Home

ୟୁନିୟନ୍‌ ବ୍ୟାଙ୍କ ପକ୍ଷରୁ ସୋଲାର ଟ୍ୟୁବ୍‌ ଲାଇଟ୍‌ ବଣ୍ଟନ

ଭୁବନେଶ୍ୱର,୬।୭: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଏକ ସାମାଜିକ କାର୍ଯ୍ୟକ୍ରମ ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ କେନ୍ଦୁପାଲି ଗ୍ରାମର ଆର୍ଥିକ ଅନଗ୍ରସର ମହିଳାମାନଙ୍କୁ ୨୦୦ ସୋଲାର ଟ୍ୟୁବ୍‌ ଲାଇଟ୍‌ ବଣ୍ଟନ…

୩ ବର୍ଷ ହେବ ପିଲା ଖୋଜୁଛନ୍ତି ପୁରସ୍କାର

ଭୁବନେଶ୍ୱର,୬।୭ (ଶର୍ମିଷ୍ଠା ପାଣିଗ୍ରାହୀ)ପିଲାଙ୍କୁ ପୁରସ୍କାର ଲୋଭ ଦେଖାଇ ଭୁଲି ଯାଇଛନ୍ତି ରାଜ୍ୟ ସରକାର। ଇତିମଧ୍ୟରେ ୩ବର୍ଷ ବିତିଯାଇଛି। ‘ମୋ ପ୍ରତିଭା’ ପୁରସ୍କାର ପାଇବାକୁ ୩୫ରୁ ଊର୍ଦ୍ଧ୍ୱ ପିଲା ଚାହିଁବସିଛନ୍ତି। କରୋନା ସମୟରେ ସ୍କୁଲ ବନ୍ଦ ରହିବା ସହ ବାହାରେ ଖେଳିବାକୁ ପିଲାମାନଙ୍କୁ…

ଉଠିଲା ଅଳିଆ, ହଟିବେ ଉଠାଦୋକାନୀ

ଭୁବନେଶ୍ୱର,୬।୭(ଅନୁରାଧା ମହାରଣା)ୟୁନିଟ-୨ ମାର୍କେଟ ବିଲ୍ଡିଂର ସ୍ଥାୟୀ ବ୍ୟବସାୟୀ ଓ ଉଠାଦୋକାନୀ ଙ୍କ ମଧ୍ୟରେ ଲାଗି ରହିଥିବା ବିବାଦର ସ୍ଥାୟୀ ସମାଧାନ ହେଉନାହିଁ। ଫଳରେ ଉଭୟ ଗୋଷ୍ଠୀ ବାରମ୍ବାର ମୁହଁାମୁହିଁ ହେବା ସହ ବଜାର ବନ୍ଦ, ଅଳିଆ ଉଠା ବନ୍ଦ ମାଧ୍ୟମରେ ପ୍ରତିବାଦ…

ଟାଟା ଷ୍ଟିଲ୍‌ର ୧୧୬ତମ ବାର୍ଷିକ ସାଧାରଣ ବୈଠକ

ଭୁବନେଶ୍ୱର,୬।୭: ଟାଟା ଷ୍ଟିଲ୍‌ର ୧୧୬ ତମ ବାର୍ଷିକ ସାଧାରଣ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଟାଟା ଷ୍ଟିଲ୍‌ର ଅଧ୍ୟକ୍ଷ ଏନ୍‌.ଚନ୍ଦ୍ରଶେଖରନ୍‌ ଅଂଶଧନକାରୀମାନଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଥିବା ଅଭିଭାଷଣ ଏବଂ କମ୍ପାନିର ଆର୍ଥିକ ପ୍ରଦର୍ଶନ ଓ ଭବିଷ୍ୟତ ଯୋଜନା ବିଷୟରେ…

ଡ୍ରିମ୍‌ସ ପଲିଟେକ୍‌ନିକର ମେଗା କ୍ୟାମ୍ପସ ଚୟନ

ଭୁବନେଶ୍ୱର,୬।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମସ ଗ୍ରୁପର ସହଯୋଗୀ ଅନୁଷ୍ଠାନ ଡ୍ରିମ୍‌ସ ପଲିଟେକନିକ ପକ୍ଷରୁ ନିକଟରେ ଏକ ମେଗା କ୍ୟାମ୍ପସ ଚୟନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କ୍ୟାମ୍ପସ ଚୟନରେ ଡ୍ର୍ରିମ୍‌ସ ପଲିଟେକ୍‌ନିକର ୪୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଦେଶର…

ପ୍ରଥମ ତ୍ରୈମାସରେ ସୋନାଲିକାର ୪୦,୭୦୦ ଟ୍ରାକ୍ଟର ବିକ୍ରି

ଭୁବନେଶ୍ୱର,୬।୭: ଦେଶର ଏକ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ସୋନାଲିକା ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ମୋଟ ୪୦,୭୦୦ ୟୁନିଟ ଟ୍ରାକ୍ଟର ବିକ୍ରି କରିଛି। ଏପରିକି ଆର୍ଥିକ ବର୍ଷର ସର୍ବୋଚ୍ଚ ତ୍ରୈମାସିକ ବିକ୍ରି ରେକର୍ଡ ହାସଲ ସହ ଘରୋଇ ଶିଳ୍ପ…

