ମା’ଙ୍କ ଗହଣା ବନ୍ଧାପକାଇ ହୋଟେଲ ଖୋଲିଥିଲି
୧୯୫୭ ଫେବୃୟାରୀ ୩ରେ ଯାଜପୁରରେ ଜନ୍ମ ଗ୍ରହଣ କରିଥିଲେ ସ୍ବସ୍ତି ଗ୍ରୁପ୍ର ସିଏମ୍ଡି ଡ. ଜିତେନ୍ଦ୍ର କୁମାର ମହାନ୍ତି। ଦିଲ୍ଲୀ ୟୁନିଭର୍ସିଟିରୁ ଗ୍ରାଜୁଏଶନ ଶେଷ କରି ଓଡ଼ିଶା ଫେରିବା ପରେ ମା’ଙ୍କ ସହଯୋଗରେ ହୋଟେଲ ଇଣ୍ଡଷ୍ଟ୍ରିରେ ପାଦ ରଖିଥିଲେ। ପ୍ରଥମେ ଭୁବନେଶ୍ୱର…
ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ସରିଲା
ଭୁବନେଶ୍ୱର, ୨୯।୮(ଅସମାପିକା ସାହୁ):ରାଜ୍ୟରେ ଉଚ୍ଚ ମାଧ୍ୟମିକ ସ୍କୁଲରେ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ସୋମବାର ଶେଷ ହୋଇଛି। ରାତି ୮ଟା ସୁଦ୍ଧା ୬୦ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଆବେଦନ କରିଥିବା ଜଣାପଡ଼ିଛି। ଗତ ୧୬ ତାରିଖରୁ ଏହି ପ୍ରକ୍ରିୟା…
ଯୁକ୍ତ୩ ନାମଲେଖା ଶେଷ
ଭୁବନେଶ୍ୱର, ୨୯।୮(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ସ୍ନାତକ(ୟୁଜି) ଚତୁର୍ଥ ପର୍ଯ୍ୟାୟ ନାମଲେଖା ସୋମବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ମୋଟ ୩୦ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନାମ ଲେଖାଇଥିବା ଜଣାପଡିଥିଲେ ମଧ୍ୟ ମୋଟ କେତେ ସଂଖ୍ୟକ ଛାତ୍ରୀଛାତ୍ର ନାମଲେଖାଇଲେ ତାହା ମଙ୍ଗଳବାର ସକାଳ…
ଜାଭେଲିନ ତାରକା କିଶୋରଙ୍କୁ ୨୫ ଲକ୍ଷ ଟଙ୍କା ପୁରସ୍କାର
ଭୁବନେଶ୍ୱର,୨୯ା୮(ଅନିଲଦାସ):ବିଶ୍ୱ ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ରେ ପ୍ରଥମ ଓଡ଼ିଆ ଭାବେ ଦେଶ ପାଇଁ ପ୍ରତିନିଧିତ୍ୱ କରି ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଜାଭେଲିନ ତାରକା କିଶୋର ଜେନାଙ୍କୁ ୨୫ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏହି ଘୋଷଣା…
ଲୋକସେବା ଭବନରେ ପଦୋନ୍ନତି ଦ୍ୱନ୍ଦ୍ୱ
ଭୁବନେଶ୍ୱର, ୨୯ା୮(ସୁନିତ୍ ମିଶ୍ର)ଲୋକସେବା ଭବନରେ ପଦୋନ୍ନତିକୁ ନେଇ ବିବାଦ ଦେଖିବାକୁ ମିଳିଛି। ଏସ୍ସି, ଏସ୍ଟି (ତଫସିଲଭୁକ୍ତ ଜାତି, ତଫସିଲଭୁକ୍ତ ଉପଜାତି) ଏବଂ ସାଧାରଣ ବର୍ଗର କର୍ମଚାରୀଙ୍କ ମଧ୍ୟରେ ମୁଖ୍ୟତଃ ପଦୋନ୍ନତିକୁ ନେଇ ଦ୍ୱନ୍ଦ୍ୱ ଲକ୍ଷ୍ୟ କରାଯାଇଛି। ସାଧାରଣ ବର୍ଗର ଅଧିକାରୀଙ୍କ ପଦୋନ୍ନତି…
ଠିକ ଭାବେ ହିଜାବ ନ ପିନ୍ଧିବାରୁ ୧୪ ବାଳିକାଙ୍କ କେଶ କାଟିଲେ ଅଧ୍ୟାପକ
ଜାକର୍ତ୍ତା,୨୯।୮: ଛାତ୍ରୀମାନେ ଠିକ ଭାବେ ହିଜାବ ନ ପିନ୍ଧିବା କାରଣରୁ ଜଣେ ଅଧ୍ୟାପକ ଛାତ୍ରୀଙ୍କ କେଶ କାଟିଥିବା ଖବର ସାମ୍ନାକୁ ଆସିଛି। ଘଟଣାଟି ଇଣ୍ଡେରାନେସିଆରେ ଘଟିଛି। ଏହାକୁ ନେଇ ଇଣ୍ଡୋନେସିଆରେ ହିଂସା ଉପୁଜିବା ସହ ଏହାକୁ ଧାର୍ମିକ ଅସହିଷ୍ଣୁତା ସହ ଯୋଡି…
ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ମାମଲାରେ ନୂଆମୋଡ଼
ଲକ୍ଷ୍ନୌ,୨୯।୮: ପ୍ରେମ ସମ୍ପର୍କ ଏବଂ ଦୁର୍ନୀତି ସମେତ ଅନେକ ଗୁରୁତର ଅଭିଯୋଗରେ ଘେରି ରହିଥିବା ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟଙ୍କୁ ଆଶ୍ୱସ୍ତି ମିଳିଛି। ଆଶ୍ଚର୍ଯ୍ୟଜନକ ଘଟଣା କ୍ରମେ ତାଙ୍କ ବିରୋଧରେ ସ୍ବାମୀ ଆଲୋକ ମୌର୍ଯ୍ୟ ଆଣିଥିବା ସମସ୍ତ ଅଭିଯୋଗ ପ୍ରତ୍ୟାହାର କରି…
ଚା’ ପାର୍ଟି ପାଇଁ ମମତାଙ୍କୁ ନିମନ୍ତ୍ରଣ କଲେ ବିଗ୍ ବି’
ଅମିତାଭ ବଚ୍ଚନ ଆଜିକାଲି କୌନ ବନେଗା କରୋଡପତି ୧୫ତମ ସିଜିନ ଆୟୋଜନ କରୁଥିବା ଦେଖିବାକୁ ମିଳିଛି। ବିଗ ବି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ତାଙ୍କ ଘରେ ଚା’ ପାର୍ଟି ପାଇଁ ନିମନ୍ତ୍ରଣ କରିଛନ୍ତି। ଅଗଷ୍ଟ ୩୧ ରୁ ସେପ୍ଟେମ୍ବର ୧…
ସବୁଠୁ ଛୋଟ ଭ୍ରମଣକାରୀଙ୍କ ୨୩ ଦେଶ ଭ୍ରମଣ
ୱିଲିଂଟନ୍: ସାଧାରଣତଃ ମା’-ବାପା ଅତି ଛୋଟ ପିଲାଙ୍କୁ ବାହାରକୁ ନେଇ ଯାଇ ନ ଥାନ୍ତି। ହେଲେ ନ୍ୟୁଜିଲାଣ୍ଡର ଏକ ଦମ୍ପତି ତାଙ୍କ ୧୧ ମାସର ଶିଶୁକୁ ନେଇ ବିଶ୍ୱ ବୁଲିବାରେ ଲାଗିଛନ୍ତି। ତେବେ ଦୁନିଆର ସବୁଠୁ ଛୋଟ ଭ୍ରମଣକାରୀ ଭାବେ ଆଟଲାସ୍…
ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୨୯।୮: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହାଇ ପ୍ରୋଫାଇଲ ହତ୍ୟା ମାମଲାରେ ଅଭିଯୁକ୍ତ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ଏଠାରେ ସାବରମତି ସେଣ୍ଟ୍ରାଲ ଜେଲରେ ଥିବା ଏକ ହାଇ ସୁରକ୍ଷା ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ୧୯୫ କୋଟି ଟଙ୍କାର ଡ୍ରଗ୍ସ ମାମଲାରେ ତାଙ୍କର…
କଣ୍ଢେଇ ଫେରାଇବାକୁ ବିମାନରେ ଆସିଲେ ୬ହଜାର ମାଇଲ
ୱାଶିଂଟନ: ଜଣେ ୯ ବର୍ଷୀୟା ଝିଅର ଖୁସି ପାଇଁ ପାଇଲଟ୍ ଜଣକ ଯାହା କରିଛନ୍ତି, ସେଥିଲାଗି ସେ ଚର୍ଚ୍ଚାକୁ ଆସିଛନ୍ତି। ବିମାନ ଯାତ୍ରା ସମୟରେ ଅନେକେ ତାଙ୍କର କିଛି ଜିନିଷ ଭୁଲି ଯାଇଥିବା ନଜରକୁ ଆସିଛି। ତେବେ ନିକଟରେ ଏକ ଛୋଟପିଲା…
ବଜାରରେ ହୋଣ୍ଡାର ନ୍ୟୁ ହର୍ନେଟ
ନୂଆଦିଲ୍ଲୀ,୨୯।୮ : ହୋଣ୍ଡା ମୋଟରସାଇକେଲ୍ ଆଣ୍ଡ୍ ସ୍କୁଟର ଇଣ୍ଡିଆ (ଏଚ୍ଏମ୍ଏସ୍ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ହର୍ନେଟ୍-୨.୦କୁ ବଜାର ପ୍ରବେଶ ସହ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏ ସମ୍ପର୍କରେ ଏଚ୍ଏମ୍ଏସ୍ଆଇର ପରିଚାଳନା ନିର୍ଦ୍ଦେଶକ, ସଭାପତି ଏବଂ ସିଇଓ…

