Home

ଭୁବନେଶ୍ୱରରୁ କଳାହାଣ୍ଡିକୁ ଉଡ଼ିଲା ବିମାନ

ଭୁବନେଶ୍ୱର,୩୧ା୮(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କାଲାହାଣ୍ଡି ଜିଲାର ଉତ୍‌କେଲା ଅଭିମୁଖେ ପ୍ରଥମ ନିର୍ଦ୍ଧାରିତ ବିମାନ ସେବାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଗୁରୁବାର ଭୁବନେଶ୍ୱର-ଉତ୍‌କେଲା ଏମ୍‌/ଏସ୍‌ ଇଣ୍ଡିଆ ଓ୍ବାନ ଏୟାର ଦ୍ୱାରା ଏକ…

ସୋରଡ଼ା ଏନ୍‌ଏସିରେ ସ୍ବାୟତ୍ତ ଶାସନ ଦିବସ

ସୋରଡ଼ା,୩୧ା୮(ଲମ୍ବୋଦର ପାଣିଗ୍ରାହୀ): ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ ଏନ୍‌ଏସି ତରଫରୁ ପାଳିତ ହୋଇଯାଇଛି। ସକାଳୁ କାର୍ଯ୍ୟାଳୟ ପରିସରରେ ଜାତୀୟ ପତ୍ତାକା ଉତ୍ତୋଳନ ପରେ ଗଣିଛକଠାରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି, ଋଷିକୁଲ୍ୟା ସେତୁ ନିକଟ ଶଶିଭୂଷଣଙ୍କ ପ୍ରତିମୂର୍ତ୍ତି, ବ୍ଲକ ଲାଇନ୍‌ ଗାନ୍ଧୀ ମୂର୍ତ୍ତିରେ ପୁଷ୍ପମାଲ୍ୟ…

ମେଟାର ସମସ୍ତ ପ୍ଲାଟଫର୍ମକୁ ଟକ୍କର ଦେବ ଏକାକି ଏକ୍ସ! ମସ୍କଙ୍କ ଘୋଷଣା କରିପାରିବେ ଅଡିଓ ଭିଡିଓ କଲ

ଓ୍ବାଶିଂଟନ,୩୧।୮: ବିଲିୟନେୟାର ବ୍ୟବସାୟୀ ଏଲୋନ ମସ୍କ ଗତ ବର୍ଷ ଟୁଇଟର ଗ୍ରହଣ କରିବା ଦିନଠାରୁ ସେ ଅନେକ ପରିବର୍ତ୍ତନ କରିଛନ୍ତି। ପ୍ରଥମେ ସୋସିଆଲ ମିଡିଆ ପ୍ଲାଟଫର୍ମର ନାମ ପରିବର୍ତ୍ତନ କରାଯାଇଥିଲା। ସେମାନେ ଏହାର ନାମ ଟୁଇଟରରୁ ଏକ୍ସକୁ ପରିବର୍ତ୍ତନ କରିଛନ୍ତି। ବର୍ତ୍ତମାନ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ମା’ ମୃତ, ୪ ମାସର ଶିଶୁପୁତ୍ର ସହ ବାପା ଗୁରୁତର

ପାଟଣା,୩୧ା୮(ବୀରକିଶୋର ଦାଶ): କେନ୍ଦୁଝର-ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନମ୍ବର ଜାତୀୟ ରାଜପଥ ନିକଟ ଚଢେଇଭୋଳଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ମା’ଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ମାସର ଶିଶୁପୁତ୍ର ଓ…

ଖଣି କର୍ମଚାରୀଙ୍କ ଘରେ ପଶି ଦୁର୍ବୃତ୍ତ ଲୁଟିନେଲେ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା

ତାଳଚେର,୩୧ା୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଲିୟାରୀ ଥାନା ବଲଣ୍ଡା ଫାଣ୍ଡି ଅଞ୍ଚଳରେ ଦୁର୍ବୃତ୍ତମାନେ ବୁଧବାର ରାତିରେ ଜଣେ ଖଣି କର୍ମଚାରୀଙ୍କ ଘରେ ପଶି ୩୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାର ସୁନା ଓ ରୁପା ଗହଣା ନଗଦ ୪ଲକ୍ଷ ୧୦ ହଜାର ଟଙ୍କା…

ଇସ୍ରୋର ସୌର ମିଶନ: ୪ମାସ ପର୍ଯ୍ୟନ୍ତ ଯାତ୍ରା କରିବ ‘ଆଦିତ୍ୟ ଏଲ୍‌-୧’

ବେଙ୍ଗାଲୁରୁ,୩୧ା୮: ଇସ୍ରୋର ପ୍ରଥମ ସୌର ମିଶନ ଆଦିତ୍ୟ ଏଲ୍‌-୧ ସେପ୍ଟେମ୍ବର ୨ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରୁ ଲଞ୍ଚ ହେବାର କାର୍ଯ୍ୟକ୍ରମ ରହିଛି। ଗତ ସପ୍ତାହରେ ଚନ୍ଦ୍ରପୃଷ୍ଠର ସାଉଥ୍‌ ପୋଲ୍‌ରେ ଚନ୍ଦ୍ରୟାନ-୩ର ସଫ୍ଟ ଲ୍ୟାଣ୍ଡିଂର ଉଲ୍ଲେଖନୀୟ ସଫଳତା ପରେ ମହାକାଶଯାନ ‘ଆଦିତ୍ୟ’ ୨ ତାରିଖ…