ମ୍ୟାଲେରିଆ ଆକ୍ରାନ୍ତ: ଦେଶରେ ମାଲକାନଗିରି ୨ୟ, ରାୟଗଡ଼ା ୪ର୍ଥ ସ୍ଥାନରେ

ରାୟଗଡ଼ା,୬।୭(ଆଶିଷ ରଞ୍ଜନ ପଣ୍ଡା)ମ୍ୟାଲେରିଆ ନିରାକରଣ ପାଇଁ ସରକାରଙ୍କ ପକ୍ଷରୁ ଯେତେ ଯୋଜନା କାର୍ଯ୍ୟକାରୀ କରାଗଲେ ମଧ୍ୟ ରାଜ୍ୟରେ ମ୍ୟାଲେରିଆ ନିୟନ୍ତ୍ରଣ ହୋଇପାରୁନାହିଁ। ବରଂ ଦିନକୁ ଦିନ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ରାୟଗଡ଼ା ଜିଲାରେ ସର୍ବାଧିକ ମ୍ୟାଲେରିଆ…

ୱି ପକ୍ଷରୁ ସୁପର ଡାଟା ପ୍ୟାକ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୬।୭: ଦେଶର ପ୍ରମୁଖ ଟେଲିକମ୍‌ ଅପରେଟର ୱି ପକ୍ଷରୁ ସୁପର ଡାଟା ପ୍ୟାକ୍‌ର ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଗ୍ରାହକଙ୍କ ଡାଟାର ସ୍ବତନ୍ତ୍ର ଆବଶ୍ୟକତା ପୂରଣ କରିବା ଲାଗି ଘଣ୍ଟା ପିଛା ଓ ଦୈନିକ ବ୍ୟବହାର ପାଇଁ ସୁପର…

ରିହାତିରେ ତେଲ କିଣି ତୈଳ କମ୍ପାନୀ ଲାଭବାନ

ନୂଆଦିଲ୍ଲୀ,୬।୭ (ଅଭୟ ଦାଶ): ଗତ କିଛି ବର୍ଷ ହେବ ଭାରତୀୟ ତୈଳ କମ୍ପାନୀଗୁଡିକ ରୁଷିଆରୁ ତେଲ କିଣି ବ୍ୟାପକ ଲାଭବାନ ହୋଇଛନ୍ତି। ବିଶେଷ କରି ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରେ ବିଭିନ୍ନ ରାଷ୍ଟ୍ର ରୁଷିଆ ଉପରେ…

ଉତ୍କଳ ହସ୍ପିଟାଲର ପ୍ରଥମ ଏଥିକ୍ସ କମିଟି ବୈଠକ

ନୂଆଦିଲ୍ଲୀ,୬।୭: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ମଲ୍ଟି ସ୍ପେଶାଲିଟି ହେଲଥ ୟୁନିଟ ଉତ୍କଳ ହସ୍ପିଟାଲ ଭୁବନେଶ୍ୱରର ପ୍ରଥମ ଏଥିକ୍ସ କମିଟିର ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି କେନ୍ଦ୍ର ସରକାରଙ୍କର ସ୍ବାସ୍ଥ୍ୟ ଓ ଗବେଷଣା ବିଭାଗ ଦ୍ୱାରା ଅନୁମୋଦିତ ହେବା…

ସ୍ବାସ୍ଥ୍ୟକେନ୍ଦ୍ରରେ ହେଲ୍‌ମେଟ୍‌ ପିନ୍ଧି ବସିଲେ ଫାର୍ମାସିଷ୍ଟ

ଖପ୍ରାଖୋଲ,୬।୭(ଅଭୟ ତ୍ରିପାଠୀ)ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ସିମେଣ୍ଟ ଅତଡ଼ା ଖସୁଛି। ଏହାକୁ ନେଇ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ ଓ ରୋଗୀଙ୍କ ମଧ୍ୟରେ ଭୟ ଦେଖାଦେଇଛି। ମଙ୍ଗଳବାର ରୋଗୀମାନେ ଡାକ୍ତରଙ୍କଠାରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ଔଷଧ ବିତରଣ…

ଚନ୍ଦକାରୁ ଅପହରଣ, ଟିଟିଲାଗଡ଼ରେ ଠାବ

ବାରଙ୍ଗ(ଲିଙ୍ଗରାଜ ରାଉତ)/ଟିଟିଲାଗଡ଼,୬।୭(ଶରତ ମିଶ୍ର)ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅଧୀନ ସୁନ୍ଦରପୁର ଅଞ୍ଚଳରେ ଥିବା ଏକ ଘରୋଇ ସ୍କୁଲର ଦଶମ ଶ୍ରେଣୀର ୨ଜଣ ଛାତ୍ର ନିଖୋଜ ହୋଇଥିବା ନେଇ ମଙ୍ଗଳବାର ଅଭିଯୋଗ ହୋଇଥିଲା। ଏ ନେଇ ପୋଲିସ ତଦନ୍ତ କରୁଥିବାବେଳେ ବୁଧବାର ଛାତ୍ରଦ୍ୱୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri