ଆକ୍ସିସ୍ ବ୍ୟାଙ୍କ ସହ ଅଲ୍ଟିଗ୍ରିନର ସହଭାଗିତା
ଭୁବନେଶ୍ୱର,୮।୮ : ଆକ୍ସିସ୍ ବ୍ୟାଙ୍କ ଏବଂ ଅଲ୍ଟିଗ୍ରିନ୍ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଥିବା ଘୋଷଣା କରାଯାଇଛି। ବିଶେଷ କରି ଗ୍ରାହକମାନଙ୍କୁ ସୁହାଇବା ଭଳି ସ୍ବତନ୍ତ୍ର ଫାଇନାନ୍ସ ସୁବିଧା ପ୍ରଦାନ କରିବାସହ କାରବାର ବୃଦ୍ଧି ଆଦି ସମ୍ପର୍କରେ ଉକ୍ତ ସହଭାଗିତା ସ୍ଥାପନ…
କମିଟିରେ ୩ ଅବସରପ୍ରାପ୍ତ ମହିଳା ବିଚାରପତି
ନୂଆଦିଲ୍ଲୀ,୮ା୮: ମଣିପୁରରେ ୩ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଜାତିଆଣ ହିଂସା ଲାଗିରହିଥିବାବେଳେ ଏଥିରେ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ଏବଂ ସହାୟତା ଦେବା ସମ୍ପର୍କରେ ଅନୁଧ୍ୟାନ କରିବା ଲାଗି ସୁପ୍ରିମକୋର୍ଟ ସୋମବାର ଏକ ୩ ଜଣିଆ କମିଟି ଗଠନ କରିଛନ୍ତି। କମିଟିରେ ହାଇକୋର୍ଟର…
ପିଏମ୍ଏଲ୍-ଏନ୍ ଜିତିଲେ ନଓ୍ବାଜ ଶରିଫ ପ୍ରଧାନମନ୍ତ୍ରୀ ହେବେ
ଲାହୋର,୮ା୮: ଆସନ୍ତା ନଭେମ୍ବର ମାସରେ ହେବାକୁ ଥିବା ପାକିସ୍ତାନର ସାଧାରଣ ନିର୍ବାଚନରେ ଯଦି ଶାସକ ପିଏମ୍ଏଲ୍-ଏନ୍ କ୍ଷମତାକୁ ଫେରେ ତେବେ ନଓ୍ବାଜ ଶରିଫ୍ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ ବୋଲି ତାଙ୍କ ଭାଇ ତଥା ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍ କହିଛନ୍ତି। ଲାହୋରଠାରୁ…
ଡେଟା ସୁରକ୍ଷା ବିଲ୍ ଲୋକ ସଭାରେ ଗୃହୀତ
ନୂଆଦିଲ୍ଲୀ,୮ା୮: ମଣିପୁର ପ୍ରସଙ୍ଗରେ ବିରୋଧୀ ସଦସ୍ୟମାନଙ୍କ ସ୍ଲୋଗାନବାଜି ମଧ୍ୟରେ ସୋମବାର ଲୋକ ସଭାରେ ଡିଜିଟାଲ ବ୍ୟକ୍ତିଗତ ଡେଟା ସୁରକ୍ଷା ବିଲ୍ ଗୃହୀତ ହୋଇଛି। ବିରୋଧୀ ସଦସ୍ୟ ଏଥିରେ କେତେକ ସଂଶୋଧନ ଦାବି ଲାଗି ପ୍ରସ୍ତାବ ଦେଇଥିଲେ ହେଁ ତାହା ଧ୍ୱନି ମତରେ…
ମୌସୁମୀ ନିଷ୍କ୍ରିୟ, କମିଲା ବର୍ଷା
ଭୁବନେଶ୍ୱର,୮ା୮(ଅନୁରାଧା ମହାରଣା): ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ସହ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଗତ ୨୪…
ଦେଶରେ ବାଘସଂଖ୍ୟା ୩,୬୮୨କୁ ବୃଦ୍ଧି
ନୂଆଦିଲ୍ଲୀ,୮ା୮: ୨୦୦୬ରେ ଭାରତରେ ୧,୪୧୧ ବାଘ ଥିବାବେଳେ ୨୦୨୨ରେ ଏହା ୩,୬୮୨କୁ ବୃ୍ଦ୍ଧି ପାଇଛି। ଲୋକ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଷନ ରେଡ୍ଡୀ ଉପରୋକ୍ତ ଉତ୍ତର ରଖିଥିଲେ। ଜନସାଧାରଣଙ୍କ ଭାବାବେଗକୁ ଦୃଷ୍ଟିରେ ରଖି…
୧୦୦ କି.ମି.ରୁ ତଳକୁ ଖସିବା ଚନ୍ଦ୍ରୟାନ-୩ ପାଇଁ କଠିନ ହେବ
