Home

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ଅତର୍କିତ ଚଢ଼ାଉ କରି ୨୨ ଜୁଆଡ଼ିଙ୍କୁ ମାଡ଼ି ବସିଲା ପୋଲିସ

ନୂଆପଡ଼ା,୩ା୬(ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଛତିଶଗଡ଼…

ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା, ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୩।୬: ସରକାରୀ କାର୍ଯ୍ୟର ନିରବଚ୍ଛିନ୍ନ ତଥା ସୂଚାରୁ ପରିଚାଳନା ପାଇଁ ରାଜ୍ୟ ସରକାର ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଣିକି ସରକାରୀ ଗାଡ଼ିଗୁଡ଼ିକର ତେଲ (ପେଟ୍ରୋଲ/ଡିଜେଲ) ଖର୍ଚ୍ଚ ବାବଦକୁ ପେଟ୍ରୋଲ ପମ୍ପଗୁଡ଼ିକୁ ଆଗୁଆ ଟଙ୍କା ପ୍ରଦାନ କରାଯିବ। ଅର୍ଥ…

କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବକୁମାର, ଆଣ୍ଠୁମାଡ଼ି ପ୍ରଣାମ କରି କହିଲେ….

ବେଙ୍ଗାଲୁରୁ,୩ା୬: ସିଦ୍ଧରାମେୟାଙ୍କ ଇସ୍ତଫା ପରେ, ବୁଧବାର ଦିନ ଲୋକଭବନରେ କର୍ନାଟକର ମୁଖ୍ୟମନ୍ତ୍ରୀ ଭାବରେ ଡିକେ ଶିବକୁମାର ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ଥାୱର ଚାନ୍ଦ ଗେହଲଟ୍ ଶିବକୁମାରଙ୍କୁ ଶପଥ ପାଠ କରାଇଛନ୍ତି । ଏହା ପୂର୍ବରୁ ଶିବକୁମାର ମଞ୍ଚ ଉପରେ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ ପୂର୍ବରୁ ଭାବୁକ ହେଲେ ଶିବକୁମାର, ମା’ଙ୍କ ପାଦ ଛୁଇଁ…

ବେଙ୍ଗାଲୁରୁ,୩ା୬: କର୍ନାଟକରେ ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ହୋଇଥିବା ଡି.କେ. ଶିବକୁମାରଙ୍କ ସହିତ ଆଜି ୧୩ ଜଣ ବିଧାୟକ ମନ୍ତ୍ରୀ ଭାବରେ ଶପଥ ନେବେ । ଦଳୀୟ ସୂତ୍ର ଅନୁସାରେ,…

ଚାଲିଥିଲା ବୈଠକ, ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କଲେ ଜିଲାପରିଷଦ ସଭ୍ୟ

ଖୋର୍ଦ୍ଧା,୩ା୬(ପ୍ରଭାତ ପାଣିଗ୍ରାହୀ): ଜିଲା ପରିଷଦ ବୈଠକରେ ଏକ ଅଭବାନୀୟ ଘଟଣା ଦେଖିବାକୁ ମିଳିଛି। ଜନପ୍ରତିନିଧିଙ୍କୁ ବୋଲଗଡ ବିଡିଓଙ୍କ ଅଣଦେଖା, ଦୁର୍ବ୍ୟବହାର ଏବଂ ଅସହଯୋଗ ମନୋଭାବ ପ୍ରତିବାଦରେ ୨୭ ନଂ ଜିଲା ପରିଷଦ ସଭ୍ୟ ପ୍ରଦୀପ୍ତ ଛୋଟରାୟ ବୈଠକ ମଝିରେ ପେଟ୍ରୋଲ ଢାଳିହୋଇ…

ବିମାନବନ୍ଦରରେ ରିଲ୍ସ କରୁଥିଲେ ସାବଧାନ! ଆସିଲା ନୂଆ ନିୟମ, ନଚେତ୍ ହୋଇପାରେ

ନୂଆଦିଲ୍ଲୀ,୩।୬: ଏଣିକି ବିମାନବନ୍ଦରରେ ସେଲଫି ନେବା, ଇନଷ୍ଟାଗ୍ରାମ ରିଲ୍ ତିଆରି କରିବା କିମ୍ବା ଯାତ୍ରା ଭ୍ଲଗ୍ ସୁଟିଂ କରୁଥିବା ପ୍ରେମୀମାନଙ୍କୁ ସତର୍କ ରହିବାକୁ ପଡିବ ।ଡିଜିସିଏ ବିମାନବନ୍ଦର ପରିସରରେ ଫଟୋଗ୍ରାଫି ଏବଂ ଭିଡିଓଗ୍ରାଫି ସମ୍ପର୍କରେ କଠୋର ନିୟମ ଲାଗୁ କରିଛି ।…

