Home

ଦିଲ୍ଲୀ ଅଗ୍ନିକାଣ୍ଡ: ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ, ପ୍ରତ୍ୟେକ ପରିବାରକୁ ମିଳିବ…

ନୂଆଦିଲ୍ଲୀ,୩ା୬: ଦିଲ୍ଲୀ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏଥିରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ପ୍ରଧାନମନ୍ତ୍ରୀ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ୍‌ ଫଣ୍ଡରୁ ପ୍ରତ୍ୟେକ ପରିବାରକୁ…

ଯଦି ମୁଁ ବିବାହ କରିବି ମୋ’ ବାନ୍ଧବୀଙ୍କୁ, ୨ ଯୁବତୀ ଏମିତି ଜିଦ୍‌ ଧରିବାରୁ ପରିବାର ଲୋକେ…

ଲକ୍ଷ୍ନୌ,୩ା୬: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରୁ ପୁଣି ଥରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇଦିନ ହେବ ଖତୌଲି ପୋଲିସ ଷ୍ଟେଶନରେ ଦୁଇ ଯୁବତୀଙ୍କ ସହିତ ଜଡ଼ିତ ହାଇ-ଭୋଲଟେଜ ଡ୍ରାମା ଦେଖିବାକୁ ମିଳିଛି। ସାମାଜିକ ଏବଂ ପାରିବାରିକ ପ୍ରତିବନ୍ଧକକୁ ବେଖାତିର କରି…

ଟାର୍ଗେଟ୍‌ରେ ଖାନ ସାର୍‌: କୋଚିଂ ସେଣ୍ଟର ଉଡ଼ାଇ ଦେବାକୁ ଧମକ

ପାଟନା,୩।୬: ବିହାରର ପାଟନାରେ ଖାନ ସାରଙ୍କ କୋଚିଂ ସେଣ୍ଟର ଉପରେ ଆକ୍ରମଣ ହୋଇଛି। ଏହି ଆକ୍ରମଣ ସାରା ବିହାରରେ ଆତଙ୍କ ସୃଷ୍ଟି କରିଛି। ମଙ୍ଗଳବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟର ବାହାରେ ଗୁଳି ଚାଳନା କରାଯାଇଥିଲା ଏବଂ ସୁରକ୍ଷା ଗାର୍ଡଙ୍କ ମାଡ଼…

ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ…

କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ରଞ୍ଜନ ଜୀବନ ବିନ୍ଦୁ କଟକ…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ଜଣ ଜିଅନ୍ତା ଜଳିଗଲେ,ବଢ଼ିପାରେ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩।୬: ଦିଲ୍ଲୀର ମାଲବ୍ୟ ନଗରରେ ଏକ ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସୂଚନା ମିଳୁଛି। ଅଗ୍ନିକାଣ୍ଡ ଘଟିଥିବା ରେଷ୍ଟୁରାଣ୍ଟର ନାମ ଲେମନ ଗ୍ରୀନ। ବୁଧବାର ସକାଳ ୯.୪୫ରେ…

ଦିଅର ମାଡ଼ରେ ଚାଲିଗଲା ଭାଉଜଙ୍କ ଜୀବନ: ପାରିବାରିକ କଳହ ସାଜିଲା କାଳ

ଧର୍ମଶାଳା, ୩।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ସାରୋଇ ଗ୍ରାମରେ ଦିଅର ମାଡ଼ରେ ତାଙ୍କ ଭାଉଜଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ କଳହ କାରଣରୁ ଦିଅର ହରି ଦେଉରୀ ତାଙ୍କ ଭାଉଜଙ୍କୁ ଏକ ମାରଣାସ୍ତ୍ରରେ ଆକ୍ରମଣ…

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ସାଂଘାତିକ ତଥ୍ୟ: କଲ୍‌ କରି ଆମ୍ବୁଲାନ୍ସ ଫେରାଇ ଦେଇଥିଲେ ଜଣେ ବ୍ୟକ୍ତି

ଭୁବନେଶ୍ୱର,୩ା୬: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଏକ ସାଂଘାତିକ ତଥ୍ୟ। ମେ’ ୭ରେ ଅଡ଼ଶପୁର ମେଡିକାଲର ଆମ୍ବୁଲାନ୍ସକୁ ଜଣେ ବ୍ୟକ୍ତି କଲ୍‌ କିରଥିଲେ। ପୂର୍ବାହ୍ନ ୧୧.୦୬ରେ କଲ୍‌ କରିଥିବାବେଳେ ୧୧.୩୬ରେ ଦୁର୍ଘଟଣାସ୍ଥଳରେ ୧୦୮ ଆମ୍ବୁଲାନ୍ସ ପହଞ୍ଚିଥିଲା।…

ସାଙ୍ଗକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ସାଙ୍ଗ: ଆଉ ତା’ପରେ…

ରାଜନଗର,୩।୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ରାଜନଗର-ଭିତରକନିକା ମୁଖ୍ୟ ରାସ୍ତାର ଜରିମୂଳ ଛକରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଜ ଗାଁର ସାଙ୍ଗକୁ ସାଙ୍ଗ ପଛପଟୁ ଖଣ୍ଡାରେ ହାଣିବା ଦ୍ୱାରା ସାଙ୍ଗର ମୁଣ୍ଡ ଏବଂ ହାତରେ ଗୁରୁତର ଆଘାତ ଲାଗିଛି।…

ଓସିଏସ୍‌ ପରୀକ୍ଷାରେ ୬୬ତମ ସ୍ଥାନରେ ରଶ୍ମିରଞ୍ଜନ, ତାଙ୍କ ସଫଳତା ପଛରେ…

ମହାକାଳପଡ଼ା, ୩ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ମଳାଢ଼ି ଗ୍ରାମର ତପନ ସ୍ବାଇଁ ଓ ନିର୍ମଳା ସ୍ବାଇଁଙ୍କ ବଡ଼ ପୁଅ ରଶ୍ମିରଞ୍ଜନ ସ୍ବାଇଁ ଚଳିତବର୍ଷ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ୬୬ତମ ସ୍ଥାନ ଅଧିକାର କରିଛନ୍ତି।…

୨ ସପ୍ତାହ ପରେ ଆରମ୍ଭ ହେବ ଅଣ୍ଡାଦାନ ପ୍ରକ୍ରିୟା: ବସା ପାଇଁ ସୁରକ୍ଷିତ ସ୍ଥାନ ଖୋଜୁଛି ବଉଳା କୁମ୍ଭୀର

ମହାକାଳପଡ଼ା,୩ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀ, ପାଇକା, ଲୁଣା ଓ ଗୋବରୀ ସଂଲଗ୍ନ ନଦୀନାଳରେ ବହୁସଂଖ୍ୟାରେ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ବତୀଘର ଖରିନାସି , ଜମ୍ବୁ ଗୋବରୀ ନଦୀ ଓ ନାଳକୂଳରେ ସେମାନେ ବସା ବାନ୍ଧିଥାନ୍ତି। ଜୁନ୍‌-ଜୁଲାଇ…

ନିଜ ବୟଫ୍ରେଣ୍ଡଙ୍କୁ ଜ୍ୱାଇଁ କରିଦେଲେ ମା’: ବିବାହ ପରେ ସ୍ବାମୀଙ୍କୁ ମା’ ସହ ଆପତ୍ତିଜନକ ଅବସ୍ଥାରେ ଦେଖିବାପରେ, ଝିଅ ନେଲେ…

ପାଟନା,୩।୬: ବିହାରର ଆରାରିଆରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଶାଶୁ ଏବଂ ଜ୍ୱାଇଁଙ୍କ ମଧ୍ୟରେ ଅବୈଧ ସମ୍ପର୍କରେ ବାଧା ସୃଷ୍ଟି କରୁଥିବା ଅଭିଯୋଗରେ ୧୬ ବର୍ଷୀୟା ନବବିବାହିତାଙ୍କୁ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ମୃତକଙ୍କ ମା’ଏବଂ ତାଙ୍କ ସ୍ବାମୀଙ୍କୁ…

ଶୌଚ ହେବାକୁ ଯାଇଥିଲେ ଲବ, ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…

ସମ୍ବଲପୁର,୩।୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ବ୍ଲକ ବୀରସିଂଗଡ ପଞ୍ଚାୟତ ଅନ୍ତର୍ଗତ କୁମେର ଗାଁରେ ବୁଧବାର ସକାଳୁ ଏକ ବାଣୁଆ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ଶୋଚନୀୟ ମୁତ୍ୟୁ ଘଟିଛି। ସେ ହେଉଛନ୍ତି କୁମେର ଗ୍ରାମର ଲବ ଭୋଇ(୨୪)। ସୂଚନା ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?