ସହର ହେବ ୫ ଜୋନ୍, ଜଗିବେ ୭୦ ପ୍ଲାଟୁନ ଫୋର୍ସ
ପୁରୀ ଅଫିସ,୨୭ା୫: ଆସନ୍ତା ଜୁନ ୪ରେ ପବିତ୍ର ସ୍ନାନଯାତ୍ରା ଅନୁଷ୍ଠିତ ହେବା ସହ ଦୁର୍ଲ୍ଲଭ ହାତୀବେଶରେ ଦର୍ଶନ ଦେବେ ମହାପ୍ରଭୁ। ସ୍ନାନଯାତ୍ରା ସହ ହାତୀବେଶ ଦର୍ଶନ ନିମନ୍ତେ ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ସୁଅ ଛୁଟିବ। ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ସ୍ନାନଯାତ୍ରାକୁ…
ଜୁନ୍ରେ ମେଟ୍ରୋ ଟ୍ରେନ୍ ଶୁଭ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭ା୫(ବ୍ୟୁରୋ): ୨୦୨୩ ଶେଷ ପୂର୍ବରୁ ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ୍ କାମ ଆରମ୍ଭ ହେବ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଉଷା ଦେବୀ ଶୁକ୍ରବାର ବିଭାଗର ସମୀକ୍ଷା ପରେ ଗୀତଗୋବିନ୍ଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ଖବରଦାତା…
ରହସ୍ୟ ଖୋଲିଲେନି
ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ କ୍ରାଇମ୍ବ୍ରାଞ୍ଚ ଶୁକ୍ରବାର ଝାରସୁଗୁଡ଼ା ଜେଏମ୍ଏଫ୍ସି କୋର୍ଟରେ ଚାର୍ଜଶିଟ୍ ଦାଖଲ କରିଛି। ହତ୍ୟାର ୧୧୮ଦିନ ପରେ ଅର୍ଥାତ୍ ଧାର୍ଯ୍ୟ ସମୟର ୨ଦିନ ପୂର୍ବରୁ ୫୩୪ ପୃଷ୍ଠାର ଚାର୍ଜଶିଟ ଦାଖଲ କରାଯାଇଛି। କାର୍ଯ୍ୟରତ ପୋଲିସ ଏଏସ୍ଆଇ…
ମିଲେଟ୍ ମିଶନ କାର୍ଯ୍ୟକାରିତା ନେଇ ସନ୍ଦେହ
ଯୋଡ଼ା,୨୭ା୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍ରେ ଓଡ଼ିଶା ମିଲେଟ୍ ମିଶନ କାର୍ଯ୍ୟକାରିତା ନେଇ ସନ୍ଦେହ ଉପୁଜିଛି। ଯୋଜନା ମାଧ୍ୟମରେ ଅନେକ କୋଟି ଖର୍ଚ୍ଚ ହେଉଛି। ଚାଷୀଙ୍କୁ ଉତ୍ସାହିତ କରିବାକୁ ପ୍ରୋତ୍ସାହନ ରାଶି ପ୍ରଦାନ କରିବାର ବ୍ୟବସ୍ଥା ରହିଛି। କିନ୍ତୁ ଯୋଡ଼ା ବ୍ଲକ୍ରେ…
ଉପରମୁଣ୍ଡରେ ଅପବ୍ୟବହାର, ତଳମୁଣ୍ଡରେ ହାହାକାର
ଖଇରା,୨୭ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ଗ୍ରାମରେ ଥିବା ପାନୀୟଜଳ ପ୍ରକଳ୍ପ ସମସ୍ତ ଗ୍ରାମବାସୀଙ୍କ ଶୋଷ ମେଣ୍ଟାଇପାରୁନାହିଁ। ପାହାଡ଼ ପାଦଦେଶରେ ଥିବା ଏହି ଅଞ୍ଚଳରେ ଜଳସ୍ତର ବହୁ ତଳେ ଥିବାରୁ ଠିକ୍ ଭାବେ ପମ୍ପିଂ ହୋଇପାରୁନି। ଉପରମୁଣ୍ଡର ଲୋକେ…
ଶାଳମଞ୍ଜି ଦେଇଛି ଜୀବିକା
ଚମ୍ପୁଆ,୨୭ା୫: କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡରେ ଶାଳମଞ୍ଜି ଆଦିବାସୀମାନଙ୍କ ଏକ ପ୍ରମୁଖ ଉପାର୍ଜନର ମାଧ୍ୟମ ସାଜିଛି। ଆଦିବାସୀମାନେ ସପରିବାରେ ଏକ ମାସ ଧରି ଶାଳଫୁଲରୁ ମଞ୍ଜି ସଂଗ୍ରହ କରୁଛନ୍ତି। ମାତ୍ର ମଞ୍ଜି ସଂଗ୍ରହ ପରେ ବଜାର ଅଭାବରୁ ସ୍ଥାନୀୟ ବ୍ୟବସାୟୀଙ୍କ ହାତରେ…