ବେଙ୍ଗାଲୁରୁ,୮ା୮: ଚନ୍ଦ୍ରୟାନ-୩ ବର୍ତ୍ତମାନ ପର୍ଯ୍ୟନ୍ତ ଠିକ୍ଠାକ୍ ଚାଲିଛି। ଲୁନାର କକ୍ଷସ୍ଥଳ ଶହେ କି.ମିରୁ ତଳକୁ ଖସାଇବା କଠିନ ହେବ ବୋଲି ଇସ୍ରୋ ମୁଖ୍ୟ ଏସ୍ ସୋମନାଥ କହିଛନ୍ତି। ଚନ୍ଦ୍ରଯାନ ତା’ର ନିମ୍ନ କକ୍ଷ ପଥରେ ୧୭ ତାରିଖରେ ପହଞ୍ଚିବ। ଚଳିତ ଥର…
ସିକିମ୍ର ନାମ୍ଚି ସହରରେ ରାଲିବେଳେ ହିଂସା
ଗାଙ୍ଗଟକ୍,୮ା୮: ସିକିମ୍ରେ ୨୧ ବର୍ଷୀୟ ଯୁବନେତାଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ ତୁରନ୍ତ ନ୍ୟାୟ ଦାବି କରି ସୋମବାର ନାମ୍ଚି ସହରରେ ବିକ୍ଷୋଭ ରାଲି କରାଯାଉଥିବାବେଳେ ଏହା ହିଂସାକାଣ୍ଡର ରୂପ ନେଇଥିଲା। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ କେତେଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସ୍ଥିତିକୁ…
ଟ୍ରେନ୍ରେ ଗୁଳିକାଣ୍ଡ ଘଟଣା: ଅଭିଯୁକ୍ତଙ୍କ ବିରୋଧରେ ସାମ୍ପ୍ରଦାୟିକ ଶତ୍ରୁତା ଧାରା ଲାଗିଲା
ମୁମ୍ମାଇ,୮ା୮:ଜୟୁପର-ମୁମ୍ବାଇ ସୁପରପାଷ୍ଟ ଏକ୍ଟପ୍ରେସରେ ଗତମାସ ୩୧ରେ ଆରପିଏଫ କନଷ୍ଟେବଳ ଚେତନ ସିଂ ତାଙ୍କ ସିନିୟର ଅଫିସର ଏଏସଆଇ ଟିକାରାମ ମୀନାଙ୍କ ସମେତ ଚାରିଜଣଙ୍କୁ ଗୁଳିମାରି ହତ୍ୟା କରିଥିଲେ। ତାଙ୍କ ବିରୋଧରେ ଏବେ ସାମ୍ପ୍ରଦାୟିକ ଶତ୍ରୁତା ଉସୁକାଇବା ଭଳି ଧାରା ଲାଗିଥିବା ରେଳବାଇ…
ରତ୍ନଭଣ୍ଡାର ତୁରନ୍ତ ମରାମତି ଜରୁରୀ: ଏଏସ୍ଆଇ
କଟକ,୮ା୮(କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ଜରୁରୀ ବୋଲି ସୋମବାର ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଇଛି ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ (ଏଏସ୍ଆଇ)। ୨୦୧୮ରେ ଶେଷଥର ପାଇଁ ରତ୍ନଭଣ୍ଡାରର ଅନୁଧ୍ୟାନ ହୋଇଥିଲା ବୋଲି ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ଥିବା ଜଣାଯାଇଛି।…
ସୁରକ୍ଷାକର୍ମୀଙ୍କ ଗୁଳିରେ ହିଜ୍ବୁଲ କମାଣ୍ଡର ନିହତ
ଶ୍ରନଗର, ୮ା୮: ଜାମ୍ମୁ କାଶ୍ମୀରର ପୁଞ୍ଜ ସେକ୍ଟରରେ ସୋମବାର ସକାଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ହିଜ୍ବୁଲ ମୁଜାହିଦ୍ଦିନ ସଂଗଠନର ଜଣେ କମାଣ୍ଡରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ପୁଞ୍ଚ୍ ଜିଲ୍ଲା ଅନ୍ତର୍ଗତ ବାଗଲାଦ୍ରାର ମୁନୀର ହୁସେନ। ସେ ୧୯୯୩ରେ ପିଓକେ ଯାଇ ଅସ୍ତ୍ରଚାଳନା…
ଲୋକ ସଭାକୁ ଫେରିଲେ ରାହୁଲ
ନୂଆଦିଲ୍ଲୀ, ୮ା୮: ଅଯୋଗ୍ୟ ଘୋଷିତ ହୋଇ ଚାରି ମାସରୁ ଊର୍ଦ୍ଧ୍ୱ ସମୟ ଲୋକ ସଭାରୁ ଦୂରେଇ ରହିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ପାର୍ଲାମେଣ୍ଟର ନିମ୍ନ ସଦନକୁ ଫେରିଛନ୍ତି। ଏକ ମାନହାନି ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ଦିଆଯାଇଥିବା…
Archives


