ପାଓ୍ବାର, କହିଲେ ଦେଶକୁ ଏହାର ଆବଶ୍ୟକତା ଥିଲା
ପୁଣେ,୩୦।୫: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି) ନେତା ଅଜିତ ପାଓ୍ବାର ସୋମବାର ନୂଆ ସଂସଦ ଭବନ ଉଦଘାଟନର ପ୍ରଶଂସା କରିଛନ୍ତି। ସମସ୍ତ ଏମପି ଏକାଠି ହୋଇ ସାଧାରଣ ଜନତାଙ୍କ ପାଇଁ କାମ କରିବା ଓ ସେମାନଙ୍କ ସମସ୍ତ ପ୍ରସଙ୍ଗକୁ ବିଚାର କରିବାକୁ ଅଜିତ…
ସିସୋଡିଆଙ୍କୁ ମିଳିବ କି ଜାମିନ? ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି
ନୂଆଦିଲ୍ଲୀ,୩୦।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ଆମ ଆଦମୀ ପାର୍ଟି(ଏଏପି)ନେତା ମନୀଷ ସିସୋଡିଆ ଜାମିନ ପାଇବେ କି ନାହିଁ ତାହା ଆଜି ଦିଲ୍ଲୀ ହାଇକୋର୍ଟ ନିଷ୍ପତ୍ତି ନେବେ। ଦିଲ୍ଲୀ ହାଇକୋର୍ଟ ମନୀଷ ସିସୋଡିଆଙ୍କ ଜାମିନ ଉପରେ ମଙ୍ଗଳବାର ରାୟ…
ଉତ୍ତର କୋରିଆ ଜୁନରେ ଉତକ୍ଷେପଣ କରିବ ପ୍ରଥମ ସାମରିକ ଗୁପ୍ତଚର ଉପଗ୍ରହ
ପୋଙ୍ଗୟାଙ୍ଗ,୩୦।୫: ଉତ୍ତର କୋରିଆ ଜୁନରେ ପ୍ରଥମ ଗୁପ୍ତଚର ଉପଗ୍ରହ ଲଞ୍ଚ କରିବାକୁ ପ୍ରସ୍ତୁତ ହେଲାଣି। ଉତ୍ତର କୋରିଆର ସରକାରୀ ସମାଚାର ଏଜେନ୍ସିର ସାମରିକ ମାମଲାର ପ୍ରଭାରି ଜଣେ ବରିଷ୍ଠ ଅଧିକାରୀଙ୍କ ସୂତ୍ରର ସୂଚନା ଅନୁଯାୟୀ କହିଛି ଯେ ନିୟୋଜିତ ଲଞ୍ଚର ଉଦ୍ଦେଶ୍ୟ…
ଜମ୍ମୁରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଖାଇକୁ ଖସିଲା ବୈଷ୍ଣୋଦେବୀ ଯାଉଥିବା ବସ, ୭ ମୃତ
ଜମ୍ମୁ,୩୦।୫: ଜମ୍ମୁରେ ଏକ ବଡ ଧରଣର ଦୁର୍ଘଟଣା ହୋଇଛି, ଯେଇଁଥିରେ ଘଟଣାସ୍ଥଳରେ ହିଁ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣା ଝଜ୍ଜର କୋଟଲି ଅଞ୍ଚଳରେ ଘଟିଛି। ଏକ ଯାତ୍ରୀବାହି ବସ ଅମୃତସରରୁ କଟରା ଯାଇଥିବା ବେଳେ ନିୟନ୍ତ୍ରଣ ହରାଇ ଖାଇକୁ…
ରୋଲ୍ସ ରୟସ୍, ଅସ୍ତ୍ର ଡିଲରଙ୍କ ବିରୋଧରେ ସିବିଆଇ ମାମଲା
ନୂଆଦିଲ୍ଲୀ, ୩୦ା୫: ଭାରତୀୟ ବାୟୁସେନା ଓ ନୌସେନା ପାଇଁ ହଓ୍ବକ୍ ୧୧୫ ଅତ୍ୟାଧୁନିକ ଜେଟ୍ ଟ୍ରେନର ବିମାନ କିଣାରେ ଲାଞ୍ଚ କାରବାର ଅଭିଯୋଗରେ ବ୍ରିଟିଶ ଏରୋସ୍ପେସ୍ ଓ ପ୍ରତିରକ୍ଷା କମ୍ପାନୀ ରୋଲ୍ସ ରୟସ୍ ପିଏଲ୍ସି , ଏହାର ମୁଖ୍ୟ କାର୍ଯ୍ୟନିର୍ବାହୀ ଏବଂ ଅସ୍ତ୍ର…
ଅର୍ଥ ଆସୁନି, କାମ ଆଗଉନି
ବାଲେଶ୍ୱର ଅଫିସ, ୩୦।୫ (ମାନସ ବିଶ୍ୱାଳ): କୋଷ୍ଟାଲ ହାଇଓ୍ବେ ନିର୍ମାଣ ହେଲେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ଘଟିବ। ଏହି ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଷ୍ଟାଲ୍ ହାଇୱେ ନିର୍ମାଣ ପ୍ରକଳ୍ପ ଯୋଜନାର ଘୋଷଣା କରାଯାଇଥିଲା। ଏପରି…
ଜଳ ସୁରକ୍ଷା ପ୍ରତି ଜଳବାୟୁ ପରିବର୍ତ୍ତନ, ଜନସଂଖ୍ୟା ବିପଦ
ନୂଆଦିଲ୍ଲୀ, ୩୦ା୫(ପି.ଟି.): ଭାରତର ଜଳସୁରକ୍ଷା ପ୍ରତି ଜଳବାୟୁ ପରିବର୍ତ୍ତନ ଓ ଜନସଂଖ୍ୟା ବୃଦ୍ଧି ଗମ୍ଭୀର ବିପଦ ଆଣିଛି। ଏହି ଚ୍ୟାଲେଞ୍ଜଗୁଡ଼ିକର ମୁକାବିଲା ପାଇଁ ପର୍ଯ୍ୟାପ୍ତ ପଦକ୍ଷେପ ନିଆ ନ ଗଲେ ଜଳ ସଙ୍କଟ ବଢ଼ିବା ସହ ଏହାର ସାମାଜିକ, ଅର୍ଥନୈତିକ ଓ ପରିବେଶଗତ…
ରୁଷିଆ ଓ୍ବାଣ୍ଟେଡ୍ ତାଲିକାରେ ଆମେରିକା ସିନେଟର୍
ମସ୍କୋ, ୩୦।୫: ଆମେରିକା ସିନେଟର ଲିଣ୍ଡ୍ସେ ଗ୍ରାହାମ୍ଙ୍କୁ ରୁଷିଆ ଗୃହ ମନ୍ତ୍ରଣାଳୟ ଓ୍ବାଣ୍ଡେଡ୍ ତାଲିକାରେ ରଖିଛି। ଗତ ଶୁକ୍ରବାର ଗ୍ରାହାମ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର୍ ଜେଲେନ୍ସ୍କିଙ୍କୁ ଭେଟିଥିଲେ। ଏହି ଅବସରରେ ସେ କହିଥିଲେ, ରୁଷୀୟମାନେ ମରିବା ଅବସ୍ଥାରେ। ୟୁକ୍ରେନ୍କୁ ଆମେରିକାର ସହାୟତା ଆମେ…
Archives