ଏସ୍ଏଚ୍ଜିଙ୍କୁ ସ୍ବାବଲମ୍ବୀ କରିଛି ଅଣ୍ଡାଦିଆ କୁକୁଡ଼ା ପାଳନ କେନ୍ଦ୍ର
ଫୁଲବାଣୀ ଅଫିସ,୨୭ା୫: ରାଜ୍ୟ ସରକାର ମହିଳାମାନଙ୍କୁ ସ୍ବାବଲମ୍ବୀ କରିବାକୁ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍ଏଚ୍ଜି) ମାଧ୍ୟମରେ ବିଭିନ୍ନ ପ୍ରକାର ସହାୟତା ଯୋଗାଇ ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ୬ଟି ବ୍ଲକରେ…
ନିରାଶ ହେଲେ ତେନ୍ତୁଳିଖୁଣ୍ଟିବାସୀ
ତେନ୍ତୁଳିଖୁଣ୍ଟ,୨୭ା୫(ଡି.ଏନ୍.ଏ.): ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି, ପାପଡ଼ାହାଣ୍ଡି ଓ କୋଷାଗୁମୁଡ଼ା ବ୍ୟତୀତ ଅନ୍ୟ ୭ ବ୍ଲକରେ ଯୁକ୍ତ ୩ ମହାବିଦ୍ୟାଳୟ (ସରକାରୀ, ଅନୁଦାନପ୍ରାପ୍ତ ନ ହେଲେ ଘରୋଇ) ରହିଛି। ପାପଡ଼ାହାଣ୍ଡି ଓ କୋଷାଗୁମୁଡ଼ା ବ୍ଲକରେ ଯୁକ୍ତ ୩ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସବୁଜ ସଙ୍କେତ…
ବୀମା ଅର୍ଥ ଦେଉନି ଏଜେନ୍ସି
ଅନୁଗୋଳ ଅଫିସ,୨୭ା୫:ଗ୍ୟାସ୍ ଦୁର୍ଘଟଣାରେ ମା’ ବାପା ଚାଲିଗଲା ପରେ ଅସହାୟ ହୋଇପଡ଼ିଛନ୍ତି ୨ ପିଲା। ପ୍ରଶାସନ ପକ୍ଷରୁ କିଛି ସହାୟତା ମିଳୁଥିଲେ ମଧ୍ୟ ଗ୍ୟାସ୍ ଏଜେନ୍ସି ବୀମା ଅର୍ଥ ପ୍ରଦାନ କରୁନାହିଁ। ଫଳରେ ୨ ପିଲାଙ୍କ ଭବିଷ୍ୟତ ନେଇ ପ୍ରଶ୍ନବାଚୀ ସୃଷ୍ଟି…
ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ବିଫଳ
ଖଣ୍ଡପଡ଼ା,୨୭ା୫(ସ୍ବ.ପ୍ର):ଜଗନ୍ନାଥ ସଂସ୍କୃତିର ଆଦି ପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀନୀଳମାଧବ ଜୀଉ ମନ୍ଦିରରେ ଜଣେ ବଭ୍ଗୀୟ ପର୍ଯ୍ୟଟକଙ୍କୁ ଅସଦାଚରଣ କରାଯାଇଥିଲା। ଏହି ଘଟଣାକୁ ୧୮ ଦିନ ବତିଥିବା ବେଳେ ଖଣ୍ଡପଡ଼ା ଥାନା ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ବିଫଳ ହୋଇଛି। ଏହାକୁ ନେଇ…
ବନ୍ଧାହେବେ ଦୁର୍ନୀତିଗ୍ରସ୍ତ ଅଧିକାରୀ
ଭାପୁର,୨୭ା୫ (ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକ ଦୁର୍ନୀତିକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚିତ। କେତେବେଳେ ଗୋଟିଏ ଶହେ ମିଟର ରାସ୍ତାକୁ ୨୧ ଥର ବିଲ କରି ତ କେତେବେଳେ ନାଳ ଭିତରେ ପୋଖରୀ ଖୋଳି। ପୁଣି କେତେବେଳେ କୂଅ, ପୋଖରୀ,…
ଦୁର୍ନୀତି ଅଭିଯୋଗକୁ ୧୫ ଦିନ ପୂରିଲା, ତଦନ୍ତ ଶୂନ
ନାଉଗାଁ,୨୭ା୫(ସ୍ବ.ପ୍ର.): ନାଉଗାଁ ବ୍ଲକ ଘୋଡାଂଶ ପଞ୍ଚାୟତ ସରପଞ୍ଚ ନୀହାର ରଞ୍ଜନ ବସ୍ତିଆଙ୍କ ଅଜାଣତରେ ତାଙ୍କ ଡିଏସ୍ସି(ଡିଜିଟାଲ ସିଗ୍ନେଚର ସାର୍ଟିଫିକେଟ୍)କୁ ଅପବ୍ୟବହାର କରି ପଞ୍ଚାୟତର ଅର୍ଥ ହଡ଼ପ ସହ ଏମ୍ଜିଏନ୍ଆରଇଜିଏସ୍ରେ କାର୍ଯ୍ୟ ନ ହୋଇ ଲକ୍ଷାଧିକ ଟଙ୍କାର ବିଲ୍ ହୋଇଛି। ଗତ ୮…
Archives


