Home

ଆଖିଧରା କମାଉଛି ଉପସ୍ଥାନ

ଭୁବନ,୭।୭(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳରେ ଆଖିଧରା ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ସାମୂହିକ ଶିକ୍ଷାଦାନ ବେଳେ ଜାଣତ ଅଜାଣତରେ ବହୁସଂଖ୍ୟକ ଛାତ୍ରୀଛାତ୍ର ଏହାର ଶିକାର ହୋଇଛନ୍ତି। ସଂକ୍ରମଣ ଆଶଙ୍କାରେ ସୁସ୍ଥ ପିଲାମାନେ ବିଦ୍ୟାଳୟକୁ ଆସିବାକୁ ଭୟ କରୁଛନ୍ତି।…

ସଂଖ୍ୟା କମିଲେ ସମସ୍ୟା

ଢେଙ୍କାନାଳ,୭।୭(ରତନ ନାୟାର): ଶିମିଳିପାଳ ପରେ ହାତୀସଂଖ୍ୟାରେ ଦ୍ୱିତୀୟ ସ୍ଥାନ ହାସଲ କରିଛି ଢେଙ୍କାନାଳ। ଥଣ୍ଡା ଜଳବାୟୁ, ସଂରକ୍ଷିତ ଜଙ୍ଗଲରେ ଅବାଧ ବିଚରଣ ଏହି ଐତିହ୍ୟପ୍ରାଣୀଙ୍କ ପାଇଁ ଉପଯୋଗୀ ସାବ୍ୟସ୍ତ ହୋଇଛି। ହେଲେ ସମାନ୍ତରାଳ ଭାବେ ହାତୀ-ମଣିଷ ସଂଘର୍ଷକୁ ନେଇ କିଛି କମ୍‌…

ସ୍ଥାନାନ୍ତର ପାଇଁ ମାସେ ସମୟ

ବଇଣ୍ଡା,୭ା୭(ପରିକ୍ଷିତ ସାହୁ): ଦେଶୀ ମଦ ଭାଟି ନିକଟରେ ଜମି ରହୁଛି ଆବର୍ଜନା ପାଣି। ଅନ୍ୟତ୍ର ଫିଙ୍ଗାଯାଉ ନାହିଁ ନିଷ୍କାସିତ ହେଉଥିବା ପୋଚ। ବର୍ଷ ବର୍ଷ ଧରି ଏହା ଗଚ୍ଛିତ ହୋଇ ରହୁଥିବାରୁ ଦୁର୍ଗନ୍ଧରେ ଫାଟି ଯାଉଛି ନାକ। ପ୍ରଦୂଷିତ ହେଉଛି ଭାଟି…

ଯାଞ୍ଚ ହେବ ମାଷ୍ଟରମାଇଣ୍ଡ ଶିକ୍ଷକଙ୍କ ଶିକ୍ଷା ପ୍ରମାଣପତ୍ର

ବ୍ରହ୍ମପୁର,୭ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି କରିଥିବା ବହୁ ଶିକ୍ଷୟିତ୍ରୀ, ଶିକ୍ଷକ ପୂର୍ବରୁ ଧରାପଡ଼ିଛନ୍ତି। ଗତ ପ୍ରାୟ ଦେଢ଼ ମାସ ତଳେ ବ୍ରହ୍ମପୁର ପୋଲିସ ଗଞ୍ଜାମ ଜିଲାରେ ଅପରେଟ୍‌ କରୁଥିବା ଏକ ନକଲି ଜାଲ୍‌ ସାର୍ଟିଫିକେଟ୍‌…

ଲୋକ ଗାୟିକା ନେହା ସିଂ ରାଠୋରଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୭।୭: ମଧ୍ୟ ପ୍ରଦେଶର ସିଧି ଜିଲାରେ ହୋଇଥିବା ପରିସ୍ରା ମାମଲାର ବିବାଦ ଥମିବାର ନାଁ ନେଉନାହିଁ। ଭୋପାଳ ଏବଂ ଇନ୍ଦୋର ପୋଲିସ ଷ୍ଟେଶନରେ ଲୋକ ଗାୟିକ ନେହା ସିଂ ରାଠୋରଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ପରିସ୍ରା ଘଟଣା ସମ୍ପର୍କରେ ନେହା…

ନିଜକୁ ଗୁଳି ମାରିଲେ ଡିଆଇଜି

କୋଏମ୍ବାଟୁର,୭।୭: ତାମିଲନାଡୁର କୋଏମ୍ବାଟୁରର ଡିଜି ନିଜ କାର୍ଯ୍ୟାଳୟରେ ନିଜକୁ ଗୁଳି କରିଛନ୍ତି। ଗୁଳି ଚଳାଇବାର କିଛି ସମୟ ପରେ ଡିଜିଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଆଲୋଡନ ସୃଷ୍ଟି ହୋଇଛି। ରେସ କୋର୍ସରେ ଥିବା କ୍ୟାମ୍ପ ଅଫିସରେ…