ଯୁବତୀଙ୍କୁ ଲଜ୍‌ରେ ସିନ୍ଦୂର ପିନ୍ଧାଇ ବିବାହ କରିଥିଲେ ଯୁବକ, ଶାରୀରିକ ସମ୍ପର୍କ ରଖିବା ପରେ…

ରିଷିଡ଼ା,୩ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ଥାନା ଅନ୍ତର୍ଗତ ରିଷିଡ଼ା ଫାଣ୍ଡି ଅଞ୍ଚଳର ଜଣେ କଲେଜ ପଢୁଆ ଯୁବକ ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ପରେ ଏବେ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ…

କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା: ଭବିଷ୍ୟତରେ ନିଷ୍ଠାର ସହ ଆଗକୁ ବଢ଼ିବାକୁ ପରାମର୍ଶ

କୋରାପୁଟ,୩ା୬(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ପକ୍ଷରୁ ବୁଧବାର କୃତୀ ଛାତ୍ରୀଛାତ୍ରଙ୍କୁ ଉପଢୌକନ, ପ୍ରମାଣପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ନାରାୟଣପାଟଣା ବ୍ଲକ ପରିସରରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସମାରୋହରେ ବିଡିଓ ବିକ୍ରମ କୁମାର ଦୋରା ଅଧ୍ୟକ୍ଷତା…

IND vs AFG: ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଖେଳିବେନି ମହମ୍ମଦ ସିରାଜ! ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୩।୬: ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ଡାହାଣହାତୀ ଦ୍ରୁତ ବୋଲର ମହମ୍ମଦ ସିରାଜ ଖେଳିବା ସମ୍ଭାବନା ବହୁତ କମ୍ ରହିଛି । ଏହି ଟେଷ୍ଟ ମ୍ୟାଚ୍ ଜୁନ୍ ୬ ତାରିଖରେ ନ୍ୟୁ ଚଣ୍ଡିଗଡ଼ରେ ଆରମ୍ଭ ହେବାକୁ ଯାଉଛି, ଏବଂ ମହମ୍ମଦ ସିରାଜ…

ଚତୁର୍ଥୀ ରାତିରେ ଝୁଲିପଡ଼ିଲେ ସନ୍ତୋଷୀ: ଶାଶୁଘର ଲୋକେ…

କୁଜଙ୍ଗ,୩ା୬(ମନୋଜ ପ୍ରଧାନ):ବାହାଘରର ଚତୁର୍ଥୀ ରାତିରେ ଶୋଇବା ଘରୁ ନବବଧୂଙ୍କ ଝୁଲନ୍ତା ମୃତଦେହ ମିଳିଛି। ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ବଳେଇପୁର ଗ୍ରାମରେ ସୋମବାର ଏହି ଘଟଣା ଘଟିଛି। ମୃତା ହେଲେ କୁଜଙ୍ଗ ଥାନା ଅନ୍ତର୍ଗତ ଦୁଆଡିଆ ଗ୍ରାମର ପ୍ରଭାକର ସ୍ବାଇଁଙ୍କ…

ଏଲ୍‌ନିନୋକୁ ନେଇ IMD ଡିଜିଙ୍କ ବଡ଼ ସୂଚନା: ଚଳିତବର୍ଷ ମୌସୁମୀରେ ହେବ…

ଭୁବନେଶ୍ୱର,୩ା୬: ଚଳିତ ବର୍ଷ ମୌସୁମୀରେ ଏଲ୍‌ ନିନୋର ପ୍ରଭାବ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଭାରତରେ ମୌସୁମୀ ଜନିତ ବର୍ଷା କମ୍‌ ରହିବ ବୋଲି କହିଛନ୍ତି ଆଇଏମ୍‌ଡି ଡିଜି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସାଧାରଣ ଯେତିକି ବର୍ଷା ହୁଏ ତା’ଠାରୁ କମ୍‌…

ମୁଁ ଅସୁନ୍ଦରୀ…କାହିଁକି ଏମିତି କହିଲେ ଶାହରୁଖଙ୍କ ଝିଅ

ଅଭିନେତା ଶାହରୁଖ ଖାନଙ୍କ ଝିଅ ତଥା ଅଭିନେତ୍ରୀ ସୁହାନା ଖାନ ଏବେ ଚର୍ଚ୍ଚାରେ। ସେ ଖୁବ୍‌ଶୀଘ୍ର ବାପାଙ୍କ ସହ ପରଦାରେ ଧୂମ୍‌ ମଚାଇବାକୁ ଯାଉଛନ୍ତି। ଆଜିକାଲି ସୁହାନା ତାଙ୍କର ଷ୍ଟାଇଲିସ ଅବତାର ସହିତ ହୃଦୟ ଜିତୁଛନ୍ତି। କିନ୍ତୁ ପିଲାବେଳେ ସେ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?