ଭୟଙ୍କର ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ୫୨ ଜଣ

ଜୋହାନ୍ସବର୍ଗ,୩୧ା୮: ଗୁରୁବାର ଦକ୍ଷିଣ ଆଫ୍ରିକାର କେନ୍ଦ୍ରୀୟ ଜୋହାନ୍ସବର୍ଗର ଏକ ୫ ମହଲା କୋଠାରେ ଅଗ୍ନିକାଣ୍ଡ ଘଟି ୫୨ ଜଣଙ୍କର ମୃତ୍ୟୁ ହୋଇଛି। ନିଆଁ ଲିଭାଇବା ପାଇଁ ତୁରନ୍ତ ଜରୁରୀକାଳିନ ସେବା ପଠାଯାଇଥିଲା। ଜରୁରୀକାଳିନ ପରିଚାଳନା ସେବା ମୁଖପାତ୍ର ରବର୍ଟ ମୁଲାଉଡି ଜଣେ…

ଗୁରୁତର ଅବସ୍ଥାରେ ବ୍ୟବସାୟୀ ଉଦ୍ଧାର, ଦୁର୍ଘଟଣା ନା ହତ୍ୟା ଉଦ୍ୟମ ସେନେଇ ଚର୍ଚ୍ଚା

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବ୍ରାହ୍ମଣୀଗାଁ-ଦାରିଙ୍ଗବାଡ଼ି ରାସ୍ତାର ଏକ ଘାଟିରେ ଜଣେ ବ୍ୟବସାୟୀଙ୍କୁ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରିଛି। ସେ ହେଲେ ଦାରିଙ୍ଗବାଡ଼ିର କାଳୁ ପ୍ରଧାନ। କାଳୁଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଥିବାରୁ ସେ ଅଚେତ ହୋଇପଡ଼ିଛନ୍ତି।…

‘ଜମ୍ମୁ କଶ୍ମୀରରେ ଖୁବଶୀଘ୍ର ହୋଇପାରେ ନିର୍ବାଚନ’

ନୂଆଦିଲ୍ଲୀ,୩୧।୧: ସୁପ୍ରିମକୋର୍ଟରେ ଧାରା ୩୭୦ ଉପରେ ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କ ତରଫରୁ ନିଜ ପକ୍ଷ ରଖାଯାଇଛି। ଖୁବ ଶୀଘ୍ର ଜମ୍ମୁ କଶ୍ମୀରରେ ନିର୍ବାଚନ ଘୋଷଣା ହୋଇପାରିବ ବୋଲି କେନ୍ଦ୍ର କହିଛି। କେନ୍ଦ୍ର କହିଛି ଯେ, ଜମ୍ମୁ କଶ୍ମୀରରେ ତିନୋଟି ନିର୍ବାଚନ…

ସ୍ବାୟତ୍ତ ଶାସନ ଦିବସକୁ ବର୍ଜନ କଲେ କାଉନସିଲର

କେନ୍ଦୁଝର,୩୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌରପାଳିକାର ମନମୁଖୀ କାର୍ଯ୍ୟ ପ୍ରତିବାଦରେ ସ୍ବାୟତ୍ତ ଶାସନ ଦିବସକୁ ବର୍ଜନ କଲେ ୧୬ ନମ୍ବର ଓ୍ବାର୍ଡର କାଉନସିଲର ସବିତା ପଟ୍ଟନାୟକ। ଜୁଲାଇରୁ ଅବଧି ସରିଥିଲେ ହେଁ ବିନା ଆଲୋଚନାରେ ପୂର୍ବ ଠିକାସଂସ୍ଥାଙ୍କୁ ସଫେଇ କାମ ଦିଆଯାଇଥିବା…

ବହୁ ପ୍ରତୀକ୍ଷିତ ଫିଲ୍ମ ‘ଯବାନ’ର ଟ୍ରେଲର ରିଲିଜ୍‌

ଶାହରୁଖ ଖାନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଯବାନ’ ଖୁବ ଶୀଘ୍ର ରିଲିଜ ହେବାକୁ ଯାଉଛି। ଏହି ଫିଲ୍ମକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଫିଲ୍ମ ରିଲିଜ୍‌ର ଗୋଟିଏ ସପ୍ତାହ ପୂର୍ବରୁ ‘ଯବାନ’ର ଟ୍ରେଲର ରିଲିଜ ହୋଇଛି। ଶାହାରୁଖ ଦୁବାଇରୁ ଯବାନଙ୍କ…

ଭାଇଙ୍କୁ ରାଖୀ ବାନ୍ଧିବା ଅଧା ରହିଲା: ଦୁର୍ଘଟଣାରେ ଚାଲିଗଲା ଭଉଣୀଙ୍କ ଜୀବନ

ଗଞ୍ଜାମ,୩୧ା୮(ବିଦ୍ୟାଧର ସାହୁ): ରକ୍ଷାବନ୍ଧନରେ ଭଉଣୀ ଭାଇ ହାତରେ ରାଖୀ ବାନ୍ଧି ଭାଇଙ୍କର ଶୁଭ ମନାସିବା ସହ ନିଜକୁ ସୁରକ୍ଷା ଦେବା ପାଇଁ ଭାଇଙ୍କଠାରୁ ପ୍ରତିଜ୍ଞା ଗ୍ରହଣ କରନ୍ତି। କିନ୍ତୁ ଜଣେ ଭଉଣୀ ଭାଇ ହାତରେ ରାଖୀ ବାନ୍ଧିବାକୁ ଯିବା ବାଟରେ ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?