ମୋହନାରେ ଆବାସ ଯୋଜନା କେଳେଙ୍କାରୀ

ମୋହନା,୭ା୭(ମନ୍ମଥ ମିଶ୍ର)ସରକାର ଆବାସ ଯୋଜନାରେ ଅସହାୟ ଗରିବ ପରିବାରଙ୍କୁ ପକ୍କା ଘର ଯୋଗାଉଛନ୍ତି। ହେଲେ କିଛି ଅସାଧୁ ନେତା ଓ କର୍ମଚାରୀଙ୍କ ପାଇଁ ଯୋଜନା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚତ୍ ପାରୁନଥିବା ଅଭିଯୋଗ ହେଉଛି। ଆବାସ ନିର୍ମାଣ ନାମରେ ହିତାଧିକାରୀଙ୍କ ଅର୍ଥକୁ…

ଅଧରାତିରେ ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କୁ ଭେଟିଲେ ଫଡନଭିସ

ମୁମ୍ବାଇ,୭।୭: ମହାରାଷ୍ଟ୍ରରେ କ୍ୟାବିନେଟ ବିସ୍ତାରକୁ ନେଇ ଚର୍ଚ୍ଚା ମଧ୍ୟରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଗୁରୁବାର ବିଳମ୍ବିତ ରାତିରେ ତାଙ୍କ ସରକାରୀ ବାସଭବନରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଭେଟିଛନ୍ତି। ଶିନ୍ଦେଙ୍କ ଅସନ୍ତୋଷ ଖବର ମଧ୍ୟରେ ଏହି ବୈଠକ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଉଭୟ…

ନିଆରା ଅନ୍ଦାଜ୍‌ରେ ଧୋନୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଜାଡେଜା

ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଜି ୪୨ତମ ଜନ୍ମଦିନ ପାଳନ କରୁଛନ୍ତି। ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ମଧ୍ୟ ତାଙ୍କ ଅଧିନାୟକଙ୍କୁ ଏହି ବିଶେଷ ଦିନରେ ଅଭିନନ୍ଦନ ଜଣାଇଛନ୍ତି। ୱେଷ୍ଟଇଣ୍ଡିଜ ଗସ୍ତରେ ଖେଳାଯାଇଥିବା ଟେଷ୍ଟ ସିରିଜ ପାଇଁ ଟିମ…

ଆବାସ କାର୍ଯ୍ୟାଦେଶ ମିଳିଛି, ପ୍ରଥମ କିସ୍ତି ଆସୁନି

ଆନନ୍ଦପୁର,୭।୭(ସନ୍ତୋଷ ରାଉତ): ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ସହିତ ପ୍ରଥମ କିସ୍ତି ମିଳିବାର ବ୍ୟବସ୍ଥା ରହିଛି। ଗୃହି ନିର୍ମାଣ ନିମନ୍ତେ ଆର୍ଥିକ ସହାୟତା ରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଜମାଖାତାରେ ଦାଖଲ ହେବା କଥା। ମାତ୍ର ଆନନ୍ଦପୁର ବ୍ଲକ୍‌ରେ ଏହାର ବ୍ୟତିକ୍ରମ ପରିଲକ୍ଷିତ…

ଅମରନାଥ ଯାତ୍ରା ସ୍ଥଗିତ

ନୂଆଦିଲ୍ଲୀ,୭।୭:ଜମ୍ମୁ କଶ୍ମୀରରେ ଖରାପ ପାଗ ହେତୁ ଶୁକ୍ରବାର ଅମରନାଥ ଯାତ୍ରା ସ୍ଥଗିତ ରଖାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହାକୁ ସ୍ଥଗିତ ରଖାଯାଇଥିବା ଜଣାପଡିଛି। ଯାତ୍ରୀମାନଙ୍କୁ ଉଭୟ ବେସ କ୍ୟାମ୍ପ ବାଲଟାଲ ଏବଂ ପହଲଗାମ ରୁଟରେ ରୋକାଯାଇଛି। ଦେଶ ତଥା ବିଶ୍ୱରୁ ହଜାର…

ୟୁପି-ଛତିଶଗଡକୁ ଆଜି ଉପହାର ଦେବେ ମୋଦି, ଦେଶକୁ ମିଳିବ ନୂଆ ବନ୍ଦେ ଭାରତ

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛତିଶଗଡର ରାଜଧାନୀ ରାୟପୁରରୁ ଚାରିଟି ରାଜ୍ୟ ଗସ୍ତ ଆରମ୍ଭ କରିବେ। ପୂର୍ବାହ୍ନ ୧୦.୪୫ରେ ରାୟପୁରରେ ପହଞ୍ଚିବେ। ଯେଉଁଠାରେ ସେ ସାଇନ୍ସ କଲେଜରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବୈଠକକୁ ବିଜୟ ସଂକଳ୍ପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri