ସକ୍ରିୟ ହେଉଛି ମାଓବାଦୀ ସଙ୍ଗଠନ, ସୀମାନ୍ତରେ ଲାଲ ବାହିନୀ ମେଳି
ମାଲକାନଗିରି, ୬ା୮(ଦୁର୍ଯ୍ୟୋଧନ ପାତ୍ର)କିଛିଦିନ ଧରି ଦୁର୍ବଳ ହୋଇଥିବା ମାଓବାଦୀ ସଙ୍ଗଠନ ପୁଣି ସକ୍ରିୟ ହେବାରେ ଲାଗିଛି। ହଜାର ହଜାର ଆଦିବାସୀଙ୍କୁ ଏକତ୍ରିତକରି ନିଜର ଅସ୍ତିତ୍ୱ ଜାହିର କରିଛି ଲାଲବାହିନୀା ମାଓବାଦୀ ଆଦର୍ଶ ଓ ଆଭିମୁଖ୍ୟ ସମ୍ପର୍କରେ ଲୋକଙ୍କୁ ସଚେତନକରି ସଙ୍ଗଠନ ପ୍ରତି…
ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ଗୁୟାନା,୬।୮: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ। ଏହି ମ୍ୟାଚ ଗୁୟାନାର ପ୍ରୋଭିଡେନ୍ସ ଷ୍ଟାଡିୟମରେ ଖେଳାଯିବ। ୱେଷ୍ଟଇଣ୍ଡିଜ ପ୍ରଥମ ଟି -୨୦ରେ ଟିମ ଇଣ୍ଡିଆକୁ ପରାସ୍ତ କରିଛି। ଏଭଳି ପରିସ୍ଥିତିରେ…
ଜଣେ ଲେଖାଏ ଶିକ୍ଷକରେ ଚାଲିଛି ଜିଲାର ୭୨ ସ୍କୁଲ
ନବରଙ୍ଗପୁର,୬।୮(ସଦାଶିବ ପ୍ରହରାଜ)ପ୍ରତ୍ୟେକ କ୍ଷେତ୍ରରେ ମୂଳଦୁଆ ହେଉଛି ମୁଖ୍ୟ। ଶିକ୍ଷା କ୍ଷେତ୍ରରେ ପ୍ରାଥମିକ ଶିକ୍ଷାକୁ ଜ୍ଞାନ ଅର୍ଜନର ମୂଳଦୁଆ କୁହାଯାଏ। ତେବେ ଜିଲାରେ ୭୨ ବିଦ୍ୟାଳୟ ଜଣେ ଲେଖାଏ ଶିକ୍ଷକରେ ଚାଲିଛି। ଉପାନ୍ତ ହେଉ ବା ସହରାଞ୍ଚଳ, ସବୁଠି ଭୁଶୁଡ଼ି ପଡିଛି ଜିଲାର…
ଆମେରିକା ମୁହାଁ ଚାଇନା: ଆଉ ୨୦ ମିଟର ଦୂରରେ…
ଓ୍ବାଶିଂଟନ/ବେଜିଂ,୬।୮ : ଆମେରିକାର ସାଉଥ କମାଣ୍ଡ ଜେନେରାଲ ଲୌରା ରିଚାର୍ଡସନ ଅଗଷ୍ଟ ୬ରେ ୱାଶିଂଟନରେ କହିଛନ୍ତି ଚାଇନା ନିଜର ବେଲ୍ଟ ଆଣ୍ଡ ରୋଡ ଇନିସିଏଟିଭ ମାଧ୍ୟମରେ ଲାଟିନ ଆମେରିକୀୟ ଦେଶଗୁଡିକରେ ପୁଞ୍ଜି ବିନିଯୋଗ ଏବଂ ଭିତ୍ତିଭୂମି ବିସ୍ତାର କରି ଆମେରିକା ଆଡକୁ…
୫୦୮ ରେଳ ଷ୍ଟେଶନର ପୁନର୍ନିର୍ମାଣ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୬।୮ : ଭାରତରେ ୫୦୮ ରେଳ ଷ୍ଟେଶନର ପୁନର୍ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅମୃତ ଭାରତ ଷ୍ଟେଶନ…
ରୁଷିଆ-ୟୁକ୍ରେନ ବିବାଦର ସମାଧାନ ପାଇଁ ଭାରତ ସକ୍ରିୟ: ଡୋଭାଲ…
ଜେଦା,୬।୮ : ୟୁକ୍ରେନ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ସାଉଦି ଆରବ ସହର ଜେଦାରେ ଆୟୋଜିତ ଦୁଇ ଦିନିଆ ସମ୍ମିଳନୀରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଯୋଗ ଦେଇଛନ୍ତି। ତାଙ୍କ ସହ ଅନ୍ୟାନ୍ୟ ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା…
ଲୁଣାନଦୀର ବନ୍ୟାସ୍ରୋତରେ ଚାଲିଛି ଯାତ୍ରୀବାହୀ ଡଙ୍ଗା
ମହାକାଳପଡ଼ା,୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ମହାନଦୀ, ଲୁଣା ଓ ପାଇକା ନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ହେଲେ କେତେକ ଫେରି ଘାଟର ଘାଟିଆମାନେ ଲୋକମାନଙ୍କୁ ବନ୍ୟା ସ୍ରୋତରେ ଡଙ୍ଗା ଚଳାଇ ନଦୀ ପାର କରୁଛନ୍ତି ା ହେଲେ…
ଗଁା ମୁହଁା ସାପ,କୁମ୍ଭୀର
କେନ୍ଦ୍ରାପଡ଼ା, ୬ା୮(ଜଗନ୍ନାଥ ଧଳ)ଲଗାଣ ବର୍ଷା ପରେ କେନ୍ଦ୍ରାପଡ଼ା ଜିଲାର ୭ ନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ବ୍ରାହ୍ମଣୀ, ବୈତରଣୀ ଓ ମହାନଦୀ ସିଷ୍ଟମରେ ବନ୍ୟା ଆସିଥିବା ବେଳେ ଏବେ ଜଳସ୍ତର କମିଛି ା ଏହାସତ୍ତ୍ୱେ ଜିଲାର ୫୬ ଗ୍ରାମ ପାଣି…
ବଢୁଛି କୋଚିଂ, ଟ୍ୟୁଶନର ଚାହିଦା
ନୟାଗଡ଼,୬।୮(ଲୋକନାଥ ମିଶ୍ର)ସରକାରୀ ଅଧ୍ୟାପକମାନେ କୋଚିଂ ସେଣ୍ଟର, ଟିଉଶନ, ବ୍ୟକ୍ତିଗତ ଟିଉଶନ, ଆବାସିକ କଲେଜରେ ସମୟ ଦେଇ ଘଣ୍ଟାକୁ ୫ରୁ ୧୦ ହଜାର ଟଙ୍କା ରୋଜଗାର କରିବାରେ ଲାଗି ପଡିଛନ୍ତି । ସେପଟେ ମୋଟା ଅଙ୍କର ଦରମା ପାଉଥିଲେ ହେଁ କଲେରେ ପାଠ…
ବନ୍ଧୁତ୍ୱର ଅଭୁଲା ସ୍ମୃତି
ଭୁବନେଶ୍ୱର, ୬।୮ (ବନ୍ଦନା ସେଠୀ) – ବନ୍ଧୁତା ସବୁ ସମ୍ପର୍କଠାରୁ ଊର୍ଦ୍ଧ୍ୱରେ। ତେବେ ଏହି ସମ୍ପର୍କକୁ ଅଧିକ ଦୃଢ଼ କରିବା ପାଇଁ ପ୍ରତିବର୍ଷ ଅଗଷ୍ଟର ପ୍ରଥମ ରବିବାରକୁ ଭାରତରେ ବନ୍ଧୁତ୍ୱ ଦିବସ ଭାବେ ପାଳନ କରାଯାଉଛି। ଏହି ଦିବସକୁ ସ୍ମରଣୀୟ କରିବା…
ପାଣି ଘେରରେ ୫୦ ଗ୍ରାମ
ନିମାପଡ଼ା,୬।୮(ବିଚିତ୍ରାନନ୍ଦ ସାହୁ)କୁଶଭଦ୍ରାନଦୀରେ ବନ୍ୟାଜଳ କ୍ରମଶଃ ହ୍ରାସ ପାଇଥିବାବେଳେ ଧନୁଅଁା ନଦୀରେ ବନ୍ୟା ତାଣ୍ଡବ ରଚିଛି। ଧନୁଅଁାନଦୀରେ ନିମାପଡ଼ା ବ୍ଲକର ଧନୁଅଁା, ଅଲଣ୍ଡା, ଶଗଡ଼ା, ବଡ଼ମାଛପୁର, ଶାଇଁସଶାସନ, ବଡ଼ଶିରୁଳା, ବାମନାଳ, କାଟକୋସାଙ୍ଗ ଆଦି ୮ ପଞ୍ଚାୟତର ୫୦ ଗ୍ରାମ ପାଣିଘେରରେ ରହିଛି। ବନ୍ୟାଜଳ…
ଜଳବନ୍ଦୀରେ ୩୨ ପରିବାର
ପିପିଲି,୬।୮(ଦୁର୍ଗାମାଧବ ମିଶ୍ର)ବନ୍ୟାଜଳ ଆସିବା ପରେ ପିପିଲି ବ୍ଲକ ପୋପରଙ୍ଗା ପଞ୍ଚାୟତର ପାଚଲପୁର ଗାଁର ୩୦ ପରିବାର ଜଳବନ୍ଦୀରେ ଅଛନ୍ତି। ଗଙ୍ଗୁଆ ନାଳପାଣି ଗାଁରେ ଜଳବନ୍ଦୀ ଅବସ୍ଥା ସୃଷ୍ଟି କରିଥିବା ବେଳେ ଏକର ଏକର ଚାଷ ଜମି ସମ୍ପୂର୍ଣ୍ଣ ଜଳମଗ୍ନ କରିଛି। ଗତବର୍ଷ…
Archives


